• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ସମ୍ବଲପୁର: ଜମିବାଡ଼ି ବିବାଦରୁ ରକ୍ତମୁଖା ପଡ଼ୋଶୀ ବିଭତ୍ସ କାଣ୍ଡ ଘଟାଇଛି। ଗୋଟିଏ ପରିବାରର ତିନିଜଣ- ମା, ଝିଅ ଓ ଜ୍ୱାଇଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ପଡ଼ୋଶୀ। ସମ୍ବଲପୁର କୁଚିଣ୍ଡା ଥାନା ଲପଡ଼ା ଗାଁର ଏ ଘଟଣାକୁ ନନେଇ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକମାନେ ହେଲେ ମା ପିରୋବତୀ ବେହେରା, ଝିଅ ସାବିତ୍ରୀ ଓ ଜ୍ୱାଇଁ ଗିରିଧାରୀ ସାହୁ। ମିଳିଥିବା ସୂଚନା ଅନୁସାରେ, ଜମିବାଡ଼ି ବିବାଦରୁ ପିରୋବତୀଙ୍କ ପଡ଼ୋଶୀ ବାପପୁଅ ନବୀନ ଦେବୁରୀ ଓ ହେମାନନ୍ଦ ଦେହୁରୀ ଏହି […]

icmr
କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ନୂଆଦିଲ୍ଲୀ: କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି। ଏହାକୁ ଖୁବ୍‌ଶୀଘ୍ର ନ୍ୟାସନାଲ କ୍ଲିନିକାଲ୍ ମ୍ୟାନେଜମେଣ୍ଟ ପ୍ରୋଟୋକଲ୍‌ରୁ ବାଦ୍ ଦିଆଯାଇପାରେ ବୋଲି କହିଛନ୍ତି ଆଇସିଏମ୍ଆର୍ ଡିଜି। ପ୍ଲାଜମା ଥେରାପିରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ଶରୀରରୁ ଆଣ୍ଟିବଡି ସଂଗ୍ରହ କରି ଗୁରୁତର କରୋନା ରୋଗୀଙ୍କ ଶରୀରରେ ପ୍ରବେଶ କରାଯାଉଥିଲା। ଏହା କରୋନା ଭୂତାଣୁକୁ ନଷ୍ଟ କରିବାରେ ସହାୟକ ହେବ ଏବଂ ରୋଗୀ ଶୀଘ୍ର ସୁସ୍ଥ ହୋଇଯିବେ ବୋଲି ଆଶା କରାଯାଉଥିଲା। ତେବେ ଏହି ଥେରାପି କେବଳ […]

coronavirus
କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୭୧୬ ଆକ୍ରାନ୍ତ। ସେଥିମଧ୍ୟର ଖୋର୍ଦ୍ଧାରୁ ସର୍ବାଧିକ ୫୮୬, ଷ୍ଟେଟ୍‌ପୁଲ୍‌ରୁ ୮୬ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ସେହିପରି ସୁନ୍ଦରଗଡ଼-୨୧୬, ଅନୁଗୁଳ-୨୦୧, ମୟୂରଭଞ୍ଜରୁ ୧୫୬, କଟକ-୧୧୯, ନୂଆପଡ଼ା-୧୦୬, ବଲାଙ୍ଗିର-୧୦୫, ବରଗଡ଼ରୁ ୧୦୦ ସୁସ୍ଥ ହୋଇଥିବା ବେଳେ ସମ୍ବଲପୁର-୯୮, ଯାଜପୁର-୯୪, କେନ୍ଦ୍ରପଡ଼ା-୭୧, ଝାରସୁଗୁଡ଼ାରୁ ୭୦ ସୁସ୍ଥ ହୋଇଛନ୍ତି। 70 from Jharsuguda 66 from Dhenkanal 65 from […]

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ବଲାଙ୍ଗିର: ଇଞ୍ଜିନିୟର ସାଜିଛନ୍ତି ଦିନ ମଜୁରିଆ। କରୋନା ପାଇଁ ଏବେ ୮ ମାସ ଧରି ଘରେ ବସିଛନ୍ତି ସମସ୍ତେ। କାମ ଧନ୍ଦା କିଛି ନାହିଁ ଚଳିବେ କେମିତି? ଏଭଳି ସ୍ଥିତିରେ ଶିକ୍ଷାଗତ ଯୋଗ୍ୟତାକୁ ପଛରେ ପକାଇ, ବଲାଙ୍ଗିରର ଜଣେ ଯୁବ ଇଂଜିନିୟର ଦିନ ମଜୁରିଆ ସାଜିଛନ୍ତି। ସେ ମନରେଗାରେ ମାଟି କାମ କରୁଥିବା ବେଳେ ପୂରା ଗ୍ରାଉଣ୍ଡରେ ଠାବ କରିଛନ୍ତି ଜିଲ୍ଲାପାଳ। ଗତକାଲି ବଲାଙ୍ଗିର ଜିଲ୍ଲାପାଳ ଦେଓଗାଁ ବ୍ଳକ ଜୁର୍ଲାକାନୀଠାରେ ମନରେଗାରେ ହେଉଥିବା ମାଟିକାମ ଦେଖିବାକୁ ଯାଇଥିଲେ। […]

health-department
କୋଭିଡ୍‌-୧୯ ସୁସ୍ଥ ହେବା ପରେ କ'ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ। ଆରୋଗ୍ୟ ହେବା ପରେ କିଭଳି ରହିବେ, କ‘ଣ କରିବେ ସେନେଇ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। କରୋନାରୁ ସୁସ୍ଥ ପରେ ଦେହବିନ୍ଧା, କଫ, ତଣ୍ଟି ବ୍ୟଥା ଲକ୍ଷଣ ଦେଖାଦେଇପାରେ। ନିଃଶ୍ୱାସପ୍ରଶ୍ୱାସରେ କଷ୍ଟ, ହୃଦଘାତ, ଘ୍ରାଣ ଓ ସ୍ୱାଦ ଶକ୍ତି ଚାଲିଯାଇପାରେ। ତେଣୁ କରୋନା ଆରୋଗ୍ୟମାନେ ମାସ୍କ ପିନ୍ଧିବେ, ହାତ ଧୋଇବା ଜରୁରୀ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ପରାମର୍ଶ […]

odisha-vigilance
ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

ଭୁବନେଶ୍ୱର: ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ। ରବିନ୍ଦ୍ରଙ୍କୁ ୩ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତ ପଠାଇଲେ ଭିଜିଲାନ୍ସ କୋର୍ଟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଆଜି ଭିଜିଲାନ୍ସ ରବୀନ୍ଦ୍ରଙ୍କୁ ଗିରଫ କରିଥିଲା। ରବୀନ୍ଦ୍ରଙ୍କ ପାଖରୁ ମୋଟ ୬ କୋଟି ୫୮ ଲକ୍ଷ ଟଙ୍କାର ସଂପତ୍ତି ମିଳିଥିଲା। ସେଥିରୁ ୫ କୋଟି ୨୧ ଲକ୍ଷ ଆୟ ବହିର୍ଭୂତ ସଂପତ୍ତି ଥିବା ଭିଜିଲାନ୍ସ କହିଥିଲା। ତାଙ୍କର ମୋଟ ଆୟର ୨୪୧% ବେଆଇନ ସଂପତ୍ତି […]

rain-op
ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ୍ ମାର୍କଡ୍‌ରେ ପରିଣତ ହେବା ପରେ ଆଜି ଏହା ଅବପାତର ରୂପ ନେଇପାରେ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ କ୍ରମେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ଅନେକ ସ୍ଥାନରେ ପ୍ରବଳ କିମ୍ବା […]

kangna
କଙ୍ଗନାଙ୍କୁ ମୁମ୍ବାଇ ପୋଲିସ୍‌ର ସମନ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କ ପାଇଁ ସମସ୍ୟା ବଢିଛି। ମୁମ୍ବାଇ ପୋଲିସ୍ କଙ୍ଗନା ଓ ତାଙ୍କ ଭଉଣୀ ରଙ୍ଗୋଲିଙ୍କୁ ପଚରାଉଚରା ପାଇଁ ନୋଟିସ୍ ଜାରି କରିଛି। ଆସନ୍ତା ସୋମବାର ଓ ମଙ୍ଗଳବାର ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ପାଇଁ ମୁମ୍ବାଇ ପୋଲିସ ସମନ କରିଛି। ମୁମ୍ବାଇର ବାନ୍ଦ୍ରା ପୋଲିସ ଷ୍ଟେସନରେ ଉଭୟଙ୍କ ନାଁରେ ବିଭିନ୍ନ ଧାରାରେ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି। ଉଭୟଙ୍କ ବିରୋଧରେ ଆଇପିସି ଧାରା ୧୫୪ A, ୨୯୫ A, ୧୨୪ […]

vehicle
୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୪୩. ୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା। ଏପ୍ରିଲରୁ ଜୁଲାଇ ମଧ୍ୟରେ ୪ ମାସ ଲକ୍‌ଡାଉନ୍ ଯୋଗୁ ଏମିତି ହୋଇଛି। ୨୦୧୯ରେ ଏପ୍ରିଲରୁ ଜୁଲାଇ ମଧ୍ୟରେ ଦୁର୍ଘଟଣାରେ ରାଜ୍ୟରେ ୧ ହଜାର ୮୫୩ ଜଣଙ୍କର ମୃତ୍ୟୁ ଘଟିଥିଲା। ମାତ୍ର ଚଳିତ ବର୍ଷ ଏପ୍ରିଲରୁ ଜୁଲାଇ ୨୦୨୦ ଭିତରେ ରାଜ୍ୟରେ ୧ ହଜାର ୪୮ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସଡ଼କ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଏପ୍ରିଲ ମାସରେ […]

covid-19
କରୋନାରୁ ସୁସ୍ଥ ହେବାପରେ କ'ଣ କରିବେ?

ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟ ମଧ୍ୟ ବୃଦ୍ଧି ପାଉଛି। ଏ ସମୟରେ କରୋନାରୁ ଦୂରେଇ ରହିବା ପାଇଁ ମାସ୍କ ଏବଂ ସାନିଟାଇଜର ବ୍ୟବହାର କରିବା ପାଇଁ ସରକାର ନିର୍ଦ୍ଦେଶ ଦେଉଥିବା ବେଳେ ଲୋକମାନେ ମଧ୍ୟ ନିଜକୁ ସଚେତନ ରଖିବାକୁ ଚେଷ୍ଟା କରୁଛନ୍ତି। ତେବେ କରୋନା ଆକ୍ରାନ୍ତ ହେବାପରେ କେମିତି ନିଜର ଯତ୍ନ ନେବେ ସେନେଇ ଲୋକମାନେ ଦ୍ୱନ୍ଦ୍ୱରେ ଥିବା ବେଳେ ପୋଷ୍ଟ କୋଭିଡ୍ ଆଡ୍‌ଭାଇଜରି ଜାରି କରିଛି ରାଜ୍ୟ ସ୍ୱାସ୍ଥ୍ୟ […]

old-bulbs1111
ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ତେଜୁଛି ଆନ୍ଦୋଳନ।  ଆଜି ସଂଧ୍ୟା ୬ଟାରୁ ୧୫ ମିନିଟ୍ ପାଇଁ ଲାଇଟ୍ ଅଫ୍ କରି ପ୍ରତିବାଦ ଜଣାଇବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛି ବିଦ୍ୟୁତ ଉପଭୋକ୍ତା ମହାସଂଘ । ଏହି ଅଭିଯାନରେ ସମସ୍ତ ଘରୋଇ ବିଦ୍ୟୁତ ଉପଭୋକ୍ତା, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ, ଦୋକାନ, ବଜାର, ମଲଗୁଡ଼ିକ ସହଯୋଗ କରିବାକୁ ମହାସଂଘ ନିବେଦନ କରିଛି । କରୋନା କାଳରେ ସରକାର ଯେପରି ବିଦ୍ୟୁତ ଦର ବୃଦ୍ଧି କରିଛନ୍ତି ତାହା ବିଦ୍ୟୁତ […]

bank-loot
ଗ୍ରାହକଙ୍କୁ ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷ

ଚଣ୍ଡିଗଡ଼: ଦିନ ଦ୍ୱିପହରେ ବ୍ୟାଙ୍କରେ ପଶି  ଆତଙ୍କରାଜ୍ ଚଲାଇଥିଲେ ଲୁଟେରା। ମାରଣାସ୍ତ୍ର ଦେଖାଇ ଗ୍ରାହକଙ୍କୁ ଭୟଭୀତ କରିବା ସହ ବ୍ୟାଙ୍କରୁ ୭ ଲକ୍ଷ ଟଙ୍କା ଲୁଟି ନେଇ ଯାଇଛନ୍ତି  ଦୁବୃର୍ତ୍ତ। ସିସିଟିଭି କ୍ୟାମେରାରେ ଦେଖିବାକୁ ମିଳିଛି ବ୍ୟାଙ୍କ ଲୁଟ୍‌ର ଲାଇଭ ଦୃଶ୍ୟ। ହରିୟାଣା ଝାଞ୍ଜର ଜିଲ୍ଲା ମାଛରାଉଳି ଗାଁ ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କରୁ ଲୁଟ୍ ଅଭିଯୋଗ ହୋଇଛି । ୫ ଜଣ ସଶସ୍ତ୍ର ଦୁର୍ବୃତ୍ତ ବ୍ୟାଙ୍କରେ ପଶି ଲୁଟପାଟ୍‌ କରି ଚାଲିଥିଲେ। ଯାହାର ଭିଡିଓ ସିସିଟିଭିରେ କଏଦ […]

5g
ଆସୁଛି ୫ଜି ନେଟୱାର୍କ, ଚୀନ ବଦଳରେ ଆମେରିକା ସହ ହାତ ମିଳାଇଛି ଭାରତ

ନୂଆଦିଲ୍ଲୀ: ଭାରତକୁ ଆସିବାକୁ ଯାଉଛି ୫ଜି ନେଟୱାର୍କ। ଏଥିରେ ସବୁଠୁ ଆଗରେ ରହିଛି ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଚୀନ୍ ବଦଳରେ ଆମେରିକା କମ୍ପାନୀ ସହ  ଏଥିପାଇଁ ହାତ ମିଳାଇଛି ଭାରତ। ୫ଜି ନେଟ୍‌ୱାର୍କର ବିକାଶ ପାଇଁ ଜିଓ ପ୍ଲାଟଫର୍ମ କାଲିଫର୍ଣ୍ଣିଆରେ ଥିବା କ୍ୱାଲକମ୍ ସହ ଯୋଗାଯୋଗ ଚଲାଇଛି। ୫ଜି ନେଟୱାର୍କର ବିକାଶ, ଭିତ୍ତିଭୂମି ନିର୍ମାଣ ଓ ସେବା ଯୋଗାଇବା ପାଇଁ ଆମେରିକା କମ୍ପାନୀ ସହ ଆଲୋଚନା ଚାଲିଛି। କ୍ୱାଲକମ ହେଉଛି ବିଶ୍ୱର […]

kelua-ghai
ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ଯାଜପୁର: ଯାଜପୁର କେଲୁଅ ନଦୀ ବନ୍ଧରାସ୍ତାକୁ ଉଡ଼ାଇ ଘାଇ ସୃଷ୍ଟି କରିବା ଘଟଣାକୁ ନେଇ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମେତ ୬ ଜଣଙ୍କୁ ନୋଟିସ୍ ଜାରି କରିଛନ୍ତି ଲୋକାୟୁକ୍ତ । ଆସନ୍ତା ୬ ସପ୍ତାହ ଭିତରେ ଉତ୍ତର ରଖିବାକୁ କୁହାଯାଇଛି । ଗତ ଅଗଷ୍ଟ ମାସରେ ଯାଜପୁର ଜାତୀୟ ରାଜପଥ ଗୋକର୍ଣ୍ଣେଶ୍ୱରଠାରୁ ବୁଢ଼ାଲିଙ୍ଗ ମଝିପଡ଼ାକୁ ସଲଗ୍ନ ଜଳସେଚନ ରାସ୍ତାକୁ ଡିନାମାଇଟ୍ ଜରିଆରେ ରାମପୁରଠାରେ ଉଡ଼ାଇ ଦେଇଥିବା ଅଭିଯୋଗ ହୋଇଥିଲା। ଫଳରେ ବନ୍ୟାଜଳ ଚାଷ ଜମିରେ ମାଡିଯିବା ସହ […]

lanka-pi
ବାପା ଲଙ୍କା ବିକନ୍ତି, ଝିଅ ଡାକ୍ତର ହେବେ

ଝାରସୁଗୁଡା(ଭାଗୀରଥି ସାହୁ): ସଂକଳ୍ପ, ଅଧ୍ୟବସାୟ ସାଙ୍ଗକୁ ଦୃଢ ଇଛାଶକ୍ତି ଥିଲେ ସବୁ ସମ୍ଭବ। ଆଉ ଏକଥାକୁ ପ୍ରମାଣ କରି ଦେଖାଇଛନ୍ତି ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ରେଙ୍ଗାଲି ଗ୍ରାମର ରିମାରାଣୀ। ନିଟ୍‌ରେ ସେ ସଫଳତାର ସହିତ ଉତ୍ତୀର୍ଣ୍ଣ ହୋଇଛନ୍ତି। ରିମାଙ୍କ ବାପା ଦିଲ୍ଲୀପ ସାହୁ  ହାଟକୁ ହାଟ ବୁଲି ଲଙ୍କା ଓ ଅଦା ବିକ୍ରିକରନ୍ତି। ଏକ ଛୋଟିଆ ବ୍ୟବସାୟୀ ପରିବାରର ଅଭାବ ଅସୁବିଧାରେ ରହି ରିମା ଯେଉଁ ସଫଳତା ପାଇଛନ୍ତି। ତାକୁ ନେଇ ଆଖ ପାଖ ଲୋକେ […]

IPL
ବାଙ୍ଗାଲୋରଠାରୁ କାହିଁକି ହାରିଲା ନାଇଟ ରାଇଡର୍ସ ? ଜାଣନ୍ତୁ ଖାସ୍‌ କାରଣ

ଆବୁଧାବି: ଆଇପିଏଲ୍ ମହାସମର କୋଲକାତାକୁ ୮ ଓ୍ୱିକେଟ୍‌ରେ ହରାଇ ବାଙ୍ଗାଲୋର ସପ୍ତମ ବିଜୟ ହାସଲ କରିଛି। ଗତକାଲି ଆବୁଧାବିରେ ଖେଳାଯାଇଥିବା ମ୍ୟାଚ୍‌ରେ କୋଲକାତା ନାଇଟ୍ ରାଇଡର୍ସକୁ ୮ ଓ୍ୱିକେଟରେ ପରାସ୍ତ କରିଛି ରୟାଲ ଚ୍ୟାଲେଞ୍ଜର୍ସ । ବାଙ୍ଗାଲୋର କୋଲକାତା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଓ୍ୱିକେଟ୍ ହରାଇ ମାତ୍ର ୮୪ ରନ୍ କରିଥିଲା । ଚଳିତ ଆଇପିଏଲ୍ ସିଜନ୍‌ରେ ଏହା ସବୁୁଠୁ କମ୍ ସ୍କୋର। ୮୫ ରନ୍ ଟାର୍ଗେଟକୁ ପିଛା କରି ବାଙ୍ଗାଲୋର ମାତ୍ର […]

rain
ଟ୍ୱିନ ସିଟିକୁ ସତର୍କ ସୂଚନା; ସାଢେ ୧୧ ଯାଏ ଘଡଘଡ଼ି ସହ ବର୍ଷା

ଭୁବନେଶ୍ୱର:ଗତ ଦୁଇ ଦିନ ହେଲା ରାଜ୍ୟରେ ବର୍ଷା ଲାଗି ରହିଛି।  ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ୍ ମାର୍କଡ୍‌ରେ ପରିଣତ ହେବା ପରେ ଆଜି ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ କ୍ରମେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ। ଏହା ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା […]

rain
ଆସନ୍ତା ୫ ତାରିଖ ଯାଏ ବର୍ଷା ସହ ବଜ୍ରପାତ ଆଶଙ୍କା

ଆସନ୍ତା ୫ ତାରିଖ ଯାଏ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଗତ ଜୁନ ୧ରୁ ଜୁଲାଇ ୧ ମଧ୍ୟରେ ରାଜ୍ୟରେ ୧୮୪. ୬ ମିଲିମିଟର ବର୍ଷା ରେକର୍ଡ ମୌସୁମୀର ଦୁର୍ବଳ ସ୍ଥିତିରୁ ରାଜ୍ୟରେ ବର୍ଷାର ପରିମାଣ କମ୍‌…

ajit-khan
ସିମେଣ୍ଟ ପାଇପ୍‌ରେ ରହୁଥିଲେ ଏହି ବଲିଉଡ୍‌ ଅଭିନେତା

ମୁମ୍ବାଇ: ପୁରା ସହର ମୋତେ ‘ସିଂହ’ ନାଁରେ ଜାଣିଛି। ଏହି ଡାଇଲୋଗ୍‌ ବିଷୟରେ ଆଲୋଚନା ହେବା ସମୟରେ ମନେ ପଡିଯାଆନ୍ତି ଅଭିନେତା ଅଜିତ୍‌ ଖାନ। ହିନ୍ଦୀ ସିନେମାରେ ଅଜିତ ଏମିତି ଜଣେ ଖଳନାୟକ ଯେ ସିନେମାର ହିରୋଙ୍କ ପରି ଲୋକପ୍ରିୟତା ସାଉଁଟିଛନ୍ତି। ତାଙ୍କର ନିଆରା ଏବଂ ଜୀବନ୍ତ ଅଭିନୟ ଦର୍ଶକଙ୍କୁ ଫିଲ୍ମର ଚରିତ୍ର ସହ ବାନ୍ଧିକି ରଖେ। ଅଜିତଙ୍କର ସଂଳାପ କହିବାର ଶୈଳୀ ବି ଅତୁଳନୀୟ ଥିଲା। ପରଦାରେ ଦର୍ଶକଙ୍କର ଭରପୁର ମନୋରଞ୍ଜନ କରିପାରୁଥିବା ଏହି କଳାକାରଙ୍କର […]

corona
ରାଜ୍ୟରେ ଚିହ୍ନଟ ହେଲେ ୧,୯୧୩ କରୋନା ପଜିଟିଭ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୯୧୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୯୧୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୦୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରେ ସର୍ବାଧିକ  ୨୫୪ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ କଟକରେ ୧୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୋଳରେ ୧୦୬, ସୁନ୍ଦରଗଡ, ଜଗତସିଂହପୁର ୯୯, ମୟୂରଭଞ୍ଜରେ ୯୨ ଅକ୍ରାନ୍ତଙ୍କୁ ଚିହ୍ନଟ […]

icmr
ରାଜ୍ୟରେ ଦିନକରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୧୯୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଅନୁଗୋଳ ଓ ମୟୂରଭଞ୍ଜରୁ ସର୍ବାଧିକ ୩ ଜଣ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ଢେଙ୍କାନାଳରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱର, ସୁବର୍ଣ୍ଣପୁରରୁ ମଧ୍ୟ୨ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି। ସୂଚନା ଥାଉ କି, […]

Capture
ବିଜେଡି ବିରୋଧରେ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ ଆଣିଲା କଂଗ୍ରେସ

ତିର୍ତ୍ତୋଲ: ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡିର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଥିବା ଅଭିଯୋଗ ହୋଇଛି।  ଏ ନେଇ କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ ଜଣାଇଛନ୍ତି । ଗୋପାଳପୁର ପଞ୍ଚାୟତ କିର୍ତ୍ତନପୁର ଗାଁରେ ଏକ କମ୍ୟୁନିଟି କେନ୍ଦ୍ରକୁ ବିଜେଡି ତାର କାର୍ଯ୍ୟାଳୟ କରିଥିବା କଂଗ୍ରେସ ଅଭିଯୋଗ ଆଣିଛି । ସରକାରୀ କାର୍ଯ୍ୟାଳୟକୁ ବିଜେଡି ନିଜର ନିର୍ବାଚନ କାର୍ଯ୍ୟାଳୟ କରିବା ସରକାରଙ୍କ ସ୍ୱଚ୍ଛତାକୁ ପଦାରେ ପକାଇ ଦେଇଛି। ଥିବା କହିଛି କଂଗ୍ରେସ […]