• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

internatioal
ଅନ୍ତର୍ଜାତୀୟ ବିମାନ ଉଡ଼ାଣ କଟକଣା ବଢ଼ିଲା

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇଛନ୍ତି କେନ୍ଦ୍ର ସରକାର। ଏନେଇ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) ପକ୍ଷରୁ ସୂଚନା ଜାରି ହୋଇଛି। ତେବେ କାର୍ଗୋ ଅପରେସନ ଓ ଅନ୍ୟ କେତେକ ଦେଶଗୁଡ଼ିକୁ ଏୟାର ଟ୍ରାଭେଲ୍ ବବଲ ଏଗ୍ରୀମେଣ୍ଟରେ ଉଡ଼ାଣ କରୁଥିବା ବିମାନ ସେବା ଜାରି ରହିବ। ଗତକାଲି ଡିଜିସିଏ ସୂଚନା ଦେଇ କହିଥିଲା ଯେ ୨୬ ଜୁନ୍‌ର ସର୍‌କୁଲାର ସାମାନ୍ୟ ପରିବର୍ତ୍ତନ କରି ଏହାର ବୈଦ୍ଧତା ନଭେମ୍ବର ୩୦ ତାରିଖ ରାତି […]

representative-image
ତିର୍ତ୍ତୋଲ ପାଇଁ ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିର୍ତ୍ତୋଲ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ଗାଇଡଲାଇନ ସମସ୍ତେ ମାନିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଚାରରେ ଲୋକଙ୍କୁ ସମ୍ବୋଧନ କରି ନବୀନ କହିଛନ୍ତି ଯେ ମୋ ପ୍ରତି ଆପଣମାନଙ୍କ ଭଲପାଇବା ମୁଁ ଭଲଭାବେ ଜାଣିଛି। ଆସିବାକୁ ଚାହିଁ ବି କରୋନା ଯୋଗୁ ଆପଣମାନେ ଆସିପାରିନାହାନ୍ତି। କରୋନା କଟକଣା ହଟିଲେ ମୁଁ ନିଶ୍ଚିତ ଆପଣମାନଙ୍କ ପାଖକୁ ଯିବି ବୋଲି ନବୀନ କହିଛନ୍ତି। ଏଥିସହିତ ଦଳୀୟ ପ୍ରଚାର ପାଇଁ ନବୀନ କହିଛନ୍ତି ଯେ ଆପଣମାନଙ୍କ […]

coronavirus
ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ସଂକ୍ରମଣ କମୁଛି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ କରୋନା ସମ୍ପର୍କିତ ସୂଚନା ଦେଇ ଶ୍ରୀ ଚୌଧୁରୀ କହିଛନ୍ତି, ୧୫ ଶହରୁ ୧୬ ଶହ ଅର୍ଥାତ୍ ପ୍ରାୟ ୭୫% ହୋମ୍ ଆଇସୋଲେସନରେ ଅଛନ୍ତି। ଭୁବନେଶ୍ୱରରେ ବିଭିନ୍ନ ହସ୍ପିଟାଲରେ ଶହେରୁ ଅଧିକ ଆଇସିୟୁ ବେଡ୍ ଖାଲି ଅଛି। ଦୈନିକ ୩୦ରୁ ୩୫ ରୋଗୀଙ୍କୁ ଫାଭିପିରାଭିର୍ ଦିଆଯାଉଛି ବୋଲି କମିଶନର ସୂଚନା ଦେଇଛନ୍ତି। ଭୁବନେଶ୍ୱରରୁ ୧୧୦ କରୋନା […]

Amitsaha-ptl
'ମୁଁ ଦୁଷ୍କର୍ମର ଶିକାର ହୋଇଥାନ୍ତି, ମୋତେ ମାରି ଦିଆଯାଇ ଥାନ୍ତା'

ମୁମ୍ୱାଇ: ବଲିଉଡ୍‌ ଅଭିନେତ୍ରୀ ଅମୀଷା ପଟେଲ୍‌ଙ୍କ ଏକ ଅଡିଓ ମେସେଜ୍‌ ଏବେ ଭାଇରାଲ୍‌ ହେବାରେ ଲାଗିଛି। ଯେଉଁଥିରେ ସେ ବିହାର ନିର୍ବାଚନ ପ୍ରଚାର ସମୟରେ କିପରି ନିଜକୁ ଅସୁରକ୍ଷିତ ମନେକରୁଥିଲେ ସେ ବିଷୟରେ କହିଛନ୍ତି। ତାଙ୍କୁ ଦୁଷ୍କର୍ମ‌ କିମ୍ୱା ହତ୍ୟା କରାଯିବାର ସେ ଆଶଙ୍କା କରିଥିଲେ ବୋଲି ଭିଡିଓରେ କହିଛନ୍ତି ଅମୀଷା। ଏକ ନିର୍ଦ୍ଧିଷ୍ଟ ଗଣମାଧ୍ୟମକୁ ସକ୍ଷାତକାର ଦେଇ ଅମୀଷା କହିଛନ୍ତି ଯେ ସେ ଜଣେ ଅତିଥି ଭଳି ବିହାରକୁ ଲୋକ ଜନଶକ୍ତି ପାର୍ଟିର ନେତା ପ୍ରକାଶ […]

niranjan
ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱର: ଉପନିର୍ବାଚନ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ନିଜେ ଲୋକଙ୍କ ପାଖକୁ ନଯାଇ, ଘରେ ସୁରକ୍ଷିତ ରହି ଭର୍ଚୁଆଲ ରାଲି କରୁଛନ୍ତି। ହେଲେ ନିଜେ ସୁରକ୍ଷିତ ରହି ଲୋକଙ୍କୁ ବିପଦ ମୁହଁକୁ କାହିଁକି ଠେଲି ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ପିସିସି ସଭାପତି। ନିରଞ୍ଜନ ଆହୁରି ମଧ୍ୟ କହିଛନ୍ତି ଯେ ମାସ୍କ କିଣା ଠାରୁ ଭେଣ୍ଟିଲେଟର ଯାଏ କୋଟି କୋଟି ଦୁର୍ନୀତି ହୋଇଛି। ୨୧ ବର୍ଷରେ ଓଡ଼ିଶାର କ’ଣ ବିକାଶ […]

coronaviru
ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ମୋଟ କରୋନା ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି ପାଇଛି। ସେହିପରି ଅନୁଗୁଳ ୨୧୮, କଟକ ୧୩୫, ବାଲେଶ୍ୱର ୮୮, ଜଗତସିଂହପୁରରୁ ୮୫, ମୟୂରଭଂଜ ୮୩, ଯାଜପୁର […]

2
ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ଭୁବନେଶ୍ୱର: ମଇଦାନକୁ ସିଧାସଳଖ ଗଲେନି, ଭୋଟରଙ୍କୁ ମନେଇବାକୁ ଭର୍ଚୁଆଲ୍ କ୍ୟାମ୍ପେନିଂ କଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ତିର୍ତ୍ତୋଲରେ ଡିଜିଟାଲ୍ କ୍ୟାମ୍ପେନ୍ କରି ଦଳୀୟ ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କ ଲାଗି ଭୋଟ୍ ମାଗିଛନ୍ତି ନବୀନ। ଅପରାହ୍ନ ସାଢ଼େ ୪ଟାରେ ନବୀନ ଭର୍ଚୁଆଲ୍ ମିଟିଂ କରି କରୋନା କଟକଣା ଯୋଗୁଁ ପ୍ରଚାର ପାଇଁ ଯାଇପାରିନଥିବା କହିଥିଲେ। ତା’ସହ ତିର୍ତ୍ତୋଲ ଅଞ୍ଚଳରେ ବନ୍ୟା ନିୟନ୍ତ୍ରଣ ପାଇଁ ତାଙ୍କ ସରକାର ନେଇଥିବା ପଦକ୍ଷେପ ସହ ଯୁବକ […]

pm modi
ବିହାର ଇଲେକ୍ସନ ପ୍ରଚାର; କାହାକୁ ଜଙ୍ଗଲ୍ ରାଜ୍‌ର ଯୁବରାଜ କହିଲେ ମୋଦି ?

ପାଟନା: ଗୋଟିଏ ପଟେ ଭୋଟ୍, ଆରପଟେ ହାଇଭୋଲଟେଜ୍ କ୍ୟାମ୍ପେନିଂ। ବିହାର ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାରେ ଆଜି ୭୧ଟି ଆସନରେ ମତଦାନ ହୋଇଛି। ତେଣେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ଲାଗି ଜବରଦସ୍ତ ପ୍ରଚାର ବି ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନିତିଶ କୁମାର ଆଜି ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ। ସେପଟେ ମହାଗଠବନ୍ଧନ ଲାଗି ରାହୁଲ ଗାନ୍ଧୀ ଓ ତେଜସ୍ୱୀ ଯାଦବ ବି ଜୋରଦାର ପ୍ରଚାର କରିଛନ୍ତି। ଏନଡିଏ ପ୍ରାର୍ଥୀ ନୀତୀଶ […]

smruti
କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କୁ କରୋନା

ପାଟନା: ବିହାର ନିର୍ବାଚନ ପ୍ରଚାରରୁ ଫେରିବା ପରେ ଜଣେ ପରେ ଜଣେ ବିଜେପି ନେତା କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଶାହନୱାଜ୍‌ ହୁସେନ୍, ସୁଶୀଲ ମୋଦି, ଦେବେନ୍ଦ୍ର ଫଡନାଭିସଙ୍କ ପରେ ଏବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରୀନ କରୋନା ପଜିଟିଭ୍ ଚହ୍ନଟ ହୋଇଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହିତ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଯଥାଶୀଘ୍ର ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ଟ୍ୱିଟ୍ କରି ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ। ବିହାର […]

sushil-loani
ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ବାଲେଶ୍ୱର: ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ବାଲେଶ୍ୱର ଓ ଜଗତସିଂହପୁର ଗସ୍ତ ସହ ଦୁଇ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ ହୋଇଛି। ବୈଠକରେ କୋଭିଡ୍ ଗାଇଡ୍‌ଲାଇନ୍ ପାଳନ ପୂର୍ବକ ସୁରକ୍ଷିତ ଭୋଟଦାନ ଉପରେ ଗୁରୁତ୍ୱ ଦିଆଯାଇଛି। ବାଲେଶ୍ୱରର ସବୁ ବୁଥ୍‌ରେ ଭୋଟରଙ୍କ ତାପମାନ ଯାଞ୍ଚ ଲାଗି ବ୍ୟବସ୍ଥା କରିବା ସହିତ ଶରୀରର ତାପମାନ ଅଧିକ ଦେଖାଇଲେ ଦ୍ୱିତୀୟ ଥର ଯାଞ୍ଚ କରାଯିବ। ୨ୟ ଥରରୁ ଅଧିକ ଥର ତାପମାତ୍ରା ଦେଖାଇଲେ […]

3
ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ବାଲେଶ୍ୱର: ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପଛରେ ପଡିନାହାନ୍ତି ସ୍ୱାଧିନ ପ୍ରାର୍ଥୀ ବେଣୁଧର ବାରିକ। ଏକ ଖୋଲା ଜିପ୍‌ରେ ବସି ପ୍ରଚାର କରୁଛନ୍ତି ୮୦ ବର୍ଷୀୟ ବେଣୁଧର। କିଛି ଯୁବକ ମିଶି ବେଣୁଧରଙ୍କୁ ଏକ ଖୋଲା ଜିପ୍‌ରେ ବସାଇ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଚାଲି ଚାଲି କିମ୍ବା ସାଇକେଲରେ ପୂରା ନିର୍ବାଚନମଣ୍ଡଳୀ ବୁଲିବା ସମ୍ଭବପର ହେଉନଥିବାରୁ ଜିପ୍‌ରେ ବସି ଭୋଟରଙ୍କ ପାଖକୁ ଯାଉଛନ୍ତି ବେଣୁଧର। ଅନ୍ୟ ଦଳର ନେତାଙ୍କ ପାଖରେ […]

4
୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ସମ୍ବଲପୁର: ସମ୍ବଲପୁର ଚାରମାଲ ଥାନା ଅଞ୍ଚଳରେ ଶିଶୁକନ୍ୟା ବିକ୍ରି ଅଭିଯୋଗକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ୧୫ ହଜାର ଟଙ୍କାରେ ମାସେ ୭ ଦିନର ଶିଶୁକୁ ବିକ୍ରି କରାଯାଇଥିବା ନେଇ ଚାଇଲ୍ଡ ଲାଇନ୍ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ଚାରମାଲ ଥାନା କେଉଟିବାହାଳି ଗାଁର ଏକ ଦମ୍ପତି ତାଙ୍କର ଶିଶୁ କନ୍ୟାକୁ ବିକ୍ରି କରିଦେଇଥିଲେ। ଏନେଇ ଚାଇଲ୍ଡ ଲାଇନ ପକ୍ଷରୁ ଥାନାରେ ଅଭିଯୋଗ ପରେ ଶିଶୁକନ୍ୟାଟିକୁ ଉଦ୍ଧାର କରିଥିଲା ଚାରମାଲ ପୋଲିସ। ରେଢାଖୋଲ ମେଡିକାଲରେ ପ୍ରାଥମିକ […]

5
କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

ଭୁବନେଶ୍ୱର: କରୋନା ଭୟକୁ ପିଠି କରି କଟକଣା ଭିତରେ ଧିରେ ଧିରେ ସବୁ ଖୋଲି ଚାଲିଛି। କିନ୍ତୁ ୮ ମାସ ଧରି ମନ୍ଦିର ବନ୍ଦ ଥିବାରୁ ସବୁଠୁ ବେଶି ସମସ୍ୟାରେ ପୂଜକ ଓ ସେବକ ପରିବାର ଅଛନ୍ତି। ତେଣୁ ଓଡ଼ିଶା ମନ୍ଦିର ସେବାୟତ ସଂଘ ଡାକରାରେ ଆଜି ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଛନ୍ତି ସେବାୟତ। ହେଲେ ଆଇନ୍ ମନ୍ତ୍ରୀ ପରିସ୍ଥିତି ଦେଖି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ୨୦ ଦିନ ତଳେ ଘଣ୍ଟ ବଜାଇ ପ୍ରତିବାଦ […]

well
କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

ଖୋର୍ଦ୍ଧା: କୂଅ ଭିତରୁ ଉଦ୍ଧାର ହେଲା ମା’ପୁଅଙ୍କ ମୃତଦେହ। ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡ଼ିପଡ଼ା ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଗୋଡିପଡା ଗାଁର ମନୋଜ ଶ୍ରୀଚନ୍ଦନଙ୍କ ସ୍ତ୍ରୀ ବର୍ଷା ଶ୍ରୀଚନ୍ଦନ ଓ ତାଙ୍କ ୬ ବର୍ଷର ଶିଶୁପୁତ୍ର ନିଖୋଜ ଥିଲେ। ତେବେ ଗତକାଲି ସନ୍ଧ୍ୟାରେ ଏକ କୂଅ ଭିତରେ ଶିଶୁର ମୃତଦେହ ଭାସୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ଖବର ପାଇ ଜଙ୍କିଆ ଥାନା ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ମା’ […]

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

ରାଉରକେଲା: ବାପାଙ୍କ ହତ୍ୟାର ପ୍ରତିଶୋଧ ନେଲେ ୨ ପୁଅ। ଦୁଇ ଭଣଜା ମାମୁଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଗୋବିରା ଗୀର୍ଜା ଟୋଲି ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ବଲନ ବରୁଆ। ଅଭିଯୁକ୍ତ ଦ୍ୱୟ ହେଲେ-ଭିକି କୁଜୁର ଓ ଅମନ କୁଜୁର। ପୋଲିସ୍‌ ଏହି ୨ଜଣଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ବଲନ ନିଜ ଭିଣୋଇ ଅର୍ଥାତ୍‌ ଭିକି ଓ ଅମନଙ୍କ ବାପାଙ୍କୁ ହତ୍ୟା କରି ଜେଲ୍ […]

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ଭୁବନେଶ୍ୱର: OPSC(Odisha Public Service Commission) ଦ୍ୱାରା ପରିଚାଳିତ ‌ଓଡ଼ିଶା ସିଭିଲ୍‌ ସର୍ଭିସ(OCS)-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି।  ଆସନ୍ତା ନଭେମ୍ବରରେ ପରୀକ୍ଷା ହେବାର ଥିଲା। ହେଲେ ଏହାକୁ ଡିସେମ୍ବରକୁ ଘୁଞ୍ଚାଇ ଦିଆଯାଇଛି। ପରୀକ୍ଷା ଘୁଞ୍ଚିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହ ସହ ମେନ୍ ପରୀକ୍ଷାର ସୂଚୀ ମଧ୍ୟ ପ୍ରକାଶ ପାଇଛି। ଡିସେମ୍ବର ୭ରେ ପରୀକ୍ଷା ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

husband killed wife
କୁକୁର ବନ୍ଧା ଚେନ୍‌ରେ ପତ୍ନୀଙ୍କ ଗଳା ଚିପି ହତ୍ୟା କଲେ ସ୍ୱାମୀ, ୨ ମାସ ତଳେ ହୋଇଥିଲା ଲଭ୍‌ ମ୍ୟାରେଜ୍

ଭୋପାଳ: ପ୍ରଥମେ ଫ୍ରେଣ୍ଡ୍‌ଶିପ୍‌ ଓ ତା’ପରେ ଲଭ୍‌ ମ୍ୟାରେଜ୍, ଶେଷରେ ବିବାହର ୨ ମାସ ପରେ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ। ମଧ୍ୟପ୍ରଦେଶ ଇନ୍ଦୋରରେ ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି। ଲକ୍‌ଡାଉନ୍‌ ସମୟରେ ଜଣେ ଯୁବକ ଓ ଯୁବତୀଙ୍କ ମଧ୍ୟରେ ଫ୍ରେଣ୍ଡ୍‌ଶିପ୍‌ ହୋଇଥିଲା। ଏହାପରେ ଅଗଷ୍ଟରେ ଉଭୟଙ୍କର ବିବାହ ହୋଇଥିଲା। ତେବେ ବିବାହର ମାତ୍ର ୨ ମାସ ପରେ ଅର୍ଥାତ୍‌ ଅକ୍ଟୋବରରେ ଉଭୟଙ୍କ ମଧ୍ୟରେ ଝଗଡ଼ା ଆରମ୍ଭ ହୋଇଥିଲା। ମଙ୍ଗଳବାର ଦିନ ଏହି ବିବାଦ ଏତେ ଉଗ୍ରରୂପ […]

11111
ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ନୂଆଦିଲ୍ଲୀ: ଓ୍ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ବିନା ସର୍ତ୍ତରେ ଏତେ ଶୀଘ୍ର କାହିଁକି ଛାଡ଼ିଦେଲା ପାକିସ୍ତାନ ?  ଏହାର କାରଣ ସଂପର୍କରେ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି ପାକିସ୍ତାନର ଜଣେ ସାଂସଦ ।  ସେହି ସମୟର ପରିସ୍ଥିତି ସଂପର୍କରେ ବର୍ଣ୍ଣନା କରି PML-N ର ସାଂସଦ ଆୟାଜ୍ ସାଦିକ କହିଛନ୍ତି, ସେତେବେଳର ପରିସ୍ଥିତିକୁ ନେଇ ପାକିସ୍ତାନର ଉଚ୍ଚ ଅଧିକାରୀଙ୍କ ଏକ ବୈଠକ ହୋଇଥିଲା ।ସେହି ବୈଠକରେ ତତ୍କାଳୀନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେସି କହିଥିଲେ, ଅଭିନନ୍ଦନଙ୍କୁ ନ ଛାଡ଼ିଲେ […]