ଚୈତଣ୍ୟ କଲେଜରେ କ’ଣ ସବୁ ଚାଲିଛି ତାହା ସେ ସମସ୍ତଙ୍କୁ ଜଣାଇବାକୁ ଚାହୁଁଛନ୍ତି ।
ସିରିଆରେ ନେଟୱାର୍କ ଥିବା ବ୍ରିଟେନ ସ୍ଥିତ ଅବଜରଭେଟୋରୀ ,ସମ୍ପର୍କରେ ସୂଚନା ଦେଇଛି। ବିସ୍ଫୋରଣ ସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଆମ୍ବୁଲାନ୍ସ ଏବଂ ଉଦ୍ଧାରକାରୀ ଦଳଙ୍କୁ ନିୟୋଜିତ କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।
ଭାରତର ଗୁରୁତ୍ୱପୂର୍ଣ୍ଣ ଦ୍ୱୀପ କଚାତିବୁକୁ ଶ୍ରୀଲଙ୍କାକୁ ଟେକି ଦେଇଛି କଂଗ୍ରେସ । ଏଭଳି ଢଙ୍ଗରେ ଆଜି କଂଗ୍ରେସ ଉପରେ ସିଧା ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ପୋଷ୍ଟରେ ମୋଦି ଏହି ପ୍ରସଙ୍ଗ ଉଠାଇ ଟାର୍ଗେଟ କରିଛନ୍ତି ।
ସେମାନଙ୍କ ମୁଖ୍ୟ ଉଦ୍ଦେଶ୍ୟ ହେଉଛି କେବଳ ଲୋକମାନଙ୍କୁ ଠକିବା । ତେଣୁ ବିଦେଶୀ ନମ୍ବରରୁ ଆସୁଥିବା କଲ୍ ନଉଠାଇବାକୁ ଟେଲିକମ୍ ବିଭାଗ କହିଛି ।
ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉତ୍ତରପ୍ରଦେଶ ମିରଟ ସଂସଦୀୟ କ୍ଷେତ୍ରରୁ ବିଜେପିର ପ୍ରାର୍ଥୀ ହୋଇଛନ୍ତି ପପୁଲାର୍ ରାମାୟଣ ସିରିଏଲର ଶ୍ରୀରାମଙ୍କ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ୍ ।
ବିଷ ହେଲା ବାର୍ଥ ଡେ' କେକ୍ । ଜନ୍ମ ଦିନରେ କେକ୍ ଖାଇ ୧୦ ବର୍ଷର ଝିଅ ମୃତ । ଏଭଳି ଅଭାବନୀୟ ଓ ଦୁଃଖଦ ଘଟଣା ଘଟିଛି ପଞ୍ଜାବରେ ।
ଲକ୍ଷେ କି କୋଟିଏ ନୁହଁ । ୬ କୋଟିରୁ ଅଧିକ ମୂଲ୍ୟର ସୁନା ଚୋରା ଚାଲାଣ ବେଳେ ମାଡ଼ି ବସିଛି ଡିରେକ୍ଟୋରେଟ୍ ଅଫ୍ ରେଭିନ୍ୟୁ ଇଣ୍ଟେଲିଜେନ୍ସ-DRI ।
ଆଇପିଏଲରେ ଗତକାଲି ଖେଳାଯାଇଥିବା ମ୍ୟାଚରେ ପଞ୍ଜାବକୁ ୨୧ ରନରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ । ୨୦୦ ରନର ବିଜୟଲକ୍ଷ୍ୟକୁ ପିଛା କରି ପଞ୍ଜାବ ନିର୍ଦ୍ଧାରିତ ଓଭରରେ ୫ ୱିକେଟ୍ ହରାଇ ୧୭୮ ରନ୍ କରିବାକୁ ସକ୍ଷମ ହୋଇଥିଲା ।
ମଝି ଦରିଆରେ ଇଣ୍ଡିଆ ଜିନ୍ଦାବାଦ ନାରା ଦେଲେ ପାକିସ୍ତାନ ନାଗରିକ । ଆରବ ସାଗରରେ ସୋମାଲିଆ ଲୁଟେରାଙ୍କ କବଳରୁ ମୁକ୍ତ ହେବା ପରେ ଭାରତୀୟ ନୌସେନାଙ୍କୁ କୃତଜ୍ଞତା ଜଣାଇଛନ୍ତି ଅପହରଣ ହୋଇଥିବା ଜାହାଜର ପାକିସ୍ତାନୀ କ୍ରୁ ।
ରାଜ୍ୟରେ ବିଭିନ୍ନ ସ୍ଥାନରେ ବଢିଛି ତାପମାତ୍ରା । ଆଗାମୀ ୩ରୁ ୪ ଦିନ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ୩୮ରୁ ୪୦ ଡିଗ୍ରୀ ଏବଂ ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ୩୬ ରୁ ୩୮ ଡିଗ୍ରୀ ତାପମାତ୍ରା ରହିବା ସମ୍ଭାବନା ।
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ବୈଶାଖ ଆସିବା ଆଗରୁ ମୁଣ୍ଡଫଟା ଖରା ଓ ଅସହ୍ୟ ଗ୍ରୀଷ୍ମ ପ୍ରବାହର ତାଉ । ଆଭ୍ୟନ୍ତରୀଣ ଓଡ଼ିଶାରେ ତ ଅଘୋଷିତ କର୍ଫ୍ୟୁ ।
ନିର୍ବାଚନ ଆସୁଛି ବୋଲି ରାଜନେତା ଓ ରାଜନୈତିକ ଦଳ ସିନା ଭୋଟ୍ ଗୋଟେଇବାକୁ ଅଣ୍ଟା ଭିଡ଼ିଛନ୍ତି । ହେଲେ ଗ୍ରାଉଣ୍ଡ ଜିରୋରେ କିନ୍ତୁ ରାଗ ତମ ତମ ହୋଇ ଭୋଟ୍ ବର୍ଜନ ପାଇଁ ନିଷ୍ପତ୍ତି ନେଇଛନ୍ତି ଭୋଟର୍ ।
ଏକାମ୍ରରୁ ମଧ୍ୟ, ଭୁବନେଶ୍ବରର ୩ ଆସନରେ ବିଦ୍ରୋହୀଙ୍କ ଶାଣିତ ସ୍ବର । ବିଜେଡି ଝାଳନାଳ, କାହାକୁ ଦେବେ ଟିକେଟ୍ ଚିନ୍ତାରେ ଦଳ ସୁପ୍ରିମୋ ।ଏଥର ରାଜଧାନୀରେ ବଡ଼ ଲଢ଼େଇ ହେବା ନେଇ ବଢ଼ିଲା ଚର୍ଚ୍ଚା...
ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଓଡ଼ିଶାର ବଳକା ଥିବା ୩ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି ।
ବିଜେଡିରୁ ଖାଲି ହୋଇଯିବେ କି କ୍ରାଉଡପୁଲର ? ଗତ ୪ ଦିନରେ ଶଙ୍ଖ ଦଳଠୁ ସଂପର୍କ ଛିନ୍ନ କଲେଣି ଚାରି ଚାରି ଜଣ ଓଲିଉଡ ଷ୍ଟାର। ଅରିନ୍ଦମ ଓ ସିଦ୍ଧାନ୍ତଙ୍କ ପରେ ଆଜି ବିଜେଡିକୁ ଅଲବିଦା କହିଛନ୍ତି ଅନୁଭବ ଓ ଆକାଶ।
ଆଉ ମ୍ୟାନେଜ୍ ମୁଡ୍ରେ ନାହାନ୍ତି ବିଦ୍ରୋହୀ ବିଜେଡି ନେତା । ଟିକେଟ୍ ନମିଳିବା ଜାଣି ସିଧା ପଦ୍ମ ପୋଖରୀକୁ ମାରୁଛନ୍ତି ଡିଆଁ । ଆଜି ବିଜେପିରେ ମିଶିଲେ ପ୍ରିୟଦର୍ଶୀ ମିଶ୍ର ଓ ସନ୍ତୋଷ ଜେନା ।
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବଢୁଥିବା ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।
ଆସନ୍ତାକାଲି ଉତ୍ତରପ୍ରଦେଶ ମିରଟରେ ମୋଦିଙ୍କ ରାଲି । ନିର୍ବାଚନୀ ରାଲି କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଲି ବିରାଟ ଓ ଭବ୍ୟ ହେବ ବୋଲି ସୂଚନା ଦେଲେ ବୈଜୟନ୍ତ ।
ଦର୍ଶନ କରିବାକୁ ଯିବା ବେଳେ ଅଟକାଇବାରୁ ଆକ୍ରମଣ । କାବୁ କରି ସିଂହଦ୍ବାର ଥାନାକୁ ଆଣିଲା ପୋଲିସ ।
କରନାଲର ବାସିନ୍ଦା ୨୧ ବର୍ଷିୟ ମୁକେଶ ଏବଂ ୨୪ ବର୍ଷିୟ ସନ୍ନିଙ୍କ ଅଙ୍ଗେଲିଭା କଥା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲଙ୍କୁ ଆଜି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ଭେଟିଛନ୍ତି ।
ଅନେକ ଚାକିରିଆ ଓ ବ୍ୟବସାୟୀ ଯାତ୍ରା କରୁଥିଲେ । ଏହି ଘଟଣା ୨୦୧୮ ମସିହାର । ବିମାନଟି ବ୍ୟାଙ୍କକରୁ ମୁମ୍ବାଇ ଅଭିମୁଖେ ଯାଉଥିଲା ।
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟରଣ୍ୟ ଡୁକୁରା ରେଞ୍ଜରେ ଶିକାରୀଙ୍କୁ ଗିରଫ କରିଛିନ୍ତି ଶିମିଳିପାଳପାଳ ଟାଇଗର ରିଜର୍ଭ ଅଧିକାରୀ । ଶିକାରୀଙ୍କ ଠାରୁ ଜବତ ହୋଇଛି ୩୦ କେଜି ସମ୍ବର ମାଂସ ।
ତାପମାତ୍ରାକୁ ଦୃଷ୍ଟିରେ ରଖି ଆଜିଠୁ ରାମଲଲ୍ଲାଙ୍କୁ ଏଭଳି ପରିଧାନରେ ଦେଖିବାକୁ ମିଳିବ।