ଉମା କଂଗ୍ରେସରୁ ଓ ସୁଜିତ ସ୍ୱାଧୀନ ଭାବେ ନୋମିନେସନ୍ କରିବାକୁ ଯାଇଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟରେ ଠେଲାପେଲା, ମୁଥ ମରା ମରି ପରିସ୍ଥିତି ସୃଷ୍ଟି ହୋଇଥିଲା।
ମହାକାଶ ଯିବେ ସୁନୀତା ୱିଲିୟମ୍ସ । ତୃତୀୟ ଥର ପାଇଁ ସୁନୀତାଙ୍କୁ ମହାକାଶ ପଠାଉଛି ନାସା । ସୂଚନାଯୋଗ୍ୟ ସୁନୀତା ୱିଲିୟମ୍ସ ହେଉଛନ୍ତି ଭାରତୀୟ ବଂଶୋଭବ । ତାଙ୍କର ଗୋଟେ ଅଜବ ଅଭ୍ୟାସ ରହିଛି ।
ଅଧା ମାଟି କାନ୍ଥକୁ ନୁଆଁଣିଆ ଚାଳଘର । ଘର ଭିତରକୁ ଦିନରେ ଖରା ଆଉ ରାତିରେ ଦିଶୁଛି ତାରା...କାରଣ ଦୀର୍ଘଦିନ ଧରି ଘର ଛପର ହୋଇନଥିବାରୁ ଚାଳ ଫୁଟି ଆଁ କରିଛି । ଢେଙ୍କାନାଳ ଜିଲ୍ଲା ଆଦିବାସୀ ଅଧ୍ୟୁଷିତ କଙ୍କଡାହାଡ଼ ବ୍ଲକ ଖୁରୀଭଙ୍ଗା ଗାଁ ର ମିଲୁ ବେହେରାଙ୍କ ଘର...ଯେଉଁଠି ଏବେ ଦୁଃଖର କଳାବାଦଲ...
ଗ୍ରୀଷ୍ମ ପ୍ରବାହରେ ସାରା ଓଡ଼ିଶା ତତଲା କଢେଇରେ ସିଝୁଛି , ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ, ଏହି ଭଳି ଡହ ଡହ ଖରାରେ ବୁଲା ପଶୁ ପକ୍ଷୀ ମାନଙ୍କୁ ନିଛାଟିଆ ରାସ୍ତାରେ ଜଳ ଦାନ କରୁଛନ୍ତି ଉଦଳା ମେଣ୍ଢାଖାଇ ଅଂଚଳର ଯୁବକ ତୁଷାର ମହାନ୍ତି। ତାଙ୍କର ଏଭଳି କାର୍ଯ୍ୟକୁ ବେଶ ପ୍ରଶଂସା କରଛନ୍ତି ଲୋକେ ।
ବ୍ରହ୍ମପୁର ସଭାରେ ଦେଇଥିବା ଭାଷଣକୁ ରିପିଟ୍ କରିଥିଲେ ବି ଏଠି ଅଧିକ ଆଗ୍ରେସନ ଦେଖାଇଥିଳେ ମୋଦି । ଏଠି ମଧ୍ୟ ସିଧାସଳଖ କହିଛନ୍ତି ଜୁନ୍ ୪ ବିଜେଡିର ଏକ୍ସପାରୀ ଡେଟ୍ । ଆଉ ୧୦ରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ନେବେ ।
ଆପଣ ସଂଧ୍ୟା ଜଳଖିଆ ପାଇଁ କ’ଣ ପ୍ରସ୍ତୁତ କରିବେ ସେ ନେଇ ଚିନ୍ତିତ ଅଛନ୍ତି କି ? ତା’ହେଲେ ଆଜି ହିଁ ଘରେ ବନାନ୍ତୁ ଚଟପଟା ‘ପଣସ କଟ୍ଲେଟ୍’ । ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ ।
ରବି, ସାବିତ୍ରୀଙ୍କୁ ଦାୟୀ କରି ଆସୁଥିଲେ। ସେ କାହିଁକି ମୂକ ପୁଅକୁ ଜନ୍ମ ଦେଲେ ବୋଲି ରବି ସର୍ବଦା ସାବିତ୍ରୀଙ୍କ ସହ ଝଗଡ଼ା କରୁଥିଲେ।
ଆଜି ସଭା ସ୍ଥଳରେ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା । ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀଙ୍କୁ ସମାଜସେବୀ କୁମାରୀ ସ୍ୱାଗତ ଜଣାଇଥିଲେ । ମାଳ ପକାଇ ସ୍ୱାଗତ ଜଣାଇବା ବେଳେ ଗୋଡ଼ ଧରି ମୁଣ୍ଡିଆ ମାରିବାକୁ ନଇଁଥିଲେ ।
ଝିଅଙ୍କ ପାସ୍ ହାର ୯୮.୯୫ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ୍ ହାର ରହିଛି ୯୮.୮୫ ।
ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୦୫୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୦୫୦ ଟଙ୍କା ରହିଛି ।
ସିଧାସଳଖ ନବୀନ- ପାଣ୍ଡିଆନ୍ଙ୍କ ନାଁ ନେଇ ବି ସେ ରାଜ୍ୟ ସରକାରଙ୍କୁ ଖୁବ୍ ସମାଲୋଚନା କରିଛନ୍ତି । ସେ ଏଠାରେ ଅନେକ କଥା ଓଡ଼ିଆରେ ମଧ୍ୟ କହିଛନ୍ତି ।
ଝାଡ଼ଖଣ୍ତରୁ ଧରା ପଡ଼ିଲା ବିପୁଳ ପରିମାଣର ଟଙ୍କା । ଦେଶରେ ଜାରି ରହିଛି ନିର୍ବାଚନୀ ତାତି । ଭୋଟରଙ୍କୁ ହାତେଇବାକୁ ରାଜନୈତିକ ଦଳର ସମସ୍ତ ପ୍ରୟାସ ଜାରି ରହିଛି । ଏହି ସମୟରେ ବିଭିନ୍ନ ଜାଗାରୁ ପୁଳା ପୁଳା ଟଙ୍କା ଧରା ପଡ଼ିବା, ନିର୍ବାଚନରେ ସ୍ୱଚ୍ଛତାକୁ ନେଇ ଆଶଙ୍କାରେ ବଢ଼ାଇଛି ।
ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ତେରଚ୍ଛା ବାଣ । ବ୍ରହ୍ମପୁରରେ ନିର୍ବାଚନୀ ପ୍ରଚାର ଅବସରରେ ଓଡ଼ିଶା ଓ ଏହାର ଲୋକଙ୍କର ବିକାଶ କଥା ଉଠାଇଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ପ୍ରୀତି କଥା ମଧ୍ୟ କହିଛନ୍ତି ।
ବେଳେବେଳେ ଓଜନ କମାଇବା ଚକ୍କରରେ ଅନେକ ସମୟରେ ନିଜ ପ୍ରିୟ ଖାଦ୍ୟକୁ ବି ତ୍ୟାଗ କରିବାକୁ ବି ପଡ଼ିଥାଏ। ମାତ୍ର ଏପରି କେତେ ଦିନ ବା କରିହେବ। ଆପଣ ଯଦି ନିଜ ଓଜନ କମାଇବାକୁ ଚାହାନ୍ତି , ତେବେ ପ୍ରତିଦିନ ଖାଇବା ପୂର୍ବରୁ ପିଅନ୍ତୁ ଏହି ସୁପ୍...
‘ଜଳ ଜୀବନ ମିଶନରେ କେନ୍ଦ୍ର ୧୦ ହଜାର କୋଟି ଦେଇଛି । ଉକ୍ତ ଟଙ୍କାକୁ ଏଠା ସରକାର ଠିକ ଭାବେ ଖର୍ଚ୍ଚ କରିପାରିଲେନି । ମୋଦି ମାଗଣା ଚାଉଳ ଦେଉଛି, ଏଠିକାର ସରକାର ସେଥିରେ ନିଜ ଫଟୋ ଛାପୁଛି । ନିଜେ କିଛି କରିନାହାନ୍ତି, ତେଣୁ ବେଇମାନୀ କରିବାକୁ ପଡୁଛି ।’
ଗୋଟିଏ ଯଜ୍ଞ କେନ୍ଦ୍ରରେ ତୃତୀୟବାର ସରକାର ପାଇଁ ହେଉଛି । ଆଉ ଗୋଟିଏ ଓଡ଼ିଶାରେ ବିଜେପି ନେତୃତ୍ୱର ମଜବୁତ ରାଜ୍ୟ ସରକାର ପାଇଁ ହେଉଛି ।
ମୋଦିଙ୍କଠାରୁ ମଧ୍ୟ ଓଡ଼ିଶା ବିଜେପି, ରାଜ୍ୟ ସରକାରଙ୍କ ଉପରେ ଡବଲ ଆଟାକ୍ ଆଶା କରୁଛି । ତେବେ ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ପର୍ଯ୍ୟନ୍ତ ରହିବେ ପ୍ରଧାନମନ୍ତ୍ରୀ।
ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଶ୍ରୀଜିଉଙ୍କ ଆଜି ପଇତାଲାଗି ନୀତି ଥିବାରୁ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ସଂଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଆପଣ ଯଦି ITI ଘରେ ବସିଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ସୁବର୍ଣ୍ଣ ସୁଯୋଗ। ଆପଣ ମଧ୍ୟ ଭାରତୀୟ ପ୍ରତିରକ୍ଷା ଏବଂ ଅନୁସନ୍ଧାନ ସଂଗଠନ (DRDO)ରେ ଚାକିରି କରିପାରିବେ। ଏନେଇ DRDO ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ଶରୀରକୁ ସୁସ୍ଥ ଏବଂ ଫିଟ୍ ରଖିବା ପାଇଁ ଠିକ୍ ଭାବେ ଖାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏଭଳି ପରିସ୍ଥିତିରେ ଲୋକମାନେ ସେମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଆଣିବା ଏବଂ ଫିଟ୍ ରହିବା ପାଇଁ ସେମାନଙ୍କର ଖାଦ୍ୟକୁ ନିୟନ୍ତ୍ରଣ କରନ୍ତି। ଏହା ବେଳେବେଳେ ସେମାନଙ୍କ ପାଇଁ କାଳ ହୋଇଥାଏ।
ଆନ୍ଧ୍ରପ୍ରଦେଶ ଡିଜିପିଙ୍କୁ ତୁରନ୍ତ ବଦଳି ନିର୍ଦ୍ଦେଶ । ଡିଜିପି କେ.ଭି. ରାଜେନ୍ଦ୍ରନାଥ ରେଡ୍ଡୀଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି । ବିରୋଧୀଙ୍କ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ରାଜ୍ୟ ସରକାରଙ୍କୁ ସହଯୋଗ କରୁଥିବା ନେଇ ଅଭିଯୋଗ
ଆଜିଠୁ ରାଜ୍ୟରେ ପାଗରେ ଆସିପାରେ ପରିବର୍ତ୍ତନ । ଆଗାମୀ ୪ ଦିନ ଯାଏ କାଳବୈଶାଖୀ ସମ୍ଭାବନା। ୯ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଝଡ ତୋଫାନ ସହ ବର୍ଷା । ୭ ଓ ୮ରେ ଅଧିକ ରହିବ ବର୍ଷାର ପରିମାଣ ।
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିବା ପରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା । ଆଜି ୨ଟି ସ୍ଥାନରେ ବିଶାଳ ଜନସଭାକୁ କରିବେ ସମ୍ବୋଧନ । ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ମୋଦିଙ୍କ ସଭା।
ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ସୋମବାର। ଚନ୍ଦ୍ର- ମୀନ ସନ୍ଧ୍ୟା ୦୫.୪୩ ଗତେ ମେଷ। ତିଥି- ତ୍ରୟୋଦଶୀ ଦିବା ୦୨.୪୦ ଗତେ ଚତୁର୍ଦ୍ଦଶୀ।। ଘାତଚନ୍ଦ୍ର- ଧନୁ ରାଶିର , ସନ୍ଧ୍ୟା ୦୫.୪୩ ଗତେ ମେଷ ରାଶିର। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।
ଅନେକ ଲୋକ ଅଛନ୍ତି ଯେଉଁମାନେ କାର୍, ବସ୍, ଟ୍ରେନ୍, ଜାହାଜ କିମ୍ବା ଯେକୌଣସି ଯାନବାହନରେ ବସିବା ମାତ୍ରେ ବାନ୍ତି ଭଳି ଅସୁସ୍ଥତାର ସମସ୍ୟାରେ ଆକ୍ରାନ୍ତ ହୁଅନ୍ତି। ଆପଣ ଯଦି ଏହି ସମସ୍ୟା ସହିତ ସଂଘର୍ଷ କରୁଛନ୍ତି ତେବେ ଯୋଗ ଆପଣଙ୍କୁ ସାହାଯ୍ୟ କରିପାରିବ।