ବାଙ୍କୀ: ଡମପଡ଼ା-ଚନ୍ଦକା ଅଭୟାରଣ୍ୟର ଉତ୍ତର ପାର୍ଶ୍ୱରେ ରହିଛି ଅନେକ ଗୁମ୍ଫା। ତେବେ ବାଙ୍କୀ ଡମପଡ଼ା ବ୍ଲକ୍ ପାଥପୁର ନିକଟରେ ରହିଛି ଏକ ବହୁପୁରାତନ ଗୁମ୍ଫା। ଯାହାର ନାଁ ପାଣ୍ଡବ ବଖରା। ଅନୁମାନ କରାଯାଏ ଏହା ୮ ହଜାର ଖ୍ରୀଷ୍ଟପୂର୍ବର ଗୁମ୍ଫା। କିନ୍ତୁ ଲୋକକଥା ଅନୁସାରେ ଦ୍ୱାପର ଯୁଗରେ ପଞ୍ଚୁ ପାଣ୍ଡବ ଓ ଦ୍ରୌପଦୀ ଏହି ସ୍ଥାନରେ ଅଜ୍ଞାତବାସରେ ରହୁଥିଲେ ସେହି ଅନୁଯାୟୀ ଏହି ବଖରା ଗୁଡ଼ିକର ନାମକରଣ କରାଯାଇଛି। ଦ୍ୱାପର ଯୁଗର କଥା କୌରବଙ୍କ ଷଡ଼ଯନ୍ତ୍ରର ଶିକାର […]
ପୁରୀ: NHRC ଗଲା ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା। ଏନେଇ ଜାତୀୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ତଥା ମଣିପୁର ପ୍ରଭାରୀ ସମ୍ବିତ ପାତ୍ର। ତାଙ୍କ ଅପିଲକୁ NHRC ଅତ୍ୟନ୍ତ ଗମ୍ଭୀରତାର ସହ ନେବା ସହିତ ମାମଲାର ନିରପକ୍ଷ ତଦନ୍ତ ପ୍ରତିଶ୍ରୁତି ଦେଇଥିବା ସମ୍ବିତ କହିଛନ୍ତି। ଏନେଇ ସାମ୍ବାଦିକଙ୍କୁ ସୂଚନା ଦେଇ ସମ୍ବିତ କହିଛନ୍ତି, କେ. ରମେଶଙ୍କ କଷ୍ଟୁଡିଆଲ୍ ମୃତ୍ୟୁ ପରେ ତାଙ୍କ ଘର ଲୋକଙ୍କୁ ନଜଣାଇ ପୋଲିସ ଅମାନବୀୟ ଭାବରେ […]
ପୁରୀ: ପୁରୀ କେ.ରମେଶ ହାଜତ ମୃତ୍ୟୁ ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ଜାତୀୟ ମାନବାଧିକାର କମିଶନ। ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ଡିଜିଙ୍କୁ NHRC ନୋଟିସ କରିଛନ୍ତି। ୪ ସପ୍ତାହ ମଧ୍ୟରେ ସବିଶେଷ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନବାଧିକାର କମିଶନ। କେଉଁ କାରଣରୁ କେ. ରମେଶଙ୍କର ମୃତ୍ୟୁ ହେଲା ସେ ବିଷୟରେ ସବିଶେଷ ରିପୋର୍ଟ ସହିତ ଅଭିଯୋଗ ଏବଂ ଅଭିଯୁକ୍ତ ନାଁରେ ଦାୟର ହୋଇଥିବା ଏତଲା କପି ଦେବାକୁ କମିଶନ ନିର୍ଦ୍ଦେଶ […]
ଭୁବନେଶ୍ୱର: ବିଜେପି ଖୋର୍ଦ୍ଧା ଜିଲ୍ଲା ସଭାପତି ନିଯୁକ୍ତି ପ୍ରସଙ୍ଗରେ ଦଳ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ହେଉଛି। ପୂର୍ବରୁ ଜିଲ୍ଲା ସଭାପତି ଥିବା ରଶ୍ମୀରଞ୍ଜନ ମହାପାତ୍ରଙ୍କୁ ପୁଣି ଥରେ ଗତକାଲି ସଭାପତି ଭାବରେ ନିଯୁକ୍ତି ମିଳିଛି। ସପ୍ତାହକରେ କିପରି ନିଷ୍ପତ୍ତି ବଦଳି ଗଲା ବୋଲି ଚର୍ଚ୍ଚା ହେଉଛି। ଗତ ୧୨ ତାରିଖରେ ବିଜେପି ରାଜ୍ୟ ଶାଖା ପକ୍ଷରୁ ଜାରି ଏକ ପ୍ରେସ୍ ବିଜ୍ଞପ୍ତିରେ ଖୋର୍ଦ୍ଧା ଜିଲ୍ଲାର ବିଜେପି ସଭାପତି ଭାବେ ଯତିନ ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଥିଲା। […]
ଗଞ୍ଜାମ: ୧୭ ବର୍ଷ ଧରି ଗୁମ୍ଫାରେ କଟୁଛି ଜୀବନ। ଏକାକୀ ଭଗବାନ ଭରସାରେ ରହୁଛନ୍ତି ଜଣେ ବ୍ୟକ୍ତି। ଯେଉଁ ସମୟରେ ବିନା ବିଦ୍ୟୁତ୍ ବିନା କୌଣସି ଆନୁସଙ୍ଗିକ ସୁବିଧାରେ ବଞ୍ଚିବା କଷ୍ଟକର ସେହି ସମୟରେ ଗୁମ୍ଫାରେ ରହୁଛନ୍ତି ବାବାଜୀ। ଗଞ୍ଜାମ ଜଗନ୍ନାଥପ୍ରସାଦ କୋକଳବା ଗାଁ ନିକଟରେ ରହିଛି ଏକ ପାହାଡ଼। ଏହି ପାହାଡ଼ ଭିତରେ ୧୦ରୁ ଅଧିକ ଗୁମ୍ଫା ରହିଛି। ବିନା ବିଦ୍ୟୁତ୍ ଏବଂ ବିନା କୌଣସି ଆନୁସଙ୍ଗିକ ସୁବିଧା ସୁଯୋଗରେ ଗୁମ୍ଫାରେ ରହୁଛନ୍ତି ବାବାଜୀ। ଏହି […]
ଭୁବନେଶ୍ୱର: ବିଧାନସଭାରେ ଉଠିଛି ହାଜତ ମୃତ୍ୟୁ ତାତି। ପୁରୀର କେ. ରମେଶ, ବୀରମିତ୍ରପୁରର ତାରିକ୍ ସଲିମଙ୍କ ମୃତ୍ୟୁକୁ ନେଇ ବିଧାନସଭାରେ ବିରୋଧୀଙ୍କ ହୋହଲ୍ଲା କରିଛନ୍ତି। କାହିଁକି ଓ କିଭଳି ଦୁହିଁଙ୍କ ମୃତ୍ୟୁ ହେଲା ? ଦାୟୀ ପୋଲିସଙ୍କ ବିରୋଧରେ କଣ କାର୍ଯ୍ୟାନୁଷ୍ଠାନ ହୋଇଛି? ଏସବୁ ପ୍ରଶ୍ନର ଉତ୍ତର ଜାଣିବାକୁ ଚାହିଁଥିଲେ ବିରୋଧୀ। ବିଧାନସଭାର ପ୍ରଥମ ଦିନ ଅପରାହ୍ନ ଅଧିବେଶନରେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହଙ୍ଗାମାରେ କମ୍ପିଥିଲା ଗୃହ। ସ୍ୱାଭାବିକ କରିବାକୁ ବାଚସ୍ପତି ବାରମ୍ବାର ଗୃହ […]
ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୦-୨୧ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍। ବିରୋଧୀଙ୍କ ହୋହଲ୍ଲା ଭିତରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଅତିରିକ୍ତ ବଜେଟରେ ୧୧ ହଜାର ୨ଶହ କୋଟିର ବ୍ୟୟ ବରାଦ ପ୍ରସ୍ତାବ ରହିଛି। ଏହା ମଧ୍ୟରୁ ପ୍ରଶାସନିକ ବ୍ୟୟ ବାବଦକୁ ୨ ହଜାର ୨ଶହ ୭୩ କୋଟି, କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭ ହଜାର ୪ଶହ ୩୮ କୋଟି, ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ବାବଦକୁ ୧ ହଜାର ୪ଶହ […]
ୱାଶିଂଟନ୍: ଚୀନ ସମର୍ଥନର ଅଭିଯୋଗ ଆଣି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ହୁ) ଠାରୁ ଅଲଗା ହୋଇଥିଲେ ଡୋନାଲ୍ଡ ଟ୍ରମ୍ପ, କିନ୍ତୁ ରାଷ୍ଟ୍ରପତି ଭାବେ ନର୍ବାଚିତ ହେବା ପରେ ହୁ ସହ ମିଶି କାମ କରିବାକୁ ଘୋଷଣା କରିଛନ୍ତି ନବନିର୍ବାଚିତ ଜୋ ବାଇଡେନ। ଆସନ୍ତା ବର୍ଷ ଜାନୁଆରୀ ୨୦ ତାରିଖରେ ବାଇଡେନ୍ ରାଷ୍ଟ୍ରପତି ଭାବେ ଶପଥ ନେବେ। ଏହାପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ହୁ) ସହ ମିଶି ପୁଣିଥରେ ବିକାଶ ପଥରେ କାର୍ଯ୍ୟ କରିବେ ବୋଲି ସେ ଘୋଷଣା କରିଛନ୍ତି। ଏନେଇ […]
ଭୁବନେଶ୍ୱର: କରୋନା ଟିକା ଆସିଲେ କେମିତି ଏହାର ବଣ୍ଟନ କରାଯିବ ସେନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। କେନ୍ଦ୍ର ସରକାରଙ୍କ ଗାଇଡ୍ଲାଇନ୍ ଅନୁଯାୟୀ ରାଜ୍ୟ ପ୍ରସ୍ତୁତ ଅଛି ଓ ଏଥିପାଇଁ ଡାଟା ବେସ ପ୍ରସ୍ତୁତ କରାଯାଇଛି ବୋଲି ନବ ଦାସ କହିଛନ୍ତି। ସ୍ୱାସ୍ଥ୍ୟ କର୍ମୀ, ବୟସ୍କ ଓ ଗର୍ଭବତୀଙ୍କୁ ଅଧିକ ଗୁରୁତ୍ୱ ଦିଆଯିବ। ତେବେ ସ୍ୱାସ୍ଥ୍ୟ ଭିତ୍ତି ଭୂମି ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଆଲୋଚନା […]
ତୈଳ ଓ ଗ୍ୟାସ ଅନୁସନ୍ଧାନ କାର୍ଯ୍ୟ ଆରମ୍ଭ ୧. ଓଡ଼ିଶାରେ ତୈଳ ଓ ଗ୍ୟାସ ଅନୁସନ୍ଧାନ କାର୍ଯ୍ୟ ଆରମ୍ଭ ହୋଇଛି। ଅନୁସନ୍ଧାନ କାର୍ଯ୍ୟ ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତୈଳ ଓ ଗ୍ୟାସ ଅନୁସନ୍ଧାନ ପାଇଁ ଅବିଭକ୍ତ ପୁରୀ, କଟକ, ବାଲେଶ୍ୱର ଭଳି ୮ଟି ଜିଲ୍ଲାରେ ସର୍ଭେ କରାଯିବ। ୮ଟି ଜିଲ୍ଲାରେ ମୋଟ ୩ ହଜାର ବର୍ଗ କିମି ଅଞ୍ଚଳରେ ସର୍ଭେ କରାଯିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ। ବିଭିନ୍ନ ସ୍ଥାନରେ ୨୦ଟି […]
ଅହମଦାବାଦ: କରୋନା ଭାଇରସ ସଂଖ୍ୟା ବଢ଼ିବାରୁ ଗୁଜରାଟ ସରକାର ଗତକାଲି ଅହମଦାବାଦ ସହରରେ ରାତ୍ରୀକାଳିନ କର୍ଫ୍ୟୁ ଲଗାଇଥିଲେ। ଏବେ ଅହମଦାବାଦ ସହିତ ସୁରତ, ଭଦୋଦରା ଓ ରାଜକୋଟ୍ରେ ବି ରାତ୍ରୀକାଳିନ କର୍ଫ୍ୟୁ ଲଗାଇଛନ୍ତି ଗୁଜରାଟ ସରକାର। ପରବର୍ତ୍ତି ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଆସନ୍ତାକାଲି ଠାରୁ ଏହି ୩ ସହରରେ ପାଇଁ ରାତ୍ରୀକାଳିନ କର୍ଫ୍ୟୁ ଲାଗୁ ହେବ। ଏନେଇ ଶୁକ୍ରବାର ଗୁଜୁରାଟ ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ ପଟେଲ୍ ସୂଚନା ଦେଇଛନ୍ତି। ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ […]
ୱାଶିଂଟନ: କରୋନା ଭାଇରସ ଚିକିତ୍ସା ପାଇଁ ଚର୍ଚ୍ଚାରେ ଥିବା ବାଇଟେକ୍ନୋଲୋଜି କମ୍ପାନୀ ଗିଲ୍ଡର ଆଣ୍ଟିଭାଇରାଲ୍ ଔଷଧ ରେମଡେସିଭିରକୁ ଔଷଧ ତାଲିକାରୁ ହଟାଇଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ହୁ)। ତେବେ ଏହା ପୂର୍ବରୁ କରୋନା ରୋଗୀଙ୍କ ପାଇଁ ରେମଡେସିଭିର ବ୍ୟବହାର ନେଇ ମଧ୍ୟ ସତର୍କବାଣୀ ଜାରି କରିଥିଲା ‘ହୁ’। ଅନ୍ତର୍ଜାତୀୟ ଖବର ସରବରାହ ସଂସ୍ଥା ରୟଟର୍ସ ଅନୁସାରେ, ‘ହୁ’ ଗିଲ୍ଡ କମ୍ପାନୀର ରେମଡେସିଭିରକୁ ଔଷଧର ତଥାକଥିତ ପ୍ରାକ ଯୋଗ୍ୟତା(ପ୍ରି କ୍ୱାଲିଫିକେସନ ଲିଷ୍ଟ) ତାଲିକାରୁ ବାହାର କରିଦେଇଛି। ବିକାଶଶୀଳ ଦେଶଗୁଡ଼ିକର ଖରିଦଦାରୀ […]
ପୁରୀ: ପୁରୀ କେ.ରମେଶ ହାଜତ ମୃତ୍ୟୁ ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ଜାତୀୟ ମାନବାଧିକାର କମିଶନଙ୍କ ନୋଟିସ ପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ପୁରୀ ଏସ୍ପି ଅଖିଳେଶ୍ୱର ସିଂହଙ୍କୁ ବଦଳି କରାଯାଇଛି। ପୋଲିସ ମୁଖ୍ୟାଳୟକୁ ଅଖିଳେଶ୍ୱର ସିଂହଙ୍କୁ ବଦଳି କରାଯାଇଥିବା ବେଳେ ସମ୍ବଲପୁର ଏସ୍ପି ଦାୟିତ୍ୱରେ ଥିବା କନଓ୍ୱର ବିଶାଲ ସିଂଙ୍କୁ ପୁରୀ ଏସ୍ପି ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ପୁରୀ ବାସେଳିସାହି ଥାନା ଏସ୍ଆଇଙ୍କ ସମେତ ୨ କନଷ୍ଟେବଲ ମଧ୍ୟ ନିଲମ୍ବିତ ହୋଇଛନ୍ତି। […]
ଭୁବନେଶ୍ୱର: ଆଜି ରାଜ୍ୟରେ ୧୧୦୧ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟର ମୋଟ ସୁସ୍ଥ ସଂଖ୍ୟା ୩୦୩୮୯୭କୁ ବୃଦ୍ଧି ହୋଇଛି।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୨, ସୁନ୍ଦରଗଡ଼ରୁ ୯୬, କଟକ ୮୯, ମୟୂରଭଞ୍ଜରୁ ୬୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗିରରୁ ୬୨, ବରଗଡ଼ରୁ ଓ ପୁରୀରୁ ୬୦ଲେଖାଏଁ, କଳାହାଣ୍ଡିରୁ ୫୮, ଜଗତସିଂହପୁରରୁ ୫୫, ଅନୁଗୁଳରୁ ୫୪, […]