• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

odisha-coronavirus
ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୭୨୮ ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ କରୋନାରୁ ସୁସ୍ଥ ହେଲେ ୭୨୮ ଜଣ କରୋନା ରୋଗୀ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୩ ଜଣ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ରିପୋର୍ଟକୁ ମିଶାଇଲେ ଆଜି ସୁଦ୍ଧା ୩୦୮୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସୁସ୍ଥ ହେଲେ ଖୋର୍ଦ୍ଧା୧୦୩, ମୟୂରଭଞ୍ଜ ୭୩, ସୁନ୍ଦରଗଡ଼ ୬୭, ନୂଆପଡ଼ା […]

maradona
କିମ୍ବଦନ୍ତି ଫୁଟବଲର୍‌ ଡିଏଗୋ ମାରାଡୋନାଙ୍କ ପରଲୋକ

ନୂଆଦିଲ୍ଲୀ: ଆର୍ଜେଣ୍ଟିନାର କିମ୍ବଦନ୍ତି ଫୁଟବଲ ତାରକା ଡିଏଗୋ ମାରାଡୋନାଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କ ୬୦ ବର୍ଷ ବୟସ ହୋଇଥିଲା। ଜନ୍ମଦିନ ପାଳନ ପରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ନଭେମ୍ବର ଆରମ୍ଭରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡିଏଗୋଙ୍କ ବ୍ରେନ୍‌ରେ ରକ୍ତ ଜମାଟ ବାନ୍ଧିଥିବା ଡାକ୍ତରମାନେ ଜାଣିବାକୁ ପାଇଥିଲେ। ଏହାପରେ ତାଙ୍କର ସଫଳ ଚିକିତ୍ସା ମଧ୍ୟ କରାଯାଇଥିଲା। ଅପରେସନ ସଫଳ ହେବା ପରେ ତାଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଥିଲା। ହେଲେ ବୁଧବାର ସକାଳେ ହଠାତ୍‌ […]

lalu-yadav
ଆର୍‌ଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ନାଁରେ ସାଂଘାତିକ ଅଭିଯୋଗ

ପାଟନା: ଝାଡ଼ଖଣ୍ଡ ଜେଲ୍‌ରେ ଥିବା ଆର୍‌ଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ନାଁରେ ସାଂଘାତିକ ଅଭିଯୋଗ ହୋଇଛି। ଜେଲ୍‌ରେ ଥାଇ ଲାଲୁ ଫୋନ୍ ଯୋଗେ ବିହାରରେ ଏନ୍‌ଡିଏ ସରକାର ଭାଙ୍ଗିବାକୁ ଚେଷ୍ଟା କରୁଥିବା ବରିଷ୍ଠ ବିଜେପି ନେତା ସୁଶିଲ ମୋଦି ଅଭିଯୋଗ କରିଛନ୍ତି। ଏକ ନିର୍ଦ୍ଦିଷ୍ଟ ଫୋନ୍ ନମ୍ବର ସଂପର୍କରେ ଟ୍ୱିଟ୍ କରି ସେ କହିଛନ୍ତି ଯେ, ଲାଲୁ ଏହି ଫୋନ୍ ନମ୍ବରରୁ ଏନ୍‌ଡିଏର ବିଧାୟକଙ୍କୁ ଯୋଗାଯୋଗ କରୁଛନ୍ତି। ଫୋନ୍ କରି ସେମାନଙ୍କୁ ମନ୍ତ୍ରୀ ପଦର ଲୋଭ […]

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ସରକାର ଆଣିଥିବା ଶ୍ରମ ଆଇନ୍‌ ଏବଂ କୃଷି ଓ କୃଷକ ସମ୍ପର୍କିତ ଆଇନ ପ୍ରତ୍ୟାହାର ସହିତ ଅନ୍ୟାନ୍ୟ ଦାବିକୁ ନେଇ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି। ୧୦ଟି ଟ୍ରେଡ୍ ୟୁନିୟନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ ଯାଏ ସାରା ଦେଶରେ ୨୪ ଘଣ୍ଟିଆ ବନ୍ଦ ପାଳନ କରୁଛି ଟ୍ରେଡ୍ ୟୁନିୟନ।  ଗାଡ଼ି ମୋଟର, ଟ୍ରେନ୍, ବସ୍ ଚଳାଚଳ, ଅଫିସ ବନ୍ଦ ରଖିବାକୁ CITU(Centre of […]

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ନୂଆଦିଲ୍ଲୀ: ଭୀଷଣ ସାମୁଦ୍ରିକ ଝଡ଼ ରୂପ ନେଇ ଗତକାଲି ବିଳମ୍ବିତ ରାତିରେ ପୁଡୁଚେରୀ ନିକଟରେ ବାତ୍ୟା ‘ନିଭାର’ ଲ୍ୟାଣ୍ଡଫଲ୍‌ କରିଛି। ଲ୍ୟାଣ୍ଡଫଲ୍ ପରେ ‘ନିଭାର’ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହେଉଛି। ନିଭାର ୩ ଘଣ୍ଟା ଧରି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିଥିଲା। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ଥିଲା। ନିଭାର ପ୍ରଭାବରେ ପୁଡୁଚେରୀ ଓ ଚେନ୍ନାଇରେ ପ୍ରବଳ ବର୍ଷା ହୋଇଛି। କେତେକ ଅଞ୍ଚଳରେ କ୍ଷୟକ୍ଷତି ମଧ୍ୟ ହୋଇଥିବା ସୂଚନା ମିଳିଛି। ପୁଡୁଚେରୀରେ ଅନେକ ସ୍ଥାନରେ […]

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ସୁରତ: ଦାମୀ କାର୍‌ରେ ସୁନାର ପ୍ରଲେପ ଦେଇ ଚର୍ଚ୍ଚାରେ ଗୁଜରାଟ ସୁରତର ଜଣେ ବ୍ୟକ୍ତି। ସମ୍ପୃକ୍ତ ବ୍ୟକ୍ତି ଜଣକ ଫ୍ରାନ୍ସର ଟେକ୍ନୋଲୋଜି ବ୍ୟବହାର କରି ତାଙ୍କର ଦାମୀ କାର୍‌ରେ ସୁନାର ପ୍ରଲେପ ଦେଇଛନ୍ତି। ସୋସିଆଲ୍‌ ମିଡିଆରେ ଏହାର ଫଟୋ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସବୁଠାରୁ ବଡ଼ କଥା, ଏହି କାର୍‌ କୌଣସି ଉଦ୍ୟୋଗପତି କିମ୍ବା ବଡ଼ ବ୍ୟବସାୟୀଙ୍କର ନୁହେଁ। ବରଂ ଜଣେ ଚାଷୀଙ୍କର। ସୁରତର ଚାଷୀ ସମୀର ପଟେଲ ତାଙ୍କର ମର୍ସିଡିସ୍ କାର୍‌ରେ ୨୪ କ୍ୟାରେଟ ସୁନାର […]

husband-wife
ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ମୁମ୍ବାଇ: ସ୍ୱାମୀ ଅଫିସରୁ ବିଳମ୍ବରେ ଫେରିଲେ ସବୁ ସ୍ତ୍ରୀ ବିରକ୍ତ ହୁଅନ୍ତି, ରାଗନ୍ତି। ଅନେକ ସମୟରେ ଘରେ ଝଗଡ଼ା ବି ଲାଗିଯାଏ। ହେଲେ ସ୍ୱୀମୀ ବିଳମ୍ବରେ ଫେରିବାରୁ  ସ୍ତ୍ରୀ କୋର୍ଟର ଦ୍ୱାରସ୍ଥ ହେବ, ଏପରି କଥା କେବେ ଶୁଣିଛନ୍ତି ? ହଁ, ଏମିତି ବି ଘଟେ। ଜଣେ ମହିଳା ଡାକ୍ତର ପତିଙ୍କ ଲମ୍ବା ଡ୍ୟୁଟିରେ ବିରକ୍ତ ହୋଇ ଶେଷରେ ବମ୍ବେ ହାଇକୋର୍ଟରେ FIR ଦାଏର କରିଛନ୍ତି। ମହିଳା ଜଣକ କହିଛନ୍ତି, କୋଭିଡ ସମୟରେ ୧୯ ଘଣ୍ଟାରୁ ଅଧିକ […]

bank
ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଭୁବନେଶ୍ୱର: ଆସନ୍ତାକାଲିଠାରୁ DBS ଇଣ୍ଡିଆ ବ୍ୟାଙ୍କ ଭାବେ ଖୋଲିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କର ଶାଖା । ଏହା ସହିତ ଗ୍ରାହକଙ୍କ ଆକାଉଣ୍ଟ ଚାଲୁ ହେବ ।  ଗ୍ରାହକମାନେ ଟଙ୍କା ଉଠାଇ ପାରିବେ । ଟଙ୍କା ଉଠାଣ ପାଇଁ ଯେଉଁ କଟକଣା ଥିଲା, ତାହା ପ୍ରତ୍ୟାହାର ହୋଇଯିବ। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। ଲକ୍ଷ୍ମୀ ବିଳାସ ବ୍ୟାଙ୍କ ତା’ର ଗ୍ରାହକଙ୍କୁ ଆଗ ପରି ସେବା ଯୋଗାଇ ଦେବ।  DBS ବ୍ୟାଙ୍କ ସବୁ […]

odisha-coronavirus
ରାଜ୍ୟରେ କରୋନା ସ୍ଥିତି; କଟକରୁ ଚିହ୍ନଟ ହେଲେ ସର୍ବାଧିକ ରୋଗୀ

ଭୁବନେଶ୍ୱର:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୪୪  କରୋନା ରୋଗୀ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୩୬୯  ଥିବାବେଳେ ଲୋକାଲ କେସ  ୨୭୫ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। । ଆଜି କଟକରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କଟକରୁ ୬୪  କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ତା ପଛକୁ ରହିଛି ସୁନ୍ଦରଗଡ । ଏଠାରୁ ଚିହ୍ନଟ ହୋଇଛନ୍ତ ୬୨ କରୋନା ରୋଗୀ। ସେହିପରି ଅନଗୁଳରୁ […]

corona
ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା; ପୁଣି ଆଖି ବୁଜିଲେ ୧୭

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୦୪ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି। ଆଜି ସୁନ୍ଦରଗଡରୁ ସର୍ବାଧିକ ୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି। ଏହା ପଛରେ ରହିଛି ପୁରୀ। ପୁରୀରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଭୁବନେଶ୍ୱରରୁ ୩ ଓ ଅନଗୁଳରୁ ୨ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି।  […]

ifs
କୁବେର IFS: ଡ୍ରାଇଭରଙ୍କ ଘରୁ ମିଳିଲା ୨୦ ଲକ୍ଷ

ଭୁବନେଶ୍ୱର: ବଢ଼ୁଛି ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ପାଇଁ ଅଡ଼ୁଆ। ମୁମ୍ବାଇରେ ରହୁଥିବା ଅଭୟଙ୍କ ପୁଅଙ୍କୁ ଅଟକ ରଖି ଭିଜିଲାନ୍ସ ଟିମ୍ ପଚରାଉଚରା କରୁଛି। ତାଙ୍କୁ ମୁମ୍ବାଇରୁ ଭୁବନେଶ୍ୱରକୁ ଅଣାଯାଇଥିବା ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଉଛି, ମୁମ୍ବାଇରେ ଲକ୍ଷାଧିକ ଟଙ୍କା ଭଡ଼ା ଦେଇ ସେ ଏକ ଫ୍ଲାଟ୍ ରଖିଥିବା ଜଣାପଡ଼ିଛି। ଖାଲି ଏତିକି ନୁହେଁ ନିଜ ସୁରକ୍ଷା ପାଇଁ ସେଠି ବାଉନ୍ସର୍ ବି ନିୟୋଜିତ କରିଥିବା ଭିଜିଲାନ୍ସ ଟିମ୍ ପାଖରେ ସୂଚନା ମିଳିଛି। ମୁମ୍ବାଇରେ ଏକ […]

mistry
ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ରର ମରୁ ଅଞ୍ଚଳରେ ଏକ ରହସ୍ୟମୟ ଧାତୁ ସ୍ତମ୍ଭର ସନ୍ଧାନ ମିଳିଛି । ଖମ୍ବ ଆକୃତିର ଏହି ଧାତୁକୁ ଦେଖି ଲୋକଙ୍କ ମନରେ ଅନେକ ପ୍ରଶ୍ନ ଉଙ୍କି ମାରୁଛି। କିଏ କହୁଛି ଏଲିଏନ୍ସ ପୃଥିବୀକୁ ପଳାଇ ଆସିନାହାନ୍ତି ତ ! ସୋଶାଲ ମିଡିଆରେ ମଧ୍ୟ ଏହି ଚିତ୍ର ହଇଚଇ ସୃଷ୍ଟି କରି ଦେଇଛି। ଏହି ଉଜ୍ଜ୍ଜଳ, ତ୍ରିକୋଣୀୟ ଧାତବ ସ୍ତମ୍ଭକୁ ଦକ୍ଷିଣ ଅଟାଓର ଲାଲ୍‌ ଚଟ୍ଟାଣରେ ପୋତାଯାଇଥିଲା ଯାହାର ଉଚ୍ଚତା ପ୍ରାୟ ୧୨ ଫୁଟ । […]

Capture
ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ନୂଆଦିଲ୍ଲୀ: ୨୬/୧୧ ଆତଙ୍କବାଦୀ ଆକ୍ରମଣକୁ ଆଜି ପୁରିଛି ୧୨ ବର୍ଷ। ୨୦୦୮ ଆଜିର ଦିନରେ ମୁମ୍ବାଇ ଦେଖିଥିଲା ଆତଙ୍କବାଦୀଙ୍କ ସେହି ବର୍ବରୋଚିତ ଘଟଣା। ପାକିସ୍ତାନର ସଶସ୍ତ୍ର ୧୦ ଲସ୍କର ଆତଙ୍କବାଦୀ ସମୁଦ୍ର ପଥରେ ମୁମ୍ବାଇରେ ପଶି ଭିଆଇଥିଲେ ଆତଙ୍କର ତାଣ୍ଡବ। ଲିଓପାଡ୍ କାଫେ, ସିଏସ୍‌ଟି ଷ୍ଟେସନ୍, ତାଜ୍ ପ୍ୟାଲେସ୍, ଓବରୟ ହୋଟେଲ୍, କାମା ହସ୍ପିଟାଲ୍, ନରିମାନ୍ ହାଉସ୍ ଉପରେ ଆକ୍ରମଣ ହୋଇଥିଲା। ଆରଡିଏକ୍ସ, ଏକେ-୪୭, ଆଇଇଡି, ଗ୍ରେନେଡ୍ ଧରି ଆତଙ୍କବାଦୀ ଆଖିବୁଜା ଲୋକଙ୍କ ଉପରେ ଆକ୍ରମଣ କରିଥିଲେ। […]

fire
କଟକ ବାଦାମବାଡ଼ିରେ ଜଳିଗଲା ବସ୍‌

କଟକ: କଟକ ବାଦାମବାଡିରେ ଏକ ଘରୋଇ ବସ୍‌ ଜଳି ଯାଇଥିବା ସୂଚନା ମିଳିଛି। ପାଲାମଣ୍ଡପ ପୁରୀ ବସ୍ ଷ୍ଟାଣ୍ଡରେ ବସ୍‌ଟି ଛିଡ଼ା ହୋଇଥିବା ବେଳେ ଆଜି ଅପରାହ୍ଣରେ ଏଥିରେ ନିଆଁ ଲାଗି ଯାଇଥିଲା। ତେବେ କେଉଁ କାରଣ ପାଇଁ ବସ୍‌ରେ ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ। ବସ୍‌ରେ ନିଆଁ ଲାଗିବା ସମୟରେ ବସ୍‌ ଭିତରେ କେହି ଯାତ୍ରୀ ନଥିଲେ ବୋଲି ଜଣାପଡ଼ିଛି। ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ନିଆଁ ଲିଭା ଯାଇଥିଲା।

delhi
ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦିଲ୍ଲୀରେ ବିରାଟ କୃଷକ ସମାବେଶ ପାଇଁ ଯୋଜନା ପଞ୍ଜାବ, ହରିଆଣା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ରାଜସ୍ଥାନ ଓ କେରଳରୁ ଆସିଥିବା ଚାଷୀମାନେ ଯୋଜନା କରିଥିବାବେଳେ ସେମାନଙ୍କୁ ଦିଲ୍ଲୀକୁ ଆସିବା ପାଇଁ ଅନୁମତି ଦେଇ ନାହାନ୍ତି ସରକାର।  କରୋନା ସଂକ୍ରମଣ ବଢୁଥିବାରୁ ଦିଲ୍ଲୀରେ କୌଣସି ସମାବେଶ ଉପରେ କଟକଣା ଲଗାଇଛନ୍ତି ସରକାର। ଚାଷୀମାନେ ଯେପରି ଦିଲ୍ଲୀକୁ ପଶି ନ ପାରିବେ, ସେଥିଲାଗି ଦିଲ୍ଲୀକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଗୁଡ଼ିକୁ ସିଲ୍ କରାଯାଇଛି। […]