ରାଷ୍ଟ୍ରୀୟ ବେତନ ସ୍ତର ସବୁ ରାଜ୍ୟରେ ଲାଗୁ କରିବା ବାଧ୍ୟତାମୂଳକ ହୋଇନାହିଁ, ତେଣୁ କିଛି ରାଜ୍ୟରେ ଦିନକୁ ୧୭୬ ଟଙ୍କାରୁ ବି କମ୍ ମଜୁରୀ ଦିଆଯାଉଛି ।
ଭାରତ ସରକାରଙ୍କ ଅଧିନରେ ଥିବା ବିଭିନ୍ନ କମ୍ପାନୀ ମଧ୍ୟରେ ଭାରତ ହେଭି ଇଲେକ୍ଟ୍ରିକାଲ୍ସ ଲିମିଟେଡ୍ (BHEL) ଅନ୍ୟତମ। ଏଠାରେ ଚାକିରି କରିବାକୁ ପ୍ରାୟ ଯୁବକ ଆଗ୍ରହୀ। ଆପଣ ଯଦି ସେହି ଆଶାୟୀମାନଙ୍କ ମଧ୍ୟରୁ ଜଣେ ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। BHEL ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ଭୁବନେଶ୍ୱର ଲୋକସଭା ଆସନରୁ ପୁଣି ବିଜେପି ଟିକେଟରେ ଲଢିବେ ଅପରାଜିତା ଷଡ଼ଙ୍ଗୀ । ଦଳୀୟ ଟିକଟ୍ ପାଇବା ପରେ ଅପରାଜିତା କେନ୍ଦ୍ର ଓ ରାଜ୍ୟ ନେତୃତ୍ୱ ସହ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ।
ଟ୍ରକ ଧକ୍କାରେ ଭାରତୀୟ ଯୁବତୀଙ୍କ ମୃତ୍ୟୁ । ଗତ ସପ୍ତାହରେ ସେଣ୍ଟ୍ରାଲ ଲଣ୍ତନରେ ଏହି ଘଟଣାଟି ଘଟିଥିଲା । ସାଇକେଲ ଚଳାଇ ସେ ନିଜ ଘରକୁ ଫେରୁଥିବା ବେଳେ ଟ୍ରକଟି ଧକ୍କା ଦେଇଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।
ଜେଲ୍ ଯାଇଥିଲେ ଭଲ ମଣିଷ ହେବେ ବୋଲି। ମିଳିଥିଲା ଧନ୍ଦାମୂଳକ ପ୍ରଶିକ୍ଷଣ। ହେଲେ ତାହାକୁ ଭୁଲ ବାଟରେ ଲଗାଇ ଏବେ ପୁଣି ଜେଲ୍ ଗଲେ।
ଜଳ ନଷ୍ଟ କରି ଗଣିଲେ ଟଙ୍କା । ୧୦୦ କି ୨୦୦ ଟଙ୍କା ନୁହେଁ ୨୨ଟି ପରିବାର ଦେଇଛନ୍ତି ଘର ପିଛା ୫୦୦୦ ଟଙ୍କା ।
ଗତଥର କନ୍ଧମାଳରୁ ଲଢ଼ିଥିଲେ, ହେଲେ ଏଥର ବାଲେଶ୍ୱରରୁ ଲଢ଼ିବାକୁ ବିଜେପି ନେତୃବୃନ୍ଦଙ୍କୁ କହିଥିଲେ ବି ତାଙ୍କୁ ଟିକଟ୍ ମିଳିନଥିବାରୁ ସେ ସ୍ୱାଧୀନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି।
LIC Kanyadan Policy: LICର ଖାସ୍ ପଲିସିରେ ପ୍ରତିଦିନ ଆପଣ ଯଦି ୧୨୧ ଟଙ୍କା ଜମା କରନ୍ତି, ତେବେ ୨୫ ବର୍ଷରେ ଆପଣ ୨୭ ଲକ୍ଷ ଟଙ୍କା ପାଇ ପାରିବେ। ଏହି ପଲିସିର ନାଁ କନ୍ୟାଦାନ ଯୋଜନା ରଖାଯାଇଛି ।
ଜଳେଶ୍ୱର ପଶ୍ଚିମବାଡ଼ ଅଞ୍ଚଳରେ ଅଭାବନୀୟ ଘଟଣା । କାନ୍ଥ ପଡି ପୁଅର ମୃତ୍ୟୁ ହୋଇଥିବା ବେଳେ ବାପା ଓ ମାଆ ଗୁରୁତର ଆହତ ହୋଇଛନ୍ତି । ଶେଖ ସମିରୁଦ୍ଦିନ ଓ ତାଙ୍କ ସ୍ତ୍ରୀ ଅସିମା ବିବି ଏବଂ ତାଙ୍କ ପୁଅ ଶେଖ ଆରିଫ ଘର ପାଖ ରାସ୍ତା କଡରେ ବସିଥିଲେ ।
ହିମାଚଳ ପ୍ରଦେଶର ମଣ୍ଡିରୁ ବିଜେପି କଙ୍ଗନା ରାଣାୱତଙ୍କୁ ଲୋକସଭା ପ୍ରାର୍ଥୀ ଭାବେ ସ୍ଥାନ ଦେଇଛି। ଅଭିନେତ୍ରୀ ମଧ୍ୟ ଏହା ଚାହୁଁଥିଲେ। ସୋସିଆଲ ମିଡିଆରେ ମନ୍ତବ୍ୟ ଦେଇ ବିଜେପିରୁ ଟିକେଟ୍ ପାଇଥିବାରୁ କଙ୍ଗନା ରାଣାୱତ ଖୁସି ବ୍ୟକ୍ତ କରିଛନ୍ତି। କିନ୍ତୁ ତାଙ୍କର ଏକ ପୁରୁଣା ଟ୍ୱିଟ୍ ପାଇଁ ସୋସିଆଲ୍ ମିଡିଆରେ କିଛି ଲୋକ ତାଙ୍କୁ ଟ୍ରୋଲ୍ କରୁଛନ୍ତି।
କେନ୍ଦ୍ରାପଡ଼ା ସହର ଜଗିଛି ଅଚଳ ସିସିଟିଭି କ୍ୟାମେରା । ସହରର ବିଭିନ୍ନ ସ୍ଥାନରେ ଲାଗିଥିବା ୩୮ ଗୋଟି କ୍ୟାମେରା ମଧ୍ୟରୁ ମାତ୍ର ଗୋଟିଏ ସଚଳ ଅବସ୍ଥାରେ ରହିଛି । ଚୋର ଜଗିବା ପାଇଁ ଲାଗିଥିବା ଅନେକ ସିସିଟିଭି କ୍ୟାମେରାକୁ ଚୋର ଚୋରି କରି ନେଇ ଯାଇଛନ୍ତି ।
ଦିନକ ପରେ ରଙ୍ଗର ପର୍ବ ହୋଲି। ଏଥିପାଇଁ କଟକ ସହରର ହୋଲସେଲ ଓ ଖୁଚୁରା ବଜାରରେ ଲାଗିଛି ଭଳି କି ଭଳି ହୋଲି ସାମଗ୍ରୀର ପସରା। ପିଚକାରୀ, ବେଲୁନ, ମୁଖା, ଚୁଟି ଆହୁରି କେତେକଣ। ଆଉ ଏହାକୁ କିଣି ନେଉଛନ୍ତି ଲୋକେ।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ସୂଚିତ କରାଯାଇଛି।ସ୍ୱାସ୍ଥ୍ୟ ବିଭାଗ ଉପନିର୍ଦ୍ଦେଶକ ଡା କଞ୍ଚନ ୱାନେରେ କହିଛନ୍ତି ଯେ ଚିକିତ୍ସା ସେବା ସହକାରୀ ନିର୍ଦ୍ଦେଶକ ଡାକ୍ତର ପ୍ରମୋଦ ଗାଭାଇଙ୍କ ଅଧୀନରେ ତଦନ୍ତ ଆରମ୍ଭ ହୋଇଛି।
ପୁଅର ବିବାହ ଭୋଜିରେ ଅତିଥିଙ୍କୁ ଉପହାର ଆଣିବାକୁ ମନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୋଟ୍ ଦେବା ପାଇଁ ଅପିଲ୍ କଲେ ବର ପିତା।
ନିକଟରେ ‘କଙ୍ଗୁଭା’ର ଟିଜର୍ ରିଲିଜ୍ ହୋଇଥିଲା। ଟିଜରରେ ସୂର୍ଯ୍ୟ ସିଙ୍ଘମ୍ ଏବଂ ‘ଆନିମଲ୍’ର ଅବରାର ବା ‘କଙ୍ଗୁଭା’ର ଉଧିରନ୍ର ଜବରଦସ୍ତ ଷ୍ଟାଇଲ୍ ଦେଖି ଲୋକଙ୍କ ଉତ୍ସାହ ଆହୁରି ବଢିଯାଇଛି। ଫିଲ୍ମର ଟାଇଟଲ୍କୁ ନେଇ ଲୋକଙ୍କ ମନରେ ଅନେକ ପ୍ରଶ୍ନ ସୃଷ୍ଟି ହେଉଛି। ଏହାର ମାନେ କ’ଣ? ଫିଲ୍ମର ଟାଇଟଲ ଏମିତି କାହିଁକି ରଖାଗଲା? ଆପଣଙ୍କ ମନରେ ଯଦି ଏଭଳି କିଛି ପ୍ରଶ୍ନ ସୃଷ୍ଟି ହେଉଛି ତେବେ ଏବେ ସ୍ପଷ୍ଟ ହୋଇଯାଆନ୍ତୁ।
ହୋଲିରେ ଚନ୍ଦ୍ରଗ୍ରହଣ । ଚଳିତ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ । ୨୦୨୪ ମାର୍ଚ୍ଚ ୨୫ରେ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ପଡ଼ୁଛି । ଦୋଳ ପୂର୍ଣ୍ଣିମାରେ ଏହି ଚନ୍ଦ୍ରଗ୍ରହଣ ଲାଗୁଛି ।
ଗତକାଲି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟନ୍ସ ଓ ମୁମ୍ବାଇ ଇଣ୍ତିଆନ୍ସ ମଧ୍ୟରେ ମ୍ୟାଚ୍ ଖେଳାଯାଇଥିଲା। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପଲଟନକୁ ମାତ୍ ଦେଇଛି ଟାଇଟନ୍ସ ଟିମ୍। ପାଣ୍ତ୍ୟାଙ୍କ ହରକତ୍କୁ ନେଇ ଅସନ୍ତୋଷ ପ୍ରକାଶ କଲେ ଫ୍ୟାନ୍ସ।
ଏ. ଗଣେଶମୂର୍ତ୍ତି ଏବେ ତାମିଲନାଡ଼ୁର ଇରୋଡ ଲୋକସଭା ଆସନରୁ ଏମ୍ପି ଅଛନ୍ତି। ସେ MDMK ଦଳରୁ ଗତଥର ଟିକେଟ୍ ପାଇ ନିର୍ବାଚନ ଲଢିଥିଲେ । ମାତ୍ର ଆସନ୍ତା ନିର୍ବାଚନ ନିମନ୍ତେ ଦଳ ପକ୍ଷରୁ ତାଙ୍କୁ ଟିକେଟ ଦିଆଯାଇ ନାହିଁ।
ଭାଇରାଲ୍ ହେଉଛି ଗାଉଁଲି ମହିଳାଙ୍କ ଭିଡିଓ। ଏହି ଭିଡିଓରେ ମୁଣ୍ଡରେ ଓଢଣୀ ଦେଇଥିବା ଏହି ଗ୍ରାମୀଣ ମହିଳା କେବଳ ଇଂରାଜୀ କୁହନ୍ତି ନାହିଁ ବରଂ ଇଂରାଜୀ କିପରି କହିବାକୁ ହୁଏ ତାହା ମଧ୍ୟ ଲୋକଙ୍କୁ ଶିଖାନ୍ତି। କୁହାଯାଉଛି ଯେ ମହିଳା ଜଣକ ମାତ୍ର ଦ୍ୱାଦଶ ପାଶ୍ କରିଛନ୍ତି, ଏହା ସତ୍ତ୍ୱେ ସେ ଆଶ୍ଚର୍ଯ୍ୟଜନକ ଭାବରେ ଇଂରାଜୀ କହୁଥିବା ଦେଖାଯାଏ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଦକ୍ଷିଣ ଦ୍ବାର ସମ୍ମୁଖରେ ନିର୍ମାଣ ହୋଇଛି ସେଲଟର ପାଭିଲିୟାନ ବା ଆଶ୍ରୟସ୍ଥଳୀ। ଯେଉଁଥିରେ ଏବେ ତାଲା ପଡ଼ିଛି। ଆଉ ସେଠାରେ ରଖାଯାଇଛି ହାଣ୍ଡି କୁଡୁଆ।
ଅନେକ ଅଛନ୍ତି ନିଜ ଭାବନାକୁ ପ୍ରକାଶ କରିପାରନ୍ତି ନାହିଁ। ତେବେ କାହା ପ୍ରତି ନିଜର ଭାବନା ପ୍ରକାଶ କରିବା ସମସ୍ତଙ୍କ ପାଇଁ ସହଜ ନୁହେଁ। ଏପରି କିଛି ଉପାୟ ଅଛି ଯାହା ଦ୍ୱାରା ଆପଣ କିଛି ନ କହି ବି ଜଣଙ୍କର ମନକୁ ଜାଣିପାରିବେ, ସେ ପ୍ରକୃତରେ କ’ଣ କହିବାକୁ ଯାଉଛି ବୁଝିପାରିବେ। ତେବେ ଆସନ୍ତୁ ସେହି ଟିପ୍ସଗୁଡିକ ଜାଣିବା।
ଭସ୍ମ ଆଳତି ବେଳେ ଅବିର ପକାଯିବାରୁ ତତ୍କ୍ଷଣାତ ସେଥିରୁ ନିଆଁ ବ୍ୟାପିଥିବା କୁହାଯାଉଛି। ଆହତ ମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଟାଣ ଖରାକୁ ଦୃଷ୍ଟିରେ ରଖି ବାହାରକୁ ବାହାରିଲା ମାତ୍ରେ ସାବଧାନତା ପାଇଁ ପରାମର୍ଶ ଦିଆଯାଇଛି । ଏଭଳି କ୍ଷେତ୍ରରେ ବାହାରକୁ ବାହାରିଲା ମାତ୍ରେ ସାବଧାନ ରହିବା ପାଇଁ ପରାମର୍ଶ ଦିଆଯାଇଛି ।
ପ୍ରାର୍ଥୀତ୍ୱ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।
ଗତ ଥର ପ୍ରାର୍ଥୀ ହୋଇଥିବା ୫ ବିଜେପି ନେତାଙ୍କୁ ଏଥର ମିଳିନି ଟିକେଟ୍। ବର୍ତ୍ତମାନର ୪ ସାଂସଦ ଓ ଜଣେ କେନ୍ଦ୍ରମନ୍ତ୍ରୀ ପ୍ରାର୍ଥୀ ତାଲିକାରୁ ବାଦ୍ ପଡ଼ିଛନ୍ତି।