ଆଜିର ପଞ୍ଚାଙ୍ଗ ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨ ତାରିଖ ଗୁରୁବାର ଚନ୍ଦ୍ର- ମକର ଦିବା ୦୨.୩୧ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୧.୫୩ ଗତେ ଦଶମୀ।ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୨.୩୧ ଗତେ ମିଥୁନ ଓ ମୀନ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।
ଅଧିକାଂଶ ଲୋକ ମହୁ ଚିହ୍ନି ପାରନ୍ତି ନାହିଁ। ଅସଲି ଏବଂ ନକଲି ମହୁ ଠିକ୍ ସମାନ ଦେଖାଯାଏ। ତେବେ ଅସଲି ମହୁକୁ ଚିହ୍ନିବା ଏକ ଅସମ୍ଭବ କାମ ନୁହେଁ। ଆଜି ଆମେ ଆପଣଙ୍କୁ ଅସଲି ମହୁ ଚିହ୍ନିବାର କେତେକ କୌଶଳ କହିବାକୁ ଯାଉଛୁ। ଏହା ସାହାଯ୍ୟରେ ଆପଣ ଜାଣିବେ ଯେ ଆପଣ ଅସଲି ନା ନକଲି ମହୁ ଖାଉଛନ୍ତି।
ଆଜି ଅଯୋଧ୍ୟା ଗସ୍ତରେ ଯାଇ ରାମଲଲ୍ଲାଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡ଼ା ସୁରକ୍ଷାରେ ସେ ଆଜି ଅଯୋଧ୍ୟା ଯାଇଥିଲେ। ରାମ ମନ୍ଦିରକୁ ଯାଇ ରାମଲଲ୍ଲାଙ୍କୁ ଦର୍ଶନ କରି ଆଶିଷ ମାଗିଥିଲେ।
ଛୁଆକୁ କୋଳରେ ପାଇ ଗେଲ କରୁଛି, ଚାଟି ପକାଉଛି। କାଳେ କିଏ ପୁଣି ତା ଛୁଆକୁ ତା ଠୁ ଅଲଗା କରିଦେବ, ସେଇଥିପାଇଁ ସତର୍କ ଦୃଷ୍ଟିରେ ଚାରି ଆଡକୁ ଅନାଉଛି।
ଲକ୍ଷ୍ମୀ ଟକିଜିର ମାଲିକ କହିଛନ୍ତି ସରକାର ଯଦି ସହଯୋଗ ଯୋଗାଇଦେବେ ତେବେ ପୁଣି ଫିଲ୍ମ ହଲ କରିବା ପାଇଁ ଆମେ ପ୍ରସ୍ତୁତ । ଏପଟେ ଆଦର୍ଶ ଆଚରଣ ବିଧି ହଟିବା ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ।
ସରକାରୀ ଦଳର ସାଂଘାତିକ ଷଡ଼ଯନ୍ତ୍ର। ନୂଆ ଓ' ମେଧାବୃତ୍ତି ନେଲ, ଆଉ ଏବେ ଭୋଟ୍ ଦିଅ। କଟକ ବିଜେଡି ସାଂସଦ ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ମେଧାବୃତ୍ତି ପାଇଥିବା ଛାତ୍ରଙ୍କୁ ଫୋନ୍ କଲ୍ ଜରିଆରେ କୁହାଯାଉଛି।
ଭୋଟ୍ ଲଢ଼େଇରେ ପ୍ରାର୍ଥୀଙ୍କୁ ବଳ ପରିବାର। କେଉଁଠି ସ୍ୱାମୀ ପାଇଁ ସ୍ତ୍ରୀ, କେଉଁଠି ସ୍ତ୍ରୀ ପାଇଁ ସ୍ୱାମୀ ତ ପୁଣି କେଉଁଠି ବାପା-ମାଙ୍କ ପାଇଁ ମୈଦାନରେ ଅଣ୍ଟା ଭିଡ଼ିଛନ୍ତି ପୁଅ।
ଅସମ୍ଭାଳ ତାତିରେ ପିଇବା ପାଣି ପାଇଁ ଦହଗଞ୍ଜ ଗ୍ରାମବାସୀଙ୍କ ହଲ୍ଲାବୋଲ। ଗାଁକୁ ଆସିଥିବା ବିଭାଗୀୟ ଅଧିକାରୀଙ୍କୁ ଘେରି ଜଣାଇଛନ୍ତି ଦାବି। ପ୍ରଶ୍ନ କରିଛନ୍ତି, ଘରେ ଘରେ ସ୍ୱଚ୍ଛ ପାନୀୟ ଜଳ ଯୋଗାଉଥିବା ନେଇ ବୋର୍ଡ ମାରୁଛ, ପାଣି କାହିଁ ?
ଜଟଣୀ ସିଟ୍ ହାତେଇବାକୁ ବିଜେଡି ଓ କଂଗ୍ରେସର ଝାଳବୁହା ପରିଶ୍ରମ । ଜଟଣୀ ଗଡ଼ରେ ପଦ୍ମ ଫୁଟାଇବାକୁ ବିଜେପିର ଜୋରଦାର ପ୍ରୟାସ ।
ରାଜ୍ୟ ସରକାରଙ୍କ ଇ-ଫାଇଲ କିଏ ଦେଖୁଛି ବୋଲି ସେ ପ୍ରଶ୍ନ କରିଛନ୍ତି ଅପରାଜିତା ?
ଦିଲ୍ଲୀ ଅଭିମୁଖେ ଉଡ଼ିବାର ୧୦ ମିନିଟ ପରେ ପୁଣି ଫେରିଲା । ଭୁବନେଶ୍ବର ଫେରି ବିମାନର ଏମର୍ଜେନ୍ସି ଲ୍ୟାଣ୍ଡିଂ ।
ଖବର ଅନୁସାରେ ଆଜି ବଡ଼ି ଭୋରରୁ ଏହି ଧମକପୂର୍ଣ୍ଣ ଇମେଲ୍ ଆସିଥିଲା, ଖବର ଜଣାପଡ଼ିବା ପରେ ଅଗ୍ନିଶମ ବାହିନୀ ସମତେ ପୋଲିସ ପହଞ୍ଚି ଆରମ୍ଭ କରିଥିଲା ତନାଘନା ।
ଭଉଣୀର ବାହାଘର ଖୁସିରେ ନାଚୁ ନାଚୁ ଚାଲିଯାଇଛି ୧୮ ବର୍ଷୀୟ ଭଉଣୀର ଜୀବନ। ମୃତ୍ୟୁ ପୂର୍ବର ମାତ୍ର କିଛି ସେକେଣ୍ଡର ଭିଡିଓ ବର୍ତ୍ତମାନ ଖୁବ୍ ଭାଇରାଲ ହେଉଛି।
ସଭା ଆରମ୍ଭରୁ ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁ ଅଜୟ ନାୟକ ବିଜେଡି ସରକାର ଏବଂ ପାଣ୍ଡିଆନଙ୍କ ଉପରେ ବର୍ଷିଥିଲେ। ତେବେ ଏନେଇ ବିଧାୟକ ବ୍ୟୋମକେଶଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଏହି ମିଶ୍ରଣ ପର୍ବ ପରେ ବିଜେଡି ମହଲରେ ମୃଦୁ କମ୍ପନ ସୃଷ୍ଟି ହୋଇଥିବା ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି ।
ନିୟମ ଖିଲାପକାରୀଙ୍କ ବିରୋଧରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ଦେଇଛି ଅବକାରୀ ବିଭାଗ।
ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଟେକଅପ୍ର କରିବାର ୧୦ ମିନିଟ ପରେ ଜରୁରୀ ଅବତରଣ କରିଛି ଭିସ୍ତାରା ବିମାନ। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି।
ସାନ ବାବୁ ଓ ବଡ ବାବୁ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାର ଓ ବିଜେଡି ଉପରେ ପ୍ରବଳ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ।
ଏକ ରିପୋର୍ଟ ଅନୁଯାୟୀ, ଶିଳ୍ପ କ୍ଷେତ୍ରର ୭୫ ପ୍ରତିଶତ କମ୍ପାନୀ ଯୁବକମାନଙ୍କ ମଧ୍ୟରେ ଦକ୍ଷତାର ଅଭାବକୁ ଜଣାଇଛନ୍ତି। ଏହାର ଅର୍ଥ ହେଉଛି ଯୁବକମାନେ କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ କରୁଛନ୍ତି ସତ କିନ୍ତୁ ଆଜିର ଚାକିରି ପାଇଁ ଆବଶ୍ୟକ କୌଶଳ ଶିଖୁ ନାହାଁନ୍ତି। ଆଜିର ଯୁବକମାନେ ଚାକିରି ଖୋଜିବାବେଳେ ୫ଟି ଭୁଲ୍ କରୁଛନ୍ତି ଯାହା ସେମାନେ କରିବା ଉଚିତ ନୁହେଁ।
ଆଦିବାସୀ ସଂପ୍ରଦାୟର ହୋଇଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବକୁ ନିମନ୍ତ୍ରଣ କରାଯାଇନଥିଲା ।
ବର୍ତ୍ତମାନ ପାକିସ୍ତାନୀ କଳାକାର ଏଲୀ ଖାନ୍ ଜନ୍ ଆବ୍ରାହମଙ୍କ ସହ କାମ କରିବା କଥାକୁ ମନେ ପକାଇ ବଲିଉଡ୍ ଷ୍ଟାରଙ୍କ ଶୃଙ୍ଖଳିତ କାମ କରିବାର ଯୋଜନା ବିଷୟରେ ପ୍ରକାଶ କରିଛନ୍ତି। ତେବେ ସେ କ’ଣ କହିଛନ୍ତି ଆସନ୍ତୁ ଜାଣିବା।
ଓଡ଼ିଶାରେ ହେବାକୁ ଥିବା ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସର ପ୍ରାର୍ଥୀ ମାନେ ପଟୁଆରରେ ଆସି ନାମାଙ୍କନ ଦାଖଲ କରୁଛନ୍ତି ।
ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ନେଇ ୬ ଜିଲ୍ଲା ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ ଓ ଢେଙ୍କାନାଳକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ରଜନୀକାନ୍ତ ଶଂସକଙ୍କ ପାଇଁ ଏକ ଖୁସି ଖବର ଆସିଛି। ରଜନୀକାନ୍ତଙ୍କ ଜୀବନୀ ଉପରେ ଏକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ହିନ୍ଦୀ ସିନେମା ନିର୍ମାତା ସାଜିଦ୍ ନାଡିୟାଡ୍ୱାଲା ରଜନୀକାନ୍ତଙ୍କ ଜୀବନୀକୁ ନେଇ ଏକ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ଏହି ଅଭିନେତା ହେବା ରଜନୀକାନ୍ତ…
କିଛି ଗୁରୁତ୍ୱପୂର୍ଣ୍ଣ ବ୍ୟାଙ୍କ କାମ ରହିଛି କି? ତେବେ ତୁରନ୍ତ ସେଗୁଡ଼ିକ ଶେଷ କରିବାକୁ ଚେଷ୍ଟା କରନ୍ତୁ । କାରଣ ମେ ମାସରେ ୧୪ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ ଓ ଆପଣମାନେ ହୋଇପାରନ୍ତି ହଇରାଣ ।
୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ।