ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପ୍ରବଳ ଗରମ ଯୋଗୁଁ ଲୋକଙ୍କ ହାଲତ ପୂରା ଖରାପ। ଏପରି ପରିସ୍ଥିତିରେ ଲୋକମାନେ ପ୍ରଚୁର ପରିମାଣରେ ଜୁଇସ୍ ଏବଂ ଫଳ ଖାଇବା ଉଚିତ, ଯାହା ଦ୍ୱାରା ଡିହାଇଡ୍ରେସନ୍ ସମସ୍ୟା ଉପୁଜିବ ନାହିଁ। ଏହି ସମୟରେ ବେଳ ପଣାକୁ ଅମୃତ ଭାବରେ ବିବେଚନା କରାଯାଏ।
ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗିବା ସହ ଉପୁଡିଛି। କିଛି ସ୍ଥାନରେ ଘର ଉପରେ ଖସି ପଡିଛି ଗଛ। ବ୍ୟାପକ କ୍ଷୟକ୍ଷତି ହୋଇଛି।
ରାଜ୍ୟ କଂଗ୍ରେସକୁ ସଂଜିବନୀ ଦେବ କି ରାହୁଲଙ୍କ ସାଲେପୁର ସମାବେଶ ? ଆଗକୁ ପ୍ରଚାରରେ ଆସିବେ ରାହୁଲଙ୍କ ସହ ପ୍ରିୟଙ୍କା, ଖାଡଗେ ଓ ରେବନ୍ତ ରେଡ୍ଡୀ ।
କାହିଁକି ଭାଷା. ସଂସ୍କୃତି ବିପଦରେ ଓ କେମିତି ଅଡୁଆରେ ବିଜେଡି ? ସାହିତ୍ୟ, ସଂସ୍କୃତି ଓ ରାଜନୀତି ସହ ବିଭିନ୍ନ ମହଲରୁ ଆସିଲା ମତ ।
ବିଜେଡି ପ୍ରାର୍ଥୀ- ଜଗନ୍ନାଥ ସାରକା, ବିଜେପି ପ୍ରାର୍ଥୀ- ଜଗନ୍ନାଥ ନୁଣ୍ଡ୍ରୁକା କଂଗ୍ରେସ ପ୍ରାର୍ଥୀ- ନୀଳମାଧବ ହିକକା, ସ୍ୱାଧୀନ ପ୍ରାର୍ଥୀ- ନୀଳମାଧବ ଉଲାକା। ରାୟଗଡ଼ା ଜିଲ୍ଲା ବିଷମକଟକରେ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ୁଛନ୍ତି ଦୁଇ ଜଗନ୍ନାଥ ଓ ଦୁଇ ନୀଳମାଧବ।
ଦିମାଗ ବା ମସ୍ତିଷ୍କ ବିଭିନ୍ନ ଦିଗରୁ କାମ କରିଥାଏ । କିନ୍ତୁ ସେହି ତୁଳନାରେ ଜଣେ କୁନି ପୁଅର ମସ୍ତିଷ୍କ ଅତି ସାଧାରଣ ଓ ସିମ୍ପଲ ହୋଇଥାଏ ।
୧୦/୧୫ ବର୍ଷ ତଳେ ରାଜଧାନୀରେ କେମିତି ବୋହୁଥିଲା ଶୀତଳ ପବନ, କେମିତି ଆରାମଦାୟକ ଥିଲା ଭୁବନେଶ୍ୱର। କିନ୍ତୁ ଆଜି ଶୀତଳ ନୁହେଁ, ଝାଞ୍ଜି ମାଡ଼ରେ ପୋଡ଼ିଯାଉଛି ସର୍ବାଙ୍ଗ। ମୁଣ୍ଡ ଉପରେ ସୂର୍ଯ୍ୟଙ୍କ ପ୍ରକୋପ, ପାଦ ତଳେ ଉତ୍ତପ୍ତ ଧରାପୃଷ୍ଠ।
ନାମାଙ୍କନ ଦାଖଲ ବେଳେ ମୁହାଁମୁହିଁ ହୋଇଥିଲେ ବିଜେପି ଓ ବିଜେଡି ସମର୍ଥକ। ବିଜେପି ପଟୁ ଜୟ ଶ୍ରୀରାମ ନାରା, ବିଜେଡି ପଟୁ ଜୟ ଜଗନ୍ନାଥ। ବିଜେପି ପଟୁ ମୋଦି ମୋଦି, ବିଜେଡି ପଟୁ ନବୀନ ନାରା।
୨୦୦୮ରୁ ଏବେଯାଏ ଆଇପିଏଲ୍ରେ ଧୋନି ମୋଟ ୨୫୯ ଟି ମ୍ୟାଚ୍ ଖେଳିସାରିଲେଣି। ୪୨ ବର୍ଷୀୟ ଦୋନି ଆଇପିଏଲ୍ର ଜଣେ ସଫଳ କ୍ୟାପ୍ଟେନ ଭାବେ ବେଶ୍ ପରିଚିତ।
ଅନେକ ମହିଳାଙ୍କୁ ବ୍ଲାକମେଲ କରି ଯୌନ ନିର୍ଯାତନା ଦେବା ଅଭିଯୋଗରେ ଫସିଥିବା ଜେଡିଏସ୍ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନାଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ଦଳ।
ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି । ୟୁଜର୍ସ ଏହାକୁ ଦେଖି ଆଶ୍ଚର୍ଯ୍ୟ ହେଉଛନ୍ତି । ଅନେକ ଏଭଳି ଘଟଣାକୁ ନିନ୍ଦା କରିବା ସହ ଚିନ୍ତା ପ୍ରକଟ ମଧ୍ୟ କରିଛନ୍ତି ।
ମୋଦି ମୋଦି ନାରା ଦେଉଥିଲେ ବିଜେପି କର୍ମୀ । ନବୀନ ନାରା ଦେଉଥିଲେ ବିଜେଡି ସମର୍ଥକ।
ଦଳର ଚରମ ଦୁର୍ଦ୍ଦିନ ସମୟରେ ଜଳେଶ୍ୱର କଂଗ୍ରେସର ସେ ମଙ୍ଗ ଧରିଥିଲେ l ଗତ ନିର୍ବାଚନ ପରଠାରୁ ଦୀର୍ଘ ୫ ବର୍ଷ ଧରି ଦଳର ସଂଗଠନକୁ ଗଢିଥିଲେ l ଜଳେଶ୍ୱରବାସୀଙ୍କ ବିଭିନ୍ନ ସମସ୍ୟା ନେଇ ଅନେକ ସଂଗ୍ରାମ ଓ ଆନ୍ଦୋଳନ କରିଥିଲେ ।
ପାନୀୟ ଜଳ ଯୋଗାଣର କିଛି ଅବ୍ୟବସ୍ଥିତ ଢ଼ାଞ୍ଚା ଆମ ସାମ୍ନାକୁ ଆସିଛି । ବସୁଧା ଯୋଜନା କେବଳ ସ୍କୁଲ କାନ୍ଥରେ ସୀମିତ। କାମ କରୁନି ପାଣିଟାଙ୍କି । ଶୁଖିଲା ପଡିଛି କୂଅ । ଆଉ ନଳକୂଅ ଖାଲି ନାମକୁ ମାତ୍ର । ଖରାକୁ ବଳି ଯାଉଛି ସବୁଦିନିଆ ପାଣି ଯୋଗାଡ ।
ସାରା ଓଡ଼ିଶା ପାଲଟିଛି ତତଲା ତାୱା। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି। ଭୀଷଣ ଗ୍ରୀଷ୍ଣ ପ୍ରବାହ ସମ୍ଭାବନା ପାଇଁ ଆଜି କଟକ ସହରକୁ ରେଡ ଆଲର୍ଟ ଜାରି କରାଯାଇଛି।
ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ। ୩ଟି ଦମକଳ ଗାଡି ନିଆଁ ଲିଭା କାମରେ ନିୟୋଜିତ ହୋଇଥିଲେ । ତୃତୀୟ ମହଲାରେ ଥିବା କ୍ୟାଣ୍ଟିନରୁ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ କେମିତି ଓ କେଉଁ ପରିସ୍ଥିତିରେ ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି।
ମେ ୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରକ୍ରିୟା ଚାଲିବ। ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀ ନାମାଙ୍କନ ଭରିବେ। ଆସନ୍ତା ମେ ୨୫ରେ ତୃତୀୟ ପର୍ଯ୍ୟାୟରେ କଟକ ଜିଲ୍ଲାରେ ଭୋଟ୍ ଗ୍ରହଣ ହେବ।
କୋରାପୁଟ ଜିଲ୍ଲାର ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଲକ୍ଷ୍ମୀପୁର, ଜୟପୁର, କୋରାପୁଟ ଓ ପଟାଙ୍ଗୀ ଏବଂ ରାୟଗଡ଼ା ଜିଲ୍ଲାର ୩ଟି ବିଧାନସଭା ଆସନ ଗୁଣୁପୁର, ବିଷମ କଟକ ଓ ରାୟଗଡ଼ା ଭଳି ୭ଟି ବିଧାନସଭା ଆସନକୁ ନେଇ ଗଠିତ କୋରାପୁଟ ସଂସଦୀୟ କ୍ଷେତ୍ର ।
ଚାଲିଛି ନାମାଙ୍କନ ପର୍ବ । ଆଜି ବିଜେପିର ହେଭିୱେଟ୍ ନାମାଙ୍କନ ଦାଖଲ କରୁଛନ୍ତି । ପୁରୀରୁ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ବିଶାଳ ଶୋଭଯାତ୍ରାରେ ଯାଇ ନାମାଙ୍କନ ଭରିଛନ୍ତି ।
ସମ୍ପତ୍ତି ପାଇଁ ୬୫ ବର୍ଷୀୟ ବାପାଙ୍କୁ ପ୍ରବଳ ମାଡ଼ । ବୁଢ଼ା ବାପାଟାର ମୁହଁକୁ ମାରି ଚାଲିଲା କୁଳାଙ୍ଗାର ପୁଅ । ରକ୍ତରେ ଜୁଡୁବୁଡୁ ହେଲା ବାପା । ମେଡିକାଲରେ ଚାଲିଗଲା ଜୀବନ ।
ନାମାଙ୍କନ ପ୍ରତ୍ୟାହାର ପରଠୁ ଅକ୍ଷୟ କାନ୍ତିଙ୍କ ଫୋନ୍ ଅଫ୍ ଥିଲା । ଅକ୍ଷୟ କାନ୍ତି ବିଜେପିରେ ସାମିଲ ହେବା ପଛରେ ବରିଷ୍ଠ ନେତା କୈଲାଶ ବିଜୟବର୍ଗିଙ୍କ ହାତ ଥିବା କୁହାଯାଉଛି ।
ତତଲା କଡେଇରେ ଭାଜି ହେଲା ଭଳି ସାରା ରାଜ୍ୟ । ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଆଜି କଟକ ସହରକୁ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ICARରେ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ଉତ୍ତମ ସୁଯୋଗ। ଏନେଇ ICAR ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଯଦି ଆପଣଙ୍କର ଏହି ପୋଷ୍ଟଗୁଡିକ ସହିତ ଜଡିତ ଯୋଗ୍ୟତା ଅଛି, ତେବେ ଏଠାରେ ଏକ ବଡ଼ ସୁଯୋଗ ଅପେକ୍ଷା କରିଛି।
ଲୋକପ୍ରିୟ ଟିଭି ଶୋ’ ‘ତାରକ୍ ମେହେଟା କା ଉଲ୍ଟା ଚଶ୍ମା’ର ଗୁରୁଚରଣ ସିଂହ ଓରଫ ସୋଡି ନିଖୋଜ ହୋଇଯାଇଛନ୍ତି। ଏହି ମାମଲାରେ ଦିଲ୍ଲୀ ପୋଲିସର ପ୍ରାରମ୍ଭିକ ଅନୁସନ୍ଧାନରୁ ଜଣାପଡିଛି ଯେ ସେ ଶୀଘ୍ର ବିବାହ କରିଥାନ୍ତେ ଏବଂ ସେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲେ।