ଖୁବ୍ଶୀଘ୍ର ଏକ ନୂଆ ଢ଼ଙ୍ଗରେ ଖବର ଶୁଣିବାକୁ ପ୍ରସ୍ତୁତ ହୁଅନ୍ତୁ । ଯାହା ଆପଣ ଆଗରୁ କେବେ ଶୁଣିନଥିବେ । ବିଲକୁଲ ନୂଆ ଢ଼ଙ୍ଗରେ ଡିଡି ନ୍ୟୁଜ୍କୁ ଅନୁଭବ କରିବେ ।
ଭାଇଜାନଙ୍କ ପ୍ରଶଂସକମାନେ ଖୁବ୍ ଶୀଘ୍ର ତାଙ୍କୁ ପରଦାରେ ‘ବଜରଙ୍ଗୀ ଭାଇଜାନ ୨’ ଭାବେ ଦେଖିବେ। କୁହାଯାଉଛି ଯେ ‘ବଜରଙ୍ଗୀ ଭାଇଜାନ ୨’ର ସ୍କ୍ରିପ୍ଟ ପ୍ରସ୍ତୁତ ହୋଇଯାଇଛି ଏବଂ ବର୍ତ୍ତମାନ କେବଳ ସଲମାନ ଖାନଙ୍କ ମୁହଁରୁ ହଁ ଶୁଣିବା ବାକି ଅଛି। ଏହା ପରେ ହିଁ ଆଗକୁ ପ୍ରସ୍ତୁତି ଆରମ୍ଭ ହେବ।
ମାଛ ଖାଇବାକୁ ସାଧାରଣତଃ ସମସ୍ତେ ଭଲ ପାଆନ୍ତି । ମାଛରୁ ବିଭିନ୍ନ ପ୍ରକାରରେ ଫ୍ୟୁଜନ ଓ କଣ୍ଟିନେଣ୍ଟାଲ ରେସିପି ମଧ୍ୟ ତିଆରି ହୁଏ। ଆଜି ଆମେ ଏଠାରେ ଆପଣଙ୍କୁ ମାଛର ଏକ ଖାଣ୍ଟି ଦେଶୀ ରେସିପି ବିଷୟର କହିବାକୁ ଯାଉଛି ଯାହାର ନାଁ ହେଲା ‘ରୋହି ମାଛ ପୋସ୍ତ’। ଆସନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ସୁଧାଂଶୁ ଶେଖର ପରିଡ଼ାଙ୍କ ଜାଗାରେ ବିଦ୍ୟାସ୍ମିତା ମହାଳିକ ପ୍ରାର୍ଥୀ ହୋଇଛନ୍ତି । ଚିଲିକାରୁ ପ୍ରାର୍ଥୀ ହୋଇଛନ୍ତି ରଘୁନାଥ ସାହୁ । ସେଠାରେ ଆଗରୁ ବିଜେଡିର ବିଧାୟକ ଥିଲେ ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ବିଜେଡି ଦଳରୁ ବହିଷ୍କାର କରିଛି ।
ନିର୍ବାଚନକୁ ନେଇ ଉଠୁଛି ପଡୁଛି ଗାଁ ଓ ସହର । ଜୋରସୋରରେ ଚାଲିଛି ପ୍ରଚାର ପ୍ରସାର । ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ମାଧ୍ୟମ ଆପଣା ଯାଉଛି । ବିଶେଷ କରି ଗୀତ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି । ଚାରିଆଡ଼େ ଏବେ ନିର୍ବାଚନୀ ମାହୋଲ୍ ।
ବଡ଼ଚଣାରୁ ସରପ୍ରାଇଜ୍ କାର୍ଡ ଖେଳିଛନ୍ତି ନବୀନ। ସେଠାରେ ବିଜେଡି ପ୍ରାର୍ଥୀ ହେଲେ ବର୍ଷା ପ୍ରିୟଦର୍ଶନୀ । ଅନ୍ୟମାନଙ୍କ ମଧ୍ୟରେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରା, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ଚମ୍ପୁଆରୁ ସନା ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଲିକ, ସିମୁଳିଆରୁ ସୁଭାସିନି ସାହୁ ।
କଳାହାଣ୍ଡି ସଂସଦୀୟ କ୍ଷେତ୍ରର ନର୍ଲା ବିଧାନସଭା ଆସନ । ହେଭିୱେଟ୍ ମାନଙ୍କ ହୋମ୍ ଗ୍ରାଉଣ୍ଡ୍ । ନର୍ଲା, ଏମ୍. ରାମପୁର, କର୍ଲାମୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତ ଏବଂ କେସିଙ୍ଗାର ୯ଟି ପଞ୍ଚାୟତକୁ ନେଇ ଗଠିତ ଏହି ନିର୍ବାଚନ ମଣ୍ଡଳୀ ରାଜନୀତି କ୍ଷେତ୍ରରେ ବେଶ୍ ଆଗୁଆ ।
ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେଡି । ବଡ଼ଚଣାରୁ ମିଳିଲା ସରପ୍ରାଇଜ୍, ପ୍ରାର୍ଥୀ ହେଲେ ବର୍ଷା ପ୍ରିୟଦର୍ଶନୀ । ବର୍ଷାଙ୍କ ପ୍ରାର୍ଥୀତ୍ୱ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ବେଲଗୁଣ୍ଠା ବ୍ଲକ୍ ଉଢୁରା ଗାଁଟି ସୁରୋଡ଼ା ନିର୍ବାଚନମଣ୍ଡଳୀରେ ଯାଉଛି। ତେଣୁ ଶୁକ୍ରବାର ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଓ ତାଙ୍କ ପତ୍ନୀ ତଥା ବିଧାୟକ ପ୍ରାର୍ଥୀ ସଂଘମିତ୍ରା ସ୍ୱାଇଁ ପ୍ରଚାର କରିବାକୁ ଯାଇଥିଲେ।
ଡଙ୍ଗାବୁଡ଼ିରେ ଚାଲିଗଲା ସାତ ସାତ ଜଣ ନିରୀହଙ୍କ ଜୀବନ । ଖୁସି ମଉଜରେ ପିକନିକ୍ ସାରି ଖୁସିରେ ଖୁସିରେ ଘରକୁ ବାହୁଡ଼ିବା ବେଳକୁ ଅକାଳ ଅଘଟଣ କେଉଁଠି ଥିଲା କେଜାଣି, ଝଡ଼ ଭଳି ମାଡ଼ି ଆସି ଉଜାଡ଼ି ଦେଲା ସବୁକିଛି, ଧୋଇଦେଲା ସବୁ ଖୁସି ।
କଂଗ୍ରେସ ଏଥର ୯ରୁ ୯୦ ନା ଜିରୋ ହେବ ବୋଲି ସେ ସମର୍ଥକଙ୍କୁ ପଚାରୁଛନ୍ତି। ତେବେ ଏନେଇ ଚିରଞ୍ଜୀବ ବିଶ୍ୱାଳ, ପ୍ରଶାନ୍ତ ମୁଦୁଲି, ବିଜେଡି କି କଂଗ୍ରେସର ପ୍ରତିକ୍ରିୟା ମିଳିପାରିନାହିଁ ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୨୪୦ ଟଙ୍କା ହୋଇଛି।
ଓଡ଼ିଶାରେ ଖୁଚୁରା ମୁଦ୍ରାସ୍ଫୀତି ସବୁଠୁ ଉପରେ । ଅଧିକାଂଶ ଖାଉଟି ସାମଗ୍ରୀ ପାଇଁ ଅନ୍ୟ ଉପରେ ନିର୍ଭର କରୁଛି ଓଡ଼ିଶା ।
ଆଜି ବି କଲବଲ କରିବ ତାତି । କାରଣ ଆଜି ସାଢ଼େ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ଉପରମୁହାଁ ହେଲାଣି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ପ୍ରାୟ ୭ଟି ସହରରେ ପାରଦ ୩୩ ଡିଗ୍ରୀ ଉପରେ ରହିଛି ।
ମହାନଦୀରେ ଡଙ୍ଗା ବୁଡ଼ି ଘଟଣାରେ ୭ ଜଣଙ୍କ ମୃତ୍ୟୁ । ଝାରସୁଗୁଡ଼ା ଲଖନପୁର ମହାନଦୀରେ ବୋଟ୍ ଟ୍ରାଜେଡି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନ୍ ପରେ ୬ ଜଣଙ୍କ ମୃତଦେହ ମିଳିଛି ।
ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍ କଟ୍ କୁ ନେଇ ଖବର ପ୍ରସାରଣ ପରେ ତତ୍ପର ରାଜ୍ୟ ସରକାର । ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।
ଆମେରିକାରେ ଘଟିଲା ଅଭାବନୀୟ ଘଟଣା । ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଣାଣି ପୂର୍ବରୁ କୋର୍ଟ ବାହାରେ ନିଜ ଶରୀରରେ ନିଆଁ ଲଗାଇ ଦେଇଛନ୍ତି ଜନୈକ ବ୍ୟକ୍ତି । ଏପରି ଅଭାବନୀୟ ଘଟଣା ଘଟିଛି ଠିକ କୋର୍ଟ ସାମ୍ନାରେ ।
ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । ପୁରୀ ଟାଉନ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ।
କାଳବୈଶାଖୀ ଜନିତ ଝଡ଼ ବର୍ଷା ଓ ବଜ୍ରପାତରେ କାହା ପୁଅ ଚାଲିଗଲା ତ ଆଉ କାହାର ବାପା । ଗୋଟିଏ ଗାଁର ତିନି ତିନି ଜଣଙ୍କ ମୃତ୍ୟୁ ସ୍ତବ୍ଧ କରିଦେଇଛି ସମସ୍ତଙ୍କୁ । ସେହି ଶୋକ ସନ୍ତପ୍ତ ପରିବାର ପାଖରେ ପହଞ୍ଚି ସମବେଦନା ଜଣାଇବା ସହ ସାନ୍ତ୍ୱନା ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ।
ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆହୁରି ବଢ଼ିବ ଗ୍ରୀଷ୍ମ ପ୍ରବାହ, ଜଳିବ ମେ ମାସ । ସ୍ୱାଭାବିକଠାରୁ ଅଧିକ ତାପମାତ୍ରା ରହିବ ଏହି ମାସରେ । ସୋସିଆଲ୍ ମିଡ଼ିଆ Xରେ ଏହି ତଥ୍ୟ ଦେଇଛି ପାଣିପାଗ ବିଭାଗ ।
ଝାରସୁଗୁଡ଼ା ଲଖନପୁର ମହାନଦୀରେ ବୋଟ୍ ଟ୍ରାଜେଡିରେ ନିଖୋଜ ୭ ଜଣଙ୍କର ଏଯାଏଁ ପତ୍ତା ମିଳୁନି । ୨ଟି ସର୍ଚ୍ଚ କ୍ୟାମେରା ସହାୟତାରେ ନିଖୋଜ ୭ ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି ।
ଆପଣ ଜାଣନ୍ତି କି ଯଦି ଆପଣଙ୍କର ପିଲା ରାଗିଯାଏ ତେବେ ଆପଣ ତାଙ୍କ ସହିତ କିପରି ବ୍ୟବହାର କରିବେ ଏବଂ ସେହି ସମୟରେ ଆପଣ କ’ଣ ନ କରିବେ? ଏହି ସମୟରେ ଅନେକ ବାପାମାଆ ୬ଟି ଭୁଲ୍ କରିଥାନ୍ତି। ଆସନ୍ତୁ ସେସବୁ ଜାଣିନେବା।
ଡହଡହ ଖରା, ଆଉ ତା ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଲୋକେ। ଏହି ସମୟରେ ପାଠାଗାରରେ ଅଧ୍ୟୟନ କରୁଛନ୍ତି ଛାତ୍ରଛାତ୍ରୀ। କଟକ ଖାନନଗର ନେତାଜୀ ବସ ଟର୍ମିନାଲ ନିର୍ମାଣ ହେବା ପରେ ସେଠାରେ ଅସ୍ଥାୟୀ ଭାବେ ଚାଲିଛି ପାଠାଗାର।
କର୍ମଚାରୀମାନେ କମ୍ପାନୀ ଛାଡ଼ିବା ଦିଗରେ ଏହି AI ଟୁଲ୍ ମ୍ୟାନେଜରମାନଙ୍କୁ ସାହାଯ୍ୟ କରିବ ।