ଅନେକ ରିସର୍ଚ୍ଚରୁ ଏହା ଜଣାଯାଇଛି ଯେ ଯଦି କୌଣସି ପିଲାକୁ ଗାଳି ଦିଆଯାଏ କିମ୍ବା ଅଧିକ ମାଡ ଦିଆଯାଏ, ତେବେ ସେ ଜିଦ୍ଖୋର ଏବଂ ରାଗି ହୋଇଯାଏ। ଏହା ବ୍ୟତୀତ ସେମାନଙ୍କ ଭିତରେ ନକରାତ୍ମକତା ମଧ୍ୟ ସୃଷ୍ଟି ହୁଏ। ଏପରି ପରିସ୍ଥିତିରେ, କିଛି ବାପାମାଆଙ୍କ ପାଇଁ ଟିପ୍ସର ଆବଶ୍ୟକତା ରହିଛି। ସେ ବିଷୟରେ ଜାଣିବା ଜରୁରୀ।
ସମସ୍ତେ ନିଶ୍ଚୟ ଲାଲ୍ ରଙ୍ଗର ମନ୍ଦାର ଫୁଲ ଦେଖିଥିବେ। କିନ୍ତୁ, ଆପଣ ଏହାର ଲାଭ ବିଷୟରେ ଜାଣିଛନ୍ତି କି? ଏହାର ଏପରି ଗୁଣ ଅଛି ଯାହା ମାନବ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଯଦି ଆପଣ ଏହାର ଆୟୁର୍ବେଦିକ ଗୁଣ ବିଷୟରେ ଜାଣି ନାହାଁନ୍ତି ତେବେ ଏହି ସୂଚନା ଆପଣଙ୍କ ପାଇଁ ସ୍ୱତନ୍ତ୍ର ହେବ।
ଓଡିଶାର ଶିକ୍ଷାନୁଷ୍ଠାନରେ ବିଭିନ୍ନ ନନ୍-ଟିଚିଙ୍ଗ୍ ପଦବୀ ପୂରଣ ହେବ। ଏନେଇ ରାଜ୍ୟ ଚୟନ ବୋର୍ଡ(SSB), ଉଚ୍ଚଶିକ୍ଷା ବୋର୍ଡ, ଓଡ଼ିଶା ସରକାର ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ଜୁନିଅର ଆସିଷ୍ଟାଣ୍ଟ, ଶାରିରୀକ୍ ଶିକ୍ଷକ (PETs), ଲାବ୍ରୋଟେରୀ ଆସିଷ୍ଟାଣ୍ଟ-କମ୍-ଷ୍ଟୋର୍ କିପର୍ ଆଦି ପୂରଣ ହେବ।
ପୋଲିସ ମୃତ ଛାତ୍ର ଅଭିଷେକଙ୍କ ମୃତଦେହକୁ ଡାକ୍ତରଖାନାର ଶବଗୃହରେ ରଖି ପରିବାର ଲୋକଙ୍କୁ ସୂଚନା ଦେଇଛି । ପରିବାର ଲୋକ ପହଞ୍ଚିବା ପରେ ଅଭିଷେକଙ୍କ ପୋଷ୍ଟ ମର୍ଟମ କରାଯିବ ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ନିର୍ଦ୍ଧାରିତ ସମୟର ୧୫ ମିନିଟ ବିଳମ୍ବରେ ଅର୍ଥାତ ରାତି୧୦ଟା ୧୫ ମିନିଟରେ ମହାଦୀପ ଉଠିଛି। ସଅଳ ନୀତିକାନ୍ତି ଶେଷ ହେବା ପରେ ମହାଦୀପ ଉଠିଥିଲା। ମହାଶିବରାତ୍ରିରେ ସବୁଆଡେ ଆଧ୍ୟାତ୍ମିକ ପରିବେଶ ।
ପ୍ରଥମଥର ପାଇଁ ୨୦ଟି ବର୍ଗରେ ୨୩ ଜଣଙ୍କୁ ସମ୍ମାନ । ଆକର୍ଷଣ ସାଜିଲା ମଜାଳିଆ ଅନ୍ଦାଜରେ ମୋଦିଙ୍କ ଭାବବିନିମୟ ।
କଂଗ୍ରେସର ଟାର୍ଗେଟ ୩୦ ପ୍ରତିଶତ ଭୋଟ୍ । କଂଗ୍ରେସର ଆକଳନକୁ ବାଏଁ ବାଏଁ ଉଡ଼ାଇଲେ ବିଜେପି, ବିଜେଡି ।
୨୦୦୦ ମସିହାର ଫର୍ମୁଲା ଦାବି କରୁଛି ବିଜେପି । ବିଜେଡି କିନ୍ତୁ ଅଧିକ MLA ସିଟ୍ ଛାଡ଼ିବାକୁ ରାଜି ନୁହେଁ ।
ମେଣ୍ଟ ଆଲୋଚନା ହୋଇନି ବୋଲି କହିଲେ ମନମୋହନ । ଦିଲ୍ଲୀରୁ ଫେରି ବିଜେପି ସଭାପତି ମନମୋହନ ସାମଲଙ୍କ ସୂଚନା । ମେଣ୍ଟ ନେଇ କୌଣସି ଆଲୋଚନା ହୋଇନି କହିଲେ ମନମୋହନ ।
କଂଗ୍ରେସ ପ୍ରାର୍ଥୀ ଘୋଷଣା । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ପ୍ରଥମ ପର୍ଯ୍ୟାୟରେ ୩୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଦଳ । କେରଳ ୱାୟନାଡରୁ ପୁଣି ଲଢ଼ିବେ ରାହୁଲ ଗାନ୍ଧି ।
ତେବେ ଏହି ପ୍ରକ୍ରିୟାକୁ ବନ୍ଦ କରିବା ପାଇ ଭାରତ ସରକାର ପ୍ରତିବଦ୍ଧତା ଦେଖାଇଛନ୍ତି । ସରକାରଙ୍କ ପକ୍ଷରୁ ଏକ ପ୍ରେସ୍ କନ୍ଫରେନ୍ସ କରି କୁହାଯାଇଛି ଯେ, ଖୁବ୍ଶୀଘ୍ର ସେମାନଙ୍କୁ ଉଦ୍ଧାର କରାଯିବ । ଭାରତୀୟ ନାଗରିକଙ୍କୁ ଋଷ ସେନା ଏଭଳି ଜୋର ଜବରଦସ୍ତ ଯୁଦ୍ଧରେ ସାମିଲ କରିପାରିବ ନାହିଁ ।
ଆଜି ପବିତ୍ର ମହାଶିବରାତ୍ରି । ଜାଗର ପାଇଁ ଚଳଚଞ୍ଚଳ ସବୁ ଶୈବପୀଠ । ଶିବ ଆରାଧନାରେ ସମସ୍ତ ଭକ୍ତ ଓ ସାରା ଜଗତ । ମହାଦେବଙ୍କ ଦର୍ଶନ ସହ ଉପବାସ ରଖି ଦୀପ ଜାଳୁଛନ୍ତି ଅଗଣିତ ଭକ୍ତ ।
ଆଜି ଜାଗର । କେତେ ଉପାସନା, କେତେ ଆରାଧନା । କିଏ ପରିବାରର ସୁଖ ମନାସି ନିର୍ଜଳା ଉପବାସ କରୁଛି ତ କିଏ ହସଖୁସିର ସଂସାର ପାଇଁ ଶିବ ଆରାଧନାରେ ନିମଗ୍ନ ରହୁଛି । ଏଭଳି ଏକ ବେଳାରେ ଏବଂ ଏଭଳି ଜଣେ ପତ୍ନୀର ଆଖି ସାମ୍ନାରେ ତାଙ୍କ ସ୍ୱାମୀଙ୍କୁ ଯେ କୁମ୍ଭୀର ଭିଡ଼ି ମାରିଦେବ, ଭାବିଲେ ମନ ବିଚଳିତ ହୋଇଯାଉଛି ।
ଆପଣ କେବେ ଉଡୁଥିବା ଗାଈକୁ ଦେଖୁଛନ୍ତି କି ? ଏପରି ଘଟଣା ଘଟିବା ସାଧାରଣ କଥା ନୁହେଁ । କିନ୍ତୁ ନିକଟରେ ସ୍ଵିଜରଲ୍ୟାଣ୍ଡରେ ଏହିପରି ଘଟଣା ଘଟିଛି ।
ଯେଉଁମାନେ ନର୍ସିଂ କୋର୍ସ କରି ବସିଛନ୍ତି ସେମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏହି ସୁଯୋଗ ନେଇଆସିଛି ୟୁନିୟନ ପବ୍ଲିକ ସର୍ଭିସ କମିଶନ(UPSC)। UPSC ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନର୍ସିଂ ଅଫିସର ପଦବୀ ପୂରଣ ହେବ।
ବଲାଙ୍ଗିରରେ ଗଞ୍ଜେଇ ଭର୍ତ୍ତି ଗାଡ଼ି ଦୁର୍ଘଟଣା ଗ୍ରସ୍ତ । ଗଞ୍ଜେଇ ଭର୍ତ୍ତି ବୋଲେରୋ ଗାଡି ନେଇ ଚମ୍ପଟ ମାରୁଥିବା ବେଳେ ବାଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ଯୁବକ ଜଣକ ଯେଉଁଭଳି ଚମତ୍କାର ଢ଼ଙ୍ଗରେ ପୋଲିସକୁ ଗଞ୍ଜେଇ ବିକ୍ରି ବିଷୟରେ କହୁଛନ୍ତି ତାହା ଶୁଣି ପୋଲିସ ଅଧିକାରୀ ବି ଚୁପ୍ । ସତେ ଯେମିତି ଉତ୍ତର ଶୂନ୍ୟ । ଆଉ ଯୁବକଙ୍କ କଥା ଶୁଣି ଅନ୍ୟ ଛାତ୍ରଛାତ୍ରୀମାନେ ତାଳି ମାରି ସ୍ୱାଗତ କରିଛନ୍ତି ।
କୁନି କୁନି ପିଲାମାନେ ପ୍ରସେସନ୍ରେ ନାଚ ଗୀତ କରୁଥିବା ବେଳେ ଏହି ଅଘଟଣ ଘଟିଛି । ହାଇ ଭୋଲଟେଜ୍ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ ପିଲାମାନେ ।
ଏଥିରେ ପିଲାମାନେ ବାପା ମାଆଙ୍କ ପାଖରେ ରହିବେ । ଘର କାମ କରିବେ । ଆଉ ମାସକୁ ମାସ ଦରମା ନେବେ ।
ଦିନେ ସ୍ୱପ୍ନ ଦେଖୁଥିଲେ, ଏବେ ସତ ହେଲା । ୧୩ ବର୍ଷର କୁନି ପିଲା ହେଲା ପୋଲିସ ଅଧିକାରୀ । କୁନି ପିଲାର ଇଚ୍ଛାକୁ ପୂରଣ କଲେ ବେଙ୍ଗାଲୁରୁ ସିଟିର ପୋଲିସ ଅଧିକାରୀ ।
ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚାଣ୍ଟଙ୍କ ଏକ ପ୍ରି-ୱେଡିଂ ପାର୍ଟି ସାରା ଦେଶରେ ଚର୍ଚ୍ଚାର ବିଷୟ ହୋଇଛି। ଶାହରୁଖ ଖାନ, ଆମୀର ଖାନ ଏବଂ ସଲମାନ ଖାନଙ୍କ ଡ୍ୟାନ୍ସ ଠାରୁ ଆରମ୍ଭ କରି ଅତିଥିମାନଙ୍କ ପର୍ଯ୍ୟନ୍ତ ପ୍ରାୟ ସବୁକିଛି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବର୍ତ୍ତମାନ ଏକ ପ୍ରି-ୱେଡିଂ ପାର୍ଟିରେ ମିଳିଥିବା ଉପହାରକୁ ନେଇ ସୂଚନା ଆସିଛି। ଜାଣନ୍ତୁ କିଏ କ’ଣ ଦେଇଛନ୍ତି…
ଯଦି ଆପଣଙ୍କୁ କୁହାଯାଏ, ପିମ୍ପୁଡ଼ିଙ୍କ ପାଇଁ ଘର ଛାଡ଼ିବାକୁ ପଡ଼ିଲା.. ତେବେ ଆପଣ ବିଶ୍ୱାସ କରିବେ କି । ନୁହେଁ ନା । ମଧ୍ୟପ୍ରଦେଶର ଏ ଘଟଣା ଆପଣଙ୍କୁ ବିଶ୍ୱାସ ହେବ ନାହିଁ । ପିମ୍ପୁଡ଼ିମାନଙ୍କର ଉତ୍ପାତ ପାଇଁ ଗୋଟେ ପରିବାରକୁ ଘର ଛାଡ଼ିବାକୁ ପଡ଼ିଛି ।
କୋଣାର୍କ ସୂର୍ଯ୍ୟମନ୍ଦିର ନିର୍ମାଣ ସମୟରେ ମଧ୍ୟ ଭାରତୀୟଙ୍କ ଭିତରେ ଥିଲା ଆଧୁନିକ ଫ୍ୟାସନ ଡିଜାଇନିଂର ଜ୍ଞାନ । ନ୍ୟାସନାଲ୍ କ୍ରିଏଟର୍ସ ଆୱାର୍ଡ ପ୍ରଦାନ ଅବସରରେ କିଛି ଏଭଳି ତଥ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଆନ୍ଧ୍ରରେ ଡବଲ ଇଞ୍ଜିନ ସରକାର ଆଗକୁ ବଢିବ ଓ ସୁଶାସନ ଆଣିବ ବୋଲି ଟିଡିପି ପକ୍ଷରୁ କୁହାଯାଇଛି ।ଆନ୍ଧ୍ରରେ ମୁଖ୍ୟମନ୍ତ୍ରୀ ଥିବା ବେଳେ ଚନ୍ଦ୍ରବାବୁ ଏନଡିଏର ହାତ ଛାଡିଥିଲେ। ରାଜ୍ୟକୁ ଅର୍ଥ ଆବଣ୍ଟନକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଏନଡିଏରୁ ବିଦାୟ ନେଇଥିଲେ ।
ପ୍ରସିଦ୍ଧ ଶିଳ୍ପପତି ତଥା ଇନଫୋସିସର ଚେୟାରମ୍ୟାନ ନାରାୟଣ ମୂର୍ତ୍ତିଙ୍କ ପତ୍ନୀ ସୁଧା ମୂର୍ତ୍ତିଙ୍କୁ ରାଜ୍ୟସଭା ପାଇଁ ମନୋନୀତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଇନଫୋସିସର ଫାଉଣ୍ଡେସନ ହେଡ ଅଛନ୍ତି ସୁଧା ମୂର୍ତ୍ତି ।