ସରକାରୀ ଯୋଜନା, ବିଜେଡିର ପ୍ରଚାର। ଅଭିଯୋଗ ଆସିଲା ଆଉ ନିର୍ବାଚନ ପୂର୍ବରୁ ଧରିଲେ ନିର୍ବାଚନ କମିଶନ।
୫ ମାସ ଧରି ଭୁବନେଶ୍ବରିଆଙ୍କ ନିଦ ହଜାଉଥିଲେ । ଆପାର୍ଟମେଣ୍ଟରେ ପଶି ବେଧଡ଼କ ଲୁଟପାଟ୍ କରୁଥିଲେ ପାର୍ବଣ ପରଠୁ। କେଉଁ ଫ୍ଲାଟରୁ ସୁନା ଗହଣା ତ ଆଉ କେଉଁ ଫ୍ଲାଟରୁ ଟଙ୍କା ଲୁଟି ଖସିଯାଉଥିଲେ ।
ବଢୁଛି ବିଜେପି, ଛିଡୁଛି ବିଜେଡି । ଜଣଙ୍କ ପରେ ଜଣେ ବିଜେଡିର ହେଭିୱେଟ ଦଳକୁ ବାଏ ବାଏ କରି ପଦ୍ମ ଶିବିରରେ ସାମିଲ ହେଉଛନ୍ତି।
ଖୋଲିବ ମହାପ୍ରଭୁଙ୍କ ଦୁର୍ଭେଦ୍ୟ ରତ୍ନଭଣ୍ଡା । ରତ୍ନଭଣ୍ଡାରକୁ ନେଇ ଦୂର ହେବ ସନ୍ଦେହ ଓ ସଂଶୟ । ଦୁର୍ଲଭ ଅଳଙ୍କାର ଗୁଡ଼ିକର ହେବ ଗଣତି ଓ ମଣତି ।
ଆଜି ବିଜେପିରେ ସାମିଲ ହୋଇଥିବା ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ୧୯୯୦ ଓ ୧୯୯୫ରେ ବେଗୁନିଆରୁ ନିର୍ବାଚନ ଲଢ଼ିଥିଲେ।
Bank Holidays: ବଡ଼ ଖବର । ମାର୍ଚ୍ଚରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ୍ । କାମ ଥିଲେ କରି ନିଅନ୍ତୁ ତୁରନ୍ତ । କାରଣ ହୋଇପାରନ୍ତି ହଇରାଣ ।
ମୃତ ଛାତ୍ର ଏକାଦଶ ଶ୍ରେଣୀରେ ପଢୁଥିଲେ। ପରୀକ୍ଷା ଚାଲିଥିଲା। ମାତ୍ର ସେ ବିଳମ୍ୱରେ ପହଞ୍ଚିବାରୁ ତାଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବାପାଇଁ ଅନୁମତି ମିଳିନଥିଲା।
ଡାକ୍ତରମାନେ ଦୀର୍ଘ ଆଠ ଘଣ୍ଟାର ଅପରେସନ୍ କରି ସେହି ବ୍ୟକ୍ତିଙ୍କ ଫୁସ୍ଫୁସ୍ରୁ ୪ ସେମି ଲମ୍ବାର ଏକ ଅସରପା ବାହାର କରିଥିଲେ।
Anganwadi Worker: ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ଅଙ୍ଗନବାଡ଼ି କର୍ମୀଙ୍କ ସହ ମିନି ଅଙ୍ଗନବାଡ଼ି ଓ ସହାୟିକାଙ୍କ ପାରିଶ୍ରମିକ ବି ବୃଦ୍ଧି କରାଯାଇଛି ।
Ayodhya Ram Mandir: ଆଖିରେ କଳା ପଟି...ହାତରେ ବାଇକ୍...ଗାଡ଼ି ଚାଲିଛି ଅଯୋଧ୍ୟା...ଯେଉଁ ଦୃଶ୍ୟକୁ ଦେଖି ସମସ୍ତେ ଚକିତ । କାରଣ ପ୍ରଭୁ ରାମଲାଲାଙ୍କ ଦୁଇ ଭକ୍ତ ଆଖିରେ କଳା ପଟି ବାନ୍ଧି ବାଇକ୍ରେ ଯାଉଛନ୍ତି ଅଯୋଧ୍ୟା ।
ବୁଧବାର ପଶ୍ଚିମବଙ୍ଗର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ୨୪ଟି ବ୍ୟାଗ୍ ଧରି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସ୍କୁ ଯାଇଥିଲେ । ଏହି ୨୪ଟି ବ୍ୟାଗ୍ରେ ଫେକ୍ ଭୋଟରଙ୍କ ତାଲିକା ରହିଥିଲା।
ବୃଦ୍ଧ ଯାତ୍ରୀଙ୍କ ପାଇଁ କାହିଁକି ପୂର୍ବରୁ ହ୍ୱିଲ ଚେୟାରର ବ୍ୟବସ୍ଥା କରାଯାଇ ନଥିଲା ଏନେଇ ପ୍ରଶ୍ନ କରିଥିଲା ଡିଜିସିଏ। ତେବେ ଏହାର ସନ୍ତୋଷଜନକ ଉତ୍ତର ଏୟାର ଇଣ୍ଡିଆ ଦେଇ ପାରିନଥିଲା ।
ଗୁଡ୍ ନ୍ୟୁଜ୍ ଦେଲେ ଦୀପିକା ପାଦୁକୋନ ଓ ରଣବୀର ସିଂ । ବିବାହର ୬ ବର୍ଷ ପରେ ଗର୍ଭବତୀ ଥିବା ସ୍ପଷ୍ଟ କଲେ ଦୀପିକା ।
ହତ୍ୟା ପରେ ଅଭିଯୁକ୍ତମାନେ ୟଶଙ୍କ ମୋବାଇଲ୍ ଫୋନ୍ ବ୍ୟବହାର କରି ତାଙ୍କ ପରିବାର ଲୋକଙ୍କୁ ଅପହରଣ ହୋଇଥିବା ନେଇ ମେସେଜ୍ ପଠାଇଥିଲେ ଏବଂ ପୋଲିସକୁ ବିଭ୍ରାନ୍ତ କରିବା ପାଇଁ ୬କୋଟି ଟଙ୍କା ମାଗିଥିଲେ।
ଏକ ଜାତୀୟ ଗଣମାଧ୍ୟମ ପାୱାରଫୁଲ୍ ଇଣ୍ଡିଆନ୍ସ-୨୦୨୪ ନାମରେ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାର ଶୀର୍ଷରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ପ୍ରଶାନ୍ତ ଆହୁରି କହିଛନ୍ତି, ଏବେ ରାଜନୈତିକ ବ୍ୟବସ୍ଥାରୁ ନବୀନ ବାବୁ ନିବୃତ୍ତ ରହିବା ଦରକାର । ମୋତେ ବାସ୍ନା ହେଉଛି, ଓଡ଼ିଶାରେ ଡବଲ ଇଂଜିନ ସରକାର ହେବ । ଏବେ ମୁଁ ପୂରା ଆକ୍ସନ ମୁଡ୍ରେ ରହିଛି ।
କମିଟିରେ ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡାଙ୍କୁ ଉପାଧ୍ୟକ୍ଷ ଭାବେ ଦାୟିତ୍ବ ଦିଆଯାଇଛି । ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD ଡକ୍ଟର ବିଧୁଭୂଷଣ ସାମଲ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ କମିଟିର ସଦସ୍ୟ ଅଛନ୍ତି।
ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ବିପିନ ପ୍ରଧାନଙ୍କର ଦିଗପହଣ୍ଡି ରାଜନୀତିରେ ବେଶ୍ ଦବଦବା ରହିଛି।
ବିଜେପିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ।
ଫେବ୍ରୁଆରୀ ୨୯ ତାରିଖରେ ଜନ୍ମ ନେଇଥିବା ପିଲାମାନଙ୍କ ପାଇଁ ଜନ୍ମଦିନ ପାଳନ ଲଜିଷ୍ଟିକ୍ ଦୃଷ୍ଟିକୋଣରୁ ଟିକିଏ ଚିନ୍ତା ଦାୟକ । କାରଣ ସେମାନେ ତାଙ୍କ ଜନ୍ମଦିନ ପାଳନ କରିବାକୁ ସଠିକ୍ ତାରିଖ ପାଆନ୍ତି ନାହିଁ ।
ନିୟମ ଅନୁସାରେ ୨ରୁ ଅଧିକ ପିଲା ଥିଲେ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟ କରିପାରିବେନି ପ୍ରାର୍ଥୀ। ସୁପ୍ରିମକୋର୍ଟ କହିଛନ୍ତି ଯେ ଏହି ନିୟମ ପୂର୍ବରୁ ପଲିସିରେ ରହିଛି।
ବାଇକର ବେଗ ଏତେ ଅଧିକ ଥିଲା ଯେ, ଉଭୟ ଚାଳକ ୨୦ଫୁଟ ଦୂରକୁ ଛିଟିକି ପଡିଥିଲେ। ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଯାଇଛି।
ପୂର୍ବରୁ ଚଳିତ ମାସ ଶେଷ ଆଡ଼କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ ବୋଲି କୁହାଯାଉଥିଲା । ଫେବୃଆରୀ ୨୮ ତାରିଖ ପାଖାପାଖି ମୋଦି ଓଡ଼ିଶା ଆସିବେ ବୋଲି କହିଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।
ଉତ୍ତର ପ୍ରଦେଶର ୮୦, ଆସାମର ୧୪ ଓ ଦିଲ୍ଲୀର ୭ ଲୋକସଭା ଆସନ ଦାୟିତ୍ୱ ବୈଜୟନ୍ତଙ୍କ ଉପରେ ନ୍ୟସ୍ତ କରାଯାଇଛି । ଏଥର ସାଧାରଣ ନିର୍ବାଚନରେ 'NDA ୪ଶହ ପାର' ଲକ୍ଷ୍ୟ ରଖିଥିବା ବେଳେ ବୈଜୟନ୍ତଙ୍କ ଦାୟିତ୍ୱରେ ସର୍ବାଧିକ ଆସନ ରହିଛି ।
ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି । ଆହତମାନଙ୍କୁ ଚିକିତ୍ସା ଯୋଗାଇବା ପାଇଁ ମୋହନ ଯାଦବ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।