ମୁହଁର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ସ୍ମାଇଲ୍ ଡିଜାଇନିଂ ଅପରେସନ୍ କରାଉଥିଲେ। ଶେଷରେ ୨୮ବର୍ଷ ଯୁବକଙ୍କ ମୃତ୍ୟୁ ହୋଇଛି।
୯ ଦିନ ତଳେ ଖବର ପ୍ରକାଶ ପାଇଥିଲା କି କୋଟାରୁ ଜଣେ ଛାତ୍ର ନିଖୋଜ ହୋଇଯାଇଥିଲେ। ଆଜି ତାଙ୍କ ମୃତଦେହ ପାଖ ଜଙ୍ଗଲରୁ ଠାବ ହୋଇଛି।
ଆଜିକାଲି ଅନେକ ଲୋକ ସ୍ପଣ୍ଡିଲାଇଟିସ୍ ଏବଂ ପିଠି ଯନ୍ତ୍ରଣା ଦ୍ୱାରା ଅସୁବିଧାରେ ପଡୁଛନ୍ତି। ଏମାନଙ୍କ ମଧ୍ୟରୁ ସବୁଠାରୁ ଅଧିକ ସଂଖ୍ୟା ହେଉଛନ୍ତି ସେହି ବ୍ୟକ୍ତି ଯେଉଁମାନେ କମ୍ପ୍ୟୁଟର ସାମ୍ନାରେ ବସି ଘଣ୍ଟା ଘଣ୍ଟା ଧରି କାମ କରୁଛନ୍ତି। ଆପଣ ଯଦି ଏହି ସମସ୍ୟାରେ ପୀଡିତ ତେବେ ଏହି ତିନୋଟି ଯୋଗାସନ କରି ଏଭଳି ଯନ୍ତ୍ରଣାରୁ ମୁକ୍ତି ପାଇପାରିବେ।
ଗତକାଲି ଗୋମତୀଙ୍କ ମୃତ୍ୟୁ ପରେ ବି ତାଙ୍କୁ କାନ୍ଧ ଦେବାକୁ ସମାଜର ମୁରବି ମାନେ ବାରଣ କରିଥିବା ଅଭିଯୋଗ ହୋଇଛି।
ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୨୦ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି - ୧୧ ଶୀ ଦିବା ୦୯.୫୬ ଗତେ ୧୨ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ମ୍ୟାଟ୍ରିକ ପରୀକ୍ଷାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ। ବଲାଙ୍ଗିର ବିଶ୍ୱତ୍ମା ବିଦ୍ୟାମନ୍ଦିର ହଷ୍ଟେଲ ଭିତରେ ଜଣେ ମ୍ୟାଟ୍ରିକ ପରୀକ୍ଷାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି।
ବଙ୍ଗୋପସାଗରରେ ସୃଷ୍ଟି ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।
କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ।
ଫେସ୍ବୁକ୍ରେ ଆସୁଥିବା ଗେମ୍ ରିକ୍ୱେଷ୍ଟ୍ ଦ୍ୱାରା ଅନେକ ଲୋକ ଅସୁବିଧାର ସମ୍ମୁଖିନ ହୁଅନ୍ତି ଏବଂ ଆପଣ ମଧ୍ୟ ହୋଇଥିବେ। ଆପଣ ଯଦି ଏପରି ଅସୁବିଧାର ସମ୍ମୁଖିନ ହେଉଛନ୍ତି ଏବଂ ସମାଧାନ କରିବାକୁ ଚାହୁଛନ୍ତି ତେବେ ଜାଣନ୍ତୁ ଗେମ୍ ରିକ୍ୱେଷ୍ଟ୍ ବନ୍ଦ କରିବାର ଉପାୟ।
ନୂଆ ମୁହଁ ସହ ଆଗୁଆ ଟିକେଟ ଘୋଷଣା କରି ଦଳ ଆଶାୟୀଙ୍କ ଭିତରୁ ଦ୍ୱନ୍ଦ୍ୱ ଦୂର କରିବା ସହିତ ସେମାନଙ୍କୁ ପର୍ଯ୍ୟାପ୍ତ ସମୟ ଦେବାକୁ ପ୍ରୟାସ କରୁଛି।
କେନ୍ଦ୍ର ସରକାରଙ୍କ ଜନ ମଙ୍ଗଳକାରୀ ଯୋଜନାରେ ସମସ୍ତ ଲାଭାର୍ଥଙ୍କ ପାଖରେ ପହଞ୍ଚି ମୋଦିଙ୍କ ବାର୍ତ୍ତା ପହଞ୍ଚାଇବାକୁ ଦିଆଯାଇଛି ନିର୍ଦ୍ଦେଶ। ପିଏମ୍ ଆବାସ, ସବୁ ଘରକୁ ପିଇବା ପାଣି, ପିଏମ୍ କିଷାନ, ଉଜ୍ଜଳା ଭଳି ଯୋଜନା ।
ପୁଣି ବିଫଳ ହେଲେ ସରକାର । କେନ୍ଦ୍ର ସରକାରଙ୍କ ତରଫରୁ ଏମ୍ଏସ୍ପିରେ ୫ ବର୍ଷର ଚୁକ୍ତିର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲା କିଷାନ ମୋର୍ଚ୍ଚା...
ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ପ୍ରଥମ ପେପରରେ ଭଲ କରିବାକୁ ପିଲା ରିଭିଜନ ଚଳାଇଥିବା ବେଳେ ବୋର୍ଡ ପକ୍ଷରୁ ପ୍ରସ୍ତୁତିକୁ ଦିଆଯାଉଛି ଶେଷ ସ୍ପର୍ଶ ।
ପୁରୀ ଓ ଗଞ୍ଜାମ ମଧ୍ୟରେ ଯାତାୟତ ଆହୁରି ସୁଗମ ହେବ। ଏଥିପାଇଁ ୨୦୨୧ରେ ପ୍ରାରମ୍ଭିକ ଭାବେ ଏକ DPR ପ୍ରସ୍ତୁତ କରାଯାଇଥିଲା ଏବଂ ୬୫୯ କୋଟିର ପ୍ରାଥମିକ ଖର୍ଚ୍ଚ ଆକଳନ କରିକେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କ ପାଖରେ ପ୍ରସ୍ତାବ ରଖାଯାଇଥିଲା।
ଚୋରଙ୍କୁ ଧରିବାକୁ ଉଦ୍ୟମ ଜାରି ରହିଛି । କିଛି ଦିନ ତଳେ ଚୋର ଗ୍ୟାଙ୍ଗକୁ ଧରିବାକୁ ପୋଷ୍ଟର ମାରିଥିଲା ପୋଲିସ, ହେଲେ ସେମିତି କିଛି ସଫଳତା ପାଇନଥିବା ଅଭିଯୋଗ ହୋଇଛି ।
ବିଦେଶରେ ବଡ଼ ଚାକିରି କରାଇ ଦେବାର ଆଶା ଦେଖାଇ ଶତାଧିକ ଲୋକଙ୍କୁ ଠକେଇ । ଗଞ୍ଜାମ ଜିଲ୍ଲାର ୧୦୦ରୁ ଅଧିକ ଲୋକଙ୍କୁ ଚୂନ ଲଗାଇ ପ୍ରାୟ ୧୦ ଲକ୍ଷ ଟଙ୍କା ଠକି ନେଇଛନ୍ତି ୩ ଠକ ।
କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ସେପଟେ ସ୍ଥିତିକୁ ଦେଖି ଘଟଣାସ୍ଥଳରେ ଗ୍ରାମାଞ୍ଚଳ ଥାନା ପୋଲିସ ମୁତୟନ କରାଯାଇଛି।
ଚଣ୍ଡିଗଡ଼ ମେୟର ନିର୍ବାଚନ ବେଳେ ବାଲାଟ ପେପର ଟାମ୍ପରିଂ କରିଥିବା ରିଟର୍ଣ୍ଣିଂ ଅଫିସର ଦଣ୍ଡିତ ହେବା ଉଚିତ କହିଲେ ସୁପ୍ରିମକୋର୍ଟ । ଆଜି ମେୟର ନିର୍ବାଚନ ସଂପର୍କିତ ମାମଲାର ଶୁଣାଣି ବେଳେ ଏଭଳି କହିଛନ୍ତି ସୁପ୍ରିମକୋର୍ଟ ।
ବିଜେଡି କର୍ମୀଙ୍କ ବିନା ପରାମର୍ଶରେ ଭୁବନେଶ୍ୱରରେ ଅଂଶୁମାନଙ୍କୁ ଦଳରେ ସାମିଲ କରାଯିବାକୁ ନେଇ ସହଜରେ ହଜମ କରି ପାରୁନାହାନ୍ତି।
କେଜରିୱାଲଙ୍କ ବିରୋଧରେ କୋର୍ଟକୁ ଗଲା ଇଡି । ଜାଣିଶୁଣି ସମନ୍ କୁ ଅବମାନନା କରିଥିବାର ଅଭିଯୋଗ କରାଯାଇଛି ।
ପଛରେ ପାକିସ୍ତାନ, ଆଗରେ ଟାଟା ଗ୍ରୁପ୍ । ଅନ୍ୟ ଏକ ସଫଳତା ଟାଟା ଗ୍ରୁପ୍ ନାମରେ ସାମିଲ ହୋଇଛି । ପାକିସ୍ତାନ GDPକୁ କାଟିଛି ‘Tata Group’...
ପୁଣେରେ ଖୋଲିଛି ଗୁଗୁଲର ନୂଆ କାର୍ଯ୍ୟାଳୟ । ଏନେଇ ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।
ନୂଆପଲ୍ଲୀରେ ଥିବା ଏହି ପାସ୍ପୋର୍ଟ ଅଫିସ୍ ଏବେ ରସୁଲଗଡ଼ସ୍ଥିତ ଓଡ଼ିଶା ବିଜନେସ୍ ସେଣ୍ଟର କୋଠାରେ ରହିବ।
ଜାତୀୟ ଅନୁସନ୍ଧାନ ଏଜେନ୍ସି(NIA) ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ଆସିଷ୍ଟାଣ୍ଟ, ଷ୍ଟେନୋଗ୍ରାଫର ଏବଂ UDC ପଦବୀ ପୂରଣ ହେବ।
ହିନ୍ଦୁ ଧର୍ମରେ ସାଧୁ-ସନ୍ଥ ମାନଙ୍କର ମହତ୍ୱ ରହିଛି । ତେବେ କିଏ ଥିଲେ ପ୍ରଥମ ଅଘୋରୀ ? ଯିଏ ଜନ୍ମ ହେବାର ୩ ଦିଦ ପର୍ଯ୍ୟନ୍ତ କାନ୍ଦିନଥିଲେ କି କ୍ଷୀର ପିଇନଥିଲେ !