ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।
ମୁଡି ଯୋଡିଦେଲା ସୁନା ସଂସାର। ହଜିଥିବା ବାପାକୁ ଖୋଜି ପାଇଲା ପୁଅ। ଏଭଳି ଏକ ଘଟଣା ଘଟିଛି ଯାଜପୁର ଭୁବନେଶ୍ୱରପୁର ପଂଚାୟତ ଯମୁନା ଗ୍ରାମରେ।
ବ୍ଲାକ୍ ପେପର ବନାମ ହ୍ୱାଇଟ୍ ପେପର। ବିଜେପି ସରକାର ଆଣିବାକୁ ଥିବା ହ୍ୱାଇଟ୍ ପେପରକୁ କାଉଣ୍ଟର କରିବ କଂଗ୍ରେସ। ଲୋକଲୋଚନକୁ କଂଗ୍ରେସ ଆଣିଛି ବ୍ଲାକ୍ ପେପର।
ଗୃହରେ ଉଠିଲା ସାମ୍ବାଦିକ ଅଧିକାର ପ୍ରସଙ୍ଗ 'ଲୋକସେବା ଭବନରୁ ହଟୁ ସାମ୍ବାଦିକଙ୍କ ପ୍ରବେଶ କଟକଣା'..'ପ୍ରତିବନ୍ଧକ ହଟାଇ ସାମ୍ବାଦିକଙ୍କ ପାଇଁ ଫ୍ରି ଏଣ୍ଟ୍ରିର ବ୍ୟବସ୍ଥା କରନ୍ତୁ ସରକାର'।
ଲୋକସଭା ନିର୍ବାଚନରେ ବିଜେଡି ଉପରେ ଭାରି ପଡ଼ିବ ବିଜେପି। ଟାଇମ୍ସ ନାଓ ସର୍ଭେରୁ ଆସିଛି ଏମିତି ତଥ୍ୟ। ସର୍ଭେ କହୁଛି ରାଜ୍ୟର ମୋଟ୍ ୨୧ ଲୋକସଭା ଆସନ ମଧ୍ୟରୁ ବିଜେପି ପାଇବ ୧୧ଟି ସିଟ୍। ସେହିପରି ବିଜେଡିକୁ ୯ ଏବଂ କଂଗ୍ରେସ ହାସଲ କରିବ ଗୋଟିଏ ଆସନ।
ବଢ଼ିଲା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଡ଼ୁଆ । ଇଡି ହାତରେ ଲାଗିଲା ତାଙ୍କର ବିବାଦୀୟ ହ୍ୱାଟସଆପ୍ ଚାଟ୍ ।
ଛିଣ୍ଡିଲା ଦୀର୍ଘବର୍ଷର ନ୍ୟାୟିକ କଳି, ତୁଟିଲା ୧୦ ବର୍ଷର ସମ୍ପର୍କ । ରିଲ୍ ଲାଇଫରୁ ରିୟଲ୍ ଲାଇଫ୍ ଯାଏଁ ପତି-ପତ୍ନୀ ବନିଥିବା ସେଲିବ୍ରିଟି ଯୋଡ଼ି ଅନୁଭବ-ବର୍ଷାଙ୍କ ଦାମ୍ପତ୍ୟ ଜୀବନରେ ପଡ଼ିଛି ପୂର୍ଣ୍ଣଛେଦ ।
ଇଡି ହାତରେ ସୋରେନଙ୍କ ହ୍ୱାଟସଅପ୍ ଚାଟ୍ । ଯେଉଁଥିରେ ରହିଛି ସୋରେନଙ୍କ କଳା ସମ୍ପତ୍ତିର ତାଲିକା । ପଚରାଉଚରା ବେଳେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମୋବାଇଲରୁ ହ୍ୱାଟସ ଅପ୍ ଚାଟର ସୁରାକ ପାଇଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।
ଅର୍ପଣ ରଥରୁ ମିଳିଛି ୩ କୋଟିରୁ ଅଧିକ ଦକ୍ଷିଣା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପୂର୍ବରୁ ରାଜ୍ୟସାରା ବୁଲିଥିବା ଅର୍ପଣ ରଥରେ ଭକ୍ତ ହାତ ଖୋଲି ଦକ୍ଷିଣା ଦେଇଛନ୍ତି ।
ଷଷ୍ଠରୁ ଅଷ୍ଟମ ଶ୍ରେଣୀର ଛାତ୍ରମାନଙ୍କ ପାଇଁ ଏହା କାହାଣୀ ଏବଂ ପଠନ ଆକାରରେ ଶିକ୍ଷା ଦିଆଯିବ। ସେହିପରି ନବମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରମାନେ ସେମାନଙ୍କର ପ୍ରଥମ ଭାଷା ପାଠ୍ୟ ପୁସ୍ତକରେ ଗୀତା ପଢିବେ ।
ଆପଣ ଏ ପ୍ରେମକୁ କଣ କହିବେ... ମାଲିକ ମରିଗଲା ପରେ ମଧ୍ୟ କୁକୁରଟି ଜଗି ରହିଥିଲା । ବରଫାବୃତ ପାହାଡ଼ ମଝିରେ ମରି ପଡ଼ିଥିଲେ ଦୁଇ ମଣିଷ । କିନ୍ତୁ ସାଙ୍ଗରେ ଯାଇଥିବା କୁକୁରଟି ଭୁଲି ନଥିଲା ମାନବିକତା । ସେମିତି ଭୁକି ଚାଲିଥିଲା, ଯେପର୍ଯ୍ୟନ୍ତ କେହି ସାହାଯ୍ୟ ପାଇଁ ନଆସିଛି ।
୨୭ ବର୍ଷରେ ହେଲେ ଭାରତର ସର୍ବ କନିଷ୍ଠ ଧନୀ ବ୍ୟକ୍ତି...୩ ମାସରେ ଠିଆ କଲେ ୯୧୦୦ କୋଟିର କମ୍ପାନୀ ...ଲଣ୍ଠନରୁ ଭାରତ ଯାଏଁ ସବୁଠି ଚର୍ଚ୍ଚା...ଜାଣନ୍ତୁ କିଏ ଏହି ଯୁବକ...
ସଂସ୍ଥା ପକ୍ଷରୁ ଫେବ୍ରୁଆରୀ ୨୦୨୪ରେ ଏହି ସର୍ଭେ ରିପୋର୍ଟ ପ୍ରକାଶ ପାଇଛି । ମୋଟ ୩୫ ହଜାର ୮୦୧ ଜଣଙ୍କ ଠାରୁ ମତାମତ ଗ୍ରହଣ କରାଯାଇଛି । ୧୫ ଡିସେମ୍ବର ୨୦୨୩ ରୁ ୨୮ ଜାନୁଆରୀ ୨୦୨୪ ମଧ୍ୟରେ ଏହି ସର୍ଭେ କରାଯାଇଛି ।
ଶିମିଳିପାଳ ଅଭୟାରଣ୍ୟରେ ଗୋଟିଏ ମହାବଳ ବାଘର ମୃତ୍ୟୁ ହୋଇଛି । ଦୁଦୁରୁଚମ୍ପା ନାଳ ନିକଟରୁ ମହାବଳ ବାଘର ମୃତଦେହ ଠାବ କରାଯାଇଛି ।
ସବୁଠାରୁ ବଡ଼ କଥା ହେଲା, ଗୋଟିଏ ନୁହେଁ ବରଂ ଏକାଧିକ ସ୍କୁଲକୁ ଏଭଳି ମେଲ୍ ପଠାଯାଇଛି । ଏଭଳି ଡରାଇବାର ମୂଳ ଉଦେଶ୍ୟ କ’ଣ ବୋଲି ଏବେ ସମସ୍ତଙ୍କ ମନରେ ପ୍ରଶ୍ନ ।
ଭାରତରେ କ୍ରିକେଟ୍ ଖେଳର ଲୋକପ୍ରିୟତା ଯଥେଷ୍ଟ ଅଧିକ ରହିଛି । କିନ୍ତୁ ଏହି କ୍ରିକେଟ୍ ମ୍ୟାଚ୍ରୁ ଘଟିଛି କରୁଣ କାହାଣୀ...ସାଙ୍ଗକୁ ହତ୍ୟା କରିଛି ସାଙ୍ଗ...
୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଓଡ଼ିଶା ସମେତ ଦେଶର ୨୦ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।
ରିଜର୍ଭ ବ୍ୟାଙ୍କ ରିଭର୍ସ ରେପୋ ରେଟକୁ ମଧ୍ୟ ଅପରିବର୍ତ୍ତିତ ରଖିଛି । ବର୍ତ୍ତମାନ ୩.୩୫ ପ୍ରତିଶତ ରହିଛି ରିଭର୍ସ ରେପୋ ରେଟ୍ । ସେହିପରି ଏମଏସଏଫ୍ ରେଟ୍ ଏବଂ ବ୍ୟାଙ୍କ୍ ରେଟ୍ ୬.୭୫ ପ୍ରତିଶତ ରହିଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତିକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଆକ୍ଷେପ । ଆଜି ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ବେଳେ ରାହୁଲ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଓବିସି ବର୍ଗର ନୁହଁନ୍ତି ।
ପ୍ରାୟ ୯୫ ପ୍ରତିଶତ ପାରା ସେମାନଙ୍କର କାର୍ଯ୍ୟ ସଠିକ୍ ଭାବରେ ତୁଲାଉ ଥିଲେ । ତେଣୁ ୧୯୫୦ ମସିହା ପର୍ଯ୍ୟନ୍ତ ପାରାକୁ ସେନାର ଗୁପ୍ତଚର କାର୍ଯ୍ୟ ପାଇଁ ବ୍ୟବହାର କରାଯାଉଥିଲା ।
How to charge your EV: ଆପଣଙ୍କର ଇଲେକ୍ଟ୍ରିକ୍ ଗାଡ଼ି ଅଛି କି ? ତେବେ କେମିତି କରିବେ ଇଲେକ୍ଟ୍ରିକ୍ ଗାଡ଼ିକୁ ଚାର୍ଜିଂ ? ଜାଣନ୍ତୁ କ’ଣ କରିବେ ଓ କ’ଣ କରିବେ ନାହିଁ...
ବିଜ୍ଞାପନ ପାଇଁ ସଧବାକୁ ବିଧବା କରିଦେଲେ, ସ୍ୱାମୀ ବଞ୍ଚି ଥାଉ ଥାଉ ବିଧବା ହୋଇଗଲେ ବୃଦ୍ଧା । ‘ଆମ ଓଡିଶା ନବୀନ ଓଡିଶା’ ମାଗାଜିନରେ ଏଭଳି ସାଂଘାତିକ ଭୁଲ ପଦାକୁ ଆସିଛି ।
ଆସନ୍ତା ଏପ୍ରିଲ ମାସରେ ଏକ ଲିଖିତ ପରୀକ୍ଷା କରାଯିବ। ସେଥିରେ ଉତ୍ତୀର୍ଣ୍ଣ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଫିଜିକାଲ ଟେଷ୍ଟ ପାଇଁ ଡକାଯିବ।
ପ୍ରଥମେ ଲୋକମାନେ ଅଫିସ୍ ଘେରାଉ କରିବା ପରେ ସାଙ୍ଗରେ ଚିକିତ୍ସା ପାଇଁ ଆଣିଥିବା ଗୃହପାଳିତ ପଶୁଙ୍କୁ ସେଠି ବାନ୍ଧିଛନ୍ତି । ପ୍ରାଣୀ ଚିକିତ୍ସକ ୪ ଦଫା ଦାବିରେ ଆନ୍ଦୋଳନ କରୁଥିବାରୁ ରାଜ୍ୟରେ ପ୍ରାଣୀ ଚିକିତ୍ସା ଏକ ପ୍ରକାର ଠପ୍ ହୋଇପଡ଼ିଛି ।