ଚଳିତ ବର୍ଷ ପ୍ରଥମ ଥର ପାଇଁ ନୂଆ ସଂସଦରେ ନିଜର ଅଭିଭାଷଣ ରଖିଛନ୍ତି ମହାମହିମ ରାଷ୍ଟ୍ରପତି । ବହୁ ଲୋକଙ୍କ ଧୈର୍ଯ୍ୟ, ପ୍ରତୀକ୍ଷା, ତପସ୍ୟାର ଅବସାନ ଘଟିଛି । ରାମ ମନ୍ଦିର ଆକାଂକ୍ଷା ପୂରଣ ହୋଇଛି ବୋଲି କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଉଭୟ ଏକ କାର ଯୋଗେ ଘରୁ ଯାଇଥିଲେ। ଗତ ୫ମାସ ପୂର୍ବରୁ ବିନୋଦ କିଡନୀ ରୋଗରେ ଆକ୍ରାନ୍ତ ଥିବା ଜଣାପଡିଥିଲା। କିଛି ବର୍ଷ ପୂର୍ବେ ଏକ ପ୍ରାଇଭଟ କମ୍ପାନୀ ଚାକିରି ଛାଡିଦେଇଥିଲେ।
ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୋବାଇଲ ଲାଇଟରେ ଚିକିତ୍ସା କରାଯାଉଥିବା ନେଇ ଦେଖିବାକୁ ମିଳିଛି ।
ହେମନ୍ତ ଓଲଟା ଇଡିକୁ ଚିଠି ଲେଖିଛନ୍ତି ଯେ, ସେ ବଜେଟ ପାଇଁ ବ୍ୟସ୍ତ । ରାଜନୈତିକ ଆକ୍ରୋଶ ରଖି ତାଙ୍କୁ ସମନ କରାଯାଇଛି। ତେଣୁ ଆଜି ରାଞ୍ଚିସ୍ଥିତ ବାସଭବନରେ ଇଡିକୁ ଭେଟିବାକୁ ରାଜି ହୋଇଛନ୍ତି ହେମନ୍ତ ସୋରେନ।
ଏହି ଘଟଣାର ତଦନ୍ତ ପାଇଁ ପୋଲିସ ନିକଟରେ ମୟଙ୍କ ଅଗ୍ରୱାଲ ତାଙ୍କ ମ୍ୟାନେଜରଙ୍କ ମାଧ୍ୟମରେ ଏକ ଅଭିଯୋଗ କରିଛନ୍ତି। ମୟଙ୍କଙ୍କ ବିରୋଧରେ ଷଡ଼ଯନ୍ତ୍ର ହୋଇଥିବା ସେ ଅଭିଯୋଗ କରିଛନ୍ତି।
ଭାରତୀୟ ରାଷ୍ଟ୍ରୀୟ ରାଜମାର୍ଗ ପ୍ରାଧିକରଣ ସ୍ପଷ୍ଟ କରିଛନ୍ତି ଯେ, ବିନା କେୱାଇସି ଥିବା ସମସ୍ତ ଫାସଟ୍ୟାଗ ୩୧ଜାନୁଆରୀ ପରଠାରୁ ବନ୍ଦ କରାଯିବ। ୭କୋଟି ଫାସଟ୍ୟାଗ ଜାରି କରାଯାଇଥିବା ବେଳେ କେବଳ ୪କୋଟି ଆକ୍ଟିଭ ରହିଛି।
ଲୋକସଭା ଓ ରାଜ୍ୟସଭାରୁ ନିଲମ୍ବିତ ହୋଇଥିବା ସମସ୍ତ ୧୪୬ ଜଣ ସାଂସଦଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହୋଇଛି। ଆସନ୍ତାକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ବଜେଟ୍ ଉପସ୍ଥାପନ କରିବେ। ୨୦୨୪ ନିର୍ବାଚନ ପୂର୍ବରୁ ମୋଦି ସରକାରଙ୍କ ଏହା ଶେଷ ବଜେଟ୍।
ସୈାର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।
ବର୍ତ୍ତମାନ ପ୍ରାକୃତିକ ପରିବେଶର ହ୍ରାସ ଏବଂ ମାନବ ବିକାଶର ବୃଦ୍ଧି କାରଣରୁ ଜେବ୍ରା ବିପଦରେ ଅଛନ୍ତି। ଯେତେବେଳେ ବାସସ୍ଥାନ ପ୍ରତି ବିପଦ ଆସେ, ପଶୁମାନେ ମଧ୍ୟ ବିପଦରେ ପଡିଯାଆନ୍ତି। ‘ଆନ୍ତର୍ଜାତୀୟ ଜେବ୍ରା ଦିବସ’ ହେଉଛି ସମାଜରେ ସଚେତନତା ସୃଷ୍ଟି କରିବା ଏବଂ ଏହି ପଶୁକୁ କିପରି ସଂରକ୍ଷଣ କରାଯାଇପାରିବେ ସେ ନେଇ ବାର୍ତ୍ତା ବାଣ୍ଟିବା।
ଏକ ଖାଦ୍ୟ ଷ୍ଟଲକୁ ପାଣ୍ଡରା ଅଞ୍ଚଳର ପ୍ରାୟ ୮ ଜଣ ଯୁବକ ଖାଇବାକୁ ଯାଇଥିଲେ । ଏହି ସମୟରେ ଅପର ଗୋଷ୍ଠୀର ବ୍ୟକ୍ତି ଅଚାନକ ଆକ୍ରମଣ କରିଦେଇଥିଲେ।
କାମ ହେତୁ ଅନେକ ଥର ପ୍ରେମିକ-ପ୍ରେମିକା କିମ୍ବା ଦମ୍ପତିଙ୍କୁ ପରସ୍ପରଠାରୁ ଦୂରରେ ରହିବାକୁ ପଡେ। କିନ୍ତୁ, ଯେଉଁଠି ପ୍ରେମ ଥାଏ ବେଳେବେଳେ ଅବିଶ୍ୱାସ ମଧ୍ୟ ମନରେ ପଶିବା ଆରମ୍ଭ କରେ। ଏପରି ପରିସ୍ଥିତିରେ, ଯଦି ନିଜର ପାର୍ଟନର୍ଙ୍କୁ ବହୁତ ଭଲ ପାଉଥାନ୍ତି ଏବଂ ତାଙ୍କଠାରୁ ଦୂରେଇ ଯିବାକୁ ଚାହୁଁ ନ ଥାନ୍ତି, ତେବେ ଏହି ୫ଟି ଟିପ୍ସକୁ ପାଳନ କରନ୍ତୁ।
୨୦୨୩ ଜୁନରେ ସରକାର ଏନେଇ ଅଧ୍ୟାଦେଶ ଆଣିଥିଲେ ବି ଏଯାଏଁ ନିୟମ ଲାଗୁ ହୋଇପାରୁନି। ଯେଉଁଥିପାଇଁ ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ରହିଛି ଆପାର୍ଟମେଣ୍ଟ ପଞ୍ଜୀକରଣ।
ମଝି ରାସ୍ତାରେ ଡ୍ରାଇଭରଙ୍କୁ ହାର୍ଟ ଆଟାକ୍। ଷ୍ଟିଅରିଂ ଉପରେ ଜୀବନ ଯିବା ପୂର୍ବରୁ ଅଟକାଇଦେଲେ ବସ୍। ବଞ୍ଚିଗଲା ୬୫ ପର୍ଯ୍ୟଟକଙ୍କ ଜୀବନ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ ଏ କାହାଣୀ, ସତ ଡ୍ରାଇଭରଙ୍କ ସତସାହସ।
ଦିଲ୍ଲୀ ସ୍ଥିତ ଘରେ ଇଡି ରେଡ୍ ସତ୍ତ୍ୱେ ଗତକାଲି ଠାରୁ ତାଙ୍କର କୌଣସି ଖୋଜଖବର ନଥିବା ଚର୍ଚ୍ଚା ହେଉଥିଲା। ତେବେ ଆଜି ଅତି ନାଟକୀୟ ଢଙ୍ଗରେ ରାଞ୍ଚିରେ ଆବିର୍ଭାବ ପରେ, ସିଧାସଳଖ ମନ୍ତ୍ରୀ ଓ ଶାସକ ପକ୍ଷ ବିଧାୟକଙ୍କ ସହ ବୈଠକ କରିଛନ୍ତି JMM ମୁଖିଆ ହେମନ୍ତ।
ସୁଲଭ ମୂଲ୍ୟରେ ଉନ୍ନତ ଚିକିତ୍ସା, ଆୟକର ସୀମାରେ କୋହଳ ଓ ଯାତାୟାତ ରିହାତିର ପୁନଃପ୍ରଚଳନ ଲାଗି ବୟସ୍କଙ୍କ ଆଶା ରହିିଛି।
ଭଗବାନଙ୍କ ଦ୍ୱିତୀୟ ଅବତାର ଯେବେ ନିଜ ଦାୟିତ୍ୱ ଭୁଲିଯାନ୍ତି। ନିଶାରେ ଚୁର ହୋଇ ଗୁରୁତର ରୋଗୀ ପାଖକୁ ନ ଆସନ୍ତି। ତାହାଲେ ରୋଗୀ କ’ଣ ଆଉ ବଞ୍ଚିବ ?
ରାଜ୍ୟ ସରକାରଙ୍କୁ ଘାରିଲା କି ଆଦିବାସୀ ଭୋଟ୍ ବ୍ୟାଙ୍କ୍ ଭାଙ୍ଗିବା ଭୟ ? ପକେଇଥିବା ଛେପକୁ ଢୋକିଲେ ସରକାର। ପ୍ରତ୍ୟାହାର କଲେ ଆଦିବାସୀ ଜମି ହସ୍ତାନ୍ତର ନିଷ୍ପତ୍ତି।
୮ ମାସ ପୂର୍ବେ ୧୯ ବର୍ଷୀୟ ବଲାରମଥୀଙ୍କ ବିବାହ ୨୪ ବର୍ଷୀୟ ପାଣ୍ଡିଆନଙ୍କ ସହ ହୋଇଥିଲା। ମିଡିଆ ରିପୋର୍ଟ ଅନୁସାରେ, ପାଣ୍ଡିଆନ୍ ମଦ୍ୟପାନ କରି ତାଙ୍କ ପତ୍ନୀଙ୍କୁ ଚଳନ୍ତା ବସ୍ରୁ ଠେଲି ଦେଇଛନ୍ତି।
ଏହି ଆକ୍ରମଣରେ ୩ ଜଣ ଯବାନ ସହିଦ ହୋଇଥିବା ଅନ୍ୟ ୧୪ ଯବାନ ଗୁରୁତର ହୋଇଥିବା ସୂଚନା।
ବର୍ତ୍ତମାନ, ଆଇଓଏସ୍ ବ୍ୟବହାରକାରୀଙ୍କ ପାଇଁ ନୂଆ ଅପଡେଟ୍ ଆସିଛି, ଅର୍ଥାତ୍ ବର୍ତ୍ତମାନ କେବଳ ଆଇଫୋନ୍ ବ୍ୟବହାରକାରୀମାନେ ନିଜେ ହ୍ୱାଟ୍ସଆପ୍ରେ ନିଜର ଷ୍ଟିକର୍ ତିଆରି କରିପାରିବେ। ଯଦି ଆପଣଙ୍କର ମଧ୍ୟ ଏକ ଆଇଫୋନ୍ ଅଛି ତେବେ ଷ୍ଟିକର୍ କିପରି ତିଆରି କରିବେ ଜାଣନ୍ତୁ।
ବିଜେପିର ଏହି ବିଜୟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ‘X’ରେ ପ୍ରତିକ୍ରିୟା ରଖିଛନ୍ତି। ସେ ଏହାକୁ ‘ଇଣ୍ଡି’ ଆଲାଏନ୍ସ ବିପକ୍ଷରେ ପ୍ରଥମ ବିଜୟ ବୋଲି କହିଛନ୍ତି ।
ଆପଣ ଯଦି ରେଳବାଇରେ ଚାକିରି କରିବାକୁ ଇଚ୍ଛୁକ ତେବେ ଆପଣଙ୍କ ପାଇଁ ଏହି ଖବର। ଦକ୍ଷିଣ ରେଳ(RRC SR) ଆପ୍ରେଣ୍ଟିସ୍ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ଆପଣ ଯଦି ଦଶମ ପାଶ୍ କରିଛନ୍ତି ତେବେ ଏହାର ସୁଯୋଗ ନେଇପାରିବେ।
ଏବେ କେବଳ ଗୋଟିଏ ଆଲୋଚନା ହେଉଛି ଯେ, ପିନ୍ଧିବା ପୂର୍ବରୁ ଥରେ ହେଲମେଟ ଯାଞ୍ଚ ନିଶ୍ଚୟ କରିବା ଜରୁରୀ ।
ସିଫର ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ।
ଏହି ଅଧ୍ୟୟନରେ ଜଣାପଡିଛି ଯେ ଲୋକମାନେ କିଛି ନିର୍ଦ୍ଧିଷ୍ଟ ପ୍ରକାରର ଚେହେରାକୁ ଧନୀ ବ୍ୟକ୍ତିଙ୍କ ଚେହେରା ଭାବରେ ବିବେଚନା କରନ୍ତି । ଆଉ ସେହି ଚେହେରା କିଭଳି ଦେଖାଯାଏ, ତାହା ମଧ୍ୟ ରିପୋର୍ଟରେ ବର୍ଣ୍ଣନା କରାଯାଇଛି ।