ସାରାଦେଶ ଏବେ ପ୍ରଭୁ ରାମଙ୍କୁ ଆରାଧନା କରିବାରେ ବ୍ୟସ୍ତ। ଏହାକୁ ନେଇ ଅନେକ ଭିଡିଓ ଭାଇରାଲ୍ ହେଉଛି। ଏହିପରି ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ମହିଳା ପ୍ରଭୁ ରାମଙ୍କୁ ଗାଳି କରୁଛନ୍ତି ଏବଂ ଖୁସିରେ ନାଚୁଛନ୍ତି।
ଅରୁଣ ଗୋବିଲ ପ୍ରଭୁ ଶ୍ରୀରାମଙ୍କ ଭୂମିକାରେ ଅଭିନୟ କରିଥିବାବେଳେ ମାତା ସୀତାଙ୍କ ଭୂମିକାରେ ଦୀପିକା ଚିଖାଲିଆ ଓ ଲକ୍ଷ୍ମଣ ଭୂମିକାରେ ସୁନୀଲ ଲହରୀଙ୍କ ଜୀବନ୍ତ ଅଭିନୟ ସମସ୍ତ ଦର୍ଶକଙ୍କ ହୃଦୟକୁ ଜିତିପାରିଥିଲା ।
ଅଯୋଧ୍ୟାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୂରା ସହର ସୁରକ୍ଷାକର୍ମୀରେ ଛାଉଣୀ ହୋଇଛନ୍ତି । ପୂରା ସହର ସିସିଟିଭି ନଜରରେ ରହିଛି ।
ଶ୍ରୀରାମଙ୍କୁ ନେଇ ଚାରିଆଡେ ଉତ୍ସବ ଦେଖାଦେଇଥିବା ବେଳେ ଦକ୍ଷିଣ ସୁନ୍ଦରୀ ନୟନତାରା ତାଙ୍କର ନିକଟରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଅନ୍ନପୂର୍ଣ୍ଣାନୀ’କୁ ନେଇ ବିବାଦରେ ରହିଛନ୍ତି। ଏଥିରେ ଶ୍ରୀରାମଙ୍କୁ ଅପମାନ କରାଯାଇଥିବାରୁ ତାଙ୍କୁ କ୍ଷମା ପ୍ରାର୍ଥନା କରିବାକୁ ପଡିଛି।
ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ପୋଲିସର ସୂଚନା ମୁତାବକ ନୋଏଡା ସେକ୍ଟର-୧୯ ବାରୋଲା ଅଂଚଳରେ ବିଳମ୍ୱିତ ରାତିରେ ଏପରି ଘଟଣା ଘଟିଛି।
୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୋଲିସ ପଦକ ତାଲିକା । ୨ ଜଣ ଆଇଜିଙ୍କ ସମେତ ୨୦ଜଣ ପୋଲିସ ଅଧିକାରୀ ଏଥର ପାଇବେ ସମ୍ମାନଜନକ ରାଜ୍ୟପାଳ ପଦକ ।
ଗରିବ ଓ ଅସହାୟଙ୍କୁ ଘର ଖଣ୍ଡିଏ ଯୋଗାଇ ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରିଛନ୍ତି । ହେଲେ ତଳସ୍ତରରେ ଯୋଗ୍ୟ ହିତାଧିକାରୀ ରହିଛନ୍ତି ଯେଉଁମାନଙ୍କର ସମସ୍ତ ଯୋଗ୍ୟତା ଥାଇ ମଧ୍ୟ ଘର ଖଣ୍ଡିଏ ମିଳିନି ।
ଘଟଣାସ୍ଥଳକୁ ଉଦ୍ଧାରକାରୀ ଟିମ୍ ପଠାଯାଇଛି । ଏନେଇ ଆଫଗାନିସ୍ତାନ ସରକାର ସୂଚନା ଦେଇଛନ୍ତି । ଆଜି ସକାଳୁ ସକାଳୁ ଏହି ଦୁର୍ଘଟଣା ଘଟିଛି ।
ଗୁରମିତ ଚୌଧୁରୀ ଅନୁଭବ କରିଛନ୍ତି ଯେ ଏହାର ତାଙ୍କର ଭାଗ୍ୟ ଥିଲା ଯେ ‘ରାମାୟଣ’ରେ ସେ ରାମଙ୍କ ଚରିତ୍ରରେ ଅଭିନୟ କରିବାର ସୁଯୋଗ ପାଇଥିଲେ। ଏହାକୁ ନେଇ ସେ ଆଉ କ’ଣ କହିଛନ୍ତି ଆସନ୍ତୁ ଜାଣିବା।
କୁହୁଡି ନେଉଛି ଜୀବନ। ପ୍ରତିଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ରରେ ମଧ୍ୟ ଘନ କୁହୁଡ଼ି ପାଇଁ ଦୁର୍ଘଟଣା ବଢ଼ି ଚାଲିଛି। ନାଗପୁରରେ ୩ଟି ସ୍ଥାନରେ ଦୁର୍ଘଟଣା ଯୋଗୁଁ ଦମ୍ପତିଙ୍କ ସମେତ ୫ଜଣଙ୍କ ମୃତ୍ୟୁ ଘଟିଛି।
ପାଖେଇ ଆସିଲା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାର ଦିବ୍ୟ ମୁହୂର୍ତ୍ତ । ଆସନ୍ତାକାଲି ୫ଶହ ବର୍ଷ ଅପେକ୍ଷାର ହେବ ଅନ୍ତ ।
ଘଣ୍ଟାରେ ଆସି ବାଜିଲାଣି ୧୧ । ତଥାପି ଏଯାଏଁ କମିନି କୁହୁଡ଼ି । ରାଜଧାନୀ ଆକାଶକୁ ଘୋଡ଼ାଇ ରଖିଛି ଘନ କୁହୁଡ଼ିର ଆସ୍ତରଣ ।
ମଙ୍ଗଳ ଧ୍ୱନୀ ପାଇଁ ବିଭିନ୍ନ ରାଜ୍ୟରୁ ସ୍ୱତନ୍ତ୍ର ବାଦ୍ୟ ଯନ୍ତ୍ରର ଆୟୋଜନ କରାଯାଇଛି ।
ସେଲିବ୍ରେଟ କରୁଥିଲେ ସିଲଭର ଜୁବୁଲି । କିନ୍ତୁ ଛକି ରହିଥିଲା ମୃତ୍ୟୁ । ନିଜ କମ୍ପାନୀର ସିଲିଭର ଜୁବୁଲି ସେଲିବ୍ରେଟ କରୁ କରୁ ମାଡ଼ି ଆସିଲା ମୃତ୍ୟୁ ଆଉ ଚାଲିଗଲା ଜୀବନ । ଏପରି ଏକ ଦୁଃଖଦ ଘଟଣା ଘଟିଛି ହାଇଦ୍ରାବାଦରେ ।
ଆସନ୍ତାକାଲି ଶ୍ରୀରାମଙ୍କ ପ୍ରାଣପ୍ରତିଷ୍ଠା । ରାମମୟ ହେଲାଣି ଅଯୋଧ୍ୟା । ଶ୍ରଦ୍ଧାଳୁ, ସନ୍ୟାସୀ ସମସ୍ତଙ୍କ ସୁଅ ଛୁଟିଛି ଅଯୋଧ୍ୟାକୁ । ଏପଟେ ଓଡ଼ିଶାର ଅଯୋଧ୍ୟାରେ ବି ଉତ୍ସାହ କିଛି କମ ନୁହେଁ । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକରେ ରହିଛି ଏହି ଅଯୋଧ୍ୟା ଗାଁ ।
ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ।ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର।
ସଙ୍ଘ ଜନସେବା ଆୟୋଗ (UPSC) ର ଭାରତୀୟ ବନ ସେବା (IFS) ମୁଖ୍ୟ ପରୀକ୍ଷା ୨୦୨୩ ରେ ସଫଳ ହୋଇଥିବା ପ୍ରାର୍ଥୀମାନେ UPSC IFS ସାକ୍ଷାତକାରରେ ସାମିଲ ହେବା ପୂର୍ବରୁ ଡିଟେଲ୍ଡ ଆବେଦନ ଫର୍ମ (DAF) ପୂରଣ କରିବା ଆବଶ୍ୟକ।
କଟକ ନିକଟ ମଙ୍ଗୁଳି ଛକରେ ଦୁର୍ଘଟଣା । କାର ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ୱାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି ।
ଆପଣ ଯଦି ଭାରତୀୟ ରେଳବାରରେ ଚାକିରି କରିବାକୁ ଆଗ୍ରହୀ ତେବେ ଏହି ଖବର ଆପଣଙ୍କ ପାଇଁ। ରେଳବାଇରେ ସ୍କାଉଟ୍ ଏବଂ ଗାଇଡ୍ କୋଟା ଅଧୀନରେ ଲେବଲ୍ ୧ ଏବଂ ଲେବଲ୍ ୨ ପଦବୀ ପାଇଁ ବିଜ୍ଞପ୍ତି ବାହାରିଛି। ଏନେଇ ପଞ୍ଜିକରଣ ମଧ୍ୟ ଆରମ୍ଭ ହୋଇଯାଇଛି।
ପାଖେଇ ଆସିଲା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାର ଦିବ୍ୟ ମୁହୂର୍ତ୍ତ । ଆସନ୍ତାକାଲି ୫ଶହ ବର୍ଷ ଅପେକ୍ଷାର ହେବ ଅନ୍ତ । ଅଯୋଧ୍ୟା ଶ୍ରୀରାମ ମନ୍ଦିର ପରିସରରେ ହଜାରେ ଆଠ ଯଜ୍ଞ କୁଣ୍ଡରେ ଚାଲିଛି ବେଦ ଓ ପାରାୟଣ ପାଠ ।
ରାମ କେବଳ ଏକ ଶବ୍ଦ ନୁହେଁ, ଏହା ହେଉଛି ଏକ ତତ୍ତ୍ୱ। ପ୍ରାଣ ସହିତ ଜଡିତ ଶବ୍ଦର ଅନ୍ୟନାମ ହେଉଛି ରାମ। ଯେଉଁଠି ରାମ ଅଛି ସେଠି ଜୀବନ ଅଛି। ରାମ ବିନା ଜୀବନ ଶୂନ୍ୟ। ଯଦି ‘ରାମ’ ଶବ୍ଦକୁ ନେଇ ଯୋଗଶାସ୍ତ୍ର ଅନୁସାରେ ବିଚାର କରାଯାଏ ତେବେ ଏହା ‘ଇଡା’ ଓ ‘ପିଙ୍ଗଳା’ ନାଡି ସହିତ ସଂଯୁକ୍ତ। ଏହା ମାନବକୁ କରିଦିଏ ମହାମାନବ।
ମହାଦେବଙ୍କ ଆଶିଷ ନେବା ସହ ମନ୍ଦିର ପରିସରରେ ଥିବା ଦିବ୍ୟ ୨୨ ତୀର୍ଥ କୂଅ ପାଣିରେ ସ୍ନାନ କରିଛନ୍ତି ପ୍ରଧାନମନ୍ତ୍ରୀ।
ଏକା ସଙ୍ଗରେ ନିର୍ବାଚନ ହେଲେ ୪୬ ଲକ୍ଷ ୭୫ ହଜାର ଶହେଟି ବାଲଟ୍ ୟୁନିଟ୍, ୩୩ ଲକ୍ଷ ୬୩ ହଜାର ୩ ଶହଟି କଣ୍ଟ୍ରୋଲ ୟୁନିଟ୍ ଏବଂ ୩୬ ଲକ୍ଷ ୬୨ ହଜାର ୬ ଶହଟି ଭିଭିପାଟ୍ ଆବଶ୍ୟକ ପଡିବ।
ମିଆଁମାର ସୀମାରେ ମୁକ୍ତ ଚଳାଚଳକୁ ବନ୍ଦ ରଖାଯିବ ବୋଲି ଶାହ କହିଛନ୍ତି।
ଓଡ଼ିଶାରେ ଗୋଟିଏ ରାକ୍ଷସ ମନୋବୃତ୍ତିର ସରକାର ଚାଲିଛି । ଏଠି ଅଧା ଡଜନ ମନ୍ତ୍ରୀ, ଡଜନ ଡଜନ ବିଧାୟକ ଅପରାଧ ଆରୋପିତ ବୋଲି ସିଧାସଳଖ କହିଛନ୍ତି ଧର୍ମେନ୍ଦ୍ର ।