ଫିଲ୍ମ ‘ହନୁମାନ’କୁ ବକ୍ସ ଅଫିସରେ ବହୁତ ପସନ୍ଦ କରାଯାଉଛି। ମାତ୍ର ୨୦ କୋଟି ଟଙ୍କା ବଜେଟ୍ରେ ନିର୍ମିତ ଏହି ଚଳଚ୍ଚିତ୍ର ବକ୍ସ ଅଫିସରେ ୫୪ କୋଟିରୁ ଅଧିକ ରୋଜଗାର କରିସାରିଲାଣି। ଫିଲ୍ମର ନିର୍ମାତା ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଦିଗରେ ପ୍ରତ୍ୟେକ ଟିକେଟ୍ରୁ ୫ ଟଙ୍କା ଦାନ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି।
NHAI ପକ୍ଷରୁ ଆହୁରି କହୁଯାଇଛି କି ଯେଉଁ ଫାଷ୍ଟଟ୍ୟାଗର KYC ଜାନୁୟାରୀ ୩୧ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ, ସେମାନଙ୍କୁ ବ୍ଲାକଲିଷ୍ଟ୍ କରାଯିବ କିମ୍ବା ନିଷ୍କ୍ରିୟ କରାଯିବ।
ପୋଲିସ୍ ଯେମିତି ରାଜ୍ୟ ସରକାରଙ୍କ ପୋଷ୍ଟରକୁ ସୁରକ୍ଷା ଦେଉଛନ୍ତି ସେ ସବୁ ଦେଖିଲେ ଲାଗୁଛି, ଓଡ଼ିଶା ପୋଲିସ ବିଜୁ ଜନତା ଦଳର ସିକ୍ୟୁରିଟିଗାର୍ଡ ସାଜିଛି।
ସୁଙ୍କିର ଘର ଝାରସୁଗୁଡ଼ାରେ। ୨୦୦୫ରେ ନିଜ ଯା’କୁ ହତ୍ୟା କରି ୧୨ ବର୍ଷ ଜେଲ୍ ଯାଇ ଫେରିଥିଲା ସୁଙ୍କି।
୫ ଶହ ବର୍ଷ ପରେ କେବଳ ଭବ୍ୟ ମନ୍ଦିରକୁ ନୁହେଁ, ନିଜ ଜନ୍ମସ୍ଥଳୀ ମୂଳ ଆସ୍ଥାନକୁ ଫେରିବେ ପ୍ରଭୁ ରାମଲାଲା।
ଏହି ଜଲ୍ଲିକଟ୍ଟୁରେ ୧୦୦୦ ଷଣ୍ଢ ଏବଂ ୭୦୦ ବଳଦ ପଞ୍ଜିକୃତ ହୋଇଛନ୍ତି । ଜିଲ୍ଲାପାଳ ସଂଗୀତଙ୍କ ଉପସ୍ଥିତିରେ ଶପଥ ଗ୍ରହଣ ସମାରୋହ ପରେ ସକାଳ ୮ ଟାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।
ଏହି ଧୂପକାଠି ପ୍ରାୟ ଦେଢ଼ ମାସ ପର୍ଯ୍ୟନ୍ତ ଜଳିବ ବୋଲି ଅନୁମାନ କରାଯାଉଛି । ଏହାକୁ ପ୍ରସ୍ତୁତ କରିବା ପାଇଁ ପ୍ରାୟ ୬ ମାସ ସମୟ ଲାଗିଥିଲା ।
ଅଯୋଧ୍ୟାରେ ଐତିହାସିକ ରାମ ମନ୍ଦିର ନିର୍ମାଣରେ ଅନେକ ସେଲିବ୍ରେଟି ଆର୍ଥିକ ସହଯୋଗ କରିଛନ୍ତି। ଏଥିମଧ୍ୟରେ କ୍ରିକେଟର, ବଲିଉଡ୍ ଏବଂ ଦକ୍ଷିଣ ସିନେମା ତାରକାମାନେ ଅନ୍ତର୍ଭୁକ୍ତ ଥିବାବେଳେ କିଛି ସେଲିବ୍ରିଟି ଅଛନ୍ତି ଯେଉଁମାନେ କୋଟି କୋଟି ଟଙ୍କା ଦାନ କରିଛନ୍ତି, ତଥାପି ସେମାନଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରାଯାଇ ନାହିଁ। ଆସନ୍ତୁ ଜାଣିବା ସେମାନେ କିଏ…
ମୁଖ୍ୟମନ୍ତ୍ରୀ ମହାପ୍ରସାଦ ଛୁଇଁ କହନ୍ତୁ ହିଂଜିଳିରୁ କେହି ଦାଦନ ଯାଇନାହାନ୍ତି ବୋଲି କହିଛନ୍ତି ଧର୍ମେନ୍ଦ୍ର । ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।
କଞ୍ଚା ଅଅଁଳା ପରି ସିଝା ଅଅଁଳା ମଧ୍ୟ ସ୍ୱାସ୍ଥ୍ୟ ପ୍ରତି ହିତକର । ପ୍ରତିଦିନ ଆପଣ ଗୋଟିଏ ସିଝା ଅଅଁଳା ଖାଇବା ଦ୍ୱାରା ସ୍ୱାସ୍ଥ୍ୟରେ ଅନେକ ପରିବର୍ତ୍ତନ ଆଣିପାରିବେ ।
ଓଡିଶା କର୍ମଚାରୀ ଚୟନ ଆୟୋଗ(OSSC) ଆପଣଙ୍କ ପାଇଁ ନେଇ ଆସିଛି ସୁବର୍ଣ୍ଣ ସୁଯୋଗ। ଜୁନିଅର ଏନଫୋର୍ସମେଣ୍ଟ ଅଫିସର ଏବଂ ଜୁନିଅର ଆକାଉଣ୍ଟାଣ୍ଟ ପଦବୀରେ ନିଯୁକ୍ତି ପାଇଁ OSSC ଏକ ବିଜ୍ଞପ୍ତି ଜାରି କରିଛି।
Kamoto.AI ସହଭାଗିତାରେ ଅଭିନେତ୍ରୀ ସନ୍ନି ଲିଓନ୍ ନିଜର AI ପ୍ରତିରୂପ ଆଣି ପ୍ରଥମ ଭାରତୀୟ ସେଲିବ୍ରିଟି ହୋଇଯାଇଛନ୍ତି। ବୁଧବାର ମୁମ୍ବାଇରେ ଏକ କାର୍ଯ୍ୟକ୍ରମରେ ତାଙ୍କ AI ପ୍ରତିରୂପ ଉନ୍ମୋଚିତ ହୋଇଛି।
ବିଭିନ୍ନ ଟ୍ରାଭେଲ୍ ପୋର୍ଟାଲ ଗୁଡ଼ିକର ତଥ୍ୟ ଆପଣ ଜାଣିଲେ ନିଶ୍ଚୟ ଚକିତ ହେବେ । କାରଣ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ଇଚ୍ଛୁକ ଅଛନ୍ତି ଲକ୍ଷ ଲକ୍ଷ ଲୋକ ।
ଦୁର୍ଘଟଣାରେ କାର କ୍ଷତିଗ୍ରସ୍ତ ହୋଇଛି । ‘ମୋ ବସ୍’ ଚାଳକ ବେପରୁଆ ଭାବେ ଗାଡ଼ି ଚଳାଉଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ବସକୁ ଅଟକ ରଖିଛନ୍ତି ।
ବାଲେଶ୍ୱର ଜିଲ୍ଲା ସୋର ଥାନା ହାତିଗାଡ଼ିଆରେ ଏହି ଘଟଣା ଘଟିଛି । ଗୁରୁତର ସ୍ୱାମୀ ସ୍ତ୍ରୀ ହେଲେ ରଂଜିତ ସିଂ ଓ ସ୍ତ୍ରୀ ବୁଦୁନି ସିଂ । ଉଭୟଙ୍କୁ ପ୍ରଥମେ ସୋର ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
୨୦୧୯ ଫେବୃୟାରୀ ୧ ତାରିଖରେ ଷ୍ଟାଡିୟମରେ ଆୟୋଜିତ ହୋଇଥିଲା ବିଜୁ ଯୁବ ବାହିନୀର କାର୍ଯ୍ୟକ୍ରମ । ଏଥିଲାଗି ଷ୍ଟାଡିୟମର ପାଚେରୀକୁ ଭାଙ୍ଗି ଦିଆଯାଇଥିଲା । ହଜାର ହଜାର ଲୋକଙ୍କ ସମାଗମ ଓ ଟେଣ୍ଟ ପାଇଁ ପଡିଆକୁ ଖୋଳାଖୋଳି ମଧ୍ୟ କରାଯାଇଥିଲା ।
ନବଜାତ ପୁଅର ଗଳାକାଟି ହତ୍ୟା କରିଛି ନୃଶଂସ ବାପା । ସୂଚନା ଅନୁସାରେ ତାଙ୍କର ୨ ପୁଅଙ୍କ ମଧ୍ୟରୁ ଜଣେ ପୁଅର ବୟସ ୭ ବର୍ଷ ଓ ଅନ୍ୟ ଜଣେ ପୁଅ ୫ ବର୍ଷର ।
ଶୀତ ସାଙ୍ଗକୁ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିଛି ଜନସାଧାରଣକୁ । ରାଜ୍ୟର ଏକାଧିକ ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।
ପାହାଡ଼ ପର୍ବତ ଭିତରେ ମହାଦେବଙ୍କ ମନ୍ଦିର । ଚାରିପଟେ ଯୁଆଡ଼େ ଚାହିଁବେ ସିଆଡ଼େ କେବଳ ଜଙ୍ଗଲ ଆଉ ଜଙ୍ଗଲ । ମନ୍ଦିରର ନିର୍ମାଣ ଶୈଳୀ ଦେଖିଲେ ଏହାର ଆୟୁ ଅନୁମାନ କରି ହେଉଥିବ ।
ଘଣ୍ଟାଘଣ୍ଟା ଧରି ବିମାନ ବିଳମ୍ବିତ ହେଉଥିବାରୁ ଗନ୍ତବ୍ୟ ସ୍ଥଳକୁ ଯାଇନ ପାରି ଅଟକି ରହିଛନ୍ତି ଯାତ୍ରୀ । ପାଗ ଖରାପ ଥିବାରୁ ବିମାନ ଚଳାଚଳ ପ୍ରଭାବିତ ହୋଇଛି ।
ଚାଇନାରେ ଏକ ଷ୍ଟାର୍ଟ ଅପ୍ ଏଭଳି ଗୋଟିଏ ନୂତନ ବ୍ୟାଟେରୀ ତିଆରି କରିଛି । ଯେଉଁଥିରେ ବିଦ୍ୟୁତ୍ ଉତ୍ପାଦନର କ୍ଷମତା ରହିଥିବା ଦାବି କରିଛି । ଆଉ ଏହି ବିଦ୍ୟୁତ୍ ଉତ୍ପାଦନ କ୍ଷମତା ୫୦ ବର୍ଷ ଯାଏ ରହିବ ବୋଲି କୁହାଯାଉଛି ।
ଗତକାଲି ସୂର୍ଯ୍ୟୋଦୟରୁ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ହୋଇଥିଲା ପରିକ୍ରମା ପ୍ରକଳ୍ପ ଲୋକର୍ପଣ ଉତ୍ସବ ମହାଯଜ୍ଞର ଶୁଭାରମ୍ଭ । ଶ୍ରୀମନ୍ଦିର ଐଶାନ୍ୟକୋଣରେ ସ୍ଥାପିତ ବିଶାଳ ଯଜ୍ଞ କୁଣ୍ଡରେ ରୋଷଶାଳାରୁ ବୈଷ୍ଣବାଗ୍ନୀ ସଂସ୍କାର ପରେ ଯଜ୍ଞକାର୍ଯ୍ୟ ଆରମ୍ଭ ହୋଇଥଲା ।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ
ଆଜି ପ୍ରାୟଶ୍ଚିତ ଓ କର୍ମକୁଟି ପୂଜନ କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତାକାଲି ଭବ୍ୟ ମୂର୍ତ୍ତି ପରିସର ପ୍ରବେଶ ହେବ ।
ଦେଶରେ ଦୈନିକ ଦୁର୍ଘଟଣାର ୩୫.୨% ପାଇଁ ଦୁଇ ଚକିଆ ଆରୋହୀ ଦାୟୀ। ସଡ଼କ ଦୁର୍ଘଟଣାକୁ ରୋକିବା ଏବଂ ଦୁଇ ଚକିଆ ଯାନ ଚାଳକଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ଦୁଇ ଚକିଆ ଯାନ ପାଇଁ ଟ୍ରାଫିକ ନିୟମ ପ୍ରସ୍ତୁତ କରାଯାଇଛି।