ଭାରତର ଦୀର୍ଘତମ ସମୁଦ୍ର ସେତୁର ଉଦଘାଟନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱଚ୍ଛତା ଅଭିଯାନର ପ୍ରଚାର କରିଛନ୍ତି । ମହାରାଷ୍ଟ୍ରର ନାସିକରେ ଥିବା କାଲାରାମ ମନ୍ଦିରରେ ପ୍ରଧାନମନ୍ତ୍ରୀ ନିଜେ ସଫେଇ କରି ସ୍ୱଚ୍ଛତାର ବାର୍ତ୍ତା ବାଣ୍ଟିଛନ୍ତି ।
ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୋଟିସ କଲା ସ୍ୱାସ୍ଥ୍ୟ ବିଭାଗ ।
‘ବିନୋଦ ଆହୁରି କହିଛନ୍ତି ଯେ, ବ୍ୟାଗ୍ରେ ଟଙ୍କା ଥିବା ନେଇ ମଧ୍ୟ ମୁଁ ପ୍ରମାଣ କରିଛି । ବ୍ୟାଙ୍କରୁ ମୁଁ ଟଙ୍କା ଉଠାଇ ଆଣିଥିବାର ପ୍ରମାଣ ମଧ୍ୟ ରହିଛି। ମୁଁ ନିୟମିତ ଭାବେ ବିମାନରେ ଯାତାୟାତ କରେ । କିନ୍ତୁ ଏଭଳି ସ୍ଥିତି କେବେ ଉପୁଜିନଥିଲା ।’
ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଫିଲ୍ମର ନାମ ଟ୍ରେଣ୍ଡ୍ ହେଉଛି, ଯାହାକୁ ପ୍ରଶଂସକମାନେ ବ୍ଲକ୍ବଷ୍ଟର ବୋଲି କହୁଛନ୍ତି। ଏହି ଚଳଚ୍ଚିତ୍ରଟି ହେଉଛି ‘ହନୁମାନ’, ଯାହା ପ୍ରଶଂସକଙ୍କ ଠାରୁ ବହୁତ ଭଲ ପାଇବା ପାଉଛି। ଅନେକ ଲୋକ ଏହାକୁ ଆଦିପୁରୁଷ ସହିତ ତୁଳନା କରୁଥିବା ଦେଖାଯାଏ।
ବିମାନ ଭିତରେ ବହୁଛି ଗମଗମ ଝାଳ .. ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ । ଆଫ୍ରିକା କପ୍ ଅଫ୍ ନେସନ୍ସ ପାଇଁ ଆଇଭୋରୀ କୋଷ୍ଟକୁ ବିମାନରେ ଯାଇଥାଆନ୍ତେ ଗାମ୍ୱିଆ ଖେଳାଳି । କିନ୍ତୁ ବିମାନ ଉଡ଼ାଣ ଭରିବା ପୂର୍ବରୁ ହିଁ ଘଟିଥିଲା ଅଭାବନୀୟ ଘଟଣା ।
ପୋଲିସ ଏହି ଘଟଣାରେ ପୋକ୍ସୋ ଆକ୍ଟ ଜରିଆରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ମୁଖ୍ୟ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ।
ଆଉ କିଛି ଦିନ ପରେ ହେବ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା। ‘ରାମାୟଣ’ରେ 'ଲକ୍ଷ୍ମଣ' ଭୂମିକାରେ ଅଭିନୟ କରିଥିବା ସୁନୀଲ ଲାହିର୍ଙ୍କୁ ଏହି ମହାନ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ମିଳିନଥିବାରୁ ସେ ଅସନ୍ତୋଷ ପ୍ରକାଶ କରିଥିଲେ। କିନ୍ତୁ ଏହି ଭବ୍ୟ କାର୍ଯ୍ୟକ୍ରମ ପୂର୍ବରୁ ତାଙ୍କୁ ନିମନ୍ତ୍ରଣ ମିଳିଯାଇଛି।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଲାଗି ଆଜିଠୁ ଆରମ୍ଭ ହେବ କାର୍ଯ୍ୟକ୍ରମ । ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅରଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।
ଏହାଦ୍ୱାରା ଅନେକ ଲୋକଙ୍କ ଜୀବନ ରକ୍ଷା କରିହେବ । ସବୁଠାରୁ ବଡ଼ କଥା ହେଲା ଏହି କିଟ୍ର ଦାମ୍ ମାତ୍ର ୫ ରୁ ୭ ଟଙ୍କା ।
ମାତା ସୀତାଙ୍କ ଜନ୍ମସ୍ଥାନ ନେପାଳ ଜନକପୁରରୁ ପ୍ରଭୁ ଶ୍ରୀରାମଙ୍କ ପାଇଁ ରୂପା ଜୋତା, ଅଳଙ୍କାର ଏବଂ ପୋଷାକ ସହିତ ୩୦୦୦ ରୁ ଅଧିକ ଉପହାର ଆସି ପହଞ୍ଚିଛି ।
ଆସନ୍ତାକାଲି ଏହି ୟୁନିଭରସିଟିର ବିଭିନ୍ନ କ୍ଲାସର ପରୀକ୍ଷା ହେବାର ଥିଲା। କିନ୍ତୁ ଆସନ୍ତାକାଲି ମଧ୍ୟ ସମ୍ବଲପୁର ମନ୍ଦୋଲିଆ ଗ୍ରାଉଣ୍ଡରେ ନୂଆ ଓ କାର୍ଯ୍ୟକ୍ରମ ହେବାର ଅଛି।
ଆଗରୁ ନେଲସନ ନକ୍ସଲ ସଂଗଠନରେ ସକ୍ରିୟ ଥିଲେ। ପରେ ଏଥିରୁ ବାହାରି ମୁଖ୍ୟ ସ୍ରୋତରେ ସାମିଲ ହୋଇଥିଲେ।
ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମକୁ ଆଉ ମାତ୍ର ୧୧ ଦିନ ଥିବା ବେଳେ, କାର୍ଯ୍ୟକ୍ରମରେ ଯୋଗଦେଇ ଏହି ପୁଣ୍ୟ ଅବସରର ସାକ୍ଷୀ ହେବାର ସୌଭାଗ୍ୟ ଲାଭ କରିବି ବୋଲି ମୋଦି କହିଛନ୍ତି ।
୪ଟି ଜିଲ୍ଲା ଦେଇ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଯିବାର କାର୍ଯ୍ୟକ୍ରମ ରହିଛି ।
‘ଖୋର୍ଦ୍ଧା ଜିଲ୍ଲାରେ ରହିଛି ସର୍ବାଧିକ ୮୬ଟି ମାମଲା’ । ‘୫୩ଟି ମାମଲା ସହ ସୁନ୍ଦରଗଡ଼ ଦ୍ବିତୀୟ ସ୍ଥାନରେ’ ।
ଅଧ୍ୟାପକ ମରୁଡ଼ିକୁ ନେଇ ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସର ବିରୋଧ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଠାରୁ ୫୦ ମିଟର ଦୂରରେ ଥିଲା କାର୍ଯ୍ୟକ୍ରମ ।
ପଦ୍ମନାଭପୁର ସ୍କୁଲରେ ଅଭିଭାବକଙ୍କ ହୋହଲ୍ଲା, ଧାରଣା ଦେଲେ । ଆସନ୍ତାକାଲି ପରିବାର ଥାନାରେ ଅଭିଯୋଗ କରିବାକୁ ନିଷ୍ପତ୍ତ ।
ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ।
ବିବେକାନନ୍ଦଙ୍କ ଜନ୍ମ ବାର୍ଷିକୀକୁ 'ଜାତୀୟ ଯୁବ ଦିବସ' ଭାବେ ପାଳନ କରାଯାଏ, ଯିଏ କି କୋଟି କୋଟି ଯୁବକମାନଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି କୁହାଯାଏ। ସ୍ୱାମୀ ବିବେକାନନ୍ଦ କେବଳ ଭାରତରେ ନୁହେଁ ନିଜ ବିଚାର ପାଇଁ ସେ ସମଗ୍ର ବିଶ୍ୱରେ ସ୍ମରଣୀୟ।
MTHL ହେଉଛି ଏକ ୬ ଲେନ୍ ବିଶିଷ୍ଟ ବ୍ରିଜ । ଏହି ବ୍ରିଜର ଅଧିକାଂଶ ଭାଗ ସମୁଦ୍ରରେ ରହିଛି । ୧୬.୫୦ କିଲୋମିଟର ସମୁଦ୍ରରେ ରହିଥିବା ବେଳେ ସ୍ଥଳଭାଗରେ ମାତ୍ର ୫.୫ କିଲୋମିଟର ରହିଛି ।
ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।
ଅନେକ ଯୁବକ ସ୍ୱାମୀ ବିବେକାନନ୍ଦ ଠାରୁ ପ୍ରେରଣା ପାଇଁ ଆଜି ବହୁତ ଉଚ୍ଚକୁ ଯାଇପାରିଛନ୍ତି। ଆଜି ବି ଭାରତରେ ଏପରି ଅନେକ ଯୁବକ ଅଛନ୍ତି, ଯେଉଁମାନେ ଖୁବ୍ କମ୍ ବୟସରେ ନିଜ ପ୍ରତିଭା ଆଧାରରେ ନିଜର ପରିଚୟ ସୃଷ୍ଟି କରି ଦେଶ ପାଇଁ ଗୌରବ ଆଣିଛନ୍ତି। ଆସନ୍ତୁ ସେମାନଙ୍କୁ ଜାଣିବା।
କ୍ରୀଡ଼ା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି । କାର୍ଯ୍ୟକ୍ରମରେ ପ୍ରତିଭା ପ୍ରଦର୍ଶନ କଲେ ଓଟିଭି କର୍ମଚାରୀ ।
ସାମ୍ନାକୁ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପର୍ବର କାର୍ଯ୍ୟସୂଚୀ ଓ ସମୟ ନିର୍ଘଣ୍ଟ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ।
ପରିକ୍ରମା ରଥ କାର୍ଯ୍ୟକ୍ରମରେ ସରପଞ୍ଚମାନଙ୍କୁ ପ୍ରଶାସନର ଅବହେଳା ଆଉ ହତାଦର ଅଭିଯୋଗ କରି ଆଜି ଉପଜିଲ୍ଲାପାଳଙ୍କୁ ଇସ୍ତଫା ଦେଇଛନ୍ତି ସରପଞ୍ଚମାନେ।