ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଏହି ସିରିଜ ଖେଳିବ । ତେବେ ସିରିଜର ପ୍ରଥମ ମ୍ୟାଚ ଖେଳିବେନି ବିରାଟ କୋହଲି ।
ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ଆହତ ହୋଇଛନ୍ତି ।
ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା ।
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ ।
ଜମ୍ମୁ ଓ କାଶ୍ମୀର କ୍ରିକେଟ ଆସୋସିଏସନର ଟଙ୍କାକୁ ବେଆଇନ ଭାବେ କିଛି ବ୍ୟକ୍ତିଙ୍କ ଆକାଉଣ୍ଟରେ ଜମା କରାଯାଇଥିବା ଅଭିଯୋଗ ରହିଛି ।
ଦିନକୁ ଦିନ ସଡକ ସୁରକ୍ଷାର ଚିନ୍ତା ବଢି ଚାଲିଛି। ଘରୁ ରାସ୍ତାକୁ ପାଦ କାଢ଼ିବାକୁ ଭୟ ଲାଗୁଛି। ଜଣା ନାହିଁ କେତେବେଳେ କ’ଣ ହେବ। ଆଜିର ଦିନରେ ସଡକ ସୁରକ୍ଷା ସମସ୍ତଙ୍କ ଦାୟିତ୍ୱ ହେବା ଜରୁରୀ। ଆସନ୍ତୁ ଜାଣିବା ସଡକ ସୁରକ୍ଷାକୁ ବଢାଇବାର ୬ଟି ଉପାୟ।
ଆଜି ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଣ୍ୟତିଥି। ତେବେ ଶାସ୍ତ୍ରୀଙ୍କ ମୃତ୍ୟୁ କେଉଁ ପରିସ୍ଥିତିରେ ହୋଇଥିଲା ତାହା ଏପର୍ଯ୍ୟନ୍ତ ରହସ୍ୟ ହୋଇ ରହିଛି। ତେବେ ଆଜି ତାଙ୍କ ପୁଣ୍ୟତିଥି ଅବସରରେ ଆସନ୍ତୁ ଶାସ୍ତ୍ରୀଙ୍କ ସହିତ ଜଡିତ କିଛି ରୋଚକ ତଥ୍ୟ ବିଷୟରେ ନଜର ପକେଇ ନେବା।
ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ହିଁ ପ୍ରକୃତ ଶିବସେନା ବୋଲି ଦର୍ଶାଇଲେ ବାଚସ୍ପତି।
ନିର୍ବାଚନ ଯେତିକି ଯେତିକି ପାଖଉଛି, ବିଜେଡି ଘର କଳି ସେତିକି ସେତିକି ବଢୁଛି । ଆଶାୟୀ ଶକ୍ତି ପ୍ରଦର୍ଶନ କରି ନିର୍ବାଚନ ମଣ୍ଡଳୀରେ ବିଧାୟକଙ୍କୁ ଚାଲେଞ୍ଜ ଦେଲେଣି । ଖୋଦ ରାଜଧାନୀରେ ବି ଟିକେଟ୍ ପାଇଁ ଆରମ୍ଭ ହୋଇଯାଇଛି ଶକ୍ତି ପ୍ରଦର୍ଶନ ।
ପରିବାରଙ୍କ ଅଭିଯୋଗ, ଯେଉଁ ପରିକ୍ରମା ପ୍ରକଳ୍ପ ପାଇଁ ଆମେ ବାସହରା ହେଲୁ ସେହି ପ୍ରକଳ୍ପରେ କେଉଁଠି ବି ଆମ ନାଁ ନାହିଁ । ସବୁ ବିସ୍ଥାପିତଙ୍କୁ ପରିଚୟପତ୍ର ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା, ତାହା ବି ମିଳିଲାନି ।
ଅନଲାଇନରେ ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ । ଆପ୍ଲିକେସନ ଜରିଆରେ କ୍ରାଇମ ପ୍ଲଟକୁ ଠାବ କରିବ ପୋଲିସ ।
ସାରା ଦେଶରୁ ଅଯୋଧ୍ୟାକୁ ଛୁଟିଛି ଉପହାରର ସୁଅ। ସୁନା-ରୁପାଠୁ ନେଇ ମନ୍ଦିର ପାଇଁ ଘଣ୍ଟି, ନାଗରା ଓ ଆଲମାରି। ରାମଲାଲାଙ୍କ ପାଇଁ ନୈବେଦ୍ୟ ପଠାଉଛି ସାରା ଭାରତ।
ଏତେ ଦିନ ହେଲା ଶୁଣୁ ନଥିଲେ। ନିର୍ବାଚନ ବେଳେ ମନେ ପଡ଼ିଲେ। ପୁଣି ମିଳିଲା ପ୍ରତିଶ୍ରୁତି। ବିଜେଡିକୁ ଘାରିଲା କି ଭୋଟ୍ ବ୍ୟାଙ୍କ ଭାଙ୍ଗିବା ଭୟ? ଆଶା, ଅଙ୍ଗନୱାଡି କର୍ମୀ, ଏମବିକେ, ସିଆରପିଙ୍କ ଦରମା ବଢାଇବାକୁ ମିଳିଛି ପ୍ରତିଶ୍ରୁତି।
ସଂପୃକ୍ତ ବିଜେଡି କର୍ମକର୍ତ୍ତାଙ୍କ ପ୍ରତି କଡା କାର୍ଯ୍ୟାନୁଷ୍ଠାନ ଦାବି କରିଛି ରାଜ୍ୟ ବିଜେପି ।
ପୁଅକୁ ମାରିବା ପାଇଁ ହିଁ ସେ ଗୋଆକୁ ଆସିଥିଲେ । ହୋଟେଲ ରୁମରୁ ୨ଟି କଫ୍ ସିରପ୍ ବୋତଲ ମଧ୍ୟ ମିଳିଛି । ପିଲାର ବେକରେ ହାତ କିମ୍ବା ଆଙ୍ଗୁଠି ଚିହ୍ନ ନାହିଁ ।
ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପୁଣି ବାଲି ଛାଟ । ବାଲି ଉଠାଣକୁ ନେଇ ପୁଣି ବର୍ଷିଲେ । ମେସିନ୍ ଜରିଆରେ ବାଲି ଉଠାଣ ଉପରେ ରୋକ ଲଗାଇଲେ । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ପୁଣି ଜାରି କଲେ ସ୍ଥଗିତାଦେଶ ।
ଦଳ ଅଭିଯୋଗ କରିଛି, ଅଯୋଧ୍ୟା ରାମ ମନ୍ଦିରକୁ ବିଜେପି ବହୁ ଦିନରୁ ଏକ ରାଜନୈତିକ ପ୍ରସଙ୍ଗ କରିଛି । କେବଳ ନିର୍ବାଚନରେ ଫାଇଦା ଉଠାଇବାକୁ ବିଜେପି ଓ ଆରଏସଏସର ପ୍ରରୋଚରନାରେ ମନ୍ଦିର ନିର୍ମାଣ ଅସଂପୂର୍ଣ୍ଣ ହୋଇଥିଲେ ମଧ୍ୟ ଏବେ ପ୍ରାଣ ପ୍ରତିଷ୍ଠା କରାଯାଉଛି ।
ହାଇଦ୍ରାବାଦର ଚଲ୍ଲା ଶ୍ରୀନିବାସ ଶାସ୍ତ୍ରୀ ରାମଙ୍କ ପାଇଁ ଚରଣପାଦୁକା ଧରି ଅଯୋଧ୍ୟା ଅଭିମୁଖେ ଯାତ୍ରା କରିଛନ୍ତି । ଯେଉଁ ରାସ୍ତାରେ ପ୍ରଭୁ ଶ୍ରୀରାମ ରାମେଶ୍ୱର ଯାଇଥିଲେ, ସେହି ରାସ୍ତା ଦେଇ ଚଲ୍ଲା ଶ୍ରୀନିବାସ ଅଯୋଧ୍ୟା ବାହାରିଛନ୍ତି ।
ପୋଲିସ ସେମାନଙ୍କୁ ଅଟକାଇଥିଲା । ଫଳରେ ସମସ୍ତଙ୍କ ଜୀବନ ବଞ୍ଚିଯାଇଛି । ପୋଲିସର କହିବା ଅନୁସାରେ ଋଣ ଫେରସ୍ତ ନକରିବାରୁ ବ୍ୟାଙ୍କ ସେମାନଙ୍କ ଘର ନିଲାମ କରିଥିଲା ।
୭୫ଟି ଲୁହା ପଥର ଓ ମାଙ୍ଗାନିଜ ଖଣିରୁ ଅଧିକ ଖଣିଜ ଉତ୍ତୋଳନ କରାଯାଇଛି । ୯୫ଟି ଖଣି ନଦୀ ନାଳକୁ ପ୍ରଭାବିତ କରିଛି । ଏହା ସହିତ ଆଦିବାସୀ ଓ ଜୀବଜନ୍ତୁ ମଧ୍ୟ ପ୍ରଭାବିତ ହୋଇଛନ୍ତି ।
ଭିଡିଓଟି ସୋସିଆଲ ମିଡିଆ ‘x’ରେ ଭାଇରାଲ ହେଉଛି । ଜଣେ ବ୍ୟକ୍ତି ଭିଡିଓଟିକୁ ପୋଷ୍ଟ କରିବା ସହ ଏହା ଟ୍ରାଫିକ୍ ନିୟମର ଖୁଲ୍ଲମଖୁଲା ଉଲ୍ଲଂଘନ କରୁଥିବା ଲେଖିଥିଲେ ।
ବ୍ୟକ୍ତିଗତ ଭାବେ ତାଙ୍କ ସହ କିଛି ବିଜେଡି ନେତା କଥାବାର୍ତ୍ତା କରିଛନ୍ତି ବୋଲି କହିଛନ୍ତି ସୁର ରାଉତରାୟ । ବିଜେଡିରେ ପ୍ରବଳ ଗୋଷ୍ଠୀ କନ୍ଦଳ । ଏହି ନେତାମାନେ ବିଜେଡିରେ ଟିକେଟ୍ ନପାଇଲେ କଂଗ୍ରେସକୁ ଆସିବେ ।
ବିଏମ୍ସି କମିଶନର ଓ ପୋଲିସ କମିଶନରଙ୍କୁ ଅପରାଜିତା ଚିଠି ଲେଖିଛନ୍ତି । ସହରରେ କେବଳ ଶାସକ ଦଳର ହୋଡିଂ ଲାଗିଥିବା ଅଭିଯୋଗ ଆଣି ଅପରାଜିତା ଚିଠି ଲେଖିଛନ୍ତି ।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରେ ଦେଖିବାକୁ ମିଳିଛି ଯେ ଜଣେ ଫୁଡ୍ ଡେଲିଭରି ବୟ ଯିଏକି ଦୁଇଟି ଭିନ୍ନ କମ୍ପାନୀର ଲୋଗୋରେ ଖାଦ୍ୟ ଡେଲିଭରି କରୁଛନ୍ତି ।
ସାଉଥ୍ ଫିଲ୍ମ 'ଅନ୍ନପୂରନୀ' ପ୍ରଭୁ ଶ୍ରୀରାମଙ୍କୁ ଅପମାନିତ କରିବା ଏବଂ ହିନ୍ଦୁ ସମ୍ପ୍ରଦାୟର ଭାବନାକୁ ଆଘାତ ଦେଇଥିବା ଅଭିଯୋଗ ହୋଇଛି। ମୁମ୍ବାଇ ପରେ ପୁଣି ଥରେ ଫିଲ୍ମ କାଷ୍ଟ୍ ଏବଂ ନିର୍ମାତା-ନିର୍ଦ୍ଦେଶକ ଧାର୍ମିକ ଭାବନାକୁ ଆଘାତ କରିବା ଏବଂ ଲଭ୍ ଜିହାଦକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ହୋଇଛି।