ଭିଡିଓଟି ସୋସିଆଲ ମିଡିଆ ‘x’ରେ ଭାଇରାଲ ହେଉଛି । ଜଣେ ବ୍ୟକ୍ତି ଭିଡିଓଟିକୁ ପୋଷ୍ଟ କରିବା ସହ ଏହା ଟ୍ରାଫିକ୍ ନିୟମର ଖୁଲ୍ଲମଖୁଲା ଉଲ୍ଲଂଘନ କରୁଥିବା ଲେଖିଥିଲେ ।
ବ୍ୟକ୍ତିଗତ ଭାବେ ତାଙ୍କ ସହ କିଛି ବିଜେଡି ନେତା କଥାବାର୍ତ୍ତା କରିଛନ୍ତି ବୋଲି କହିଛନ୍ତି ସୁର ରାଉତରାୟ । ବିଜେଡିରେ ପ୍ରବଳ ଗୋଷ୍ଠୀ କନ୍ଦଳ । ଏହି ନେତାମାନେ ବିଜେଡିରେ ଟିକେଟ୍ ନପାଇଲେ କଂଗ୍ରେସକୁ ଆସିବେ ।
ବିଏମ୍ସି କମିଶନର ଓ ପୋଲିସ କମିଶନରଙ୍କୁ ଅପରାଜିତା ଚିଠି ଲେଖିଛନ୍ତି । ସହରରେ କେବଳ ଶାସକ ଦଳର ହୋଡିଂ ଲାଗିଥିବା ଅଭିଯୋଗ ଆଣି ଅପରାଜିତା ଚିଠି ଲେଖିଛନ୍ତି ।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରେ ଦେଖିବାକୁ ମିଳିଛି ଯେ ଜଣେ ଫୁଡ୍ ଡେଲିଭରି ବୟ ଯିଏକି ଦୁଇଟି ଭିନ୍ନ କମ୍ପାନୀର ଲୋଗୋରେ ଖାଦ୍ୟ ଡେଲିଭରି କରୁଛନ୍ତି ।
ସାଉଥ୍ ଫିଲ୍ମ 'ଅନ୍ନପୂରନୀ' ପ୍ରଭୁ ଶ୍ରୀରାମଙ୍କୁ ଅପମାନିତ କରିବା ଏବଂ ହିନ୍ଦୁ ସମ୍ପ୍ରଦାୟର ଭାବନାକୁ ଆଘାତ ଦେଇଥିବା ଅଭିଯୋଗ ହୋଇଛି। ମୁମ୍ବାଇ ପରେ ପୁଣି ଥରେ ଫିଲ୍ମ କାଷ୍ଟ୍ ଏବଂ ନିର୍ମାତା-ନିର୍ଦ୍ଦେଶକ ଧାର୍ମିକ ଭାବନାକୁ ଆଘାତ କରିବା ଏବଂ ଲଭ୍ ଜିହାଦକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ହୋଇଛି।
ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଆଦର୍ଶକୁ ଦର୍ଶକଙ୍କଠାରେ ପହଞ୍ଚାଇ ହୃଦୟରେ ରାମ ଭକ୍ତି ଜାଗ୍ରତ କରିଥିଲେ ଅନେକ ଅଭିନେତା । ଯାହା ଆଜି ପର୍ଯ୍ୟନ୍ତ ଦର୍ଶକ ଭୁଲି ନାହାନ୍ତି ।
ଶ୍ରୀରାମ ମନ୍ଦିରକୁ ଉପହାରରେ ଦିଆଯାଇଥିବା ଘଣ୍ଟିର ଓଜନ ରହିଛି ୨ ହଜାର ୪ଶହ କେଜି । ଏହି ଘଣ୍ଟି ଅଷ୍ଟଧାତୁରେ ତିଆରି ହୋଇଛି । ଯାହାର ଦାମ୍ ରହିଛି ୨୫ ଲକ୍ଷ ଟଙ୍କା ।
ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା । ଏହାକୁ ନେଇ ବିବାଦ ତେଜିବାରୁ ପୂର୍ବ ଯୋଜନା ମୁତାବକ ନିବେଦିତାଙ୍କୁ ଏକ ଛୁରୀରେ ୧୦ରୁ ଅଧିକ ଥର ଭୁଷିଥିବା ଅଭିଯୋଗ ହୋଇଛି ।
ବର୍ତ୍ତମାନ ଭାରତୀୟ ସିନେମା ଅଭିନେତା ରଜା ଅଲି ମୁରାଦ ମଧ୍ୟ ପ୍ରଭୁ ରାମଙ୍କ ସହ ତାଙ୍କର ସମ୍ପର୍କକୁ ନେଇ ପ୍ରକାଶ କରିଛନ୍ତି। ତାଙ୍କ ନାମ ସହିତ ରାମଙ୍କ ନାମ ଜଡିତ ବୋଲି ସେ କହିଛନ୍ତି।
ଗୋଟିଏ ଘରେ ମୋଟ ୭ ଜଣ ଶୋଇଥିଲେ । ରାତିରେ ଶୋଇବା ବେଳେ ଘରେ ମଶା ଧୂପ ଲଗାଇଥିଲେ । ହଠାତ ରାତିରେ ଅତ୍ୟଧିକ ଧୂଆଁ କାରଣରୁ ଶୋଇଥିବା ୫ ଶିଶୁଙ୍କ ନିଃଶ୍ୱାସ ନେବାରେ ଅସୁବିଧା ହୋଇଥିଲା । ତା’ପରେ..
ଓଡ଼ିଶାରେ ଶିକ୍ଷକ ଚାକିରି କରିବାକୁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ରାଜ୍ୟ ଚୟନ ବୋର୍ଡ(SSB), ଓଡିଶା TGT ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। । ଏହି ନିଯୁକ୍ତି ପ୍ରକ୍ରିୟାରେ ୨ ହଜାରରୁ ଅଧିକ ପଦବୀ ପୂରଣ ହେବ।
ମୁମ୍ବାଇରେ କ୍ରିକେଟ ଖେଳ ଚାଲିଥିବା ବେଳେ ଏହି ଅଘଟଣ ଘଟିଛି । ମୃତକ ହେଲେ ୫୨ ବର୍ଷୀୟ ଜୟେଶ ସାୱାଲା ।
ସମସ୍ତେ ଜାଣିଥିବେ ଯେ ରାଜା ଦଶରଥଙ୍କ ଚାରି ପୁତ୍ର ଥିଲେ। ସେମାନେ ହେଲେ ରାମ, ଭରତ, ଲକ୍ଷ୍ମଣ ଓ ଶତ୍ରୁଘ୍ନ। ଆପଣ ହୁଏତ ଜାଣି ନ ଥିବେ ଭଗବାନ ଶ୍ରୀରାମଙ୍କର ଜଣେ ବଡ ଭଉଣୀ ମଧ୍ୟ ଥିଲେ। ତେବେ ଆସନ୍ତୁ ସେପଟେ ଶ୍ରୀରାମଙ୍କ ଭବ୍ୟ ମନ୍ଦିରର ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ଚାଲୁଥିବା ବେଳେ ଏପଟେ ଶ୍ରୀରାମଙ୍କ ବଡ ଭଉଣୀଙ୍କ ବିଷୟରେ ଜାଣିନେବା।
କାନପୁର ପୋଲିସର ଜଣେ ହେଡ୍ କନଷ୍ଟେବଳ ଓ ୧୨ ଜଣ ମିଶି MCA ପଢୁଥିବା ଜଣେ ୨୩ ବର୍ଷୀୟ ଛାତ୍ର ଆୟୁଷ ଦ୍ୱିବେଦୀଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି ।
ବେଳେବେଳେ ପିଲାମାନେ ସର୍ବସାଧାରଣ ସ୍ଥାନରେ ମଧ୍ୟ ଜିଦ୍ କରିବା ଆରମ୍ଭ କରନ୍ତି। ଏଭଳି ପରିସ୍ଥିତିରେ ପିଲାମାନଙ୍କୁ ସମ୍ଭାଳିବା ଅତ୍ୟନ୍ତ କଷ୍ଟକର ହୋଇପଡେ। ଆପଣଙ୍କ ପିଲା ଯଦି ଏଭଳି ଜିଦ୍ଖୋର ହୋଇଥାନ୍ତି ତେବେ କିଛି ସହଜ ଟିପ୍ସ ସାହାଯ୍ୟରେ, ଆପଣ ସେମାନଙ୍କୁ ବୁଝେଇପାରିବେ।
ମୃତକୁ ଜୀବିତ ଏବଂ ଜୀବିତକୁ ମୃତ ଦର୍ଶାଇ ଶବ ଅଦଳ ବଦଳ କରିବାରେ କାହାର ହାତ ରହିଛି ? ଏତେ ବଡ ଭୁଲ ପାଇଁ ଦାୟୀ କିଏ ?
ଦିଲ୍ଲୀରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ବା AQI ୩୪୩ ଥିବା ବେଳେ ଅନୁଗୁଳରେ ରହିଛି ୩୫୭ ।
ତେବେ ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା
ଲୁଟେରାଙ୍କୁ କାବୁ କରିପାରୁନାହିଁ ପୋଲିସ । ନା ଲୁଟ ରୋକି ପାରୁଛି ନା ଲୁଟେରାକୁ ଧରି ପାରୁଛି । ଏଥର ଲୁଟେରା ଟାର୍ଗେଟ କରିଛନ୍ତି ଜଣେ ବଡବାବୁଙ୍କୁ ।
ମାଳଦ୍ୱୀପରୁ ମୁହଁ ଫେରାଉଛନ୍ତି ଭାରତୀୟ ପର୍ଯ୍ୟଟକ । ହଜାର ହଜାର ଭାରତୀୟ ପର୍ଯ୍ୟଟକ ବୁକିଂ ବାତିଲ କରୁଛନ୍ତି । ଏଥିଯୋଗୁଁ ଚିନ୍ତାରେ ମାଳଦ୍ୱୀପ ସରକାର। ଏଣୁ ଅଧିକ ସଂଖ୍ୟକ ପର୍ଯ୍ୟଟକଙ୍କୁ ପଠାଇବାକୁ ଚୀନକୁ ଅନୁରୋଧ କରିଛନ୍ତି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ।
ଅଯୋଧ୍ୟା ରାମମନ୍ଦିରରେ ସତେକି ଘଟିବ ଅଲୌକିକ ଘଟଣା । ରାମଲାଲାଙ୍କ ଲଲାଟରେ ଆକାଶର ସୂର୍ଯ୍ୟ ଆଙ୍କିବେ ସୁଦୀପ୍ତ ତିଳକ ।
ସରକାରୀ ଚାକିରୀ..ପଦବୀ ମୋଟର୍ ଭେଇକିଲ୍ ଇନିସପେକ୍ଟର ବା MVI । ଆଉ ଏହି ଲାଭଜନକ ପଦବୀର ଅଧିକାରୀ ହେଉଛନ୍ତି ଜଣେ ସରକାରୀ ବାବୁ । ଯାହାଙ୍କ ନାଁ ପଞ୍ଚାନନ ବେହେରା,ନୟାଗଡ଼ର MVI ।
ଖାଲି ଛାତ୍ରଛାତ୍ରୀ ନୁହେଁ । ଏଣିକି ଅଧ୍ୟାପକ ଓ କର୍ମଚାରୀ ବି ଦେବେ ଆଣ୍ଟି ଡ୍ରଗ୍ ଘୋଷଣାନାମା । କ୍ୟାମ୍ପସ ହେବ ନିଶାମୁକ୍ତ ।
କିଛି ସ୍ଥାନରେ ବିରୋଧ ପରେ ହଟିଲା ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର୍ । ଚାଉଳ ବଣ୍ଟନ କେନ୍ଦ୍ରରୁ ହଟିଲା ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର ।