ସଲମାନ ଖାନଙ୍କ ପାନଭେଲ୍ ଫାର୍ମ ହାଉସରେ ପଶିଗଲେ ୨ ଦୁର୍ବୃତ୍ତ । ଦୁଇ ଅଭିଯୁକ୍ତଙ୍କୁ ସ୍ଥାନୀୟ ପୋଲିସକୁ ହସ୍ତାନ୍ତର କରାଯାଇଛି ।
ଅନେକ ଲୋକ ଅଭିଯୋଗ କରନ୍ତି ଯେ ଇନଷ୍ଟାଗ୍ରାମରେ ସେମାନଙ୍କର ଅନେକ ଫଲୋର୍ସ ଥିଲେ ମଧ୍ୟ ସେମାନଙ୍କର ଇନଷ୍ଟାଗ୍ରାମ ଷ୍ଟୋରୀରେ ଭିୟୁ ବଢୁନି। ଆପଣ ଯଦି ଚାହୁଛନ୍ତି ଅନ୍ୟମାନଙ୍କ ପରି ଆପଣ ବି ଭଲ ଭିୟୁ ପାଆନ୍ତୁ ତେବେ ଏଠାରେ ୫ଟି ଉପାୟ ଦିଆଗଲା।
ବହୁ ଚର୍ଚ୍ଚିତ ଗୁଜରାଟ ବିଲକସ ବାନୋ ଗଣଦୁଷ୍କର୍ମ ମାମଲାରେ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି । ଦୋଷୀଙ୍କୁ ସମୟ ପୂର୍ବରୁ ମୁକ୍ତି କରିବା ଠିକ ନୁହେଁ ବୋଲି କୋର୍ଟ କହିଛନ୍ତି । ଏବେ ସମସ୍ତ ଦୋଷୀ ଜେଲ ଯିବେ ।
ସେନ୍ସର ଗାର୍ଲ ଉର୍ଫି ଜାଭେଦ ଆସିବା ଦିନଠାରୁ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ଡ୍ରେସିଂ ସେନ୍ସ, ବୋଲ୍ଡନେସ୍ ଏବଂ ଖୋଲା ମନ୍ତବ୍ୟ ଯୋଗୁଁ ଉର୍ଫି ପ୍ରାୟତଃ ଆଲୋଚନାରେ ହୁହନ୍ତି। ତେବେ ଏଥର ଉର୍ଫି ତାଙ୍କ ଚେହେରା କାରଣରୁ ନୁହେଁ ବରଂ ତାଙ୍କ ସ୍ୱାସ୍ଥ୍ୟ କାରଣରୁ ଚର୍ଚ୍ଚାକୁ ଆସିଛନ୍ତି।
ହାଇଟେକ୍ ଲାଇସେନ୍ସ ରଦ୍ଦ ଓ ତିରୁପତି ପାଣିଗ୍ରାହୀଙ୍କ ଗିରଫ ଦାବିକୁ ନେଇ ତାତିଛି ଛାତ୍ର କଂଗ୍ରେସ । ସେପଟେ ହାଇଟେକ୍ ବିସ୍ଫୋରଣ ଘଟଣାକୁ ୧୧ ବିତିଥିଲେ ବି ମୃତକଙ୍କ ପରିଚୟକୁ ନେଇ ଏବେ ବି ଅସ୍ପଷ୍ଟ ରହିଛି ।
ସାଉଥ୍ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ କଳାକାର ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନାଙ୍କ ବିଷୟରେ ଦୀର୍ଘ ଦିନ ଧରି ଖବର ଥିଲା ଯେ ଉଭୟ ପରସ୍ପରକୁ ଡେଟ୍ କରୁଛନ୍ତି। କୁହାଯାଉଛି ଯେ ସେମାନେ ଖୁବ ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି।
ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ପାଲଙ୍କୁ ଚିଠି ମଧ୍ୟ ଲେଖିଛନ୍ତି । ଚିଠିରେ ସବୁ ଘଟଣାକୁ ଗୋଟି ଗୋଟିକରି ବର୍ଣ୍ଣନା କରିବା ସହ ବିଶ୍ୱ ବିଦ୍ୟାଳୟରୁ ଖୁବ୍ ଶୀଘ୍ର ତାଙ୍କୁ ବିଦା କରିବାକୁ ଦାବି କରିଛନ୍ତି ।
ମୋଦିଙ୍କ ବିରୋଧରେ ମାଲଡିଭ୍ସର ୩ ମନ୍ତ୍ରୀ ମନ୍ତବ୍ୟ ଦେବା ପ୍ରସଙ୍ଗରେ ସମନ ହୋଇଥିବା ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅପମାନ ସୂଚକ ମନ୍ତବ୍ୟ ଦେଇ ସସପେଣ୍ଡ ହୋଇଛନ୍ତି ମାଲଡିଭସର ୩ ମନ୍ତ୍ରୀ ।
କଟକରେ ୩୨୦, ବାରିପଦାରେ ୩୧୬,ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି । ଏପଟେ ଅନୁଗୁଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ ରହିଛି ।
ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସୂଚନା ପାଇବା ପରେ ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
୨୦୧୮ରେ ଯୋଗେନ୍ଦ୍ର କୁମାର ନାମକ ଜଣେ ୪୫ ବର୍ଷୀୟ ବ୍ୟକ୍ତି ହଠାତ୍ ଘରୁ କେଉଁଆଡ଼କୁ ଚାଲିଯାଇଥିଲେ । ପରେ ପରିବାର ଓ ପତ୍ନୀ ତାଙ୍କୁ ଖୋଜିବାକୁ ଚେଷ୍ଟା କରିଥିଲେ ।
ଦଶହରା, ଦିପାବଳୀ ଆଦି ପୂଜା ପାର୍ବଣ ରାଜନୀତି କ୍ଷେତ୍ର ପାଇଁ ବିଶେଷ ଅବସର ବୋଲି ଧରାଯାଏ। ଏ ସବୁ ଉତ୍ସବ ଭିତରେ ନୂଆବର୍ଷ ସବୁଠାରୁ ନିଆରା; ପୁଣି ଯେତେବେଳେ ଆଗକୁ ନିର୍ବାଚନର ହେବାକୁ ଥିବ। ୨୦୨୪ ସାଧାରଣ ନିର୍ବାଚନ ଆସି ଦୁଆର ମୁହଁରେ ହେଲାବେଳେ ତା’ପୂର୍ବରୁ ଆସିଛି ନୂଆବର୍ଷ, ଯାହାକୁ କୌଣସି ରାଜନୈତିକ ଦଳର ନେତା, କର୍ମୀ ହାତଛଡା କରିବାକୁ ଚାହାନ୍ତି ନାହିଁ।
ଓଡ଼ିଶାରେ ସ୍ଥାୟୀ ନିଯୁକ୍ତି ସୁଯୋଗ। ରାଜ୍ୟ ସରକାର ଅଧିନରେ ଥିବା ଓଡିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍ ଲିମିଟେଡ୍(OCCL) ବିଭିନ୍ନ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ କ୍ଲର୍କ, ସିନିୟର ଆକାଉଣ୍ଟାଣ୍ଟ ଓ ଆକାଉଣ୍ଟ କ୍ଲର୍କ ପଦବୀ ପୂରଣ ହେବ।
ଏପରି ଏକ ନିଆରା ଘଟଣା ବର୍ତ୍ତମାନ ଚର୍ଚ୍ଚାର ପରିଧୀକୁ ଆସିଛି । କିଛି ମହିଳା ଜାନୁଆରୀ ୨୨ ତାରିଖ ଦିନ ନିଜର ସନ୍ତାନକୁ ଜନ୍ମ ଦେବାନେଇ ଏକ ମେଡିକାଲର ଡାକ୍ତରମାନଙ୍କୁ ଅନୁରୋଧ କରିଛନ୍ତି ।
ସର୍ଭାଇକାଲ୍ ସ୍ପଣ୍ଡିଲାଇଟିସ୍ ସମସ୍ୟାକୁ ଆୟୁର୍ବେଦର ପଞ୍ଚକର୍ମ ପ୍ରଣାଳୀ ମାଧ୍ୟମରେ ଅତି ସହଜରେ ଚିକିତ୍ସା ସମ୍ଭବ। ଆୟୁର୍ବେଦରେ ଗ୍ରୀବା ଅସ୍ଥି ଥେରାପୀ, କପିଙ୍ଗ୍ ଥେରାପି ଏବଂ ପୁଟୁଳି ଥେରାପି ଦ୍ୱାରା ସର୍ଭାଇକାଲ୍ ସମସ୍ୟାର ସମାଧାନ ହୋଇପାରିବ। ଆସନ୍ତୁ ଜାଣିବା।
ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ପ୍ରଥମ ଥର ପାଇଁ ପଦ୍ମଫୁଲରୁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ତନ୍ତ୍ର ଅତର । ସେହିପରି ମଧ୍ୟପ୍ରଦେଶ ରତଲାମରୁ ଆସିଛି ରୂପା ଦୀପ ।
ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ ।
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ
ଆଜିଠୁ ରାଜ୍ୟର ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଛି । ଏହାକୁ ନେଇ ବଢିଛି ଚିନ୍ତା । କାରଣ ଯୋଗାଣ ପ୍ରଭାବିତ ହେଲେ ଆଜି ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ରହିଛି ।
କେନ୍ଦ୍ର ମତ୍ସ୍ୟମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ଅରଖକୁଦାରେ ସାଗର ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ। କିନ୍ତୁ ଚିଲିକା ମଝିରେ ୨ ଘଣ୍ଟା ଧରି ଫସିରହିଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲାକ୍ଷାଦ୍ୱୀପ ଗସ୍ତକୁ ନେଇ ଅପମାନଜନକ ମନ୍ତବ୍ୟ ଦେଇଥିବା ମାଳଦ୍ୱୀପର ୩ ଜଣ ମନ୍ତ୍ରୀ ସସପେଣ୍ଡ ।
ଘୋଷଣା ହୋଇଥିବା ୧୬ ଟିମ୍ରେ ଶୁବମନ ଗିଲ୍, ଯଶସ୍ୱୀ ଜୟସ୍ୱାଲ, ତିଲକ ବର୍ମା, ରିଙ୍କୁ ସିଂ ସ୍ଥାନ ପାଇଛନ୍ତି। ସେହିପରି ୨ ୱିକେଟ କିପର ଜିତେଶ ଶର୍ମା, ସଂଜୁ ସାମସନ୍ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି।
ସମସ୍ତ ମେଡିକାଲ ସେଣ୍ଟର, ଘେରାଇ କ୍ଲିନିକ, ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏନେଇ ମୁଖ୍ୟ ସଚିବ ନିର୍ଦ୍ଦେଶନାମା ଜାରି କରିବେ ।