‘କଂଗ୍ରେସରେ ଥିଲା ବେଳେ ବିଜୁ ବାବୁ ପାରାଦୀପ ବନ୍ଦର କରିଥିଲେ’ । ‘ନବୀନଙ୍କ ବେଳେ ନୁହେଁ, ଜାନକୀ ମୁଖ୍ୟମନ୍ତ୍ରୀ ଥିଲା ବେଳେ IOCL ହୋଇଥିଲା’ ।
ନୂଆ ବର୍ଷରୁ ଜଗା ଦର୍ଶନରେ ଲାଗିବ ଅନେକ କଟକଣା । ଅଶାଳୀନ ପୋଷାକ ପିନ୍ଧି ମନ୍ଦିର ଭିତରକୁ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ମନା। ଶ୍ରୀମନ୍ଦିର ଭିତରେ ଖାଇପାରିବେନି ପାନ ଗୁଟଖା, ଭିତରକୁ ପଲିଥିନ ବି ବାରଣ।
'ଇଣ୍ଡିଆନ୍ କାଉନସିଲ୍ ଅଫ୍ ହିଷ୍ଟୋରିକାଲ୍ ରିସର୍ଚ୍ଚ ପକ୍ଷରୁ ଗବେଷଣା ହେବ' । 'ସ୍ୱାଧିନତା ସଂଗ୍ରାମର ଅଜଣା ନାୟକଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯିବ' ।
ଓଡ଼ିଶାକୁ ୫ରୁ ୬ଟି କ୍ଲଷ୍ଟରରେ ଭାଗ କରାଯିବ। ଆଉ ଏସବୁ କ୍ଲଷ୍ଟର ଦାୟିତ୍ୱରେ ରହିବେ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ।
ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଅଯୋଧ୍ୟା ପାଇଁ ଆଜିଥିଲା ସବୁଠୁ ବଡ଼ ଦିନ। ଅଯୋଧ୍ୟାକୁ ନୂଆ ରେଳଷ୍ଟେସନ ଓ ଅନ୍ତର୍ଜାତୀୟ ବିମାନ ବନ୍ଦର ସହ ୧୫ ହଜାର ୭ ଶହ କୋଟି ଟଙ୍କାର ଭିତ୍ତିଭୂମି ଭେଟି ଦେଇଛନ୍ତି ମୋଦି।
ସେହିପରି ନଗର ଉନ୍ନୟନ ବିଭାଗରେ ୩୬୫ ଇଞ୍ଜିନିୟର ପଦବୀ ସୃଷ୍ଟି, IIPH ପ୍ରତିଷ୍ଠା ଲାଗି ୫ ଏକର ଜମି ଦେବାକୁ ନିଷ୍ପତ୍ତି ହୋଇଛି। ୨୦୦ଟି ନୂଆ ଇ-ବସ୍ କିଣି ଚଲାଇବେ ରାଜ୍ୟ ସରକାର।
ଯାତ୍ରୀଙ୍କ ଭାଗ୍ୟ ଭଲ ଯେ ସେହି ନଦୀଟି ପୁରା ବରଫ ପାଲଟିଯାଇଥିଲା । ଯାହାଫଳରେ ବିମାନଟି ଲ୍ୟାଣ୍ଡ କଲା ।
ଥଣ୍ଡା ଦିନରେ ଦହିରୁ ଦୂରେଇ ରହିବା ଆବଶ୍ୟକ କି? ଅନେକ ଲୋକ ଥଣ୍ତା ଦିନରେ ଦହି ଖାଇବାକୁ ପସନ୍ଦ କରନ୍ତିନି । କାରଣ ଥଣ୍ତା ହୋଇଯିବ ବୋଲି । କିନ୍ତୁ ଶୀତଦିନେ ଦହି ଖାଇବା ଦ୍ୱାରା ଅନେକ ଲାଭ ମିଳିପାରେ ।
ଷ୍ଟକ ବଜାର ନିବେଶକଙ୍କ ପାଇଁ ୨୦୨୩ ଲାଭଦାୟୀ ହୋଇଛି । ଗୋଟିଏ ବର୍ଷରେ ନିବେଶକମାନଙ୍କ ସମ୍ପତ୍ତିରେ ରେକର୍ଡ ୮୦.୬୨ ଲକ୍ଷ କୋଟି ଟଙ୍କାର ବୃଦ୍ଧି ହୋଇଛି ।
ନବନିର୍ମିତ ମହର୍ଷି ବାଲ୍ମିକୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆଜି ଅଯୋଧ୍ୟା ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଏହି ଅନ୍ତର୍ଜାତୀୟ ବିମାନ ବନ୍ଦରର ଉଦଘାଟନ କରିଛନ୍ତି ।
ଏହି ଉତ୍ସବ ସାରା ଦେଶରେ ଏକ ସକରାତ୍ମକ ମାହୋଲ ସୃଷ୍ଟି କରିବ । ଶାନ୍ତି ଓ ମୈତ୍ରୀ ପାଇଁ ଏହି ଜାନୁଆରୀ ୨୨ରେ ଦୀପ ଜଳାଇ ଦୀପାବଳି ପାଳିବାକୁ ଆହ୍ୱାନ ଦେଇଛନ୍ତି ମୋଦି ।
ପ୍ରତିଶୋଧ ନେବା ପାଇଁ ସେ ଶେଖରଙ୍କୁ ପାନେ ଦେବେ ବୋଲି ଚିନ୍ତା କଲେ । ଆଉ ବସ୍କୁ ଫସେଇବା ପାଇଁ ଆରମ୍ଭ କରିଥିଲେ ଷଡ଼ଯନ୍ତ୍ର ।
୧୯୯୦ ବ୍ୟାଚ୍ର IPS ଅଫିସର ହେଉଛନ୍ତି ଅରୁଣ । ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ ।
ଏହି ମହିଳା ଜଣକ ହେଉଛନ୍ତି ଅଫସାନା ଖାତୁନ । ୬ ବର୍ଷ ପୂର୍ବେ ନିଜାମୁଦ୍ଦିନ ନାମକ ଜଣେ ବ୍ୟକ୍ତିଙ୍କୁ ବିବାହ କରିଥିଲେ । ତାଙ୍କର ଦୁଇଟି ପୁତ୍ର ସନ୍ତାନ ରହିଛି । ଜଣକର ବୟସ ୨ ଓ ଅନ୍ୟ ଜଣଙ୍କୁ ୪ ବର୍ଷ ।
ଖୋଦ୍ ରାଜ୍ୟପାଳ ରାଜଭବନରୁ ବାହାରି ସିଧାସଳଖ ଲୋକଙ୍କ ପାଖକୁ ଯାଇ ଭଲମନ୍ଦ ଶୁଣୁଛନ୍ତି ଯାହା ଆଗରୁ କେବେ କେଉଁଠି ଦେଖାଯାଇଛି ନାହିଁ। ଲୋକେ ତାଙ୍କୁ ବିଭିନ୍ନ ସମସ୍ୟା ବିଷୟରେ କହୁଛନ୍ତି। ତେବେ ବିଜେଡି ସରକାର ନୂଆ ଓଡ଼ିଶାର ନାରା ଲଗାଇବାବେଳେ ନୂଆ ରାଜ୍ୟପାଳ ରଘୁବରଙ୍କ ଏହି 'ନିଆରା' ଘଟଣା ସରକାରଙ୍କୁ ଅଡୁଆରେ ପକେଇବନି ତ?
ଜାତୀୟ ରୋଲର ସ୍ପିଡ୍ ସ୍କେଟିଙ୍ଗ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପଦକ ହାସଲ କରିବାରେ ଏ ଆର୍ ଦେବାଂଶ ହୋଇଛନ୍ତି ପ୍ରଥମ ଓଡ଼ିଆ ।
ବିଏମସି ମୁଖ୍ୟାଳୟରେ କାମ କରୁଥିବା ସମସ୍ତ କର୍ମଚାରୀ ସକାଳ ୯.୪୫ରୁ ୧୦.୧୫ ମଧ୍ୟରେ ପହଞ୍ଚିବା ଦରକାର ।
ନବକଳେବର ହୋଇଥିବା ଅଯୋଧ୍ୟା ଧାମ ଷ୍ଟେସନର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ଷ୍ଟେସନର ଆଧୁନିକୀକରଣ କରାଯାଇଛି ।
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ନୋଟିସ । ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅନୁଯାୟୀ ହାଜର ହେବାକୁ ନୋଟିସ ମିଳିଛି ।
ବଢୁଛି ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ସ୍ଥିତ ମା’ ଗୃହ ୱାଡେନ୍ ଲକ୍ଷ୍ମୀ ମାଝୀଙ୍କ ମୃତ୍ୟୁ ରହସ୍ୟ । ଅନ୍ୟ କେଉଁଠି ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ଲକ୍ଷ୍ମୀଙ୍କୁ ଜାଳି ଦିଆ ଯାଇଥିବା ଆଶଙ୍କା କରାଯାଉଛି ।
ପୁଣି ଡରାଇଲାଣି କରୋନା । ରାଜ୍ୟରେ ଚିହ୍ନଟ ହେଲେ ଆଉ ଜଣେ କୋଭିଡ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଆସନ୍ତା ଜାନୁଆରୀ ୧ ତାରିଖ ସକାଳ ୯ ଟାରେ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ସ୍ପେସ୍ ସେଣ୍ଟରରୁ ଛଡ଼ାଯିବ XPoSAT ସାଟେଲାଇଟ୍ ।
ନୂଆ ନୂଆ ବାହାଘର ହୋଇଥିଲା । ଆଖିରେ ଆଖିଏ ସ୍ୱପ୍ନ ନେଇ ସ୍ୱାମୀଙ୍କ ସହ ସଂସାର ଆରମ୍ଭ କରିବାକୁ ଭାବିଥିଲେ । କିନ୍ତୁ ବିଧିର ବିଧାନ ଥିଲା ବଡ଼ ନିଷ୍ଠୁର । ପତ୍ନୀଙ୍କୁ ଛଡ଼ାଇ ନେଲା ଯମ ।
ଯଦି ଆମେ କହିବା କି ଏଣିକି UPI ଆଉ କାମ ଦେବନି । ତେବେ ବିଶ୍ୱର ଅଧାରୁ ଅଧିକ ଲୋକଙ୍କୁ ଝଟକା ଲାଗିବ । ତେବେ ୟୁପିଆଇ ସମ୍ପୂର୍ଣ୍ଣ ଭାବେ ବନ୍ଦ ହେବ ନାହିଁ ।
ଚୂଡାନ୍ତ ବିଗ୍ରହକୁ ଆସନ୍ତା ୨୨ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସ୍ଥାପନା କରାଯିବ ।