ପାଣି ସାମ୍ପଲରୁ କଲେରା ଜୀବାଣୁ ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା...ଭିବ୍ରିଓ କଲେରା ଜୀବାଣୁ ମିଳିଥିବା ନେଇ ମିଳିଲା ବଡ଼ ସୂଚନା...
ଗତ ୧୪ ତାରିଖରେ ଏପରି ଏକ ଅଦ୍ଭୁତଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୨୬ ବର୍ଷୀୟ ଯୁବତୀ ଜଣେ ଅଜଣା ଯୁବକଙ୍କ ଏପରି ବ୍ୟବହାରକୁ ନେଇ ଥାନାରେ ଅଭିଯୋଗ କରିଛନ୍ତି ।
ଭାରତର ଜଣେ ଲୋକ ଏମିତି ଏକ ପ୍ରଜାତିର କୁକୁର ରଖିଛନ୍ତି ଯାହାର ଦାମ୍ ଜାଣିଲେ ଆପଣଙ୍କ ହୋସ୍ ଉଡିଯିବ। ଆପଣ ହୁଏତ ଭାବୁଥିବେ, ହଁ… ହେଇ ହେଇ ଆଉ କେତେ ହେବ ୧୦ ଲକ୍ଷ କି ୨୦ ଲକ୍ଷ। ଆପଣ ଯଦି ଏମିତି ଭାବୁଥାନ୍ତି ତେବେ ଏହା ଭୁଲ୍। ଏହି କୁକୁରର ଦାମ ହେଉଛି ୨୦ କୋଟି ଟଙ୍କା।
ଉଭୟଙ୍କ ଘରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛନ୍ତି ଭିଜିଲାନ୍ସ ଅଧିକାରୀ । ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଉଥିବାବେଳେ ଭୁବନେଶ୍ୱର, ସମ୍ବଲପୁର, ଅନୁଗୁଳ ଓ ମୟୂରଭଞ୍ଜର ବିଭିନ୍ନ ସ୍ଥାନରେ ଚଢ଼ାଉ ହେଉଛି ।
କିରେଇ ୭, ଫୁଲବାଣୀ ୮.୫, କୋରାପୁଟ ୮.୭, କେନ୍ଦୁଝର ୮.୮ ଡିଗ୍ରୀ, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୨, ଦାରିଙ୍ଗବାଡ଼ି ୯.୫ ଡିଗ୍ରୀ, ଅନୁଗୁଳ ଓ ରାଉରକେଲା ତାପମାତ୍ରା ୯.୬ ଡିଗ୍ରୀ ସହ କଟକ ୧୩.୫ ଓ ଭୁବନେଶ୍ୱର ରାତ୍ରି ତାପମାତ୍ରା ୧୩.୮ ଡିଗ୍ରୀ ରହିଛି ।
ବୁଖାରୀକୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚ STF ଆବେଦନ କରିଥିଲା । ହେଲେ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଅନୁମତି ମିଳିଛି । ବୁଖାରୀକୁ ପଚରାଉଚରା ପାଇଁ ଜମ୍ମୁ କାଶ୍ମୀର ଓ ପଂଜାବ ପୋଲିସ ମଧ୍ୟ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ମିଳିଛି ।
ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତର ପ୍ରକୋପ । ଆଉ ଶୀତଲହରୀକୁ ନଜରରେ ରଖି କଟକରେ ଖୋଲିଲାଣି ଶୀତବସ୍ତ୍ର ବଜାର । ତିବ୍ଦତିଆନ୍ ରିଫ୍ୟୁଜି ଓ ରାଜସ୍ଥାନ ବ୍ୟବସାୟୀ ମାନେ କଟକ ହାଡିଆପଠାରେ ଶୀତବସ୍ତ୍ର ବଜାର ଖୋଲିଥିବା ବେଳେ, କିଣାକିଣି କରିବାକୁ ଜମୁଛି ଗ୍ରାହକଙ୍କ ଭିଡ଼ ।
ନକଲି ସାର୍ଟିଫିକେଟ ଦେଇ କରିଥିଲେ ଚାକିରି ... ବହିଷ୍କୃତ କଲେ ଜିଲ୍ଲା ଶିକ୍ଷା ଅଧିକାରୀ ... ଆଗରୁ ମଧ୍ୟ ଏମିତି ୪ ଜାଲ୍ ଶିକ୍ଷକଙ୍କୁ ଚାକିରିରୁ ହଟାଇଥିଲେ ଡିଇଓ ...
ଖୋର୍ଦ୍ଧା ପୌରପରିଷଦରେ ନିର୍ମିତ ଅନେକ ପ୍ରକଳ୍ପ ଏବେ ବ୍ୟବହାର ଅନୁପଯୋଗୀ । କିଛି ଅବହେଳିତ ଅବସ୍ଥାରେ ରହିଛି, ଆଉ କିଛି ଭାଙ୍ଗିରୁଜି ଗଲାଣି ।
ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆ । ଦକ୍ଷିଣ ଆଫ୍ରିକାର ଜେବରାହଠାରେ ଭାରତୀୟ ସମୟ ଅପରାହ୍ଣ ସାଢ଼େ ୪ଟାରେ ମ୍ୟାଚ୍ ଖେଳାଯିବ ।
୧୦ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଚାଲିଥିଲା ଡିଲ୍.. କେଉଁଠୁ ଆଣିଲେ ବାଘ ଚମଡ଼ା, ବନ ବିଭାଗର ଛାନଭିନ୍..
ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥ- ୭ମୀ ଦିବା ୦୧.୦୭ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୬.୨୦ ଗତେ ଧନୁ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୦୨ ଗତେ ୧ ପାଦ କୃଷିହାନି-ଭୂମିଦାନ
ଆଇପିଏଲ ୨୦୨୪ ପାଇଁ ଆଜି ନିଲାମୀ । ପ୍ରଥମଥର ପାଇଁ ଦୁବାଇରେ ନିଲାମୀ କରିବାର ବ୍ୟବସ୍ଥା କରାଯାଇଛି ।
ଆଗାମୀ ୪ ରୁ ୫ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନଥିବା ପାଣିପାଗ ବିଭାଗର ସୂଚନା.. ଆଜି ୯ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା...
ସୁନ୍ଦରଗଡ଼ ବଡ଼ଗାଁ ରାସ୍ତାକଡ଼ରୁ ସ୍ଥାନୀୟ ଲୋକଙ୍କ ଦ୍ୱାରା କୁନି ଝିଅ ଉଦ୍ଧାର ହୋଇଛି ।
ଜ୍ୱର, ଥଣ୍ଡା ହୋଇଥିଲେ ମଧ୍ୟ ମାସ୍କ ବାଧ୍ୟତାମୂଳକ....ନିର୍ଦ୍ଦେଶନାମା ଜାରି କଲେ କର୍ଣ୍ଣାଟକ ସରକାର....
୬.୨ ତୀବ୍ରତାର ଭୂମିକମ୍ପରେ ଥରିଲା ଚୀନର ଗାଂନସୁ ପ୍ରୋଭିନ୍ସ.. ଜୋରସୋରରେ ଚାଲିଛି ଉଦ୍ଧାର କାର୍ଯ୍ୟ, ଭଗ୍ନାବଶେଷ ତଳେ ଫସିଛନ୍ତି ଶହ ଶହ ଲୋକେ.. ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା..
ଲୋକମାନେ ସାଧାରଣତଃ ଘର ସଜାଇବା ପାଇଁ ଫୁଲ ବ୍ୟବହାର କରନ୍ତି। କିନ୍ତୁ ଏଠାରେ ଏମିତି ଅନେକ ଫୁଲ ଅଛି ଯାହା ଔଷଧୀୟ ଗୁଣରେ ଭରପୂର। କିନ୍ତୁ ଅନେକ ଲୋକ ଅଛନ୍ତି ଯେଉଁମାନେ ଏହା ବିଷୟରେ ଜାଣନ୍ତି ନାହିଁ। ସେଥିମଧ୍ୟରୁ ଗେଣ୍ଡୁଫୁଲ ଗୋଟିଏ।
ତେଲୁଗୁ ଷ୍ଟାର୍ ବରୁଣ ତେଜ୍ ଓ ୨୦୧୭ ମିସ୍ ୱାର୍ଲ୍ଡ ମାନୁଷୀ ଚିଲ୍ଲରଙ୍କ ଅଭିନୀତ ଏହି ଫିଲ୍ମର ଟ୍ରେଲର ରିଲିଜ ହେବା ପରେ ଏହାକୁ ନେଇ ଚାରିଆଡ଼େ ଚର୍ଚ୍ଚା ।
ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆପ୍ ଦଳର ଦୁଇ ପ୍ରମୁଖ ନେତା ମନୀଶ ସିସୋଦିଆ ଏବଂ ସଞ୍ଜୟ ସିଂ ଗିରଫ ହୋଇସାରିଛନ୍ତି।
ସମସ୍ତଙ୍କ ମନରେ ପ୍ରଶ୍ନ, କାହିଁକି ହେଲା ଦୁଇ ମହାବଳ ଲଢ଼େଇ ? ଏନେଇ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ନିର୍ଦ୍ଦେଶକ କହିଛନ୍ତି, ସାଧାରଣତଃ ଅଢ଼େଇରୁ ୩ ବର୍ଷ ବୟସରେ ପହଞ୍ଚିବା ପରେ ପୁରୁଷ ମହାବଳ ନିଜସ୍ୱ ଇଲାକା ଖୋଜନ୍ତି । ଆଉ ଏଥିପାଇଁ ଲଢ଼େଇ ମଧ୍ୟ କରନ୍ତି ।
ଯେଉଁ ସମୟରେ ଆତଙ୍କବାଦୀଙ୍କ ଭୂସ୍ୱର୍ଗ ଥିଲା କାଶ୍ମୀର, ସେହି ସମୟରେ କାଶ୍ମୀରରୁ ଆସି ଯାଜପୁର ଧର୍ମଶାଳା ଅଞ୍ଚଳରେ ଆତ୍ମଗୋପନ କରିଥିଲା ବୁଖାରୀ । ବନିଥିଲା ନେଉଳପୁର ଗାଁର ଜ୍ୱାଇଁ ।
୨୪ ନିର୍ବାଚନ ପୂର୍ବରୁ ପାଣ୍ଠି ସଂଗ୍ରହ ପାଇଁ ଆରମ୍ଭ କଲା କ୍ରାଉଡ୍ ଫଣ୍ଡିଂ । ସାଂସଦ ଧୀରଜ ସାହୁଙ୍କଠୁ ହୋଇଥିଲା ୩୫୦ କୋଟିରୁ ଅଧିକ ଟଙ୍କା ସିଜ୍ ।
କରୋନାର ପୂର୍ବ ଭାରିଆଣ୍ଟ ଠାରୁ ଲକ୍ଷଣ ଓ ଅସୁସ୍ଥତା ସୃଷ୍ଟି କ୍ଷେତ୍ର କିପରି ଭିନ୍ନ, ତାହା ଏବେବି ଅସ୍ପଷ୍ଟ ରହିଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି ।
ରାଉରକେଲା ସରକାରୀ ହସପିଟାଲ ଭିତରରେ ଝାଡ଼ାବାନ୍ତି ରୋଗୀ ହାଉଜାଉ । ୱାର୍ଡରେ ଆଉ ଯାଗା ନାହିଁ । ଗୁରୁତରଙ୍କୁ ଆରଜିଏଚ୍ ନହେଲେ ହାଇଟେକ୍ ମେଡିକାଲ ପଠାଯାଉଛି ।