ବିସ୍ଫୋରଣ ବେଳେ କଂପାନୀ ଭିତରେ ୧୨ଜଣ କର୍ମଚାରୀ ଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
୨୧ ଏବଂ ୨୨ ଡିସେମ୍ବରକୁ ସମସ୍ତଙ୍କ ଅପେକ୍ଷା। କାରଣ ୨୦୨୩ର ଶାହରୁଖ ଖାନଙ୍କ ତୃତୀୟ ଫିଲ୍ମ ‘ଡଙ୍କି’ ଏବଂ ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସାଲାର’ ମୁକ୍ତିଲାଭ କରିବାକୁ ଯାଉଛି। ଏନେଇ ଆରମ୍ଭ ହୋଇଯାଇଛି ଆଡଭାନ୍ସ ବୁକିଂ। ଜାଣନ୍ତୁ କିଏ ରହିଛି ଆଗରେ…
ପିଏମଓରେ ଚାକିରି କରିଥିବା କହି ପୋଲିସ ଅଧିକାରୀଙ୍କ ସହ ରଖୁଥିଲା ସମ୍ପର୍କ। ପୋଷ୍ଟିଂ ଓ ଟ୍ରାନ୍ସଫର ପାଇଁ ପୋଲିସ ଅଧିକାରୀଙ୍କୁ ମଧ୍ୟ ଲଗାଇଛି ଚୁନା ।
ହିନ୍ଦୀ ଖବରକାଗଜକୁ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର । ‘ଲୋକସଭାରେ ଯାହା ଘଟିଲା ଅତି ଚିନ୍ତାଜନକ’ ।
ଗତକାଲିଠୁ ସେ ଫେସବୁକକୁ ବ୍ୟବହାର କରିପାରୁନାହାନ୍ତି। ଏନେଇ ସେ ସାଇବର୍ କ୍ରାଇମରେ ଅଭିଯୋଗ ଦେଇଛନ୍ତି ।
ଆଗାମୀ ୪ରୁ ୫ ଦିନ ଯାଏଁ ମଧ୍ୟ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଗତକାଲି ବିଳମ୍ବିତ ରାତିରେ ମଦନମୋହନ ମନ୍ଦିରରୁ ଦାନ ବାକ୍ସ ଚୋରାଇ ନେଲେ ଦୁର୍ବୃତ୍ତ….
କ୍ୟାମ୍ପସ ଭିତରେ ଥିବା ପାନ୍ଥ ଚୌକ ଅଞ୍ଚଳରେ ଏକ ଟିଣ ଛପର ସେଡ୍ରେ ନିଆଁ ଲାଗିଥିଲା । ସେଠାରେ କେବଳ ବିଭିନ୍ନ ପ୍ରକାର ସରଞ୍ଜାମ ଓ ପୋଷାକପତ୍ର ରଖାଯାଉଥିଲା ।
ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ
ବଲାଙ୍ଗିରରେ ମାତିଛନ୍ତି ସୁନା ଠକେଇ ଗ୍ୟାଙ୍ଗ୍...ଘଟଣାର ପର୍ଦ୍ଦାଫାସ କଲା ସଦର ଥାନା ପୋଲିସ..୨ ଅଭିଯୁକ୍ତ ଗିରଫ, ୮୦ ହଜାର ଟଙ୍କା ଓ ବାଇକ୍ ଜବତ..
ଥିରୁବନନ୍ତପୁରମ କାରାକୁଲମର ରୋଗୀଙ୍କ ଠାରୁ JN.1 ଚିହ୍ନଟ । ସଂପୃକ୍ତ ରୋଗୀଙ୍କ ପାଖରେ ଇନଫ୍ଲୁଏନଜାର ଥିଲା ସାମାନ୍ୟ ଲକ୍ଷଣ ।
ଆମେରିକାର ସେନା ମୁଖ୍ୟାଳୟ ପେଣ୍ଟାଗନ ଠାରୁ ମଧ୍ୟ ବିଶାଳ । ୩୫ ଏକରରେ ନିର୍ମିତ, ୪ହଜାର ୭ଶହରୁ ଅଧିକ ଅଫିସ୍ ।
ଯାଜପୁର ଉପକାରଗାରରେ ବିଚାର ବିଭାଗୀୟ ହାଜତରେ ଅଛି ବୁଖାରୀ... ଦେଶ ବିରୋଧୀ ତତ୍ତ୍ୱ, ଠକେଇ ସହ ବୁଣୁଥିଲା ଆତଙ୍କୀ ନେଟୱାର୍କ..
କିଶୋର ଅବସ୍ଥାରେ ଥିବା ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ଭାବରେ ତାଙ୍କର ଉଚ୍ଚତା ବଢେଇବା ପାଇଁ ଚିନ୍ତା କରନ୍ତି। କାରଣ ଲମ୍ବା ଲୋକମାନେ ଅଧିକ ଆକର୍ଷଣୀୟ ଲାଗନ୍ତି। ତେବେ ଆସନ୍ତୁ ଏମିତି ୫ଟି ସହଜ ଓ ଚମତ୍କାର ଯୋଗାସନା ବିଷୟରେ ଜାଣିବାଯାହା ଉଚ୍ଚତା ବୃଦ୍ଧିରେ ସାହାଯ୍ୟ କରେ।
ସ୍କୁଲ ବାର୍ଷିକ ଉତ୍ସବରେ ଚମକିଲେ ଷ୍ଟାର୍ କିଡ୍ । ସ୍କୁଲ୍ ଡ୍ରାମାରେ ଅଭିନୟର ଯାଦୁ ଦେଖାଇଲେ ଶାହରୁଖଙ୍କ ପୁଅ ।
ସାଧାରଣ ନିର୍ବାଚନ ତାରିଖ ଘୋଷଣା ହୋଇନଥିବା ବେଳେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଚର୍ଚ୍ଚାର ବିଷୟ ହୋଇଛି । କାରଣ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଶ୍ରୀମୟୀଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା ।
ଇଣ୍ଡିଆନ୍ ସାର୍ସ କୋଭିଡ୍ ଜେନୋମିକ୍ସ କନସୋଟିୟମ୍-INSACOG ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କେରଳରେ ଜାରି ରହିଥିବା ସର୍ଭେଲାନ୍ସରୁ ଜଣେ ରୋଗୀଙ୍କ ନମୂନାରୁ ଏହି ସବ୍ ଭାରିଆଣ୍ଟ JN.1 ଚିହ୍ନଟ ହୋଇଛି ।
ଶ୍ରୀମୟୀ ହେବେ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ । ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ୫୬ ନମ୍ୱର ୱାର୍ଡ ଜନସମ୍ପର୍କ ପଦଯାତ୍ରାରେ ଖୋଲାଖୋଲି ଏହା ଘୋଷଣା କଲେ ମନ୍ତ୍ରୀ ଅଶୋକ ପଣ୍ଡା । ଖାଲି ଘୋଷଣା ନୁହେଁ ଭୋଟ୍ ଭିକ୍ଷା ବି କଲେ ।
ଶ୍ରୀକ୍ଷେତ୍ରରେ ମଠ ମନ୍ଦିରର ଐତିହ୍ୟ କୀର୍ତ୍ତିରାଜିକୁ ନଭାଙ୍ଗିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ସୁଦର୍ଶନ । ସେ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆଗାମୀ ପିଢ଼ି ପାଇଁ ଇତିହାସ ହୋଇ ରହିବ ।
ଦେଶୀ ମଦ ସାମ୍ରାଜ୍ୟ ଉପରେ ଆଇଟି ରେଡ୍ ଏବଂ କେବଳ ଓଡ଼ିଶାରୁ ୩ ଶହ ୩୦ କୋଟିରୁ ଅଧିକ ଟଙ୍କା ଜବତ ଘଟଣାର ସପ୍ତାହକ ପରେ ଗଣମାଧ୍ୟମ ସାମ୍ନାରେ ମୁହଁ ଖୋଲି କାଲି କିଛି ଏମିତି ସଫେଇ ରଖିଥିଲେ କଂଗ୍ରେସ ସାଂସଦ ଧୀରଜ ସାହୁ ।
ଓଡ଼ିଶାରେ ସନ୍ଦିଗ୍ଧ କାଶ୍ମୀର ଆତଙ୍କୀକୁ ନେଇ ହଇଚଇ । ଓଡ଼ିଶା ଭିତରେ ବୁଲୁଥିଲା ଛଦ୍ମବେଶୀ ରୂପରେ । ଦେଶ ବିରୋଧୀ ତତ୍ତ୍ୱ, ଠକେଇ ସହ ବୁଣୁଥିଲା ଆତଙ୍କୀ ନେଟୱାର୍କ । ଆଜି ଯେଉଁ ଯୁବକକୁ STF ଗିରଫ କରିଛି, ଯାହା ନାଁ ସଇଦ୍ ଈଶାନ୍ ବୁଖାରୀ ।
ଜହ୍ଲାଦ ପ୍ରେମିକର ଜଘନ୍ୟ କାଣ୍ଡ ! ବିଚ୍ ରାସ୍ତାରେ ପ୍ରେମିକା ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ । ହସ୍ପିଟାଲ ବେଡରେ ଛଟପଟ ହେଉଛନ୍ତି ଯୁବତୀ । ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ମହାରାଷ୍ଟ୍ର ଥାନେରେ । ବିଡମ୍ବନାର କଥା, ଘଟଣା ଗତ ସୋମବାରର ହୋଇଥିଲେ ମଧ୍ୟ ପୋଲିସ ଏହି ମାମଲାରେ କାହାରିକୁ ଗିରଫ କରି ପାରିନାହିଁ ।
ଗଞ୍ଜାମ ଜିଲ୍ଲାର ଅଧିକାଂଶ ବ୍ଲକରେ ଏବେ ଏଭଳି ଅବସ୍ଥା । ମଣ୍ଡି ଖୋଲିବାରେ ବିଳମ୍ବ, ଦିନ ଦିନ ଧରି ଖଳାରେ ପଡି ରହିବାର ଭୟ ଏବଂ ଅଭାବୀ ବିକ୍ରି ଆଶଙ୍କାରେ କମ୍ ଦାମରେ ଆନ୍ଧ୍ର ବେପାରୀଙ୍କୁ ଧାନ ଟେକି ଦେଉଛନ୍ତି ଚାଷୀ ।
ଜଣେ ମହିଳା ଡାକ୍ତରଙ୍କ ସମେତ ଅନ୍ୟ ତିନି ଜଣ ଡାକ୍ତର ସେଠାକୁ ଯାଇଥିଲେ । ହେଲେ ସେଠାରେ ପହଞ୍ଚିବା ପରେ ମୃତ ମହିଳାଙ୍କ ଆଖି ନଥିବା କଥା କହିଥିଲେ । ପରେ ପରେ ଘଟଣାଟି ଥାନାରେ ପହଞ୍ଚିବା ସହ ପୋଲିସ ଏହାର ତଦନ୍ତ କରିଥିଲା ।
ରାଉରକେଲା ସହରରେ ବ୍ୟାପୁଛି ଝାଡ଼ାବାନ୍ତି । ଏଥିରେ ଶତାଧିକ ଲୋକ ଅକ୍ରାନ୍ତ ହେଉଥିବା ବେଳେ ୨ ଦିନରେ ୪ ଜଣ ଆଖି ବୁଜିଲେଣି ।