ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ ... ସେପଟେ ଅପରାହ୍ନ ୪ଟାରେ ଛତିଶଗଡରେ ବିଷ୍ଣୁଦେଓ ସାଏଙ୍କ ଶପଥ ଗ୍ରହଣ ସମାରୋହ .. ସାମିଲ ହେବେ ପ୍ରଧାନମନ୍ତ୍ରୀଙ୍କ ସହ ଅନେକ ତୁଙ୍ଗ ନେତା
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଯିଏ ସମସ୍ତଙ୍କ ପାଇଁ ପଠାଣି ସାମନ୍ତ, ଆଜି ତାଙ୍କର ଜନ୍ମଦିନ। ଓଡ଼ିଶାର ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ପଠାଣି ସାମନ୍ତ ଥିଲେ ଜଣେ ଜ୍ୟୋତିର୍ବିଦ ଓ ମହାନ ପଣ୍ଡିତ।
ଆଜିକାଲି ଯୁବକମାନେ ଇୟରଫୋନ୍ର ବ୍ୟବହାରକୁ ଏକ ଫ୍ୟାଶନ୍ ଭାବରେ ଗ୍ରହଣ କରିବାକୁ ପସନ୍ଦ କରନ୍ତି। ଆପଣ ଜାଣିଛନ୍ତି କି ଦୀର୍ଘ ସମୟ ଧରି ହେଡ୍ଫୋନ୍ କିମ୍ବା ଇୟରଫୋନ୍ ବ୍ୟବହାର କରିବା ଦ୍ୱାରା ଆପଣଙ୍କ କାନରେ କି ପ୍ରଭାବ ପକାଇଥାଏ? ଯଦି ଜାଣି ନାହାଁନ୍ତି, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ।
ଆପାର୍ଟମେଣ୍ଟ ବାସିନ୍ଦାଙ୍କ ମୁହଁରେ ରାଗ ଆଉ ଆକ୍ରୋଶ । ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ, ସେମାନଙ୍କ ଧନ ଆଉ ଜୀବନକୁ କିଏ ଦେବ ସୁରକ୍ଷା ?
ଡିସେମ୍ବର ଅଧାରେ ଶୀତ ରାଜୁତି। ରାଜ୍ୟର ୪ ସ୍ଥାନରେ ୧୦ ଡିଗ୍ରୀ ତଳେ ରାତି ପାରଦ ୭.୨ ଡିଗ୍ରୀ ସହ ଜି. ଉଦୟଗିରି ସବୁଠୁ ଥଣ୍ଡା। ଟ୍ୱିନ୍ସିଟିରେ ୧୫ ଡିଗ୍ରୀରୁ କମ୍ ରାତି ତାପମାତ୍ରା। ଆଗାମୀ ୫ଦିନ ସ୍ଥିତି ଅପରିବର୍ତ୍ତିତ ରହିବା ପୂର୍ବାନୁମାନ
ଶେଷରେ ବୋରୱେଲ୍ରୁ ଜୀବିତ ଅବସ୍ଥାରେ ଉଦ୍ଧାର ପାଇଲା କଅଁଳା ଶିଶୁ ।
ଓଡ଼ିଶାର ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା ‘ଟାଇମପାସ୍’ ପକ୍ଷରୁ ଯୁବ କଥାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ୧୬ ବର୍ଷ ଧରି ପ୍ରଦାନ କରାଯାଇଆସୁଥିବା ‘ଟାଇମପାସ୍ ବୁକର ପୁରସ୍କାର’ ଚଳିତବର୍ଷ ଗାଳ୍ପିକା ମହାଶ୍ୱେତା ସାହୁଙ୍କୁ ତାଙ୍କ ଗଳ୍ପ ପାଣ୍ଡୁଲିପି ‘ଅକ୍ଟୋପସ୍ର ଆତ୍ମା’ ପାଇଁ ପ୍ରଦାନ କରାଯିବ।
ଏକଜାମ୍ ହଲ୍ରୁ ବାହାରିବା ପରେ ଗଣମାଧ୍ୟମ ଆଗରେ ବିଷୋଦଗାର କରିଥିଲେ ଅର୍ଚ୍ଚନା । କହିଥିଲେ, ସମସ୍ତଙ୍କ ମୁଖା ଖୋଲି ଦେବି, କିଛିଦିନ ଅପେକ୍ଷା କରନ୍ତୁ । ଯେଉଁମାନେ ମୋ ପାଇଁ କଣ୍ଟା ବୁଣିଥିଲେ, ସେସବୁ ଫୁଲ ପାଲଟିଛି ।
ଦେଶୀ ମଦ ଭାଟିରୁ ଏତେ ଟଙ୍କା ଅମଳ ହେଲା କେମିତି ? ଯଦି ହେଉଥିଲା ଏହାକୁ କ୍ୟାସ ଆକାରରେ କାହିଁକି ରଖାଯାଉଥିଲା ? ଏମଜିକ୍ୟୁ ଅନୁସାରେ ଦେଶୀ ମଦଭାଟିରେ କେତେ ମଦ ଉତ୍ପାଦନ ହେଉଥିଲା, କେତେ ବିକ୍ରି ହେଉଥିଲା ? ଏବାବଦକୁ କେତେ ସେଲ୍ସ ଟ୍ୟାକ୍ସ ଓ ଇନକମ୍ ଟ୍ୟାକ୍ସ ଦିଆଯାଉଥିଲା । ବାସ୍ତବରେ କେତେ ଟ୍ୟାକ୍ସ ଫାଙ୍କି ହୋଇଛି ?
୨୦ ଫୁଟର ପରିତ୍ୟକ୍ତ ବୋରୱେଲ୍ । ପାଖାପାଖି ୧୫ ଫୁଟ ତଳେ ଫସିଛି ଜୀବନ । ଆଉ ତାରି ଭିତରେ ବୋରୱେଲର ଫୁଟେ ଦୂରରେ ସମାନ୍ତରାଳ ଭାବେ ଖୋଳା ଜାରି ରଖିଛି ଜେସିବି ।
ଉଦ୍ଧାରକାରୀଙ୍କ ଉତ୍ସାହ ବଢ଼ାଇଲା ଛୁଆର କାନ୍ଦ । ବୋରୱେଲ ଭିତରେ ଥିବା ଛୁଆର କାନ୍ଦ ବାହାରକୁ ଶୁଭିଲା ।
OSSC PET ପଦବୀ ପାଇଁ ମନୋନୀତ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଏହି ପଦ ପାଇଁ ମୋଟ ୪୫୨ ଜଣ ପ୍ରାର୍ଥୀ ବିବେଚିତ ହୋଇଛନ୍ତି। ୮୪୧ ପଦବୀ ପାଇଁ ଏହି ଆବେଦନ ଗ୍ରହଣ କରାଯାଇଥିଲା। ଏହାର ଫଳାଫଳ PDF ଫର୍ମାଟରେ ପ୍ରକାଶିତ ହୋଇଛି ଏବଂ ଏଠାରେ ଏହାର ଲିଙ୍କ ଦିଆଯାଇଛି।
କେବଳ ରାଜସ୍ଥାନ ନୁହେଁ ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବି ବିଜେପି ଖେଳିଛି ସରପ୍ରାଇଜ କାର୍ଡ ।
ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା । ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା CBSE ।
NTPC ମାଇନିଂ ଲିମିଟେଡ୍ ବିଭିନ୍ନ ପଦବୀ ପାଇଁ ବିଜ୍ଞପ୍ତି ବାହାର କରିଛି। ଏହି ନିଯୁକ୍ତି ପ୍ରକ୍ରୁୟାରେ ମାଇନିଂ ଓଭର୍ମ୍ୟାନ୍, ମାଗାଜିନ୍ ଇନ୍-ଚାର୍ଜ, ମେକାନିକାଲ୍ ସୁପରଭାଇଜର ସହିତ ଅନ୍ୟାନ୍ୟ ପଦବୀ ପୂରଣ ହେବ। ନିଯୁକ୍ତି ପାଇଁ ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି
ସମ୍ବଲପୁର ରେଙ୍ଗାଲି ନିକଟ ଲାରିପାଲିରେ ବୋରୱେଲରେ ଶିଶୁଟି ପଡିଥିବା ଦେଖିବାକୁ ମିଳିଛି ।
ପ୍ରତିବର୍ଷ ପରି ସର୍ଚ୍ଚ ଇଞ୍ଜିନ୍ ଗୁଗୁଲ ଚଳିତ ବର୍ଷର ରିପୋର୍ଟ ପ୍ରକାଶ କରିଛି ଯେଉଁଥିରେ କୁହାଯାଇଛି ଯେ ଚଳିତ ବର୍ଷ କେଉଁ କ୍ରିକେଟରଙ୍କୁ ସବୁଠାରୁ ଅଧିକ ଖୋଜାଯାଇଛି। ଆପଣ ହୁଏତ ଭାବୁଥିବେ ଗୁଗୁଲ ରିପୋର୍ଟର ଏହି ତାଲିକାରେ କିମ୍ବଦନ୍ତୀ କ୍ରିକେଟର୍ ବିରାଟ କୋହଲି କିମ୍ବା ରୋହିତ ଶର୍ମାଙ୍କ ସ୍ଥାନ ନିଶ୍ଚୟ ଥିବ। କିନ୍ତୁ ମୌକା ମାରିନେଇଛନ୍ତି ଯୁବ ଖେଳାଳି।
ଛତିଶଗଡ଼ ଓ ମଧ୍ୟପ୍ରଦେଶ ଭଳି ରାଜସ୍ଥାନରେ ମଧ୍ୟ ଜଣେ ନୂଆ ଚେହେରାକୁ ମୁଖ୍ୟମନ୍ତ୍ରୀ କରିଛି ବିଜେପି।
ଯେତେବେଳେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବଙ୍କ ନାଁ ଘୋଷଣା କରାଗଲା, ସେତେବେଳେ ତାଙ୍କ ଡାକ୍ତରୀ ଝିଅ ଆକାଂକ୍ଷା ଡାକ୍ତରଖାନାରେ ଥିଲେ । ଆଉ ଅପରେସନ୍ ଥିଏଟରରେ ଅପରେସନ୍ ପାଇଁ ପ୍ରସ୍ତୁତ ହେଉଥିଲେ ।
ତିନି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ସାଙ୍ଗନୌର ବିଧାୟକ ଭଜନଲାଲ ଶର୍ମାଙ୍କୁ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି ।
ପ୍ରଭାସଙ୍କ ଫିଲ୍ମ 'ସାଲାର' ଓ ଶାହରୁଖ ଖାନଙ୍କ ଫିଲ୍ମ 'ଡଙ୍କି' ଗୋଟିଏ ଦିନରେ ରିଲିଜ୍ ହେବ। ନିକଟରେ ଏକ ସାକ୍ଷାତକାରରେ 'ସାଲାର' ନିର୍ମାତା ବିଜୟ କିର୍ଗନ୍ଦୁର ପ୍ରଭାସ ଏବଂ ଶାହରୁଖଙ୍କ ଫିଲ୍ମର ସଂଘର୍ଷକୁ ନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି।
ଅଧିକାରୀ ଜଣକ ଆହୁରି କହିଛନ୍ତି ଯେ, ଶୋଇଥିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ତେଣୁ ସମସ୍ତେ ସାଧା ପୋଷାକ ପିନ୍ଧିଥିଲେ । ହେଲେ ସମସ୍ତ ମୃତକମାନେ ସାମରିକ କର୍ମଚାରୀ ବୋଲି ଅନୁମାନ କରାଯାଉଛି ।
ଅନ୍ୟ ଜଣେ ଭାଇ ଗୋପାଳ ସାହୁ ୨୦୧୯ରେ ହଜାରିବାଗରୁ କଂଗ୍ରେସ ଟିକଟରେ ଏମପି ନିର୍ବାଚନ ଲଢ଼ିଥିଲେ । କିନ୍ତୁ ହାରି ଯାଇଥିଲେ । ଆଉ ଜଣେ ଭାଇ ଉଦୟ ସାହୁ ମଧ୍ୟ କଂଗ୍ରେସ ସହିତ ଜଡ଼ିତ । ଧୀରଜ ନିଜେ ଛତ୍ରା ସିଟରୁ ଲଢ଼ିଛନ୍ତି, କିନ୍ତୁ ହାରିଛନ୍ତି ।
ମହିଳାମାନେ ଶିବରାଜଙ୍କୁ ଧରି କାନ୍ଦୁଥିବାର ଏକ ଭିଡିଓ ମଧ୍ୟ ଦେଖିବାକୁ ମିଳିଛି । ସେହି ମହିଳାଙ୍କ ମଧ୍ୟରେ ଗୋଟିଏ କଥା ଥିଲା, ଆମେ ଆପଣଙ୍କ ମୁହଁକୁ ଚାହିଁ ଦେଇଥିଲୁ ଭୋଟ ।
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନ୍ସନ୍ ସ୍କିମ୍ (OPS) ଫେରାଇ ଆଣିବା ପାଇଁ କୌଣସି ଯୋଜନା ହୋଇନାହିଁ କି ଏ ସମ୍ପର୍କରେ କିଛି ବିଚାର କରାଯାଇନାହିଁ ।