ଓଡ଼ିଶାରେ ଚର୍ଚ୍ଚିତ ଓ ବଡ଼ ଆୟକର ରେଡ୍ । ରେଡକୁ ନେଇ ସାରା ଦେଶ ତାଟକା ।
୫ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ପଞ୍ଚାୟତର ୧୨ଶହରୁ ଅଧିକ ଯୁବକ ଓ ଯୁବତୀ ରାଜ୍ୟ ବାହାରେ ପେଟପାଟଣା ପାଇଁ ଖଟୁଛନ୍ତି।
ସିସିଟିଭି ଉପରେ ସ୍ପ୍ରେ ମାରି ଚକମା ଦେଲେ ଲୁଟେରା । ଲୁଟେରାଙ୍କ ଉତ୍ପାତରେ ନାକେଦମ୍ ରାଜଧାନୀବାସୀ ।
୫ଦିନର ରେଡ୍ ଓ ଗଣତିରୁ ମିଳିଛି ୩୩୦ କୋଟିରୁ ଅଧିକ ନଗଦ ଟଙ୍କା...ଆଉ ଷଷ୍ଠଦିନର ରେଡରେ ଆଜି ଧରାପଡ଼ିଛି ବ୍ୟାଙ୍କ ଲଙ୍କରରେ ଲୁଚାଇ ରଖାଯାଇଥିବା ପୁଳାପୁଳା ସୁନା । ସେହି ସମାନ ଅଞ୍ଚଳ, ସେହି ସମାନ ମାଲିକଙ୍କ ପାଖରୁ ଜବତ ହୋଇଛି ଏହି ଧନସମ୍ପତ୍ତି ।
କାଶ୍ମୀରରୁ ଧାରା ୩୭୦ ପ୍ରତ୍ୟାହାର ନିଷ୍ପତ୍ତି ବୈଧ । କେନ୍ଦ୍ରର ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ । ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ନେଇ ବିରୋଧୀଙ୍କ ପ୍ରଶ୍ନ ଭିତରେ ଐତିହାସିକ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ ।
ICAR, NRRI (ନ୍ୟାସ୍ନାଲ୍ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍), କଟକ, ରେ ନିଯୁକ୍ତି ପାଇଁ ବାହାରିଛି ବିଜ୍ଞପ୍ତି। ୱାଲ୍-ଇନ୍-ଇଣ୍ଟରଭ୍ୟୁ ମାଧ୍ୟମରେ ଏହି ନିଯୁକ୍ତି କରାଯିବ। ପ୍ରକାଶଥାଉ ଯେ ଏହା ଏକ ଚୁକ୍ତିଭିତ୍ତିକ ନିଯୁକ୍ତି।
ଆଜି ବୈଠକରେ ଚୂଡାନ୍ତ ନୀତିନିର୍ଘଣ୍ଟକୁ ଆଗାମୀ ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯିବ ।
ରାଜ୍ୟରେ ବିଜେପି କଂଗ୍ରେସକୁ ସୁରକ୍ଷା ଦେଉଛି । ଏଥିସହ ମିଛ ଓ ମନଗଢ଼ା କଥା କହି ଓଡ଼ିଶାକୁ ବଦନାମ କରାଯାଉଛି ବୋଲି କହିଛି ବିଜେଡି।
ଗୁଗୁଲ୍ ରିଲିଜ୍ କରିଛି ଏହାର ୨୦୨୩ ସର୍ଚ୍ଚ ତାଲିକା। ଏଥିରେ ଜଣେ ଭାରତୀୟ ଅଭିନେତ୍ରୀ ଅଛନ୍ତି ଯିଏ ମାର୍ଗୋଟ୍ ରୋବି, ଗାଲ୍ ଗଡୋଟ୍ଙ୍କ ପରି ଅନେକ ବଡ ବଡ ହସ୍ତୀଙ୍କୁ ପଛରେ ପକେଇ ଦୁନିଆର ସବୁଠାରୁ ଖୋଜା ଯାଇଥିବା ଚଳଚ୍ଚିତ୍ର ଅଭିନେତ୍ରୀ ହୋଇଛନ୍ତି।
ମଧ୍ୟପ୍ରଦେଶରେ ବି ସମାନ ଫର୍ମୁଲା ଆପଣାଇଛି ଦଳ । ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଦଳ ବାଚସ୍ପତି କରିଥିବା ବେଳେ ନୂଆ ଚେହେରା ଭାବେ ମୋହନ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛି ।
ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ବିଦ୍ୟୁତ ଜାମୱାଲଙ୍କ ନ୍ୟୁଡ୍ ଫଟୋ। ଅଭିନେତାଙ୍କ ଏହି ପୋଷ୍ଟ୍କୁ ଦେଖି କେତେକ ପସନ୍ଦ କରୁଥିବା ବେଳେ ଅନେକ ଟ୍ରୋଲ୍ ମଧ୍ୟ କରୁଛନ୍ତି। ରାମ ଗୋପାଲ ବର୍ମା କିନ୍ତୁ ତାଙ୍କର ଏହି ପୋଷ୍ଟ୍କୁ ପସନ୍ଦ କରି ଗ୍ରୀକ୍ ଗଡ୍ ବୋଲି କହିଛନ୍ତି।
ପିଓଏସ୍ ମେସିନ ଦ୍ୱାରା ତାଙ୍କ ଡେବିଟ କାର୍ଡର ତଥ୍ୟକୁ ହ୍ୟାକ କରି ସାଇବର ଲୁଟେରାମାନେ ତାଙ୍କୁ ଚୂନ ଲଗାଇଛନ୍ତି ।
‘ସାଲାର୍’ ଗ୍ରାଣ୍ଡ୍ ଥିଏଟ୍ରିକାଲ୍ ରିଲିଜ୍ ଠାରୁ ମାତ୍ର ଦଶ ଦିନ ଦୂରରେ ଅଛି। ଏହାରି ଭିତରେ ନିକଟରେ ସେନ୍ସର ବୋର୍ଡ (ସିବିଏଫ୍ସି) କୁ ପଠାଯାଇଥିଲା ଏବଂ ସେନ୍ସର ବୋର୍ଡ ଫିଲ୍ମକୁ ୨ ଘଣ୍ଟା ୫୫ ମିନିଟ୍ର ରନ୍ଟାଇମ୍ ସହିତ ‘A’ ସାର୍ଟିଫିକେଟ୍ ଦେଇଛି।
ଖୁବ୍ଶୀଘ୍ର ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇବାକୁ ଯାଉଛି । ଯାହାଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ଥି ମିଳିବ ।
ରାଜ୍ୟ ଓ ବାହାର ରାଜ୍ୟର ରୋଗୀ ହନ୍ତସନ୍ତ । ନାହିଁ ନାହିଁରେ ଚାଲିଛି ରାଉରକେଲା ସରକାରୀ ମେଡିକାଲ ।
‘ଜାମ୍ମୁକାଶ୍ମୀର ଓ ଲଦାଖ ଭାଇଭଉଣୀଙ୍କ ସ୍ୱପ୍ନ ପୂରଣ ନିଷ୍ପତ୍ତିରେ ଆମେ ଅଟଳ’
ଭକ୍ତ-ଭଗବାନଙ୍କ ମିଳନ ହୋଇପାରିଲା ନାହଁ । ଭଗବାନ ଆୟାପ୍ପାଙ୍କ ଦୁଆରେ ୧୧ ବର୍ଷିୟ ଝିଅର ପ୍ରାଣବାୟୁ ଉଡ଼ିଗଲା ।
ପାରାଦୀପ ସମୁଦ୍ରରୁ ଧରା ହୋଇଥିବା ବିରଳ ମାଛ ଲକ୍ଷାଧିକ ଟଙ୍କାରେ ନିଲାମ ହୋଇଛି । ଏହାର ଓଜନ ୩ କୁଇଣ୍ଟାଲରୁ ଅଧିକ ରହିଛି ।
୧୧ ଦିନ ହେଲାଣି କ୍ରିଉ ମେମ୍ବରଙ୍କୁ ଅଟକ ରଖି ତନାଘନା ଚଳାଇଛି ତଦନ୍ତକାରୀ ସଂସ୍ଥା । ସ୍କୁବା ଡାଇଭର ପାଣିରେ ବୁଡ଼ି ଜାହାଜର ନିମ୍ନ ଭାଗ ଯାଞ୍ଚ କରିଛନ୍ତି ।
ଜମିବାଡ଼ି ବିବାଦରୁ ବାପପୁଅଙ୍କୁ ଏସିଡ ମାଡ଼.... ଦୁଇ ଗୁରୁତର ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ...ଜଣଙ୍କୁ ଅଟକ ରଖି ପୋଲିସର ତଦନ୍ତ ଜାରି...
କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ
ଶିଶୁମାନଙ୍କର ଅଧିକାରକୁ ରକ୍ଷା କରିବା ଏବଂ ସେମାନଙ୍କ ଜୀବନକୁ ସୁରକ୍ଷା ଦେବା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ନେଇ ପ୍ରତିବର୍ଷ ୧୧ ଡିସେମ୍ବରରେ ସାରା ବିଶ୍ୱରେ ‘ୟୁନିସେଫ୍ ଦିବସ’ ପାଳନ କରାଯାଏ। ଭାରତୀୟ ସମ୍ବିଧାନ ଏନେଇ ଶିଶୁମାନଙ୍କୁ କେତେକ ଅଧିକାର ଦେଇଛି। ଆସନ୍ତୁ ସେ ବିଷୟରେ ଜାଣିବା।
ଆଜି ଜମ୍ମୁ ଓ କାଶ୍ମୀରର ଭାଗ୍ୟ ନିର୍ଦ୍ଧାରଣ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟ ଚୂଡ଼ାନ୍ତ ରାୟ ଦେବେ ।
ପ୍ରତିବର୍ଷ ୧୧ ଡିସେମ୍ବରରେ ‘ଆନ୍ତର୍ଜାତୀୟ ପର୍ବତ ଦିବସ’ ପାଳନ କରାଯାଏ। ସମଗ୍ର ବିଶ୍ୱରେ ଥିବା ପର୍ବତଗୁଡିକ ପ୍ରକୃତିର ଗୁରୁତ୍ୱପୂର୍ଣ୍ଣ ଅଂଶ। ତେବେ ଆସନ୍ତୁ ପର୍ବତକୁ ସମ୍ମାନ କରିବାର ୫ଟି ଉପାୟ ବିଷୟରେ ଜାଣିନେବା।