ବର୍ତ୍ତମାନ ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ଗୁରୁପ୍ରିୟା ସେତୁ ଦେଖିବା ପାଇଁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସୁଛନ୍ତି । ହେଲେ ଏହା ଅନ୍ଧାରରେ ରହିଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଗମନାଗମନରେ ଅସୁବିଧା ସୃଷ୍ଟି ହୋଇଛି ।
ମୋଟ ଟଙ୍କା ୩୪୮ କୋଟି । କେବଳ ବଲାଙ୍ଗିରରୁ ମିଳିଛି ୩୦୫ କୋଟି । ଟିଟିଲାଗଡ଼ରୁ ୧୧ କୋଟି ଓ ସମ୍ବଲପୁରରୁ ୩୭ କୋଟି ୫୦ ଲକ୍ଷ । ବଲାଙ୍ଗିର ସୁଦପଡ଼ାରେ ଥିବା ମଦ ଭାଟିରୁ ମିଳିଥିଲା ଆଲମିରା ଭର୍ତ୍ତି ଟଙ୍କା ।
ରାତିର ତାପମାତ୍ରାରେ ପରିବର୍ତ୍ତନ ଆସିପାରେ । ତେବେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ ।
ରାଜ୍ୟର ଦ୍ୱିତୀୟ ସ୍ମାର୍ଟସିଟି ତଥା ମିନି ଇଣ୍ଡିଆର ସ୍ବାସ୍ଥ୍ୟବସ୍ଥା କେମିତି ଅଛି? ଏଠାକାର ଲୋକେ ଠିକ ଭାବେ ସ୍ବାସ୍ଥ୍ୟସେବା ପାଉଛନ୍ତି ତ ?
୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜେପି ୧୬୩ଟି ଆସନ ଜିତି ବହୁମତ ହାସଲ କରିଛି ।
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ତାରିଖ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୩ ଶୀ ପ୍ରାତଃ ୦୭.୧୦ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି
ବଲାଙ୍ଗିର ସୁଦପଡ଼ା ମଦ ବ୍ୟବସାୟୀଙ୍କଠୁ ଜବତ ନୋଟର ପରିମାଣ ୩ ଶହ କୋଟିରେ ପହଞ୍ଚିଲା । ପ୍ରାୟ ୨୫ଟି ମେସିନରେ ୫୦ କର୍ମଚାରୀଙ୍କ ଦ୍ବାରା ଜାରି ରହିଥିଲା ଗଣତି । ୫ ଦିନର ଲଗାତାର ଗଣତି ପରେ ଏହା ୩ ଶହ ୫ କୋଟି ଟଙ୍କା ବୋଲି ସୂଚନା ମିଳିଛି ।
ଭିଡିଓରେ ୪ ଜଣ ପତ୍ନୀ ପାରମ୍ପରିକ ପୋଷାକ ପିନ୍ଧିଛନ୍ତି । ବର ମଧ୍ୟ ବର ବେଶରେ ରହିଛି । ପତ୍ନୀମାନେ ସ୍ୱାମୀଙ୍କ ପାଦ ଛୁଇଁ ନମସ୍କାର ମଧ୍ୟ କରୁଛନ୍ତି ।
ବଲାଙ୍ଗିର SBI ମୁଖ୍ୟ ଶାଖାରେ ଟଙ୍କା ଗଣତି ସରିଲା । ବଲାଙ୍ଗିର ଗଣତିରୁ ମିଳିଲା ମୋଟ ୩୦୫ କୋଟି ଟଙ୍କା ।
ସୁରେଶ ଆଜି ସଂପୃକ୍ତ ମହିଳାଙ୍କୁ ମନ୍ଦିରରେ ବାହା ହେଉଥିବା ଖବର ପାଇବା ପରେ ସିଧା ଦୁଇ ଝିଅଙ୍କ ସହ ସେଠି ପହଞ୍ଚିଯାଇଥିଲେ ଅହଲ୍ୟା । ଆଉ ସିଧା ବେଦୀରୁ ଟାଣି ଆଣି ସୁରେଶଙ୍କ ଉପରେ ଉତ୍ତମ ମଧ୍ୟମ ବର୍ଷା କରିଥିଲେ ଅହଲ୍ୟା ଓ ତାଙ୍କ ଝିଅ ।
ଛାତ୍ରଛାତ୍ରୀଙ୍କ କ୍ୟାରିଅର ପ୍ରଭାବିତ ହେବା ସହ ଶିକ୍ଷାନୁଷ୍ଠାନଗୁଡ଼ିକ ନିଜର ବିଶ୍ୱସନୀୟତା ହରାଉଥିବା ଉଚ୍ଚଶିକ୍ଷା ବିଭାଗ ସ୍ପଷ୍ଟ କରିଛି । AICTE ଅନୁମୋଦନ ଲାଗି କଲେଜଗୁଡ଼ିକ ତୁରନ୍ତ ପଦକ୍ଷେପ ନିଅନ୍ତୁ ବୋଲି ସ୍ୱୟଂ ଶାସିତ ମହାବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛି ।
ବିଜେପି ବିଧାୟକ ଦଳ ବୈଠକରେ ବିଷ୍ଣୁଦେଓଙ୍କ ନାଁରେ ମୋହର । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଜଣାଶୁଣା ଆଦିବାସୀ ଚେହେରା ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ।
MP, MLAଙ୍କୁ ଛାଡ଼ି ଟିକେଟ୍ ଲବିରେ ଥିବା ୧୯ ନେତା ହେଲେ ସଂଯୋଜକ ।
କେବଳ ବଲାଙ୍ଗିର ଗଣତିରୁ ଏଯାଏଁ ମିଳିଛି ୨୭୦ କୋଟିରୁ ଅଧିକ । ଟଙ୍କାର ଉତ୍ସ ଜାଣିବାକୁ ୨ ଭାଟି ମ୍ୟାନେଜରଙ୍କୁ ଘାଣ୍ଟୁଛି IT ଟିମ୍ ।
ରାଜ୍ୟରେ ଶହେରୁ ମାତ୍ର ୧୧.୯ ମାମଲାରେ ସଜା ପାଉଛନ୍ତି ଅଭିଯୁକ୍ତ । ଗତବର୍ଷ ସୁଦ୍ଧା ବିଚାର ନହୋଇ ପଡ଼ିରହିଥିଲା ୮ ଲକ୍ଷ ୬୪ ହଜାର ମାମଲା ।
ଏହି ଦୀପଦାନ ସମାରୋହ ଶ୍ରୀମନ୍ଦିର ସିଂହଦ୍ୱାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଏକ ଲକ୍ଷ ଦୀପ ଜଳାଯିବ। ଆସନ୍ତା ୧୨ ତାରିଖ ଦେବଦୀପାବଳିରେ ଏକ ଲକ୍ଷ ଦୀପଦାନ କରାଯିବ ।
ବିନା ଦୋଷରେ ଜେଲ୍ ଦଣ୍ଡ ଭୋଗିବା ପରେ ଅମିତଙ୍କ ମନୋବଳ ଭାଙ୍ଗିନଥିଲା। ଦୁଇ ବର୍ଷ ଜେଲ୍ରେ ରହିବା ପରେ ୨୦୧୩ରେ ଜାମିନରେ ଆସିଥିଲେ ଅମିତ୍। ଜାମିନ୍ରେ ଆସି ସେ ବିଏ ଏଲ୍ଏଲ୍ବି ଓ ଏଲ୍ଏଲ୍ଏମ୍ ପଢ଼ିଥିଲେ ।
ସେମାନେ ଖୁବ୍ ଭାଗ୍ୟବାନ ଯେ, ରିସର୍ଚ୍ଚ କରିବା ପାଇଁ ସେଠାରୁ ସେମାନେ ଜଳ ନମୁନା ସଂଗ୍ରହ କରିବାରେ ସଫଳ ହୋଇଛନ୍ତି ।
୫୯ ବର୍ଷୀୟ ବିଷ୍ଣୁ ଦେଓ ବିଜେପିର ବରିଷ୍ଠ ନେତା। କୁନକୁରୀ ବିଧାନସଭାରୁ ନିର୍ବାଚିତ ହୋଇଛନ୍ତି। କୁନକୁରୀ ସୀମା ଓଡ଼ିଶାର ସୁନ୍ଦରଗଡ ଜିଲ୍ଲାକୁ ଲାଗିଛି। ବିଜେପିର ଆଦିବାସୀ ଚେହେରା ବିଷ୍ଣୁଦେଓ ।
ଭୁବନେଶ୍ବର ବାଳକାଟିସ୍ଥିତ ଏକ ମନ୍ଦିରରେ ଚାଲିଥିଲା ବାହାଘର । ବେଦୀରେ ସ୍ବାମୀଙ୍କୁ ଉତ୍ତମ ମଧ୍ୟମ ଦେଲେ ପ୍ରଥମ ସ୍ତ୍ରୀ ।
ISROରେ ଚାକିରି ଖୋଜୁଛନ୍ତି ସେମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ। ନିକଟରେ ISRO ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରୀୟାରେ ଟେକ୍ନିସିଆନ-ବି ପଦବୀ ପୂରଣ ହେବ। ଫାଇଦା ନେବେ ITI ପିଲା।
ଗେଟ, ଲେଜର ସୋ, ସବୁଜ ବାଣ ଫୁଟାଇବାରେ ବ୍ୟାପକ ହରିଲୁଟ ହୋଇଥିବା ମୋକିମ୍ ଅଭିଯୋଗ କରିଛନ୍ତି।
'ଆନିମଲ୍'ରେ ରଣବୀର କପୁର, ରଶ୍ମିକା ମନ୍ଦନା, ଅନିଲ କପୁର, ବବି ଦେଓଲଙ୍କ ସହ ତୃପ୍ତି ଡିମ୍ରୀଙ୍କ ଅଭିନୟକୁ ମଧ୍ୟ ପ୍ରଶଂସା କରାଯାଉଛି। ରଣବୀର କପୁରଙ୍କ ସହ ଅନ୍ତରଙ୍ଗ ଦୃଶ୍ୟ ପାଇଁ ତୃପ୍ତି ଡିମ୍ରୀଙ୍କ ଖୁବ ଚର୍ଚ୍ଚା। ହେଲେ ଏଥିରେ ତାଙ୍କ ବୋଲ୍ଡ ସିନ୍ ଦେଖି ଏମିତି କହିଲେ ବାପାମାଆ।
ଟଙ୍କା ଗଣତି ନେଇ SBI ରିଜିଓନାଲ୍ ମ୍ୟାନେଜରଙ୍କ ସୂଚନା । ‘୨ଟି ମେସିନ ଖରାପ ହେଲାଣି, ମୋଟ ୪୦ଟି ମେସିନ୍ ରହିଛି’ ।
ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ବିଷ୍ଣୁଦେଓ ସାଏଙ୍କ ନାଁରେ ମୋହର ମାରିଲେ ହାଇକମାଣ୍ଡ। ୮ ଦିନ ପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କଲା ବିଜେପି।