BMCର ଆନ୍ତଃବିଭାଗୀୟ ବୈଠକରେ ନିଷ୍ପତ୍ତି ଗ୍ରହଣ....ସଂପୃକ୍ତ ସଂସ୍ଥା ଓ ବ୍ୟକ୍ତିଙ୍କ ବିରୋଧରେ ଦିଆଯିବ ଏତଲା...ଆନ୍ତଃ ବିଭାଗୀୟ ବୈଠକରେ ହୋଇଛି ନିଷ୍ପତ୍ତି...ରାସ୍ତାରେ ବାଲି, ମାଟି ଓ ଗୋଡ଼ି ଗଦାଇବାକୁ ମଧ୍ୟ ବାରଣ କରିଛି BMC..
ମାଓ ଅଧ୍ୟୁଷିତ ୧୩ ଆସନରେ ଅପରାହ୍ନ ୪ଟା ସୁଦ୍ଧା ସରିବ ଭୋଟିଂ, ଭାରତ ରାଷ୍ଟ୍ରୀୟ ସମିତି, କଂଗ୍ରେସ ଓ ବିଜେପି ମଧ୍ୟରେ ଜୋରଦାର ଟକ୍କର...
କୌଣସି ଦିଗରେ ନିର୍ମାଣରେ ଭୁଲ୍ ଥିଲେ ସେହି ଦିଗରେ ଯେଉଁ ତତ୍ତ୍ୱ ହୋଇଥାଏ ସେହି ତତ୍ତ୍ୱର ଅସନ୍ତୁଳନ ଯୋଗୁଁ ବାସ୍ତୁଦୋଷ ସୃଷ୍ଟି ହୋଇଥାଏ। ବାସ୍ତୁର ଉଲ୍ଲଙ୍ଘନ ଗୃହବାସୀଙ୍କୁ ଖରାପ ଭାବରେ ପ୍ରଭାବିତ କରିଥାଏ। ଆସନ୍ତୁ ଜାଣିବା ଘରେ କେଉଁ ଦୋଷ ଯୋଗୁଁ ଆସିଥାଏ ଅକାଳ ବିୟୋଗ।
ଓଡ଼ିଶା ଜଙ୍ଗଲରେ କଳା କଲରା ପତରିଆ ବାଘ ମିଳିଥିବା ଟୁଇଟ୍ କରି ସୂଚନା ଦେଇଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ ।
ଆହୁରି ସ୍ୱଚ୍ଛ ହେବ ପ୍ଲସ ଟୁ ପରୀକ୍ଷା । ସିଏଚଏସଇ ଆପଣାଇବ ନୂଆ ପଦକ୍ଷେପ । ଲାଇଭ୍ ଷ୍ଟ୍ରିମିଂ ହେବ ଏକଜାମ୍ ହଲ୍ର ଟିକନିଖ୍ ଦୃଶ୍ୟ ।
ରାଜ୍ୟର ଅନେକ ସ୍ଥାନରେ ଏବେ ଆଉ କଏନ୍ ଚଳୁନି। ଟଙ୍କିକିଆ, ଦୁଇ ଟଙ୍କିଆ କଥା ଛାଡ଼ନ୍ତୁ, ବ୍ରହ୍ମପୁର ସହର ଭଳି ବ୍ୟାବସାୟିକ ପେଣ୍ଠରେ ୧୦ ଟଙ୍କିଆ କଏନ୍ ବି ଏକ ପ୍ରକାର ଅଚଳ ହୋଇପଡ଼ିଛି। ଯାହାକୁ ନେଇ ଉଭୟ ଦୋକାନୀ ଓ ଗ୍ରାହକ ମଧ୍ୟରେ ବଢ଼ୁଛି ଅସନ୍ତୋଷ।
ରାଜଧାନୀରେ ଏବେ ପ୍ରତ୍ୟେକ ଦିନ ଚୋରି ଓ ଲୁଟ୍ ଘଟଣା ନଜରକୁ ଆସୁଛି। ଝାରପଡ଼ାର ଜଗନ୍ନାଥ ନଗରରେ ଘରେ କାମ କରୁଥିବା ଜଣେ ମେଡ୍ ଦ୍ୱାରା ଆଲାମିରାରୁ ଟଙ୍କା ଚୋରି ଘଟଣା ସିସିଟିଭିରେ କଏଦ୍ ହେବା ପରେ ବଢ଼ିଛି ଚିନ୍ତା।
କରୁଥିଲେ ସରକାରୀ ଚାକିରୀ, ରହୁଥିଲେ ସରକାରଙ୍କ ଛତ୍ରଛାୟାରେ। ଶାସକ ଦଳର ଅଭୟବର ପାଇ କେମିତି କରିତକର୍ମା ବନିଥିଲେ ବୈପାରୀଗୁଡ଼ା ଥାନାବାବୁ, ଏବେ ଫିଟୁଛି ଗୁମର।
ଟନେଲ୍ ଭିତରେ ସମୁଦ୍ର ତଳର ନିଆରା ଅନୁଭୂତି । ଯୁଆଡେ ଆଖି ବୁଲାଇବେ, ଦେଖିବାକୁ ମିଳିବ ଭଳିକି ଭଳି ଜଳଜୀବ ।
ଉତ୍ତରକାଶୀ ସଫଳ ଟନେଲ୍ ଅପରେସନକୁ ନେଇ ଆଶ୍ୱସ୍ତ ଦେଶ । 'ଚିନୁକ'ରେ ଶ୍ରମିକଙ୍କୁ ନିଆଗଲା ରିଷିକେଶ AIIMS ।
ଭଇରାଲ ହେଉଥିବା ଡିପ୍ଫେକ୍ ଭିଡିଓରେ ଆଲିଆଙ୍କୁ ଅଜବ ତରିକାରେ ପ୍ରସାରିତ କରାଯାଇଛି । ପୂର୍ବରୁ ଅଭିନେତ୍ରୀମାନଙ୍କ ଡିପ୍ଫେକ୍ ଭିଡିଓ ଭାଇରାଲ ହେବାପରେ କେନ୍ଦ୍ର ସରକାର ଏହାକୁ ନେଇ ଚିନ୍ତା ପ୍ରକଟ କରିଥିଲେ ।
ଆଧାର ଜନିତ ପେମେଣ୍ଟ ସେବା ଫ୍ରଡ୍ ବାବଦକୁ ନେଇ ମଧ୍ୟ କହିଛନ୍ତି ଶ୍ରୀ ଜୋଶୀ । ସେ କହିଛନ୍ତି ଏନେଇ ରାଜ୍ୟ ସରକାରଙ୍କୁ ସତର୍କ କରାଯାଇଛି । ଲୋକଙ୍କ ତଥ୍ୟ ଯେପରି ଚୋରି ନହୁଏ, ସେଦିଗ ଉପରେ ଅଧିକ ଗୁରୁତ୍ୱ ଦେବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି ।
ବ୍ୟବସାୟୀଙ୍କୁ ସିଏମସି ଟିମ ତାଗିଦ କରିବା ସହ ଏପରି ଆଗକୁ କଲେ ବଡ ଫାଇନ ଓ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ ବୋଲି ଚେତାବନୀ ଦେଇଛନ୍ତି।
ବର୍ତ୍ତମାନ ଦାଲାଲମାନେ ପ୍ରତ୍ୟେକ ଦିନ ନୂଆ ନୂଆ ଲୋକ ଆଣି ଲାଇନରେ ଛିଡ଼ା କରୁଥିବା ସୂଚନା ମିଳିଛି।
ସରକାର ଆଦିବାସୀଙ୍କ ଜମି ପାଇଁ ଡହଳ ବିକଳ। ହେଲେ ଆଦିବାସୀଙ୍କ ବିକାଶକୁ ଅଣଦେଖା। ୫ ମାସରେ ୯ ଜୁଆଙ୍ଗ ଆଦିବାସୀଙ୍କର ମୃତ୍ୟୁକୁ ନେଇ ଜାତୀୟ ମାନବାଧିକାର କମିସନ ରିପୋର୍ଟ ମାଗିଛି।
ବିଭିନ୍ନ ବ୍ୟାଙ୍କ ଜରିଆରେ ଡିସେମ୍ବରରୁ ଆରମ୍ଭ ହେବ କାର୍ଯ୍ୟକ୍ରମ । କଏନ ସହ ମଇଳା ଓ ଚିରାଫଟା ନୋଟ୍ ବି ବଦଳାଇ ହେବ ।
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧି ବଢ଼ିଲା । ଉପକୃତ ହେବେ ପ୍ରାୟ ୮୧ କୋଟି ହିତାଧିକାରୀ ।
ଏଠି ୧୦ଟି ଶ୍ରେଣୀର ପିଲା ପଢ଼ୁଛନ୍ତି, ହେଲେ ସେମାନଙ୍କ ପାଇଁ ଆଛି ମାତ୍ର ୨ଟି ଶ୍ରେଣୀ ଗୃହ। ପରିସ୍ଥିତି ଏମିତି ହୋଇଛିଯେ, ଅଫିସ୍ ଘରେ ବି ଚାଲିଛି ପାଠପଢ଼ା।
ରଣବୀର କପୁରଙ୍କ ଫିଲ୍ମ 'ଆନିମଲ୍'କୁ ଲାଗିଲା ସେନ୍ସର୍ ବୋର୍ଡ ଝଟ୍କା। ସନ୍ଦୀପ ରେଡ୍ଡୀ ଭଙ୍ଗାଙ୍କ ନିର୍ଦ୍ଦେଶିତ ବର୍ଷର ଏହି ବହୁ ପ୍ରତୀକ୍ଷିତ ଫିଲ୍ମକୁ ସେନ୍ସର ବୋର୍ଡ ପକ୍ଷରୁ 'ଏ' ପ୍ରମାଣପତ୍ର ଦିଆଯାଇଛି। ବୋର୍ଡ ଦ୍ୱାରା ଫିଲ୍ମରେ ଅନେକ ପରିବର୍ତ୍ତନ କରାଯାଇଛି ଏବଂ କିଛି ସିନ୍ ଉପରେ କଟ୍ ନିର୍ଦ୍ଦେଶ ବି ରହିଛି।
ଶ୍ରମିକଙ୍କମାନଙ୍କର ପୁଣି ଥରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ।
ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ । ତେଣୁ ସମୁଦ୍ରକୁ ନ ଯିବାକୁ ଧୀବରଙ୍କୁ ପରାମର୍ଶ ଦିଆଯାଇଛି ।
ଜଣେ ଯୁବତୀ ନିଜ ପୂର୍ବତନ ପ୍ରେମିକର ମୋବାଇଲରେ ୧୩ ହଜାରରୁ ଅଧିକ ନଗ୍ନ ଫଟୋ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେହି ଯୁବତୀଙ୍କ ବ୍ୟତୀତ ଅଭିଯୁକ୍ତଙ୍କ ମୋବାଇଲରେ ଅନ୍ୟ କେତେକ ଝିଅଙ୍କ ଆପତ୍ତିଜନକ ଫଟୋ ମଧ୍ୟ ରହିଥିଲା। ସେମାନେ ସମସ୍ତେ ଏହି ଯୁବତୀଙ୍କ ସହକର୍ମୀ। ଏହି ଯୁବତୀ ଜଣଙ୍କ ଏକ କଲ୍ ସେଣ୍ଟରରେ କାମ କରନ୍ତି।
ଓଡ଼ିଶା ପୋଲିସ ଆଜି ଏତେ ତଳସ୍ତରକୁ ଖସି ଯାଇଛି ଯେ ଜଣେ ପୋଲିସ କର୍ମୀଙ୍କ ଗିରଫ ହେବା ପରେ ସାଧାରଣ ଲୋକେ ବାଣ ଫୁଟାଉଛନ୍ତି ବୋଲି ବିଜେପି କହିଛି ।
ସାନ ପୁଅର ଘରେ ପଡ଼ିଯାଇ ମା’ର ମୃତ୍ୟୁ ପରେ ବିବାଦ ସୃଷ୍ଟି ଦେଇଛି । ଏହାପରେ ହତ୍ୟା ଅଭିଯୋଗ ଆଣି ବଡ଼ ପୁଅ ତଦନ୍ତ ଦାବି କରିଛି ।
ଖୋଲୁଛି ଥାନା ବାବୁ ସୁଶାନ୍ତ ଶପତଥୀଙ୍କ ଗୁମର । ସେ ଅନେକ ଓଡ଼ିଆ ଫିଲ୍ମ ଓ ସିରିଏଲରେ ଅଭିନୟ କରିଛନ୍ତି ।