କାହିଁକି ଓ କାହାଦ୍ୱାରା ଘଟିଲା ଏଭଳି ବିଭ୍ରାଟ୍ ? ତାହା ସ୍ପଷ୍ଟ ହୋଇନଥିବା ବେଳେ, କଳିଙ୍ଗ ପୁସ୍ତକ ମେଳା ଆୟୋଜିକା କହିଛନ୍ତି, ଜାତୀୟ ସଂଗୀତ ପରିବେଷଣ ବେଳେ ଲାଇନ୍ ଚାଲିଗଲା ଏବଂ ଜେନେରେଟର ଚାଲୁ କରିବା ସମୟରେ ପୁଣି ଆସିଗଲା ।
ବଡ଼ ଓଷାରେ ଭକ୍ତ ଭଗବାନଙ୍କ ପ୍ରେମ ଆଗରେ ଫେଲ୍ ମାରିଲା ପ୍ରଶାସନ ଓ ପୂଜକ ସମିତିର ସବୁ ଜିଦି, ଅହଙ୍କାର...ପବିତ୍ର ବଡ଼ ଓଷାରେ ରାତି ତିନିଟା ବେଳେ ଦ୍ୱାର ଫିଟା ଯାଇ ଧବଳେଶ୍ୱରଙ୍କ ସମସ୍ତ ନୀତିକାନ୍ତି ପରେ ପୁଣି ଦର୍ଶନ ଅପେକ୍ଷାରେ ଥିବା ଶ୍ରଦ୍ଧାଳୁଙ୍କ ଆଗରେ ମନ୍ଦିରରେ ତାଲା ପକାଇ ପୂଜକ ଚାଲିଯିବାରୁ... ଭାଙ୍ଗି ଯାଇଥିଲା ଭକ୍ତଙ୍କ ଧୈର୍ଯ୍ୟ ।
ଶେଷରେ ବସନ୍ତ ଆଚାର୍ଯ୍ୟ ସହ ଡିଲ୍ ଫାଇନାଲ୍ ହୋଇଥିଲା ଏବଂ ପ୍ରମାଣକୁ ଲୁଚାଇବାକୁ ଯାଇ ସେହି ସିମକୁ ନଷ୍ଟ କରିବା ସହ ଫୋପାଡ଼ି ଦେଇଥିଲା ଅଭିଯୁକ୍ତ । ଏସବୁ ତଥ୍ୟ କଲ୍ ଡିଟେଲ୍ସ ରେକର୍ଡ-CDRରେ ଥିବା କହିଛି ଗଞ୍ଜାମ ପୋଲିସ୍ ।
ଖୋଲା ଅଡିଟୋରିୟମରେ ବଲିଉଡ୍ ସିଙ୍ଗର ନିକିତା ଗାନ୍ଧୀଙ୍କ ମ୍ୟୁଜିକ କନସର୍ଟ ହେଉଥିଲା । ସେଥିରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ତେବେ କେଉଁ କାରଣରୁ ଦଳାଚକଟା ସ୍ଥିତି ଉପୁଜିଲା, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।
ଏ ମହାବଳ ମହାରାଷ୍ଟ୍ରର ବୋଲି କେମିତି ଜଣାପଡ଼ିଲା ? ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, କିଛିଦିନ ତଳେ ଗଜପତିର ଅଁଳାବର ଜଙ୍ଗଲରେ କ୍ୟାମେରା ଟ୍ରାପରେ ଆସିଥିବା ମହାବଳର ଚିହ୍ନଟ ପାଇଁ ଫଟୋଗୁଡ଼ିକୁ ୱାଇଲ୍ଡଲାଇଫ୍ ଉନିଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆକୁ ପଠାଯାଇଥିଲା ।
ଘଟଣାସ୍ଥଳଠୁ କିଛି ଦୂରରେ ଯୁବତୀଙ୍କ ପୋଡ଼ା ପୋଷାକ ଓ ଏକ ମାରଣାସ୍ତ୍ର ମଧ୍ୟ ଜବତ ହୋଇଛି । ହତ୍ୟା କରିବା ପରେ, ଯୁବତୀଙ୍କୁ ୩୧ ଖଣ୍ଡ କରାଯାଇଥିବା ଏବଂ ପ୍ରମାଣ ନଷ୍ଟ କରିବାକୁ ଲୁଣ ଦେଇ ମାଟିରେ ପୋତାଯାଇଥିବା ଫରେନ୍ସିକ ତଦନ୍ତରୁ ଜଣାପଡ଼ିଛି ।
ନଭେମ୍ୱର ୨୨ ଦ୍ୱିତୀୟ ଦିନରେ ଆଦିବାସୀ ଜମି ହସ୍ତାନ୍ତର ସଂପର୍କିତ କ୍ୟାବିନେଟ ନିଷ୍ପତ୍ତିକୁ ବିରୋଧ କରି ବିରୋଧୀଙ୍କ ହଟଗୋଳ ଲାଗି ପୁରା ଦିନ ଧୋଇଯାଇଥିଲା । ନଭେମ୍ୱର ୨୩ ତୃତୀୟ ଦିନର ପ୍ରଥମାର୍ଦ୍ଧରେ ଅଚଳାବସ୍ଥା ଲାଗି ରହିଲା ।
ଅଗର ମେସିନ ଡ୍ରିଲିଂ କଲାବେଳେ ବାଟରେ କିଛି ବାଧା ଆସୁଛି କି ନାହିଁ ଜାଣିବା ପାଇଁ ଅଣାଯାଇଥିଲା ଗ୍ରାଉଣ୍ଡ୍ ପେନିଟ୍ରେଟିଂ ରାଡାର୍ । ହେଲେ ଏହା ଗତକାଲି ଧୋକା ଦେଇଦେଲା ।
BECIL ମନିଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଗ୍ରାଜୁଏସନ ଶେଷ କରି କୌଣସି ସରକାରୀ ଚାକିରି ଖୋଜୁଛନ୍ତି ତେବେ ବିନା ବିଳମ୍ବରେ ଏଠାରେ ଆବେଦନ କରିପାରିବେ। ଏନେଇ ଅନେକ ଭାଷାର ପ୍ରାର୍ଥୀମାନେ ଆବେଦନ କରିପାରିବେ। ଓଡ଼ିଆ ଭାଷୀ ପ୍ରାର୍ଥୀଙ୍କ ପାଇଁ ମଧ୍ୟ ସୁଯୋଗ ଅଛି।
ବର୍ତ୍ତମାନ ମାମଲାକୁ ନେଇ ସିବିଆଇ ପ୍ରାଥମିକ ଅନୁସନ୍ଧାନ କରୁଥିବାବେଳେ ଏହି ଅନୁସନ୍ଧାନର ତଥ୍ୟକୁ ଆଧାର କରି ସାଂସଦଙ୍କ ବିରୋଧରେ ଅପରାଧିକ ମାମଲା ଦାୟର କରାଯିବ କି ନାହିଁ ତାହା ଏଜେନ୍ସି ସ୍ଥିର କରିବ ।
ଭିକି କୌଶଲ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି ଯେ ଚରିତ୍ର ପାଇଁ ଭାରତୀୟ ସେନା ୟୁନିଫର୍ମ ପିନ୍ଧି ତାଙ୍କୁ ବହୁତ ଆନନ୍ଦ ମିଳିଥାଏ। ତେଣୁ ଫିଲ୍ମରେ ଆର୍ମି ଅଫିସର୍ ଭୂମିକାରେ ସେ ଭାରି ଖୁସି ହୁଅନ୍ତି। ଏହାର କାରଣ କ’ଣ ସେ ପ୍ରକାଶ କରିଛନ୍ତି।
ଘଟଣାକୁ ନେଇ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ଆସିଛି ।ହତ୍ୟା ପରେ ୩୨ ଖଣ୍ଡ କରି କାଟିବା ପରେ ମାଟିରେ ଦୁର୍ବୃତ୍ତ ପୋତିଥିଲେ ବୋଲି ପୋଲିସ କହିଛି । ପୋଲିସର କହିବା ଅନୁସାରେ ଜଙ୍ଗଲରେ ଅଧା ପୋତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଠାବ କରାଯାଇଥିଲା ।
‘ଆନିମଲ’ ପାଇଁ ରଣବୀର କପୁର ଏବେ ଚାରିଆଡେ ଚର୍ଚ୍ଚାରେ। ତାଙ୍କ ଫି’ କଥା ଶୁଣେଲେ ହୋସ୍ ଉଡିଯିବ। ତେବେ ଏହି ଫିଲ୍ମର ମୁଖ୍ୟ ଆକର୍ଷଣ ଭାବରେ ବବି ଦେଓଲଙ୍କୁ ମଧ୍ୟ ଦେଖାଯାଏ। ସମସ୍ତେ ତାଙ୍କ ପରଫର୍ମାନ୍ସ ଦେଖି ସାରିଲେଣି। କିନ୍ତୁ ଫି’ ଦୃଷ୍ଟିରୁ ସେ ରଣବୀରଙ୍କଠାରୁ ବହୁତ ପଛରେ ଅଛନ୍ତି।
ମୁମ୍ବାଇରେ ଅମିତାଭଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ରହିଛି । ସେଥିମଧ୍ୟରୁ ଜୁହୁରେ ରହିଥିବା ତାଙ୍କର ଏହି ବଙ୍ଗଳା ‘ପ୍ରତୀକ୍ଷା’ ହେଉଛି ସର୍ବପୁରାତନ । ଏହି ବଙ୍ଗଳାରେ ଅମିତାଭ ତାଙ୍କ ବାପା-ମା’ ଓ ସପରିବାର ସହ ରହିଆସୁଥିଲେ ।
NAAC ରାଙ୍କ୍ରେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା ମିଳିଛି । କିଛି ଦିନ ପୂର୍ବେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ ।
ବାଇକ୍ରେ ୩ ଜଣ ଯାଉଥିବା ବେଳେ ସୁବଳୟା ଛକ ନିକଟରେ କାର୍ ସହ ସେମାନଙ୍କ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଥିଲା । ଏଥିରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।
ସୋରିଷ ଶାଗ କେବଳ ସ୍ୱାଦିଷ୍ଟ ନୁହେଁ ଏହା ଶରୀର ପାଇଁ ମଧ୍ୟ ବହୁତ ଲାଭଦାୟକ। ଏବେ ବଜାରରେ ସୋରିଷ ଶାଗର ଚାହିଦା ମଧ୍ୟ ବଢିବାରେ ଲାଗିଛି। ସୋରିଷ ଶାଗ ଅନେକ ପୋଷକରେ ପରିପୂର୍ଣ୍ଣ। ତେବେ ଆସନ୍ତୁ ଏହାକୁ ଖାଇବା କେଉଁସବୁ ଲାଭ ମିଳେ ଆସନ୍ତୁ ସେ ବିଷୟରେ ଜାଣିନେବା।
୭ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର ଚୋରି କରି ଚମ୍ପଟ ମାରିଛନ୍ତି ଦୁର୍ବୃତ୍ତ । ସ୍ୱାମୀ, ସ୍ତ୍ରୀଙ୍କୁ ମାଡ଼ ମାରି, ଘରର ବାଥରୁମ୍ରେ ବନ୍ଦ କରି ଲୁଟ୍ପାଟ୍ କରିଥିଲେ ଦୁବୃର୍ତ୍ତ ।
ଟୋକିଓ ସିଟି ୟୁନିଭର୍ସିଟିର ଭିଜିଟିଂ ପ୍ରଫେସର ଅଛନ୍ତି ଡିକ୍ସ....୩୦ ବର୍ଷ ହେଲା ଟନେଲିଂ କ୍ଷେତ୍ରରେ ଅଭିଜ୍ଞତା ରହିଛି...ଟନେଲ ଭିତରେ ଅଗ୍ନି ଦୁର୍ଘଟଣା ରୋକିବା କ୍ଷେତ୍ରରେ ଅଭିଜ୍ଞତା ...
ଗୃହ ନିର୍ମାଣର ତୃଟି ଯୋଗୁଁ ଅନେକ ସମସ୍ୟା ଭୋଗିବାକୁ ପଡେ। ଏହି କାରଣର ଘରେ ଅଶାନ୍ତି ମଧ୍ୟ ଦେଖାଯାଏ। ତେବେ ଅନେକ ସମୟରେ ଗୃହବାସୀଙ୍କ ଆଚାର ବିଚାରରେ ପରିବର୍ତ୍ତନ ଯୋଗୁଁ ଏହି ସମସ୍ୟା ମଧ୍ୟ ସମାଧାନ ହୋଇପାରେ। ଆସନ୍ତୁ ଜାଣିବା…
ବିଶ୍ୱକପ୍ ଫାଇନାଲ୍ରେ ଭାରତର ପରାଜୟ ପରେ ଅନେକ ଖେଳାଳି ପଡ଼ିଆରେ କାନ୍ଦୁଥିଲେ। କ୍ୟାପ୍ଟେନ୍ ରୋହିତ ଶର୍ମା ମଧ୍ୟ ନିଜର ନିରାଶା ଏବଂ ଦୁଃଖକୁ ଲୁଚାଇ ପାରି ନଥିଲେ ଏବଂ ସେ ମଧ୍ୟ କାନ୍ଦିବାକୁ ଲାଗିଲେ। ଏହି ନିରାଶା ମଧ୍ୟରେ ରୋହିତ ଶର୍ମାଙ୍କ ଝିଅ ସମାୟରାଙ୍କ ଏକ ଭିଡିଓ ପୁଣି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ପଶ୍ଚିମବଙ୍ଗରୁ ୧୦ କେଜି ଓଜନର ସୁନା ବିସ୍କୁଟ୍ ଜବତ ହୋଇଛି । ସୁନା ବିସ୍କୁଟ୍ କୁଆଡୁ ଆଣି କାହା ପାଖକୁ ନିଆଯାଉଥିଲା ସେନେଇ ଖୋଳତାଡ଼ ଚାଲିଛି ।
‘ଏକ୍ସ’ରେ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି....ତେଜସ୍ରେ ଉଡ଼ିବା ଅନୁଭୂତି ଅତୁଲ୍ୟ କହିଲେ ମୋଦି..
କେବଳ ଲୁହା ଛଡ଼ ନୁହେଁ, କିଛି ଧାତବ ପଦାର୍ଥ ପଡ଼ିବାରୁ ଅଗର ମେସିନ୍ ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ଉତ୍ତରକାଶୀ ଟନେଲର ୧୪ ଦିନ ହେଲା ଫସିଛନ୍ତି ୪୧ ଜଣ ଶ୍ରମିକ ।
୧୦ରୁ ଅଧିକ ଶ୍ରମିକଙ୍କୁ ନେଇ ଯାଉଥିଲା ସିମେଣ୍ଟ ବୋଝେଇ ଟିପ୍ପର, ଆଉ ୨ ଶ୍ରମିକ ଟିପ୍ପର ତଳେ ଚାପି ହୋଇଥିବା ଆଶଙ୍କା