ଟନେଲ୍ ଭିତରେ ୧୧ ଦିନ ହେଲା ଫସି ରହିଥିବା ୪୧ ଶ୍ରମିକଙ୍କୁ ଉଦ୍ଧାର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ରେସ୍କ୍ୟୁ ଅପରେସନ ଚାଲିଥିବା ବେଳେ ଆଜି ଟନେଲର ଉପର ପଟୁ ଖୋଲିବା କାମ ଆରମ୍ଭ ହୋଇଛି। ସେପଟେ ଫସି ରହିଥିବା ଶ୍ରମିକ ମାନେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଛି ।
ବିଶ୍ୱକପ୍ ମ୍ୟାଚ୍ ଦେଖିବା ପାଇଁ ନିଜ ପୁଅକୁ ଜୀବନରୁ ମାରିଦେଇଛି ବାପା । ଏହି ଘଟଣାରେ କାନପୁର ପୋଲିସ୍ ଅଭିଯୁକ୍ତ ବାପାକୁ ଗିରଫ କରିଛି ।
UNESCOର ୨୦୨୧ ରିପୋର୍ଟ ଅନୁଯାୟୀ ବର୍ତ୍ତମାନ ଏହା ନିଜର ବାସ୍ତବ ଆକାରର ଦୁଇଗୁଣା ଅଞ୍ଚଳକୁ ବ୍ୟାପି ସାରିଛି ।
ଆପଣ ଯଦି ବ୍ୟାଙ୍କରେ ଚାକିରି ଖୋଜୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ। ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(SBI) ଏକ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। ଏହି ବିଜ୍ଞପ୍ତି ଅନୁଯାୟୀ ବ୍ୟାଙ୍କରେ ସର୍କଲ୍ ଆଧାରିତ ଅଧିକାରୀ (CBOs) ପଦବୀରେ ୫ ହଜାରରୁ ଅଧିକ ପ୍ରାର୍ଥୀ ନିଯୁକ୍ତି ପାଇବେ।
ରାଜସ୍ବ ଜମିପଟ୍ଟା ପ୍ରଦାନ ଦାବିରେ ତେଜିଲା ଆନ୍ଦୋଳନ । ଜଙ୍ଗଲ ଜମିର ରାଜସ୍ୱ ଜମିପଟ୍ଟା ପ୍ରଦାନ ଦାବିରେ ଆନ୍ଦୋଳନ ।
ଭୁବନେଶ୍ୱରରେ ବସ୍ ମାଲିକ ସଂଘର ପ୍ରତିବାଦ । ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ ।
ପାରିବାରିକ ଝଗଡ଼ାରୁ ରାଗରେ ନିଜକୁ ନିଜେ ଜାଳିଦେଲା । ଭୁବନେଶ୍ୱର ବଡ଼ଗଡ଼ ଥାନା କେଶୁରା ଗାଁରେ ଲୋମହର୍ଷକ ଘଟଣା ଘଟିଛି । ସିସିଟିଭିରେ କଏଦ ହେଲା ଭିଜୁଆଲ ।
ବର୍ଷର ଶେଷ ମାସରେ ଚାରୋଟି ବଡ ଫିଲ୍ମ ମୁକ୍ତିଲାଭ କରିବ। କୋଟି କୋଟି ଟଙ୍କା ବାଜିରେ ଲାଗିଥିବା ବେଳେ ଅନେକ ତାରକାଙ୍କ ଭାଗ୍ୟ ମଧ୍ୟ ଏହି ମାସରେ ସ୍ଥିର ହେବାକୁ ଯାଉଛି। ତେବେ ଆସନ୍ତୁ ଡିସେମ୍ବରରେ ରିଲିଜ୍ ହେବାକୁ ଥିବା ୪ଟି ବଡ ଫିଲ୍ମ ଉପରେ ନଜର ପକେଇବା...
ଆଦିବାସୀ ଜମି ପ୍ରସଙ୍ଗକୁ ନେଇ ବିଧାନସଭା ଅଚଳ । ପ୍ରଶ୍ନକାଳ ଅଚଳ ପରେ ଶୂନ୍ୟକାଳ ବି ଅଚଳ ହେଲା । ଏନେଇ ପୁଣି ସ୍ପଷ୍ଟୀକରଣ ଦେଲେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ।
ପ୍ରେମିକାର ସନ୍ଦେହ କରି ତାଙ୍କ ତଣ୍ଟି ଚିପି ହତ୍ୟା କରି ମୃତଦେହକୁ ଟ୍ରଲି ବ୍ୟାଗ୍ରେ ପୁରାଇ ମୁମ୍ବାଇରେ ଏଣେତେଣେ ବୁଲିଥିଲା ଅଭିଯୁକ୍ତ ପ୍ରେମିକ ।
'ସାମ୍ ବାହାଦୂର'ର ରିଲିଜ୍କୁ ଲୋକେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଏହାରି ଭିତରେ ଏହାର ନିର୍ମାତା ଗୋଟିଏ ଗୋଟିଏ ଗୀତ ରିଲିଜ୍ କରି ଦର୍ଶକଙ୍କୁ ବାନ୍ଧି ରଖିବାକୁ ଚେଷ୍ଟା କରୁଛନ୍ତି। ଏବେ ଏହାର ଆଉ ଗୋଟେ ଗୀତ ରିଲିଜ୍ ହୋଇଛି।
ଅନ୍ଲାଇନ୍ ସପିଂ ସଂସ୍ଥା ଆମାଜନ ବିକୁଛି ମହାପ୍ରଭୁଙ୍କ ନିର୍ମାଲ୍ୟ। କେବଳ ସେତିକି ନୁହେଁ ଅନ୍ଲାଇନ୍ରେ ମିଳିଛୁ ଜଗନ୍ନାଥଙ୍କ ତୁଳସୀ ଓ ଖଜା।
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ହାଇକୋର୍ଟରୁ ନିରାଶ । ଜୟନାରାୟଣଙ୍କ ଆଗୁଆ ଜାମିନ ଖାରଜ ହୋଇଛି ।
କୁମ୍ଭୀର ଆତଙ୍କ ଲାଗି ରହିଥିବା ନଦୀକୂଳିଆ ଗାଁରେ ଗତ ୧୮ ତାରିଖରେ ସକାଳୁ ବ୍ରାହ୍ମଣୀ ନଦୀ କୂଳରେ ଗାମୁଛା, ଚପଲ ଓ ବାଇକ ପଡିଥିବା ଲୋକେ ଦେଖିବାକୁ ପାଇଥିଲେ ।
ଚମଡ଼ା ଧୁଡ଼ୁ ଧୁଡ଼ୁ ହୋଇ ଗଲାଣି । ହାତରେ ବଳ ନାହିଁ କି ପାଦରେ ଶକ୍ତି ନାହିଁ । ତଥାପି ଶରୀରର ସବୁ ବଳ ଲଗାଇ ପଥର ଭାଙ୍ଗୁଛନ୍ତି ବୃଦ୍ଧା ମହିଳା ଜଣକ । ବୟସର ଅପରାହ୍ନରେ ବଞ୍ଚିବା ପାଇଁ ସଙ୍ଘର୍ଷ । ପଥର ବୋଝ ତଳେ ନଇଁ ଗଲାଣି ଅଣ୍ଟା । ପିଢ଼ି ପରେ ପିଢ଼ି ଧରି ଏମାନଙ୍କର ବେଉସା ଏହି ପଥର କଟା ରହି ଆସିଛି ।
ଯଦିଓ ଗ୍ଲାମର ଏବଂ ମଡେଲ ଦୁନିଆ ବାହାରୁ ଚକ୍କାଚକ୍ ଲାଗେ, କିନ୍ତୁ ଏହ ସହ ଜଡିତ ବ୍ୟକ୍ତିଙ୍କ ପାଇଁ ଅନେକ ଚ୍ୟାଲେଞ୍ଜର ସମ୍ମୁଖିନ ହେବାକୁ ପଡିଥାଏ। ଅଳ୍ପ ସମୟ ମଧ୍ୟରେ ପୋଷାକ ବଦଳାଇବା ଠାରୁ ଆରମ୍ଭ କରି ଫ୍ୟାଶନ୍ ଶୋ’ ସମୟରେ ଶହ ଶହ ଲୋକଙ୍କ ସାମ୍ନାରେ ନିର୍ଭୟରେ ଚାଲିବା ପର୍ଯ୍ୟନ୍ତ, ଏସବୁ ଅନେକ ଚ୍ୟାଲେଞ୍ଜର ସହ ଗ୍ରହଣ କରିବାକୁ ହୋଇଥାଏ।
ଘର ଭିତରେ ଲାଇଟ ୱେବ ସାହାଯ୍ୟରେ ଡାଟା ଉପଲବ୍ଧ ହେବ । ଗ୍ରାହକଙ୍କ ଉପରେ ରେଡିଏସନର ପ୍ରଭାବ ଦୂର ହେବ ।
ଟନେଲ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଜାରି ରଖିବା ପାଇଁ କେତେ ସୁରକ୍ଷିତ, ଶ୍ରମିକ ଓ କର୍ମଚାରୀଙ୍କ ପ୍ରତି କେତେ ନିରାପଦ, ଏସବୁର ବୈଷୟିକ ଯାଞ୍ଚ କରାଯିବ ।
ଗାଡ଼ି ଚାଳକଙ୍କ ଠାରୁ କୌଣସି ଚାଲାଣ କିମ୍ବା ଜରିମାନା ଆଦାୟ କରିପାରିବେନି ଟ୍ରାଫିକ୍ ASI ।
ଆସିକା ପାଟପୁର ଥାନା ପୋଡ଼ାମାରି ବସ୍ ଷ୍ଟାଣ୍ଡରେ ଦୁର୍ଘଟଣା...ବସ୍ କୁ ଅପେକ୍ଷା କରିଥିବା ବେଳେ ହଠାତ୍ ମାଡ଼ିଗଲା କାର୍..
ହାଇଜାକ ହୋଇ ଯାଇଛି ଭାରତକୁ ଆସୁଥିବା ଜାହାଜ । ଇସ୍ରାଏଲର ଭାବି ଏହାକୁ ହାଇଜାକ କରା ଯାଇଛି । ଏନେଇ ଭିଡ଼ିଓ ମଧ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି । ଭିଡିଓ ଜାରି ପରେ ବଢିଛି ଉତ୍ତେଜନା ।
କୋର୍ଟ ଅନୁମତି ପରେ ବି ଛାଡ଼ୁନଥିଲେ ଜବତ ଗାଡ଼ି….ବୌଦ୍ଧ ଜିଲ୍ଲା ବାଉଁସୁଣି ଥାନାର SI ବିକ୍ରମ କିଶୋର ଦେହୁରୀ …
ଶୃଙ୍ଖଳିତ ଦର୍ଶନ ପାଇଁ ଅଧିକ ସ୍ୱେଚ୍ଛାସେବୀ ନିୟୋଜିତ କରାଯିବ । ପଞ୍ଚୁକ ୫ ଦିନ ଭିଡ଼ ପରିଚାଳନା ଓ ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକ ଯାଏ ବ୍ୟାରିକେଡ୍ ବଢ଼ାଯିବ ।
ଫିଟନେସ୍ ସହିତ ଯୋଗ ମଧ୍ୟ ଅନେକ ପ୍ରକାରର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର କରିବାରେ ଅତ୍ୟନ୍ତ ଲାଭଦାୟକ ବୋଲି ପ୍ରମାଣିତ। ଯୋଗ ବିଜ୍ଞାନ ଅନୁସାରେ ଆମର ଭୁଲ ଜୀବନଶୈଳୀ କାରଣରୁ ଆମେ କୋଷ୍ଠକାଠିନ୍ୟ ବା ମଳ ସଫା ନ ହେବାରେ ସମସ୍ୟାରେ ପିଡୀତ ହେଉଛେ। ତେବେ ଏହି ସମସ୍ୟାକୁ ଦୂର କରିବା ପାଇଁ କରନ୍ତୁ ଏହି ୫ ଆସନ।