ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୨୦୨୬ ଫିଫା ବିଶ୍ବକପ ପାଇଁ କ୍ବାଲିଫାୟର ମ୍ୟାଚ । ଶକ୍ତିଶାଳୀ କାତାର ବିରୋଧରେ ମ୍ୟାଚ ଖେଳିବ ବ୍ଲୁ ଟାଇଗର୍ ଭାରତ ।
ଗୋଟିଏ ମ୍ୟାଚ; ଗତ ଚାରି ବର୍ଷର ପରିଶ୍ରମ, ସଂଘର୍ଷ, ଟ୍ରଫି ଜିତିବାର ସ୍ୱପ୍ନକୁ ଚୁରମାର କରି ଦେଇଥିଲା । ପୁରା ଭାରତ ସେଦିନ ବୁକୁ ଫଟା ଯନ୍ତ୍ରଣାରେ ଛଟପଟ ହୋଇଥିଲା ।
ଆଜି ‘ବିଶ୍ୱ ଟେଲିଭିଜନ ଦିବସ’। ଟିଭି ଯୋଗୁଁ ଆଜି ସୂଚନାର ଆଦାନପ୍ରଦାନ ସରଳ ଏବଂ ସହଜ ହୋଇଯାଇଛି। କଳା-ଧଳାରୁ ଆଜି ଆମେ ଟିଭିର ସ୍ମାର୍ଟ ଦୁନିଆରେ ପହଞ୍ଚିଛେ। ଏହି ଅବସରରେ ଆସନ୍ତୁ ଟିଭି ଦୁନିଆର ୫ ଲୋକପ୍ରିୟ ସିରିଜ୍ ବିଷୟରେ ଜାଣିନେବା।
ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ଼ ରେଳ ଷ୍ଟେସନରୁ ଆଜି ତିନିଟି ଟ୍ରେନର ଶୁଭାରମ୍ଭ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ପ୍ରେମ ଯେତେବେଳେ ତିକ୍ତତାର ନିଆଁରେ ହୁଏ ଦଗ୍ଧ, ପ୍ରେମରୁ ଯେତେବେଳେ ଫୁଟେ ଆକ୍ରୋଶର ଲାର୍ଭା, ସେତେବେଳେ ଛୁରୀ ମାଡ଼ କରିବାକୁ ପଛାଏ ନାହିଁ ମନର ମଣିଷ ।
ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ।
କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ନିକଟରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ l ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତିର ଆକଳନ କରା ଯାଇ ପାରିନାହିଁ ।
ନିର୍ଦ୍ୱନ୍ଦରେ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ । ଏନେଇ ବିଧିବଦ୍ଧ ଭାବେ ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲିକ।
ପ୍ରବଳ ଭିଡ଼ ହେଉଥିବାରୁ ନଆସିବାକୁ ଅନୁରୋଧ କଲେ...ଯେଉଁଠି ଥାଇ ଡାକିଲେ ଭଗବାନ ସେମାନଙ୍କ କଥା ଶୁଣିବେ...ଅତ୍ୟଧିକ ଆଗ୍ରହ ଦେଖାଇ ଭିଡ଼ ଭିତରକୁ ନପଶିବାକୁ ଅନୁରୋଧ...
୨୦୨୨-୨୩ ଆର୍ଥକ ବର୍ଷରେ ବିଏମସି ହୋଲ୍ଡିଂ ଟିକସ ଆଦାୟରେ ରେକର୍ଡ କରିଥିଲା । ୧୨୫ କୋଟି ଟଙ୍କା ଟାର୍ଗେଟ ଥିବା ବେଳେ, ଆଦାୟ ହୋଇଥିଲା ୭୫ କୋଟି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ବାଦାମପାହାଡ଼ରୁ ୨ ଏକ୍ସପ୍ରେସ ସମେତ ୩ଟି ଟ୍ରେନର ଶୁଭାରମ୍ଭ କରିବେ ରାଷ୍ଟ୍ରପତି ।
ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ହେବ ।
୬ ଇଞ୍ଚ ପାଇପ ଯୋଗେ ପଠାଗଲା ଖେଚୁଡ଼ି ଓ ପାଣି....ୱାକିଟକି ସାହାଯ୍ୟରେ ଶ୍ରମିକଙ୍କ ସହ କରାଯାଉଛି ଯୋଗାଯୋଗ...୧୦ ଦିନ ହେଲାଣି ଟନେଲରେ ଫସିଛନ୍ତି ୪୧ ଶ୍ରମିକ..
ଆଜିଠୁ ବିଧାନସଭାର ଶୀତ ଅଧିବେଶନ….କାଲି ବାଚସ୍ପତି ଡାକିଥିଲେ ସର୍ବଦଳୀୟ ବୈଠକ ….ସୁରୁଖୁରୁରେ ଗୃହ ପରିଚାଳନାକୁ ଗୁରୁତ୍ୱ ,….
ପୁରୀ ଯାଉଥିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ୨ ମୃତ ଓ ୫ ଆହତ ….
ଅଁଳା ହେଉଛି ଏମିତି ଏକ ଫଳ ଯେଉଁଥିରେ ଅନେକ ଔଷଧୀୟ ଗୁଣ ରହିଛି। ଏହାକୁ ଖାଇବା ଦ୍ୱାରା ଅନେକ ଲାଭ ମିଳିଥାଏ। କିନ୍ତୁ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ଏହାକୁ ଖାଇବା ଉଚିତ ନୁହେଁ। ସେମାନେ କିଏ ଜାଣନ୍ତୁ …
ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଆଦିବାସୀ ଜମି ହଡପ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ବାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି ।
ଅତିଥି ଶିକ୍ଷକଙ୍କ ଭରସାରେ ବ୍ରହ୍ମପୁର କେ.ସି. ଟାଉନ୍ ହାଇସ୍କୁଲ । ରାଜ୍ୟରେ ଖାଲି ପଡ଼ିଛି ୨୪ ହଜାର ଶିକ୍ଷକ ପଦବୀ ।
ଉପରୁ ନିର୍ଦ୍ଦେଶ ଆସିବା କ୍ଷଣି ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀ ବୃଦ୍ଧାଙ୍କୁ ବ୍ୟାରିକେଡରୁ ମୁକ୍ତ କରି ମନ୍ଦିରକୁ ଜଗାଦର୍ଶନ ପାଇଁ ନେଇଥିଲେ । ତେବେ ଭକ୍ତଙ୍କ ବ୍ୟାରିକେଡ୍ ଯନ୍ତ୍ରଣା ଏଇଠି ସରିନି, ଧାଡ଼ିରେ ଛିଡ଼ା ହୋଇଥିବା ଜଣେ ଯୁବତୀ ଅଣନିଃଶ୍ୱାସୀ ହୋଇ ବେହୋସ୍ ହୋଇଗଲେ ।
ନୂଆ ଥିଓରୀ ଆଣି ବିଜେଡିକୁ ଘେରିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ଲୋକେ ବଖାଣିଲେ ଦୁର୍ଦ୍ଦଶା, କିଛି ଜାଣିନି କହି ଏଡ଼ାଇଗଲେ ବିଧାୟକ ସୁଶାନ୍ତ ।
ବିଜେଡି ଖେଳିଲା ଆଦିବାସୀ କାର୍ଡ । ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ । ନାମାଙ୍କନ ଦାଖଲ କଲେ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ । ସବୁ ଚର୍ଚ୍ଚା ଆଲୋଚନାର ଅବସାନ ଘଟାଇ ବିଜେଡି, ଉପବାଚସ୍ପତି ପ୍ରାର୍ଥୀ ଭାବେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ନାଁ ଘୋଷଣା କରିଛି ।
ଶ୍ରୀମନ୍ଦିରର ୩ ଦ୍ୱାର ଖୋଲନ୍ତୁ ସରକାର । କାହିଁକି ନା ଖରା ବର୍ଷାରେ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ନେଇ ଛତିଶଗଡ଼ ରାଜ୍ୟପାଳ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଖବରକାଗଜରେ ସ୍ତମ୍ଭ ଲେଖି ପ୍ରଶାସନ ଏବଂ ସରକାରଙ୍କୁ କରିଛନ୍ତି ଟାର୍ଗେଟ ।
ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ଅଧିବେଶନରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାନ୍ତାଳୀ ଶାଢ଼ି ଉପଢୗକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି ।
ଏହା ୨.୭ ମିଲିୟନ୍ ଡଲାର୍ ଯାହାକି ଭାରତୀୟ ମୁଦ୍ରାରେ ପ୍ରାୟ ୨୨ କୋଟି ଟଙ୍କା ହେବ ବୋଲି କୁହାଯାଇଛି । ବିଶେଷଜ୍ଞଙ୍କ ଦ୍ୱାରା ଏହି ନିର୍ଦ୍ଦିଷ୍ଟ ୱିସ୍କି ସର୍ବଭାରତୀୟ ସ୍ତରରେ 'ବହୁ ଖୋଜା ଯାଇଥିବା ଜଣାପଡ଼ିଛି ।
ସତ କହିଲେ ପୁରା ନକଲି, କିନ୍ତୁ ଦେଖିବାକୁ ପୁରା ଅସଲି । ଡିପ ଫେକକୁ ନେଇ ବର୍ତ୍ତମାନ ଚାରିଆଡ଼େ ଚର୍ଚ୍ଚା ।