ଜମ୍ମୁ ଓ କାଶ୍ମୀରର ପୋଲିସ ଡିଜି ଦିଲବାଗ ସିଂ ଅକଟୋବର ୩୧ରେ ଅବସର ନେଉଛନ୍ତି ।
ପୂର୍ବରୁ ବଜାରରେ ଉପଲବ୍ଧ ଆଇଫୋନ୍ ଗୁଡ଼ିକ ଚାଇନାରେ ତିଆରି ହେଉଥିଲା । କିନ୍ତୁ ଆଗକୁ ଭାରତରେ ଏହା ତିଆରି ହେବ ।
ସ୍ୱରୂପ ନିଜ ସୃଜନର ସର୍ବସ୍ୱ ଅର୍ପଣ କରି ଆଜି ଫେରିଯାଇଛନ୍ତି। ଛାଡି ଯାଇଛନ୍ତି ଅମର ସଙ୍ଗୀତମାନଙ୍କୁ। ଯାହା ସବୁଦିନ, ଆମ ମନରେ ତାଙ୍କୁ ବାନ୍ଧି ରଖିଥିବ।
ନୂଆ ଅଧିନାୟକଙ୍କ ସହ ନୂଆ କୋଚ୍ଙ୍କୁ ନେଇ ମଧ୍ୟ ଅଷ୍ଟ୍ରେଲିଆ ସିରିଜ୍ ଖେଳିବ ଭାରତ। କାହିଁକି ନା ଦିନିକିଆ ବିଶ୍ୱକପ୍ ପରେ ବର୍ତ୍ତମାନର କୋଚ୍ ରାହୁଲ ଦ୍ରାବିଡ୍ଙ୍କ କାର୍ଯ୍ୟକାଳ ଶେଷ ହେବ।
ଗତ ବର୍ଷ ଅକଟୋବରରେ 5Gର ଉଦଘାଟନ କରାଯାଇଥିଲେ ମଧ୍ୟ ମାତ୍ର ବର୍ଷକ ମଧ୍ୟରେ ଦେଶରେ ୫ଲକ୍ଷ 5G ବେସ୍ ଷ୍ଟେସନ ନିର୍ମାଣ ହୋଇଛି ।
ଝିଅ ଓ ନାତୀକୁ କୋଳେଇ ନେଇ ଭୋ ଭୋ କରି କାନ୍ଦିବାକୁ ଲାଗିଲେ। ଜାଣିବାକୁ ପାଇଥିଲେ ତାଙ୍କ ପତ୍ନୀ, ପୁଅ ଓ ଝିଅ ସମେତ ଚାରି ଜଣଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାର ଉଜୁଡି ଯାଇଛି।
ସୂଚନା ଅନୁସାରେ ୧୯ ଏପ୍ରିଲ ୨୦୦୯ରେ ହୋଇଥିବା କପିଲ ଦେବ ସିଂ ହତ୍ୟା ମାମଲା ଏବଂ ୨୪ ନଭେମ୍ବର ୨୦୦୯ରେ ମୀର ହାସନ ଆକ୍ରମଣ ମାମଲାରେ ମୁଖତାର ଅନସାରୀଙ୍କ ବିରୋଧରେ ଏକ ଗ୍ୟାଙ୍ଗଷ୍ଟର ମାମଲା ରୁଜୁ ହୋଇଥିଲା।
୨୦୨୧ରେ ଜର୍ଜିଆରେ ଜଣେ ମହିଳା କଫି ପିଇବାକୁ ଡୋନଟ ଓ କଫି ବ୍ରାଣ୍ଡ ଡାଇକିନର ଏକ ଆଉଟଲେଟ ଆସିଥିଲେ। ସେଠାରେ ୱେଟରଜଣଙ୍କ ମହିଳାଙ୍କୁ କଫି ଦେଉଥିବାବେଳେ ହଠାତ ଗରମ କଫି ତାଙ୍କ ଉପରେ ଢ଼ାଳି ଯାଇଥିଲା।
ପ୍ରାୟ ୩୦ ମିନିଟ୍ ପରେ ବିଷ ବୋତଲ ସହ ଉଦ୍ଧାର କଲା ପୋଲିସ୍ । ଟଙ୍କା ପାଇଁ ପ୍ରଶାସନକୁ ବାରମ୍ବାର ଜଣାଇ ବିଫଳ ହୋଇଥିବା ଅଭିଯୋଗ ।
୨୦୨୩ ଜାନୁଆରୀ ୫ରେ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ, ଓଡ଼ିଶାରେ ବୁଥ୍ ସଂଖ୍ୟା ଥିଲା ୩୭ ହଜାର ୬୦୬ । ଜିଲ୍ଲାପାଳମାନଙ୍କ ପ୍ରସ୍ତାବ ଆଧାରରେ ବୁଥ୍ ସଂଖ୍ୟା ବଢ଼ି ୩୭ ହଜାର ୮୦୯ରେ ପହଞ୍ଚିଛି।
ମନୋଜ ବାବୁଙ୍କୁ ଯଦି ବ୍ୟକ୍ତିଗତ ଭାବେ ଆଘାତ ଦେଇଛି ତ ମୁଁ ନିଜେ କ୍ଷମା ମାଗୁଛି । ମୁଁ ନିଜେ ସମ୍ବଲପୁରୀଆ ଓ ମୋ ମା’ ବି ସମ୍ବଲପୁରୀଆ । ସମ୍ବଲପୁର ଆମ ଭିତରେ ଅଛି, ସବୁ ଓଡିଆଙ୍କ ଭିତରେ ଅଛି ।
ବହୁ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ସ୍ୱରୂପ ।
କେଉଁ କାରିଗର ରଙ୍ଗ ଦେବାରେ ଲାଗି ପଡ଼ିଛନ୍ତି ତ ପୁଣି କେଉଁ କାରିଗର ମା’ଙ୍କ ମେଢ ସଜାଇବାରେ ବ୍ୟସ୍ତ । କିଏ ଉଚ୍ଚ ତୋରଣ କରିବାରେ ବ୍ୟସ୍ତ ତ ଆଉ କିଏ ପାର୍ଶ୍ୱ ଦେବାଦେବୀଙ୍କୁ ଚିତ୍ର କରିବାରେ ବ୍ୟସ୍ତ ।
ପେସାରେ ଦିନ ମଜୁରିଆ, କିନ୍ତୁ ନିଶା ଫୁଟବଲ୍ ଖେଳିବା । ଟିକିଏ ଫୁରସତ୍ ମିଳିଲେ ଫୁଟବଲ୍ ଖେଳି ଖେଳି ଏବେ ଅନ୍ତର୍ଜାତୀୟ ଗୋଲ୍ଡ କପ୍ ଫୁଟବଲ୍ ଟୁ୍ର୍ଣ୍ଣାମେଣ୍ଟ ପାଇଁ ଅଣ୍ଟା ଭିଡିଛନ୍ତି ।
ପାଣ୍ଡିଆନ ପୁରା ସିଷ୍ଟମ୍କୁ ହାଇଜାକ୍ କରିଛନ୍ତି ଏବଂ ନିଜକୁ ନିଜେ ନିଯୁକ୍ତି ଦେଇଛନ୍ତି ବୋଲି କହି ସାଂସଦ ଅପରାଜିତା ବର୍ଷିଛନ୍ତି ।
ମାଗଣାରେ ଧୋନୀ ଘର ଓ ଟଙ୍କା ବାଣ୍ଟୁଛନ୍ତି । ଆପଣ ଯଦି ଏପରି କଥା ଶୁଣିବେ ତେବେ ଆଶ୍ଚର୍ଯ୍ୟ ହେବେ କି ନାହିଁ । ଝାଡ଼ଖଣ୍ଡରେ ଏପରି କଥା କହି ଦେଢ଼ ବର୍ଷର ପିଲାକୁ ଅପହରଣ କରା ଯାଇଛି । ମହେନ୍ଦ୍ର ସିଂହ ଧୋନୀଙ୍କ ନାମରେ ହୋଇଥିବା ଏହି ଅପହରଣ ପୁରା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।
କନଷ୍ଟେବଲଙ୍କୁ ଧକ୍କା ଦେଇ ଫେରାର୍ ମାରିଲା କାର୍ ଡ୍ରାଇଭର । ଚେକ୍ ପୋଷ୍ଟରେ ଥିବା ଏକ ଗାଡ଼ି ନିକଟରେ ଛିଡ଼ା ହୋଇ ଚେକିଂ କରୁଥିଲେ କନଷ୍ଟେବଲ ।
ଆନ୍ଧ୍ର ପକ୍ଷରୁ ଏଭଳି କ୍ୟାମ୍ପ କରିବା ପ୍ରଥମ ନୁହେଁ। ବିଭିନ୍ନ ସମୟରେ ଅନୁପ୍ରବେଶ କରି ରାଜ୍ୟର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦେଖିବାକୁ ମିଳୁଛି।
ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ କାତାର ଅଦାଲତ ଦ୍ୱାରା ଯେଉଁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଯାଇଛି ସେଥିରେ ଆମେ ସ୍ତବ୍ଧ। ପରିବାର ସଦସ୍ୟ ଓ ଆଇନ ଦଳ ସହ ଯୋଗାଯୋଗ କରାଯାଉଛି। ସମସ୍ତ ଆଇନଗତ ବିକଳ୍ପ ମଧ୍ୟ ବିଚାର କରାଯାଉଛି।
ନିଆଁ ଲାଗି ସବୁକିଛି ଜଳିପୋଡ଼ି ପାଉଁଶ ହୋଇଯାଇଛି । ବଡ଼ ଝିଅ ବାହାଘର ପାଇଁ ପୂର୍ବରୁ ରଖା ଯାଇଥିବା ସୁନା ଅଳଙ୍କାର ଜଳିପୋଡ଼ି ନଷ୍ଟ ହୋଇଯାଇଛି ।
ଲଗାତାର ୬ ଦିନ ଧରି ଖସିବା ପରେ ଆଜି ଷ୍ଟକ ମାର୍କେଟରେ ଉତ୍ସାହ । କାରବାର ଆରମ୍ଭରୁ ମାର୍କେଟରେ ଉତ୍ସାହ ଦେଖିବାକୁ ମିଳିଛି । ଗତ କିଛିଦିନ ଧରି ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ପାଇଁ ନିରନ୍ତର ଭାବେ ଖସିବାରେ ଲାଗିଥିଲା ଷ୍ଟକ ମାର୍କେଟ ।
ପୂର୍ବ ସିରିଆରେ ରହୁଥିବା ଇରାନ ସମର୍ଥିତ ଆତଙ୍କବାଦୀ ସଂଗଠନ- IRGS ଓ ଏହାର ସହଯୋଗୀ ଆତଙ୍କବାଦୀ ଗୋଷ୍ଠୀଙ୍କ ଠିକଣା ଉପରେ ଆମେରିକା ଏୟାରଷ୍ଟ୍ରାଇକ୍ କରିଛି ।
ମାସକ ମଧ୍ୟରେ ପିଆଜ ଦର ଦୁଇ ଗୁଣା ବୃଦ୍ଧି ପାଇଛି । ମାସକ ପୂର୍ବରୁ ପିଆଜ କିଲୋ ପ୍ରତି ୨୫ ଟଙ୍କା ଥିବାବେଳେ ଏବେ କିଲୋ ୫୦ ଟଙ୍କା ।
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର
ପାରା ଏସୀୟ କ୍ରୀଡାରେ ଓଡ଼ିଆ ପାରା ଆଥଲେଟ୍ ପ୍ରମୋଦ ଭଗତ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ୨୦୧୮ ପାରା ଏସୀୟ କ୍ରୀଡାରେ ବି ସେ ସ୍ୱର୍ଣ୍ଣ ପଦକ ଜିତିଥିଲେ ।