ଆସନ୍ତାକାଲି ୭୮ ବର୍ଷରେ ପାଦ ଥାପିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ନିଜ ଜନ୍ମଦିନକୁ ସବୁବେଳେ ନିରାଡମ୍ୱର ଭାବେ ପାଳନ କରିଥାନ୍ତି ନବୀନ । ମାତ୍ର ନିର୍ବାଚନୀ ବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ବିଜେଡି କର୍ମୀଙ୍କ ଭିତରେ ପ୍ରବଳ ଆଗ୍ରହ ।ତେବେ ଗତମାସରେ ବଡ଼ ଭଉଣୀ ଗୀତ ମେହେଟାଙ୍କ ପରଲୋକ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ।
ଗାଜା ବର୍ଡର୍... ଉତ୍ତର ସୀମାରେ ଶହ ଶହ ଟ୍ୟାଙ୍କ... ହମାସର ମୂଳପୋଛ ପାଇଁ ତୟାର୍ ୧୦ ହଜାରରୁ ୧ ଲକ୍ଷ ସୈନ୍ୟ । ନିଜେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୀମାକୁ ଯାଇ ସେମାନଙ୍କ ମନୋବଳ ବଢ଼ାଇଥିବା ବେଳେ, କେବଳ ଗ୍ରୀନ୍ ସିଗ୍ନାଲକୁ ଅପେକ୍ଷା।
କେତେବେଳେ କାନ ଧରି ତ ଆଉ କେତେବେଳେ ଗୋଡ଼ ହାତ ଧରି କ୍ଷମା ମାଗୁଛନ୍ତି। ଛାଡ଼ି ଦେବାକୁ କାକୁତି ମୀନତି ହେଉଛନ୍ତି। ଆଉ ଏପଟେ ହାତ ଯୋଡ଼ି ନେହୁରା ହେଉଛନ୍ତି ଏଭଳି ଭାବେ।
ତାଗିଦ୍ ତା ବାଟରେ । ସାରା ରାତି ବାର୍ ଖୋଲା । ମଦ ସାଙ୍ଗକୁ ଡିଜେ ତାଳେ ତାଳେ ଗ୍ରାହକ ଫୁଲ୍ ମତୁଆଲା। ପୋଲିସ୍ କି ଅବକାରୀ ବିଭାଗ। କାହାକୁ ଯେମିତି ଖାତିର ନାହିଁ ରାଜଧାନୀର ଡ୍ୟାନ୍ସ ବାର, ପବ୍ ଓ ନାଇଟ କ୍ଲବ୍ଙ୍କର ।
ବିଜେଡି ବିଧାୟକଙ୍କୁ ଗାଦିଚ୍ୟୁତ କରିବାକୁ କର୍ମୀଙ୍କୁ ଶପଥ ପାଠ କରାଉଛନ୍ତି ଜିଲ୍ଲା ଉପସଭାପତି। ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ବିରୋଧରେ ଏ ହେଉଛି ଦଳୀୟ ନେତା ଓ କର୍ମୀଙ୍କ ମେଳି ।
ଆପାର୍ଟମେଣ୍ଟ କିଣାବିକା ନେଇ ବାଟ ଫିଟାଇବାକୁ ଗତ ଜୁଲାଇରେ ଅଧ୍ୟାଦେଶ ଆଣିଥିଲେ ରାଜ୍ୟ ସରକାର। ତେବେ ରୁଲ୍ ଆସି ନପାରିବାରୁ କାର୍ଯ୍ୟକାରୀ ହୋଇପାରୁନଥିଲା ଓଡ଼ିଶା ଆପାଟର୍ମେଣ୍ଟ ମାଲିକାନା ଓ ପରିଚାଳନା ଅଧ୍ୟାଦେଶ।
ଏହି ସମୟରେ ପାକିସ୍ତାନର ବୋଲିଂ ଲାଇନ୍ ଅଫ୍କୁ ନେଇ ବଡ଼ ବୟାନ ଦେଇଛନ୍ତି ରବି ଶାସ୍ତ୍ରୀ। ସେ କହିଛନ୍ତି ‘ସମସ୍ତେ କହୁଛନ୍ତି ପାକିସ୍ତାନ ପାଖରେ ଭଲ ବୋଲିଂ ଲାଇନ୍ ଅଫ୍ ଅଛି। ଏହା କିନ୍ତୁ ମିଛ। ବର୍ତ୍ତମାନ ସମୟରେ ପାକିସ୍ତାନ ବୋଲିଂ ଦୁର୍ବଳ।
ଇସ୍ରାଏଲ ସୈନ୍ୟ ‘X’ରେ ଲେଖିଛନ୍ତି, ଗାଜା ସହର ଏବଂ ଉତ୍ତର ଗାଜାର ବାସିନ୍ଦା, ଅତୀତରେ ଆମେ ଆପଣଙ୍କୁ ସୁରକ୍ଷା ପାଇଁ ଦକ୍ଷିଣ ଗାଜା ଅଞ୍ଚଳକୁ ସ୍ଥାନାନ୍ତର କରିବାକୁ ଅନୁରୋଧ କରିଛୁ।
ହଠାତ୍ ବାର୍ରେ ଚଢ଼ାଉ ପରେ ପୋଲିସ୍କୁ ଦେଖି ବାର୍ କର୍ମଚାରୀ ପାଦରେ ଓ ୱାଇପରରେ ଟଙ୍କା ଗୁଡ଼ିକ ଲୁଚାଇ ଦେଇଥିବା ଦେଖିବାକୁ ମିଳିଛି ।
ଆଜି ଅନୁଭୂତ ହୋଇଥିବା ଭୂକମ୍ପର କେନ୍ଦ୍ର ହରିୟାଣାର ଫରିଦାବାଦଠାରୁ ୯ କିଲୋମିଟର ଦୂର ଓ ୧୦ କିଲୋମିଟର ଗଭୀରତାରେ ଥିବା ଜଣାପଡ଼ିଛି।
ଆପଣ ଯଦି ୧୦ମ ପାଶ୍ କରିଛନ୍ତି ତେବେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ ଆସିଛି। UCIL ଆପ୍ରେଣ୍ଟିସ୍ ପୋଷ୍ଟ ପାଇଁ ବିଜ୍ଞପ୍ତି ବାହାର କରିଛି। UCIL ଟ୍ରେନିଂ ଆପ୍ରେଣ୍ଟିସ୍ ପଦବୀରେ ନିଯୁକ୍ତି ପାଇଁ ପ୍ରାର୍ଥୀଙ୍କ ଠାରୁ ଆବେଦନ ଗ୍ରହଣ କରୁଛି।
ଡେରାସ ଜମି ଦୁର୍ନୀତି ବିରୋଧରେ ବିଶାଳ ଜନ ଆନ୍ଦୋଳନ । ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ଜମି ଦୁର୍ନୀତି ହେଉଥିବା ଅଭିଯୋଗ ଆଣି ଭୁବନେଶ୍ୱର ସାଂସଦ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ।
ଉଦୟାନିଧି ‘X’ର ପୋଷ୍ଟ କରି ଲେଖିଛନ୍ତି କି ଭାରତ ନିଜର ଖେଳ ଭାବନା ଓ ଆତିଥ୍ୟ ପାଇଁ ପ୍ରସିଦ୍ଧ। ତେବେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପାକିସ୍ତାନୀ ଖେଳାଳିଙ୍କ ସହ ହୋଇଥିବା ବ୍ୟବହାର ନିମ୍ନ ସ୍ତରର ଏବଂ ଗ୍ରହଣୀୟ ନୁହେଁ ।
ସୋର ବିଜେଡି ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ଖୋଲାଖୋଲି ବିରୋଧ । ଖୋଦ୍ ବିଜେଡିରେ ଏବେ ପର୍ଶୁରାମ ଧଡାଙ୍କ ବିରୋଧରେ ବାହାରିଛି ଆଉ ଏକ ଗୋଷ୍ଠୀ ।
ପାରାଦୀପ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ କଳା କାରବାରର ଗୁମର ଧିରେ ଧିରେ ଖୋଲିବାରେ ଲାଗିଛି । କରୋନା କ୍ଲିୟରାନ୍ସ ସାର୍ଟିଫିକେଟ୍ ପାଇଁ ଡାକ୍ତର ରାଜେନ୍ଦ୍ର ଲାଞ୍ଚ ନେଉଥିବା ଅଭିଯୋଗ ପରେ ସିବିଆଇ ବିଭିନ୍ନ ସ୍ଥାନରେ ଘନ ଘନ ରେଡ୍ କରିଥିଲା ।
ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର 'ସିଂଘମ ଏଗେନ୍'ର ମୁଖ୍ୟ ଅଭିନେତ୍ରୀ ଚୂଡ଼ାନ୍ତ ହୋଇଯାଇଛି। ବଲିଉଡ୍ର ଟପ୍ ଅଭିନେତ୍ରୀ ଏହି ଚଳଚ୍ଚିତ୍ରର ମୁଖ୍ୟ ଅଭିନେତ୍ରୀ ରୂପେ ନଜର ଆସିବେ। ବିଶେଷ କଥା ହେଉଛି ଏଥିରେ ସେ ଜଣେ ଲେଡି ଇନ୍ସପେକ୍ଟର ଭାବେ ନଜର ଆସିବେ ଏବଂ ତାଙ୍କ ଚରିତ୍ରର ନାମ ହେଉଛି ଶକ୍ତି ଶେଟ୍ଟୀ।
ୱେବ୍ ସିରିଜ୍ 'ଆଶ୍ରମ'ରେ ବବି ଦେଓଲଙ୍କୁ ଜବରଦସ୍ତ ଭୂମିକାରେ ଦେଖିବାକୁ ମିଳିଥିଲା। ଏଥିରେ ସେ ଜଣେ ଖଳନାୟକ ଭୂମିକାରେ ଅଭିନୟ କରି ଅନେକ ବିବାଦ ସୃଷ୍ଟି କରିଥିଲେ। ବର୍ତ୍ତମାନ ସେ ତାଙ୍କ ଫିଲ୍ମ ‘ଅପ୍ନେ ୨’ ପାଇଁ ଚର୍ଚ୍ଚାରେ ଅଛନ୍ତି।
କନେଷ୍ଟବଲ ଓ ହୋମଗାର୍ଡ ମିଶି ଜବତ ବାଣ ଓ ମଦକୁ ଏକ ଗାଡ଼ିରେ ଚୋରା ଚାଲାଣ କରୁଥିଲେ ।
ଦିନିକିଆ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଟିମ୍ ଇଣ୍ତିଆର ଲଗାତର ଅଷ୍ଟମ ବିଜୟ । ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ସଚିନ-ସୋଏବଙ୍କ ମଧ୍ୟରେ ଠଟ୍ଟାମଜା ।
ଇସ୍ରାଏଲ ୯ ଦିନ ହେଲା ଯୁଦ୍ଧ ଚଳାଇଥିବା ବେଳେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ କହିଛନ୍ତି, ଏହା ଆରମ୍ଭ ମାତ୍ର ।
ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଅବଦୁଲ କଲାମଙ୍କ ଜନ୍ମ ବାର୍ଷିକୀକୁ ‘ବିଶ୍ୱ ଛାତ୍ର ଦିବସ’ ଭାବେ ପାଳନ କରାଯାଏ। ଆଜି ହେଉଛି ସେହି ଦିନ। ଏହି ଅବସରରେ ଆସନ୍ତୁ ସେ କହିଥିବା ୧୦ଟି କଥା ଉପରେ ନଜର ପକେଇବା ଯାହା ଜଣକୁ ସଫଳତାର ସିଡି ଚଢିବାରେ ସାହାଯ୍ୟ କରିବ।
ଦୁର୍ଗାପୂଜା ଆୟୋଜନ ପାଇଁ କଟକ ବେଶ୍ ଚଳଚଞ୍ଚଳ । ଜୋରସୋରରେ ଚାଲିଛି ପ୍ରସ୍ତୁତି । ମୂର୍ତ୍ତି ଗଢ଼ିବାଠୁ ଆରମ୍ଭ କରି ମେଢ଼ ତିଆରି ଯାଏ, ସବୁ କିଛି ଜୋରସୋରରେ ଆଗେଇ ଚାଲିଛି ।
ମୁମ୍ବାଇ-ନାଗପୁର ସମୃଦ୍ଧି ସୁପର ଏକ୍ସପ୍ରେସ୍ୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି ।
ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ୫୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା ହୋଇଥିବା ବେଳେ ଛତିଶଗଡ଼ ପାଇଁ ୩୦ ଓ ମଧ୍ୟପ୍ରଦେଶ ପାଇଁ ୧୪୪ ଜଣିଆ ତାଲିକା ପ୍ରକାଶ ପାଇଛି ।
ଭୁବନେଶ୍ୱର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ । ମୃତ୍ୟୁ ବେଳକୁ ଅନନ୍ତ କିଶୋରଙ୍କୁ ୫୨ ବର୍ଷ ହୋଇଥିଲା । ଫୁସଫୁସ ଜନିତ ସଂକ୍ରମଣରେ ପୀଡିତ ଥିଲେ ଅନନ୍ତ କିଶୋର ।