ଅଭିଯୁକ୍ତ ପୁଅ ସବୁ ସମୟରେ ମୋବାଇଲ୍ ବ୍ୟବହାର କରୁଥିବାରୁ ମା’ ବାରଣ କରିଥିଲେ । ହେଲେ ମା’ଙ୍କ ବାରଣକୁ ନେଇ ଅଭିଯୁକ୍ତ ପୁଅ ବହୁତ ଜୋରରେ ରାଗି ଯାଇଥିଲା । ପରେ ମା’ ସହ ବଚସା କରିବା ସହିତ ତାଙ୍କୁ ମାଡ଼ ମାରିଥିଲା ।
ବିଜେଡି ବିଧାୟକ ସମୀର ଦାଶଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଖୋଦ ବିଜେଡିର ଜଣେ ମହିଳା କର୍ମୀ ।
‘ରାକ୍ଷୀଙ୍କ ପାଇଁ ୨୦୧୮ରୁ ଆଜି ଯାଏଁ ମୁଁ ମାନସିକ ଆଘାତ ପାଇଆସିଛି । ସେ ମୋ ନାଁରେ ଖରାପ କଥା କହି ମୋ ଇଜ୍ଜତ ସାରିଛନ୍ତି । ଯାହାକୁ ମୁଁ ଭୁଲି ପାରୁନି । ସେ ମତେ ମାନସିକ ଆଘାତ ଦେବା ସହ ମୋ କ୍ୟାରିୟର ନଷ୍ଟ କରିବାକୁ ମଧ୍ୟ ଚେଷ୍ଟା କରିଥିଲେ’ ।
ସଚିନଙ୍କୁ ଆଉଟ ବେଳର ଫଟୋ ପୋଷ୍ଟ କରି ଟ୍ରୋଲ ହେଲେ ସୋଏବ । ଫ୍ୟାନ୍ସ କହିଲେ କଲ୍ ଅଗର କୁଛ୍ ଐସା ହୁଆ ତୋ ..
ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ନେଇଛି । ଭାରତର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି ।
ଏ ଘର ନୁହେଁ ତ ଗୁହାଳ । ଯେଉଁଠି ଖାଉଛନ୍ତି, ସେଇଠି ଶୋଉଛନ୍ତି ବୃଦ୍ଧ ଦମ୍ପତି । ତା’ବି ପୁଣି ଗାଈଗୋରୁଙ୍କ ସହ ।
ଦିନ ଥିଲା ସ୍ବାମୀ ଗାଡ଼ି ଚଲଉଥିଲେ । ଚଳିବା ପାଇଁ କଷ୍ଟ ହେଉଥିଲା । ହେଲେ ଆଜି ସ୍ଥିତି ବଦଳି ଯାଇଛି । ସେହି ଡ୍ରାଇଭର ବାବୁଙ୍କ ସ୍ତ୍ରୀ ଆଜି ଦେଶର ଦାମିକା ଲୋକ ।
ଟଙ୍କା ଗଣି ଗଣି ନୟାନ୍ତ ଆୟକର ବିଭାଗ ଅଧିକାରୀ । ଏଭଳି କଳାଧନ ଭର୍ତ୍ତି କୁବେର ଭଣ୍ଡାରର ଖୁଲାସା ହୋଇଛି କର୍ଣ୍ଣାଟକ ବେଙ୍ଗାଲୁରୁରେ ।
ଶୁକ୍ରବାର ଦକ୍ଷିଣ ଲେବାନନ୍ରେ ଇସ୍ରାଏଲ୍ ଆଡୁ ଆସିଥିବା ଗୋଟାଏ କ୍ଷେପଣାସ୍ତ୍ର ପଡ଼ିବାରୁ ‘ରଏଟର୍ସ’ର ଜଣେ ଭିଡିଓ ସାମ୍ବାଦିକଙ୍କର ମୃତ୍ୟୁ ଘଟିଛି ଓ ଆଉ ୬ଜଣ ସାମ୍ବାଦିକ ଆହତ ହୋଇଛନ୍ତି ।
ଲାଓସରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କାମ କରିବାକୁ ଯାଇ ଲାଓସର ଆଟପୁରେ ଫସି ରହିଛନ୍ତି କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଅଞ୍ଚଳର ୩୫ ଜଣ ଓଡ଼ିଆ ଶ୍ରମିକ ।
ରାଜ୍ୟର ବଡ଼ କଲେଜ କୁହାଯାଉଥିବା ଭୁବନେଶ୍ୱରର ବିଜେବି ମହାବିଦ୍ୟାଳୟକୁ ନୋଟିସ୍ କରାଯାଇଛି । ୩ଟି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସଂପାଦନ କରାଯାଇନଥିବାରୁ ଏହି ସ୍ପଷ୍ଟୀକରଣ ମଗାଯାଇଛି ।
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର ।
ଉତ୍ତର ଗାଜାପଟ୍ଟିରେ ରହୁଥିବା ୧୧ ଲକ୍ଷରୁ ଅଧିକ ପାଲେଷ୍ଟାଇନ ନାଗରିକଙ୍କୁ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଡ଼କୁ ଚାଲିଯାଅ ବୋଲି ଇସ୍ରାଏଲ୍ ଚେତାବନୀ ଦେଇଛି ।
୩ ଯୁବକଙ୍କୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଯୁବତୀଙ୍କୁ କମେଣ୍ଟମରା ଘଟଣାକୁ ନେଇ ସଂଘବଦ୍ଧ ଆକ୍ରମଣ ।
ଇସ୍ରାଏଲ ଉପରେ ଆକ୍ରମଣର ମାଷ୍ଟରମାଇଣ୍ଡ....ଷଡ଼ଯନ୍ତ୍ରକୁ କେମିତି କଲା କାର୍ଯ୍ୟକାରୀ?
ପାକିସ୍ତାନ ବିପକ୍ଷରେ ଅପରାଜେୟ ରେକର୍ଡ ବଜାୟ ଲକ୍ଷ୍ୟରେ ଭାରତ । ରେକର୍ଡ ଏବେ ରହିଛି ୭-୦ । ସେହି ରେକର୍ଡକୁ ଅକ୍ଷୂର୍ଣ୍ଣ ରଖିବାକୁ ଟାର୍ଗେଟ କରିଛି ଭାରତ।
ପରଲୋକଗତ ଆତ୍ମାର ଶାନ୍ତି ପାଇଁ ପିଣ୍ଡଦାନ । ପିଣ୍ଡଦାନ ପାଇଁ ପବିତ୍ର ସ୍ଥାନଗୁଡ଼ିକରେ ଭିଡ଼ ।
ଯଦି ଆପଣଙ୍କ ଅଣ୍ଟା ଯନ୍ତ୍ରଣା ହେଉଛି କିମ୍ବା ଆପଣ ବସିବା ଏବଂ ଠିଆ ହେବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ତେବେ ଆସନ୍ତୁ ଏମିତି ୩ ଟି ଆସନ ବିଷୟରେ ଜାଣିନେବା ଯାହା ଅଣ୍ଟା ଯନ୍ତ୍ରଣାରୁ ସହଜରେ ମୁକ୍ତି ଦେବ।
ଅତୀତକୁ ଭୁଲି ନୂଆ ଜୀବନ ଆରମ୍ଭ କରିବା ପାଇଁ ବନିଛନ୍ତି ନୂଆ ବାଟର ବାଟୋଇ । ସିଏ ହେଉଛନ୍ତି ୬୩ ବର୍ଷିୟ ବର ଦାସ ମାରାଣ୍ଡି ଏବଂ ଏ ହେଲେ ୬୫ ବର୍ଷିୟା କନିଆ ପଦ୍ମାବତୀ ଦାସ ।
ଗାଜା ସୀମାଠୁ ମାତ୍ର ୫ କିଲୋମିଟର ଦୂରରେ ଥିବା ଛୋଟିଆ ଗାଁ କିବୁଜ୍ ବେରିରେ ଗତ ଶନିବାର ସୂର୍ଯ୍ୟ ଉଇଁବା ବେଳେ କେମିତି ଦିଶୁଥିଲା, କାହାକୁ ଜଣାନାହିଁ ।
୨୪ ନିର୍ବାଚନ ପୂର୍ବରୁ ଟିକଟ କସରତ । ଫୋକସରେ ପଶ୍ଚିମ ଓଡ଼ିଶାର ପଲଟିକାଲ୍ ସ୍ପଟ୍ ସମ୍ୱଲପୁର ।
୨୪ ଭୋଟ୍ ରାଜନୀତିର ଏପିସେଣ୍ଟର ହେବ କି ଜଗନ୍ନାଥ ଧାମ ? ଧାର୍ମିକ କାର୍ଡ ଖେଳିବାକୁ ବିଧାନସଭା କ୍ଷେତ୍ରରୁ ସିଏମ୍ ଓ ଲୋକସଭା କ୍ଷେତ୍ରରୁ ଲଢ଼ିବେ କି ପିଏମ୍ ?
ଜେଟିପିଙ୍କ କାନ୍ଧରେ ଡ୍ରେସକୋଡ୍ ଭାର । ଶ୍ରୀମନ୍ଦିର ଚାରିଦ୍ୱାର ଓ ଭିତର ବେଢ଼ାରେ ରଖିବେ ଅହରହ ନଜର । ଭକ୍ତଙ୍କୁ କରିବେ ଜାଗତିଆର ।