ଆଜି ହେଉଛି ଭାଗବତ ଜନ୍ମ। ଭାଗବତ ପଠନ ଓ ଶ୍ରବଣ ଦ୍ୱାରା କ'ଣ ସବୁ ସୁଫଳ ମିଳିଥାଏ ଜାଣନ୍ତୁ ?
୮ ସ୍ୱର୍ଣ୍ଣ, ୧୧ ରୌପ୍ୟ, ୧୧ ବ୍ରୋଞ୍ଜ ସହ ଭାରତକୁ ୩୦ ପଦକ । ୩୦ ପଦକ ସହ ତାଲିକାର ଚତୁର୍ଥ ସ୍ଥାନରେ ଭାରତ ।
ସକାଳୁ ଲୁଗା ଦୋକାନରେ ନିଆଁ ଲାଗିଥିବା ସୂଚନା ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ।
ଲୋକମାନେ ପ୍ରାୟ ହୃଦଘାତର ଗମ୍ଭୀରତାକୁ ସେପର୍ଯ୍ୟନ୍ତ ବୁଝନ୍ତି ନାହିଁ ଯେପର୍ଯ୍ୟନ୍ତ ସେମାନେ ଏହାର ଶିକାର ହୋଇ ନାହାନ୍ତି। ଏହି କାରଣରୁ, ହୃଦଘାତ ବିଷୟରେ ଲୋକଙ୍କୁ ସଚେତନ କରାଇବା ପାଇଁ ପ୍ରତିବର୍ଷ ସେପ୍ଟେମ୍ବର ମାସରେ ‘ବିଶ୍ୱ ହୃଦୟ ଦିବସ’ ପାଳନ କରାଯାଏ।
ପୂର୍ବରୁ ମଧ୍ୟ ୨୦୧୫ ମସିହା ନବକଳେବର ସମୟରେ ଅନେକ ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯାଇଥିଲା । ପରବର୍ତ୍ତୀ ସମୟରେ ମାର୍କେଟ କମ୍ପଲେକ୍ସ ନିର୍ମାଣ କରାଯାଇ ଏମାନଙ୍କୁ ଥଇଥାନର ପ୍ରତିଶୃତି ମିଳିଥିଲା ।
ଭାରତୀୟ ଦଳର ବିଶ୍ୱକପ ସ୍କ୍ୱାଡରେ ସ୍ଥାନ ପାଇଛନ୍ତି ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଆହତ କାରଣରୁ ବାମହାତୀ ସ୍ପିନର ଅକ୍ଷର ପଟେଲଙ୍କ ସ୍ଥାନରେ ତାଙ୍କୁ ୧୫ ଜଣିଆ ସ୍କ୍ୱାଡରେ ଦମଦାର ଏଣ୍ଟ୍ରି ମାରିଛନ୍ତି ଅଶ୍ୱିନ।
ଏହା ଦେଖିବା ପରେ ସେଠାରେ କିଛି ଲୋକ ପିଲାଟିକୁ ଉଦ୍ଧାର କରିବାକୁ ପ୍ରୟାସ କରିଥିଲେ । ଘଟଣାସ୍ଥଳରେ ଏକ ଅଟୋରିକ୍ସା ମଧ୍ୟ ଅଟକି ରହୁଥିବା ଭିଡିଓରେ ଦେଖିବାକୁ ମିଳୁଛି । ପରେ ପରେ କିଛି ବ୍ୟକ୍ତି ପିଲାଟିକୁ ଉଦ୍ଧାର କରିବାକୁ ଚେଷ୍ଟା କରୁଛନ୍ତି ।
ମାଇଲ ମାଇଲ୍ ଧରି ଲମ୍ବିଯାଇଥିବା କଳା ମଚ୍ ମଚ୍ ରାସ୍ତା ଯେ ଯାତ୍ରୀଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇଦିଏ ତା’ନୁହେଁ, ବରଂ ଟିକିଏ ଅସାବଧାନତା ହେଲେ ସ୍ୱର୍ଗକୁ ବି ଦେଖାଇ ଦିଏ ବାଟ । ଏଇ ଯେମିତି ଗଞ୍ଜାମ ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ । ଯାହା ପୂର୍ବରୁ ଦକ୍ଷିଣ ଭାରତ ଯାଏଁ ଯୋଡେ ଏହି NH । କିନ୍ତୁ ଖଲ୍ଲିକୋଟର ବଡ଼ଘାଟି ଓ ନାରାୟଣୀ ଛକ ମଧ୍ୟରେ ତ୍ରୁଟିପୂର୍ଣ୍ଣ ଡିଜାଇନ ଏବଂ ସତର୍କତା ପାଇଁ ସାଇନବୋର୍ଡ ନଥିବାରୁ ବାରମ୍ବାର ଘଟିଚାଲିଛି ଦୁର୍ଘଟଣା ।
ରାତି ଅଧରେ ବିକଟାଳିଆ ଶବ୍ଦ, ଉତୁପାତିଆ ନାଚ । ଡିଜେ ବ୍ୟାଣ୍ଡର ଶଦ୍ଦର ତୀବ୍ରତା ଏତେ ଅଧିକ ଯେ, କାନ ବନ୍ଦ କରି ଶୁଣିଲେ ବି ପରଦା ଫାଟିଯିବାର ଭୟ । ଆଉ ତାରି ଭିତରେ ବେତାଳିଆ ନୃତ୍ୟରେ ବିଭୋର ଯୁବଗୋଷ୍ଠୀ ।
5-T ସଚିବଙ୍କ ଗସ୍ତକୁ ନେଇ ଥମୁନି ବରଂ ବଢି ଚାଲିଛି ବିବାଦ । ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ପରେ ବି ପାଣ୍ଡିଆନଙ୍କୁ ନେଇ ମୁହାଁମୁହିଁ ଶାସକ ବିରୋଧୀ ।
ନିସ୍ୱାର୍ଥପର ସେବା ଯାହାର ମନ୍ତ୍ର । ବିପଦରେ ସାହାଯ୍ୟ କରିବାକୁ ଯାହାର ମନ । ତାଙ୍କୁ ବା ଡର କ’ଣ, ଭୟ କ’ଣ । ବାରିପଦା ବାରୁଣୀ ଘାଟ ଶ୍ମଶାନରେ ବେଶ୍ ପରିଚିତା ନାଁ ଲକ୍ଷ୍ମୀ ଜେନା । ଦୀର୍ଘ ୧୩ବର୍ଷ ଧରି ଅବିରତ କରି ଚାଲିଛନ୍ତି ଶବ ସତ୍କାର ।
ଛୋଟ ଝିଅକୁ ଧରି ନଦୀକୁ କାହିଁକି ଡେଇଁଲେ ସ୍ୱାମୀ ? ପତ୍ନୀ ମୃତ୍ୟୁରୁ ଅବସାଦ ନା ଅନ୍ୟ କୌଣସି କାରଣ ପାଇଁ ଚରମ ପଦକ୍ଷେପ ନେଲେ ସ୍ୱାମୀ। ତାକୁ ନେଇ ନାନା ଚର୍ଚ୍ଚା ହେଉଛି...
ବିଶିଷ୍ଟ କଥାକାର ଭୀମ ପୃଷ୍ଟି ପାଇବେ ଶାରଳା ପୁରସ୍କାର । ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ପୁରସ୍କାର ପାଇବେ ଭୀମ ପୃଷ୍ଟି...
ଡାଲି ଭଲ ପାଉଥିବାରୁ ତାଙ୍କୁ ଡାଲି ଉପହାର ଦେଉଥିଲୁ । ବାଚସ୍ପତି ନିର୍ଦ୍ଦଳୀୟ ନିଷ୍ପତ୍ତି ନେବା କଥା, ହେଲେ ସେ ସେମିତି କରୁନାହାନ୍ତି । ସେ ନିରପେକ୍ଷ ହେଉନଥିବାରୁ ପ୍ରତିବାଦରେ ଡାଲି ଉପହାର ଦେଉଥିଲୁ ବୋଲି ମୁକେଶ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ।
୨ ବିଧାୟକଙ୍କୁ ସସ୍ପେଣ୍ଡ ନେଇ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପ୍ରତିକ୍ରିୟା ।
ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଡାଲି ଫିଙ୍ଗିଲେ ବିଜେପି ବିଧାୟକ । କଡ଼ା ପ୍ରତିକ୍ରିୟା ଦେଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।
ବିଜୁ ଯୁବ ବାହିନୀ ଯୋଜନାରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ତାହାର ହିସାବ ଦେଇଛନ୍ତି ସରକାର ।
ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଡାଲି ଫିଙ୍ଗିଲେ ବିଜେପି ବିଧାୟକ ।
୪୯ ନମ୍ବର ଜାତୀୟ ରାଜପଥର ଦୁଆରଶୁଣୀ ଘାଟିରେ ଟ୍ରକ-ବାଇକ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି ।
ଲୋୟର ପିଏମଜିରେ ଧାରଣା ଦେଇଛନ୍ତି ରାଷ୍ଟ୍ରପତିଙ୍କ ଶିକ୍ଷକ । ମାଟି କାରିଗରଙ୍କ ବିଭିନ୍ନ ଦାବି ନେଇ ଧାରଣା ଦେଇଛନ୍ତି ।
କମ୍ ବୟସରେ କାହିଁକି ହୃଦଘାତ ? ସୁରତର ଏକ ଘରୋଇ ସ୍କୁଲର ଅଘଟଣ ।
ସବୁଜ ବିପ୍ଲବର ଜନକ ସ୍ୱାମୀନାଥନ । ଦେଶରୁ ଖାଦ୍ୟ ସଂକଟ ଦୂର କରିବାରେ ପ୍ରମୁଖ ଭୂମିକା ।
ପାଲଲହଡା ବିଧାୟକଙ୍କ ବାହାଘର ଓ ତାଳଚେର ବିଧାୟକଙ୍କ ବାପାଙ୍କ ଶୁଦ୍ଧିକ୍ରିୟା ରେ 5-T ସଚିବ ଯିବା ସମୟରେ ହେଲିକପ୍ଟର ବ୍ୟବହାର କଣ ପାଇଁ ହେଲା ବୋଲି ସେ ପ୍ରଶ୍ନ ଉଠାଇଛନ୍ତି ।
ଖବର ପାଇ ଘଟଣାସ୍ଥଳରେ ପୋଲିସ୍, ଦମକଳ ବାହିନୀ ପହଞ୍ଚି ଥିଲେ ବି ଅନ୍ଧାର ପାଇଁ ଖୋଜା ଖୋଜି ନକରି ଫେରି ଆସିଥିଲେ । ଆଜି ସକାଳୁ ଖୋଜା ଖୋଜି ପୁଣି ଆରମ୍ଭ ହୋଇଛି ।
୧୦ ମାସ ବଦଳରେ ୧୨ ମାସ ଦରମା ପ୍ରଦାନ, ବକେୟା ରାଶି ପ୍ରଦାନ, ୬୦ ବର୍ଷ ପରେ ଅବସରକାଳୀନ ଭତ୍ତା ପ୍ରଦାନ ପାଇଁ ଦାବି କରଛନ୍ତି ପାଚିକା ।