ଖବର ପାଇ ଘଟଣାସ୍ଥଳରେ ପୋଲିସ୍, ଦମକଳ ବାହିନୀ ପହଞ୍ଚି ଥିଲେ ବି ଅନ୍ଧାର ପାଇଁ ଖୋଜା ଖୋଜି ନକରି ଫେରି ଆସିଥିଲେ । ଆଜି ସକାଳୁ ଖୋଜା ଖୋଜି ପୁଣି ଆରମ୍ଭ ହୋଇଛି ।
୧୦ ମାସ ବଦଳରେ ୧୨ ମାସ ଦରମା ପ୍ରଦାନ, ବକେୟା ରାଶି ପ୍ରଦାନ, ୬୦ ବର୍ଷ ପରେ ଅବସରକାଳୀନ ଭତ୍ତା ପ୍ରଦାନ ପାଇଁ ଦାବି କରଛନ୍ତି ପାଚିକା ।
ଅଂଶୁମାନ ମହାନ୍ତିଙ୍କ ସହ ବିଡିଓଙ୍କୁ ଘେରିଲେ ଶତାଧିକ କଂଗ୍ରେସ କର୍ମୀ । ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାନଗଲେ ଆନ୍ଦୋଳନ ଧମକ ।
ଏସୀୟ କ୍ରୀଡ଼ା ସୁଟିଂରେ ପୁଣି ଭାରତକୁ ସ୍ୱର୍ଣ୍ଣ ପଦକ । ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍ ଇଭେଣ୍ଟରେ ସ୍ୱର୍ଣ୍ଣ ।
ସିଂହଦ୍ୱାର ପାଖ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିକୁ ଅପମାନ କଲା ଭଳି ଦୃଶ୍ୟ । ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିକୁ ଧଳାକପଡାରେ ସମ୍ପୂର୍ଣ୍ଣ ଆବଦ୍ଧ କରିଥିଲା କିଏ ।
ପୁଷ୍କର ଦୋଷ - ୧ ପାଦ କୁଟୁମ୍ବହାନି - ତିଳକାଞ୍ଚନ ଦାନ ରାତ୍ରି ୦୧.୪୮ ପର୍ଯ୍ୟନ୍ତ
ଆଳତୁମା ଗାଁର ରେଳୱେ ଓଭର ବ୍ରିଜ ନିକଟରେ ମର୍ଡର.. ମୃତକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ଗୁଳି ଜବତ
ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ଧର୍ମଘଟ ଡାକରା, ଧର୍ମଘଟ ନେଇ ବସ୍ ମାଲିକ ସଂଘ ବୈଠକରେ ନିଷ୍ପତ୍ତି
ବୈତରଣୀ ସେତୁରୁ ନଦୀକୁ ଡେଇଁ ବାପ-ଝିଅ ନିଖୋଜ..ଭଣ୍ଡାରୀପୋଖରୀ ଥାନା ଆଖୁଆପଦାର ଘଟଣା
ଶିଳ୍ପୀଙ୍କୁ ତର ନାହିଁ..ମେଢ଼ ନିର୍ମାଣରେ ଦିନ ରାତି ବିତୁଛି..ଧାର୍ଯ୍ୟ ସମୟ ଆଗରୁ କାମ ସାରିବାକୁ ପଡ଼ିବ।
ସୋସିଆଲ୍ ମିଡିଆରେ କିଙ୍ଗ ଖାନଙ୍କ ପ୍ରଶଂସା ..ରାହୁଲ ବନିଲେ ‘ରାହୁଲ’ଙ୍କ ଫ୍ୟାନ୍
ସବୁପ୍ରସଙ୍ଗରେ ଆନ୍ନମଲାଇଙ୍କ ସ୍ପଷ୍ଟବାଦିତା ଭୋଟରଙ୍କୁ ପସନ୍ଦ ଆସୁଛି।
ଖବର ପାଇ ପୋଲିସ ଯେତେବେଳେ ଉକ୍ତ ନାବାଳିକାକୁ ଉଦ୍ଧାର କଲା, ସେତେବେଳେ ପୁରା ଘଟଣା ସାମ୍ନାକୁ ଆସିଲା ।
ମାତା ଶାରଦାଙ୍କୁ ଅନୁରୋଧ କରୁଛି କି, କୁହୁଙ୍କୁ ଭଲ ବୁଦ୍ଧି ଓ ଜ୍ଞାନ ପ୍ରଦାନ କରନ୍ତୁ । ତାଙ୍କୁ ବିଶ୍ୱର ମାନବ କଲ୍ୟାଣ ପାଇଁ ସେ କାମ କରନ୍ତୁ ।
ଆର୍ନ୍ତଜାତୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ତଥା ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାର ଡ଼ଃ ସ୍ୱାତୀ ନାୟକ ଧାନ ଗବେଷଣା ପୁରସ୍କାର ପାଇଁ ଆମେରିକା ଯାଉଛନ୍ତି ।
ୱାହିଦାଙ୍କୁ ୧୬ରୁ ୧୭ ବର୍ଷ ବୟସରେ ହୋଇଥିବା ବେଳେ, ଏହି କବିସୂର୍ଯ୍ୟ ମଞ୍ଚରେ ପ୍ରଦର୍ଶନ କରିଥିଲେ ନିଜର ନୃତ୍ୟ ଚାତୁରୀ ।
ଅକ୍ଟୋବର ୧୦ ସୁଦ୍ଧା ଆପାର୍ଟମେଣ୍ଟ ରୁଲ୍ ଆଣିବାକୁ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ହାଇକୋର୍ଟଙ୍କ ଛାଟ ପରେ ଚଳିତ ବିଧାନସଭା ଅଧିବେଶନରେ ବିଲ୍ ଆଗତ କରି ଏହାକୁ ପାରିତ କରାଯାଇଛି ।
ଅଧ୍ୟାପକଙ୍କ ପାଇଁ ଯେମିତି ୭ଘଣ୍ଟା କଲେଜରେ ରହିବା ବାଧ୍ୟତାମୂଳକ, ୭୫ ପ୍ରତିଶତ ଛାତ୍ରଛାତ୍ରୀ ବି କ୍ଲାସ୍ ରେ ବସିବା ସେତିକି ଜରୁରୀ ।
ମଧ୍ୟପ୍ରଦେଶ ଫର୍ମୁଲାରେ ଓଡ଼ିଶାରୁ ବିଜେପିର ୮ ସାଂସଦଙ୍କ ମଧ୍ୟରୁ ୬ ଜଣଙ୍କୁ ବିଧାନସଭା ନିର୍ବାଚନ ମୈଦାନକୁ ଓହ୍ଲାଯିବାର ସମ୍ଭାବନା ରହିଛି ।
ମିଳିଥିବା ସୂଚନା ଅନୁସାରେ ବିଦେଶରେ ଗିରଫ ହୋଇଥିବା ଭିକାରୀମାନଙ୍କ ମଧ୍ୟରୁ ୯୦ ପ୍ରତିଶତ ପାକିସ୍ତାନର। ପାକିସ୍ତାନରୁ ବହୁ ସଂଖ୍ୟାରେ ଭିକାରୀ ଏବେ ଇରାନୀ ଓ ସାଉଦି ଆରବ ଜେଲରେ ରହିଛନ୍ତି।
ଗୁଗୁଲ ଦୁଇ ପ୍ରକାର ଆଲର୍ଟ କରିଥାଏ । ଗୋଟିଏ ହେଲା, ସାବାଧାନ ରୁହ ଓ ଅନ୍ୟଟି ଆକ୍ସନ ନିଅ ।
ବିରୋଧୀ ଆପତ୍ତି ଉଠାଇବା ପରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ, ` ମୁଁ ଅପା ବୋଲି ସବୁବେଳେ ଡାକେ, ସେଥିପାଇଁ ପାଟିରୁ ଅପା ଶବ୍ଦ ବାହାରିଗଲ । ଆପଣମାନେ କହୁଛନ୍ତି ତେବେ Hounreble Spekaer Madam ଯଥା `ଅପା´ ବୋଲି କହି ପୁଣି ଥରେ ସମ୍ବୋଧନ କରିଥିଲେ କୃଷି ମନ୍ତ୍ରୀ ।
ମସ୍କଙ୍କ କମ୍ପାନୀ ଟେସଲା ହ୍ୟୁମାନୋଇଡ୍ ରୋବୋଟ୍ ଅପ୍ଟିମସର ଏହି ଭିଡିଓ ସେୟାର କରିଛି । ଏଥିରେ ରୋବୋଟ୍ ମଣିଷ ପରି ଅନେକ କାର୍ଯ୍ୟ କରୁଛି। ଘର କାମଠାରୁ ଆରମ୍ଭ କରି ସୂର୍ଯ୍ୟ ନମସ୍କାର ଓ ଯୋଗ ମଧ୍ୟ କରୁଛି ।
ମିଳିଥିବା ସୂଚନା ଅନୁସାରେ ଏହି ଜାହାଜ ଭାରତ ମହାସାଗରର ମଧ୍ୟ ଭାଗରେ ୯୦ ଡିଗ୍ରୀ ପୂର୍ବ ଦ୍ରାଘିମା ଉପରେ ଅଛି ଏବଂ ଲଗାତର ଭାବେ ଏହା ଶ୍ରୀଲଙ୍କା ଆଡ଼କୁ ଗତି କରୁଛି । ୨୦୧୯ରୁ ପ୍ରାୟ ୪୮ ଚୀନ୍ ବୈଜ୍ଞାନିକ ଏକ ଗୁପ୍ତଚର ଜାହାଜ ଭାରତ ମହାସାଗରରେ ନିୟୋଜିତ ହୋଇଛି ।