ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଏହି ଧର୍ମଘଟ କରାଯାଉଛି ।
ଏଭଳି ଘଟଣା ସୁପ୍ରିମ୍କୋର୍ଟ ଇତିହାସରେ ପ୍ରଥମ ଥର ପାଇଁ ହୋଇଛି । ଦେଶର ଇତିହାସରେ ପ୍ରଥମଥର ପାଇଁ ଏପରି ଘଟଣା ଘଟିଛି।
ଆମେ ପିଆଜକୁ କେବଳ ଖାଦ୍ୟ ଭାବେ ବ୍ୟବହାର କରୁ। ବିହାର ଏବଂ ୟୁପି ସମେତ ଦେଶର ଅନେକ ଅଞ୍ଚଳରେ ଲୋକମାନେ ଏହାକୁ ଲୁ’ରୁ ରକ୍ଷା ପାଇଁ କିମ୍ବା ଜ୍ୱରର ଚିକିତ୍ସା ପାଇଁ ବ୍ୟବହାର କରନ୍ତି। କିନ୍ତୁ ଆପଣ ଜାଣନ୍ତି କି ପରମାଣୁ ପରୀକ୍ଷଣ ପାଇଁ ପିଆଜ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ?
ଏହି ହତ୍ୟାକାଣ୍ଡ ଯୋଜନାବଦ୍ଧ ନଥିଲା । ହଠାତ ରାଗରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସୂଚନା ଦେଇଛି । ଆଜି ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିଥିଲେ ।
ଆପାର୍ଟମେଣ୍ଟରୁ ମିଳିଲା ଟେକ୍ ସିଇଓଙ୍କ ମୃତଦେହ। ତାଙ୍କ ମୁଣ୍ଡରେ ଆଘାତ ଚିହ୍ନଥିବା ଦେଖିବାକୁ ମିଳିଛି। ଏହି ଘଟଣାରେ ସମ୍ପୃକ୍ତି ନେଇ ଜଣେ ୩୨ ବର୍ଷୀୟ ଯୁବକଙ୍କ ଉପରେ ସନ୍ଦେହ କରାଯାଉଛି।
ସରକାରୀ ସ୍କୁଲରେ ପାଠ ପଢା ଠପ୍! ଲକ୍ଷ ଲକ୍ଷ ପିଲା ରାସ୍ତାରେ.. ଶିକ୍ଷକ ଆନ୍ଦୋଳନରେ..। ଡାକ୍ତର ଅଭାବ ଓ ଅନେକ ଅବ୍ୟବସ୍ଥାରେ ରୁଗ୍ଣ ସ୍ୱାସ୍ଥ୍ୟ କ୍ଷେତ୍ରକୁ ସମ୍ଭାଳିବାକୁ ସରକାର ଫାର୍ମାସିଷ୍ଟ୍ମାନଙ୍କ ଉପରେ ଦାୟିତ୍ୱ ଲଦିଲେ; ହେଲେ ସେମାନଙ୍କର ମଧ୍ୟ ଅନେକ ସମସ୍ୟା। ଏବେ ସେମାନେ ବି ଆନ୍ଦୋଳନରେ।
ମଦନପୁର ରାମପୁର ରାଜପରିବାରର ତନ୍ମୟ ପ୍ରତାପ ସିଂହଦେଓ ଓ କୁମାର ସାହେବଙ୍କ ବୋହୂ ତଥା ସେରାମିକ୍ ଆର୍ଟିଷ୍ଟ ପୃଥ୍ବୀରାଜ ସିଂହଦେଓଙ୍କ ପତ୍ନୀ ସଂଯୁକ୍ତା ଦେବୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।
ନାସିରୁଦ୍ଦିନ ଶାହା କୌଣସି ଏକ ଇଭେଣ୍ଟକୁ ଯିବା ଆଉ ସେଠାରେ ଏମିତି କିଛି ବିବାଦୀୟ କଥା କହି ଚର୍ଚ୍ଚା ହେବା ଏକ ସାଧାରଣ କଥା ହୋଇଗଲାଣି। ପୂର୍ବରୁ ସେ ବଲିଉଡକୁ ଟାର୍ଗେଟ୍ କରିଥିବା ବେଳେ ବର୍ତ୍ତମାନେ ସେ ସାଉଥ୍ ସିନେମାକୁ ଟାର୍ଗେଟ୍କୁ ନେଇଛନ୍ତି।
ପୁଣି ଜନନୀ ଯନ୍ତ୍ରଣା। ରାସ୍ତାକଡ଼ରେ ହେଲା ପ୍ରସବ। ଅଟୋରେ ହସ୍ପିଟାଲ୍ ନେବା ବାଟରେ ହିଁ ମହିଳାଙ୍କ ପ୍ରସବ ହୋଇଛି।
ଏହି ଇଭେଣ୍ଟରେ ବ୍ରୋଞ୍ଜ୍ ମଧ୍ୟ ଜିତିଛନ୍ତି ଭାରତର ଆଶି ଚୋକସି । ଆଜି ସୁଟିଂରେ ଭାରତକୁ ୫ ପଦକ ମିଳିଛି । ୨ ସ୍ୱର୍ଣ୍ଣ, ୧ ରୌପ୍ୟ, ୨ ବ୍ରୋଞ୍ଜ୍ ପଦକ ଭାରତ ଖାତାକୁ ଆସିଛି ।
ଆଜି ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଇତିହାସ ରଚିଛି ନେପାଳ। ମଙ୍ଗୋଲିଆ ବିପକ୍ଷରେ ୩ ୱିକେଟ ହରାଇ ୩୧୪ ରନର ବିଶାଳ ସ୍କୋର କରିଛି ନେପାଳ। ଯାହା ଅର୍ନ୍ତଜାତୀୟ ଟି-୨୦ ଇତିହାସରେ ସବୁଠାରୁ ବଡ଼ ସ୍କୋର। ୩୦୦ରୁ ଅଧିକ ସ୍କୋର କରିବାରେ ନେପାଳ ହେଉଛି ପ୍ରଥମ ଦଳ।
ସଲମାନ ଖାନ ତାଙ୍କ ସୋସିଆଲ୍ ମିଡିଆ ଆକାଉଣ୍ଟରେ 'ଟାଇଗର ୩'ର ଟିଜର୍ ରିଲିଜ୍ କରିଛନ୍ତି। ଏଥିରେ ତାଙ୍କର ଦମଦାର ଡାଏଲଗ୍ ସାଙ୍ଗକୁ ଜବରଦସ୍ତ ଆକ୍ସନ ଦେଖିବାକୁ ମିଳିଛି। ଏହାକୁ ଦେଖିଲା ପରେ ଆପଣ ନିଶ୍ଚିତ କହିବେ ଯେ ଭାଇଜାନଙ୍କ ଆଶାର ଭାଗ୍ୟ ପୁଣି ଖୋଲିବାକୁ ଯାଉଛି।
ଘାଟିରେ ଓଲଟିଲା ସ୍କୁଲ୍ ବସ୍। ଦୁର୍ଘଟଣାରେ ପିଇଟି ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।
୩ ଟଙ୍କା ପାଇଁ ଜଣେ ଜେରକ୍ସ ଦୋକାନୀଙ୍କୁ ୨୫ ହଜାର ଟଙ୍କା ଫାଇନ କରିଛନ୍ତି ଜିଲ୍ଲା ଖାଉଟି ଅଦାଲତ । ମାସେ ଭିତରେ ଟଙ୍କା ନଦେଲେ ୯ ପ୍ରତିଶତ ସୁଧ ସହ ଟଙ୍କା ଦେବାକୁ ପଡ଼ିବ।
ଆଜିର ମ୍ୟାଚରେ ଦଳର ଚୁଡ଼ାନ୍ତ ଏକାଦଶରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ। ପ୍ରଥମ ଦୁଇ ମ୍ୟାଚରେ ବିଶ୍ରାମ ନେଇଥିବା ଦଳର ଷ୍ଟାର ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲି ଆଜିର ମ୍ୟାଚ୍ରେ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ।
ଦେଶର ଅର୍ଥନୀତିରେ ପର୍ଯ୍ୟଟନ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ‘ବିଶ୍ୱ ପର୍ଯ୍ୟଟନ ଦିବସ’ ଅନ୍ତର୍ଜାତୀୟ ସ୍ତରରେ ପର୍ଯ୍ୟଟନକୁ ବୃଦ୍ଧି କରିବାରେ ସାହାଯ୍ୟ କରେ, ଯାହା ଦ୍ୱାରା ପର୍ଯ୍ୟଟନ ଦୃଷ୍ଟିରୁ ଦେଶଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ ହୋଇପାରିବେ। ଆସନ୍ତୁ ଜାଣିବା ବିଶ୍ୱ ପର୍ଯ୍ୟଟନ ଦିବସର ତାରିଖ, ଇତିହାସ ଏବଂ ଗୁରୁତ୍ୱ।
ସ୍ପିଡ୍ରେ ଆସି ହଠାତ୍ ପ୍ଲାଟ୍ଫର୍ମରେ ଚଢ଼ିଗଲା ଟ୍ରେନ୍। ଏହାଦେଖି ଉପସ୍ଥିତ ଯାତ୍ରୀ ଜୀବନ ବଞ୍ଚାଇବା ପାଇଁ ଏଣେତେଣେ ଦୌଡ଼ି ପଳାଇବା ସହ ଭୟରେ ଚିତ୍କାର କରିଥିଲେ।
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର ।
ମହିଳା ୨୫ ମିଟର ପିସ୍ତଲ ଟିମ୍ ଇଭେଣ୍ଟରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ମହିଳା ୫୦ ମି. ରାଇଫଲ ୩ ପୋଜିସନ ଟିମ୍ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛି।
ଅଧିକାଂଶ ଭାରତୀୟ ପ୍ରାୟ ବିଦେଶ ଭ୍ରମଣ କରିବାର ସ୍ୱପ୍ନ ଦେଖନ୍ତି। ବିଦେଶ ଯିବା ପାଇଁ କିନ୍ତୁ ଅଧିକ ଖର୍ଚ୍ଚ କାରଣରୁ ଏହି ସ୍ୱପ୍ନକୁ ସାକାର କରିବାକୁ ସେମାନେ ବଞ୍ଚିତ ହେଉଛନ୍ତି। କିନ୍ତୁ ଏପରି ଅନେକ ବିଦେଶୀ ସ୍ଥାନ ଅଛି ଯେଉଁଠାରେ ଭାରତୀୟମାନେ ଖୁବ କମ ଖର୍ଚ୍ଚରେ ଭ୍ରମଣର ଉପଭୋଗ କରିପାରିବେ। ଆସନ୍ତୁ ଜାଣିନେବା।
କେତେବେଳେ ଯେ ବନ୍ଦ ହୋଇଯିବ ବିଶ୍ୱବିଦ୍ୟାଳୟ ଆଉ ମାନ୍ୟତା ହରାଇବ ତାକୁ ନେଇ ଏବେ ବଢ଼ିଲାଣି ଚିନ୍ତା। ସମ୍ବଲପୁରରେ ଥିବା ରାଜ୍ୟର ଏକ ମାତ୍ର ମୁକ୍ତ ବିଶ୍ୱବିଦ୍ୟାଳୟ ଏବେ ଦ୍ୱନ୍ଦ୍ୱ ଓ ଆଶଙ୍କାରେ ଚାଲିଛି।
ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଓଡିଶାରେ ଏମିତି ଅନେକ ମନୋରମ ଜାଗା ଅଛି ଯାହା କେବଳ ରାଜ୍ୟବାସୀଙ୍କୁ ନୁହେଁ, ଅନ୍ୟ ରାଜ୍ୟ ଓ ବିଦେଶର ଲୋକଙ୍କୁ ମଧ୍ୟ ଆକୃଷ୍ଟ କରେ। କେତେକ ସ୍ଥାନକୁ ପର୍ଯ୍ୟଟନ ବିଭାଗ ଦୃଷ୍ଟି ଦେଇ ଏହାର ଉନ୍ନତି କରଣ କରୁଛି ସତ, ହେଲେ ଏହାରି ଭିତରେ ଆହୁରି ଅନେକ ସ୍ଥାନ ଅଛି ଯାହା ବିଭାଗର ଆଢୁଆଳରେ ରହିଯାଇଛି।
ଆର୍ଥିକ ସମସ୍ୟାର ସମାଧାନ ଲାଗି ସେନାର ଉଦ୍ୟମ..ନିଷ୍ପତ୍ତି ପଛରେ ସେନାର ପ୍ରକୃତ ଉଦ୍ଦେଶ୍ୟକୁ ନେଇ ଶଙ୍କା
କେଉଁଠି କମେଣ୍ଟମରାକୁ ନେଇ ହାତାହାତି ତ ଆଉ କେଉଁଠି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାର୍ପିଟ୍। କଟକ ଜିଲ୍ଲା ଆଠଗଡ଼ ଓ ବାଙ୍କିରେ ଗୋଷ୍ଠୀ ସଂଘର୍ଷ ଘଟି ୧୬ ଜଣ ଆହତ ହୋଇଛନ୍ତି।
ଖଲିସ୍ଥାନ ପ୍ରସଙ୍ଗରେ ସାଲିସ କରିବନି ଭାରତ ...ବାଣିଜ୍ୟଠୁ ପ୍ରତିରକ୍ଷା, ସବୁରି କେନ୍ଦ୍ରରେ ଭାରତ