ଆସନ୍ତା ଅକ୍ଟୋବରରେ ଏହାର ଉଦଘାଟନ ହେବାର ଅଛି । ଭାରତୀୟ କାରୁକାର୍ଯ୍ୟ ଓ ଭାସ୍କର୍ଯ୍ୟରେ ଏହା ପରିପୂର୍ଣ୍ଣ ।
ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ
ଗତକାଲି ଏହି ଅଘଟଣ ଘଟିଛି । ଦୁର୍ଘଟଣା ସମୟରେ ପୋଲ ଉପରେ ଗୋଟିଏ ଡମ୍ପର ଓ ଦୁଇଟି ବାଇକ୍ ଯାଉଥିଲା । ସେହି ସମୟରେ ହଠାତ୍ ପୋଲଟି ଭୁଶୁଡ଼ି ପଡ଼ିଥିଲା ।
ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି ।
ସରକାରୀ ଅର୍ଥକୁ ଦଳୀୟ କାର୍ଯ୍ୟରେ ବିନିଯୋଗ କରିବା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ବେକାରୀ, ଶିକ୍ଷା, ସ୍ୱାସ୍ଥ୍ୟ, ବଜେଟ୍ ଅର୍ଥ ଖର୍ଚ୍ଚ ନହେବା ଭଳି ପ୍ରସଙ୍ଗକୁ ଆୟୁଧ କରିବେ ବିରୋଧୀ ।
ଏସୀୟ କ୍ରୀଡ଼ାରେ ଭାରତକୁ ମିଳିଲା ପ୍ରଥମ ସ୍ୱର୍ଣ୍ଣ ।
ସଂପୃକ୍ତ ମହିଳା ଜଣକ ଗତ ୩ ତାରିଖରୁ ନିଖୋଜ ଥିବା ଅଭିଯୋଗ ହୋଇଥିଲା । ଏହାର କିଛିଦିନ ପରେ ଅର୍ଥାତ ୨୦ ତାରିଖରେ ମାଲଦା ନଦୀରୁ ଅର୍ଦ୍ଧନଗ୍ନ ଅବସ୍ଥାରେ ମିଳିଥିଲା ମୃତଦେହ ।
ଶାଢୀ ଅପେକ୍ଷା ଗାଉନ୍ ପିନ୍ଧିବା ମହିଳାଙ୍କ ପାଇଁ ସହଜ ହୋଇଥାଏ। ଏଥି ସହିତ, ମହିଳାମାନେ ମଧ୍ୟ ଗାଉନରେ ନିଜକୁ ଆରାମ ଅନୁଭବ କରନ୍ତି। ତେବେ କେବଳ ଯେ ଗାଉନ ପିନ୍ଧି ଏକ ପାର୍ଟୀରେ ଯୋଗଦେବା ଯଥେଷ୍ଟ ନୁହେଁ। ଏନେଇ କିଛି ଗୁରୁତ୍ୱପୂର୍ଣ୍ଣ ଫ୍ୟାଶନ୍ ଟିପ୍ସ ମଧ୍ୟ ରହିଛି, ଯାହା ଅନୁସରଣ କରି ଆପଣ ସବୁଠାରୁ ସୁନ୍ଦର ଦେଖାଯିବେ।
ଟ୍ରକ୍ଟି ପ୍ରଥମେ ଏକ ବାଇକକୁ ଓ ପରେ ରାସ୍ତା ଉପରେ ଛିଡା ହୋଇଥିବା ଗୋଟିଏ କାରକୁ ଧକ୍କା ଦେଇଥିଲା । ଏହା ପରେ ଘାଟିରୁ ଓଲଟି ପଡ଼ିଥିଲା ଟ୍ରକ୍ ।
ଆପଣ ପ୍ରତିଦିନ ସକାଳେ ଉଠିବା ପରେ କ୍ଷୀର ଚା’ ପିଉଥିବେ । ଏହାକୁ ମିଠା କରିବା ପାଇଁ ଆପଣ ଚିନି ମଧ୍ୟ ବ୍ୟବହାର କରୁଥିବେ, କିନ୍ତୁ ଯଦି ଆପଣ ସୁସ୍ଥ ରହିବାକୁ ଚାହାଁନ୍ତି, ତେବେ ଆପଣଙ୍କ ଚା’ରେ ଚିନି ବଦଳରେ ଗୁଡ ମିଶାଇବା ଆରମ୍ଭ କରନ୍ତୁ। ଏହାର କାରଣ ହେଉଛି ଚିନି ଅପେକ୍ଷା ଗୁଡ ଖାଇବା ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ।
ବର୍ଷା ଯୋଗୁ ମ୍ୟାଚ୍ ବାଧାପ୍ରାପ୍ତ ହେବା ପରେ ୩୩ ଓଭରକୁ ଖସାଇ ଦିଆଯାଇଥିଲା ମ୍ୟାଚ୍ । ଡିଏଲଏସ୍ ମେଥଡ ଲାଗୁ ହେବା ସହ ଅଷ୍ଟ୍ରେଲିଆକୁ ୩୩ ଓଭରରେ ୩୧୭ ରନର ଟାର୍ଗେଟ୍ ଦିଆଯାଇଥିଲା ।
ରାସ୍ତାର ଦୁଇ ଧାଡ଼ିରେ କିଆ ବଣ.. .ଆଉ ରାସ୍ତା ଉପରେ ମହମହ ବାସୁଥିବା କିଆଫୁଲର ବଜାର । ଗଞ୍ଜାମ ଜିଲ୍ଲାର ଛତ୍ରପୁର, ରଙ୍ଗେଇଲୁଣ୍ଡା, ଖଲ୍ଲିକୋଟ୍ ଓ ଚିକିଟିର ଜୁଆଡ଼େ ଯିବେ ଆଖିକୁ ଦିଶିଯିବ ଏମିତି କିଆ ବଣ । କିଛି ଆପେ ଉଠିଥାଏ, କିଛି ଚାଷ ହୁଏ ।
ମାସେ କି ବର୍ଷେ ନୁହେଁ, ଦୀର୍ଘ ୯ ବର୍ଷ ପରେ ଚିଟଫଣ୍ଡ ମହା ଘୋଟାଲାରେ ହୋଇଛି ଚାର୍ଜଫ୍ରେମ୍ । ୫ଶହ କୋଟିର ସିସୋର ଚିଟଫଣ୍ଡ ମାମଲାରେ ଅନ୍ୟତମ ଅଭିଯୁକ୍ତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ପତ୍ନୀ ଲକ୍ଷ୍ମୀବିଳାସିନୀଙ୍କ ବିରୋଧରେ ଚାର୍ଜଫ୍ରେମ ହୋଇଛି ସିବିଆଇ କୋର୍ଟରେ ।
୨୩ ବର୍ଷର ଲମ୍ୱା ଶାସନ ବିରୋଧରେ ତେଜୁଛି ଅସନ୍ତୋଷ । ଅଧିକାର ପାଇବାକୁ ବଢୁଛି ଆନ୍ଦୋଳନ । ନିର୍ବାଚନୀ ବର୍ଷରେ ବିଜେଡି ପାଇଁ ଶୁଣ ସରକାରର ଆହ୍ୱାନ । ଲମ୍ୱା ସମୟ ଧରି ଦାବି ପୂରଣ ନହେବାରୁ ଏବେ ଏ ଲଢେଇ ଅଧିକାରଠୁ ଅଧିକା ଅଭିମାନର । ଯାହାକୁ ନେଇ ନିର୍ବାଚନୀ ବର୍ଷରେ ଅଡୁଆରେ ସରକାର ।
ବିଜେଡି-ବିଜେପି ଏପରି ତୁତୁ ମେମେ ମଧ୍ୟରେ କଂଗ୍ରେସ ବିଧାୟକ ତାରା ବାହିନୀପତି କହିଛନ୍ତି କଂଗ୍ରେସରୁ ନିରଂଜନ ପଟ୍ଟନାୟକ, ଶରତ ପଟ୍ଟନାୟକ ଓ ବିଜୟ ପଟ୍ଟନାୟକ ହିଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରିବେ । ଏମାନଙ୍କ ବାଦ୍ ଆଉ କେହି ତାଙ୍କୁ ଦେଖାଯାଉନାହାନ୍ତି ବୋଲି କହି ଏକ ପ୍ରକାର କଟାକ୍ଷ କରିଛନ୍ତି ତାରା ।
ଶିବାଜୀ ଶୁଣିପାରନ୍ତିନି କି କହିପାରନ୍ତିନି । ତେବେ ଏକାଠି ଦୀର୍ଘ ବର୍ଷ କାମ କରିବା ଭିତରେ ଆଖିରେ ଆଖି ମିଶିଲା, ଆଉ ମନ ସହ ମନ । ୨୦୧୬ରେ ବିଦେଶର ମୋହ ତୁଟାଇ ନିଜ ଜନ୍ମମାଟିକୁ ଫେରିଆସିଲେ ଶିବାଜୀ ।
ଦୁର୍ନୀତି ଦୂର ପାଇଁ ମୋଦିଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । କହିଛନ୍ତି, ମୁଁ ଦୁର୍ନୀତି ହଟାଇବାକୁ ପ୍ରାଥମିକତା ଦେଇଥିଲି ଏବଂ ଏବେବି ଦୁର୍ନୀତି ବିରୋଧରେ କାର୍ଯ୍ୟ କରୁଛି ।
ପୁରୀ- ରାଉରକେଲା ବନ୍ଦେ ଭାରତକୁ ମିଶାଇ ସାରା ଦେଶରେ ଆଜି ଏକକାଳୀନ ୧୧ଟି ରାଜ୍ୟକୁ ସଂଯୋଗ କରୁଥିବା ୯ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ଏ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ବନ୍ଦେ ଭାରତକୁ ନେଇ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ବଢ଼ୁଛି ।
ଲୋକପ୍ରିୟ ଡାଏରୀ ବ୍ରାଣ୍ଡ୍ ଅମୁଲ ଏହାର ଆଇକନିକ୍ ଏବଂ ଆକର୍ଷଣୀୟ ଡୁଡଲ୍ସ ପାଇଁ ମଧ୍ୟ ଜଣାଶୁଣା। ବର୍ତ୍ତମାନ ପୁଣି ଥରେ କମ୍ପାନୀ ସଂସଦରେ ଐତିହାସିକ ମହିଳା ସଂରକ୍ଷଣ ବିଲ୍ ପାରିତ ହେବାର ଉତ୍ସବ ପାଳନ କରୁଥିବା ବେଳେ ଏକ ସ୍ୱତନ୍ତ୍ର ଡୁଡଲ୍ ଶେୟାର କରିଛି।
ଅରିନ୍ଦମଙ୍କ ନିର୍ଭିକତା ସବୁବେଳେ, ସବୁ ପରିସ୍ଥିତିରେ ମନରେ ଉଙ୍କି ମାରେ । ତାଙ୍କ କର୍ତ୍ତବ୍ୟନିଷ୍ଠତା, ସାହସିକତା ଓ ନିର୍ଭିକ ରିପୋର୍ଟିଂ କଥା ଆଜି ବି ମନେ ପଡ଼ୁଛି ।
ଇନ୍ଦୋରରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆରେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଅଷ୍ଟ୍ରେଲିଆ। ଆରମ୍ଭରୁ ଦମଦାର ବ୍ୟାଟିଂ କରିଥିଲା ଭାରତ। ଋତୁରାଜ ଗାଏକ୍ୱଡ୍ ୮ ରନ କରି ଆଉଟ ହେବା ପରେ ପାଳି ସମ୍ଭାଳିଥିଲେ ଗିଲ୍ ଓ ଆୟର।
ଟାଇଗର ଶ୍ରଫ୍ ତାଙ୍କର ଆଗାମୀ ଚଳଚ୍ଚିତ୍ର 'ଗଣପତ: ଏ ହିରୋ ଇଜ୍ ବର୍ଣ୍ଣ' କୁ ନେଇ ଏବେ ଖୁବ୍ ଚର୍ଚ୍ଚାରେ। ଏହି ଚଳଚ୍ଚିତ୍ରରେ ସେ ନିଜର ପାୱାର୍ ପ୍ୟାକ୍ ଅବତାର ସହିତ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ହୋଇ ଆସୁଛନ୍ତି। କ୍ରିତି ସାନନ୍ ଏବଂ ଅମିତାଭ ବଚ୍ଚନଙ୍କ ଅଭିନୀତ ଏହି ଚଳଚ୍ଚିତ୍ରଟି ଡିଷ୍ଟୋପିଆନ୍ ଦୁନିଆ ଉପରେ ଆଧାରିତ ଆକ୍ସନ୍ ଥ୍ରୀଲରରେ ଭରପୂର।
ଅଷ୍ଟ୍ରେଲିଆ ବିପକ୍ଷରେ ଇନ୍ଦୋରରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆରେ ଗିଲ୍ ୯୭ ବଲରେ ୧୦୪ ରନ ସଂଗ୍ରହ କରିଥିଲେ। ଦିନିକିଆରେ ଏହା ତାଙ୍କର ଷଷ୍ଠ ଶତକ। ସେହିପରି ଅଷ୍ଟ୍ରେଲିଆ ବିପକ୍ଷରେ ଏହା ଗିଲଙ୍କ ପ୍ରଥମ ଶତକ।
ଜଣେ ଛାତ୍ର ସୋସିଆଲ ମିଡିଆ ‘X’ରେ ଏହି ଫଟୋ ସେୟାର କରିଥିବା ଦେଖିବାକୁ ମିଳିଛି । ଛାତ୍ର ଜଣକ ତାଙ୍କ ପୋଷ୍ଟର କ୍ୟାପସନରେ ଲେଖିଛନ୍ତି ଯେ, ଏହି ଘଟଣା ଭୁବନେଶ୍ୱରର । ଭାରତର ଇଞ୍ଜିନିୟରିଂ କଲେଜ ମଧ୍ୟରେ ଏହି କଲେଜ୍ ୪୨ତମ ସ୍ଥାନରେ ରହିଛି ।
ଜାତୀୟ ପୁରସ୍କାର ବିଜେତା ଚଳଚ୍ଚିତ୍ର ନିର୍ମାତା ବିଶାଲ ଭରଦ୍ୱାଜ ଏପର୍ଯ୍ୟନ୍ତ 'ଦ କାଶ୍ମୀର ଫାଇଲ୍ସ' ଏବଂ 'ଦ କେରଳ ଷ୍ଟୋରୀ' ଦେଖି ନାହାଁନ୍ତି। ଏହି ଦୁଇଟି ଚଳଚ୍ଚିତ୍ର ବକ୍ସ ଅଫିସ୍ରେ ବ୍ଲକବଷ୍ଟର ବୋଲି ପ୍ରମାଣିତ ହୋଇଥିଲେ ବି ସେ ଏହାକୁ ପ୍ରଚାରଧର୍ମୀ ଚଳଚ୍ଚିତ୍ର ବୋଲି କହିଛନ୍ତି।