ସବୁ ଶୁଭ କାମରେ ପ୍ରଥମେ ଭଗବାନ ଗଣେଶଙ୍କୁ ପୂଜା କରିବାର ଅନେକ ଲୋକପ୍ରିୟ କଥା ରହିଛି। ଏହା ପଛରେ ତାଙ୍କ ଦୁଇ ପତ୍ନୀ ରିଦ୍ଧି-ସିଦ୍ଧିଙ୍କର ମଧ୍ୟ ଭୂମିକା ଥିବା କିମ୍ବଦନ୍ତୀ କୁହେ। ତେବେ ଆସନ୍ତୁ ଜାଣିନେବା ଭଗବାନ ଗଣେଶ କାହିଁକି ଦୁଇଟି ବିବାହ କରିଥିଲେ।
ଏହି ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟର ୫ରୁ ୧୦ଟନ୍ ଓଜନର ମାଲ ପରିବହନ କ୍ଷମତା ରହିଛି । ଏଥିସହ ଏକାଥରକେ ୭୦ ଜଣ ଯବାନ ଏଥିରେ ବସିପାରିବେ ।
ଏଥିରେ ୧୨ କିଲୋଗ୍ରାମ ଓଜନର ପେଲୋଡ ରହିଛି । ଏହା ୱାଇଫାଇ କିମ୍ବା ଲଙ୍ଗ ଟର୍ମ ଇଭୋଲ୍ୟୁସ ଦ୍ୱାରା ନିୟନ୍ତ୍ରଣ ହୋଇପାରିବ ।
ଗଣେଶ ପୂଜାରେ ସଙ୍ଗୀତ ଏବଂ ନୃତ୍ୟ ଏକ ବିଶେଷ ଭୂମିକା ନେଇଥାଏ। ଭଗବାନ ଗଣେଶଙ୍କୁ ସ୍ୱାଗତ କରିବା ହେଉ କି ତାଙ୍କର ବିଦାୟ ବେଳେ ଉଭୟ ନାଚ-ଗୀତର ଚମତ୍କାର ହାବଭାବ ଦେଖିବାକୁ ମିଳେ। ଏହି ୫ଟି ବଲିଉଡ ଗୀତ ଆପଣଙ୍କ ପୂଜାର ମାହୋଲକୁ ଆହୁରି ରଙ୍ଗିନ କରିଦେବ।
ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଭଗବାନ ଗଣେଶଙ୍କୁ ସବୁଠାରୁ ଜ୍ଞାନୀ ଭାବେ ଗଣାଯାଏ। ଆପଣ ଯଦି ନିଜ ପିଲାଙ୍କୁ ବୁଦ୍ଧିମାନ ଏବଂ ସଫଳ କରିବାକୁ ଚାହାନ୍ତି ତେବେ ଏହି ଗଣେଶ ଚତୁର୍ଥୀରେ ଭଗବାନ ଗଣେଶଙ୍କ ଜୀବନରୁ କିଛି ଶିକ୍ଷା ନେଇ ଏହା କରି ପାରିବେ। ଆସନ୍ତୁ ସେ ବିଷୟରେ ଜାଣିନେବା।
ବିଘ୍ନ ବିନାଶକ ଦେବତା ଶ୍ରୀଗଣେଶ । ସିଏ ପୂଜାରେ ସନ୍ତୁଷ୍ଟ ହୋଇ ଭକ୍ତଙ୍କ ସମସ୍ତ ପ୍ରତିବନ୍ଧକକୁ ହଟାଇ ସୁଖ, ସୌଭାଗ୍ୟ ଏବଂ ଧନଧାନ୍ୟରେ ଭଣ୍ଡାର ଭରି ଦିଅନ୍ତି। ତାଙ୍କର ଦୟା ଏବଂ ପରୋପକାର ବିଷୟରେ ଅନେକ କାହାଣୀ ଅଛି, ଯାହା ମଧ୍ୟରେ ଜଣେ ବୁଢୀଠାରୁ ଖିରି ଖାଇବାର ଲୋକକଥା ଅତ୍ୟନ୍ତ ପ୍ରସିଦ୍ଧ। ଆସନ୍ତୁ ଜାଣିବା…
ଆଜି ସ୍ୱର୍ଗତ ଅଭିନେତା ଅଜିତ ଦାସଙ୍କ ଶ୍ରାଦ୍ଧବାର୍ଷିକୀ। ସେ ଏକାଧାରରେ ଜଣେ ଓଡ଼ିଆ ନାଟ୍ୟକାର, ମଞ୍ଚ ଅଭିନେତା, ନିର୍ଦ୍ଦେଶକ ଏବଂ ନାଟ୍ୟଗୁରୁ ଥିଲେ। ଆଜିର ଦିନରେ ଆସନ୍ତୁ ତାଙ୍କୁ ମନେପକେଇବା।
ଖେଳାଳିଙ୍କ ଗ୍ରହ ନକ୍ଷତ୍ରର ଚଳନ ଅନୁସାରେ ସେମାନଙ୍କୁ ଟିମରେ ସ୍ଥାନ ଦିଆଯାଇଥିଲା।
କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କଲା ପାଣିପାଗ ବିଭାଗ ।
୧୦କିମି ରେଂଜ ଭିତରେ ରିମୋଟ୍ ଦ୍ୱାରା ନିୟନ୍ତ୍ରଣ ହେବ ..୪୫ଡିଗ୍ରୀ ତୀଖ ପାହାଡ ଚଢିପାରିବ MULE ..ଅଜଣାସ୍ଥାନରେ ଅପରେସନ ବେଳେ ସେନାକୁ ଯୋଗାଇବ ତଥ୍ୟ
ଦେଶର ନାମ ଇଣ୍ଡିଆରୁ ଭାରତକୁ ବଦଳାଇବା ନେଇ ଚାଲିଥିବା ରାଜନୈତିକ ବିବାଦ ମଧ୍ୟରେ ଲଜିଷ୍ଟିକ୍ କମ୍ପାନୀ ‘ବ୍ଲୁ ଡାର୍ଟ’ ଏକ ବଡ଼ ଘୋଷଣା କରିଛି। କମ୍ପାନୀ ବର୍ତ୍ତମାନ ଏହାର ପ୍ରିମିୟମ ସେବା ‘ଡାର୍ଟ ପ୍ଲସ’ର ନାମ ‘ଭାରତ ପ୍ଲସ’ରେ ପରିବର୍ତ୍ତନ କରିଛି।
ପ୍ରଭାସଙ୍କ ପ୍ରଶଂସକମାନେ ଗତ କିଛି ଦିନ ହେବ ଦ୍ୱନ୍ଦ୍ୱରେ ଅଛନ୍ତି ଯେ 'ସାଲାର' ରିଲିଜ୍ ହେବ ନା ନାହିଁ। ବର୍ତ୍ତମାନ ନିର୍ମାତା ଏକ ଅଫିସିଆଲ୍ ବିବୃତ୍ତି ଦେଇ ଏହାକୁ ନିଶ୍ଚିତ କରିଛନ୍ତି। ନିର୍ମାତାଙ୍କ ଅନୁଯାୟୀ 'ସାଲାର' ସେପ୍ଟେମ୍ବର ୨୮ରେ ରିଲିଜ୍ ହେବନାହିଁ। ଏଥିସହ ଫିଲ୍ମର ନୂଆ ରିଲିଜ୍ ତାରିଖ ମଧ୍ୟ ଖୁବ ଶୀଘ୍ର ଘୋଷଣା କରାଯିବ।
ଭିଏତନାମର ରାଜଧାନୀ ହାନୋଇର ଏକ ୯ତାଲା ବିଶିଷ୍ଟ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟି ୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି
ମୋ ଦେଶ, ମୋ ମାଟି କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରତିକ୍ରିୟା ରଖିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ଡ୍ୟାମର କାର୍ଯ୍ୟନିର୍ବାହୀ ଇଂଜିନିୟର କହିଛନ୍ତି, ଆଗାମୀ ଦିନରେ ଲଘୁଚାପ ବର୍ଷା ସମ୍ଭାବନା ଥିବାରୁ ସ୍ଥିତି ସୁଧୁରିବାର ଆଶା ରହିଛି।
ଆମ୍ବୁଲାନ୍ସ କି ଦମକଳ..ଫୋନ୍ କରି ଗାଁ ନା କହିଲା ମାତ୍ରେ ଆସିବାକୁ ଅରାଜି ହେଉଛନ୍ତି । ଯଦି ଆସୁଛନ୍ତି ଫେରିବା କଷ୍ଟକର । ରାସ୍ତା ତ ନୁହେଁ ବିଲଠୁ ହୀନ । ଭୋଟ୍ ବେଳେ ଆସୁଛନ୍ତି, ନିର୍ବାଚନ ପରେ ମୁହଁ ମୋଡୁଛନ୍ତି
ବିଦେଶ ମନ୍ତ୍ରୀ ପରେ ଏବେ ପ୍ରତିରକ୍ଷା ମନ୍ତ୍ରୀ ନିଖୋଜ ... ରାଷ୍ଟ୍ରପତି ଜିନପିଙ୍ଗଙ୍କ ରୋଷର ଶିକାର ହେଲେ କି?
ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ବାଟ ଦେଖାଇଥିଲା ‘କେଣ୍ଟ’
ନିପା ଭୂତାଣୁ ସଂକ୍ରମଣରେ ଏବେ କାହାର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ସତର୍କତାମୂଳକ ପଦକ୍ଷେପ ଭାବେ କେରଳ ସରକାରଙ୍କ ପକ୍ଷରୁ ଏକ ଆଇସୋଲେସନ୍ ୱାର୍ଡ ପ୍ରସ୍ତୁତ ରଖାଯାଇଛି । କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଛନ୍ତି
ରାମ ମନ୍ଦିରରେ ହେବ ଗଣେଶପୂଜା..ବ୍ରହ୍ମପୁର ସାନକୁଶସ୍ଥଳୀରେ ଅଯୋଧ୍ୟା ରାମମନ୍ଦିର ଢାଞ୍ଚାରେ ତୋରଣ..ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି ମୂର୍ତ୍ତି ଓ ତୋରଣ କାମ
ଉଚ୍ଚଶିକ୍ଷା ବିଭାଗ କ୍ୟାଲେଣ୍ଡରରେ ନାହିଁ ଛାତ୍ର ସଂସଦ ନିର୍ବାଚନ ।
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ପିଲାଙ୍କ ପଢିବା ଲାଗି ଜୋତା, ଡ୍ରେସ୍ ସହ ଚାଉଳ ଦେଇଥିଲେ ସରକାର । ଛାତ୍ରଛାତ୍ରୀଙ୍କୁ ତ ଦେଲେନି ବରଂ ନିଜେ ଖାଇଦେଲେ ପ୍ରଧାନ ଶିକ୍ଷକ । ଅଭିଯୋଗ ହେବା ପରେ ଏବେ କାର୍ଯ୍ୟାନୁଷ୍ଠାନ କଥା କହୁଛନ୍ତି ବାବୁ
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି