ଏହି କାର୍ଯ୍ୟକ୍ରମରେ ପାରାଦୀପ ଓ କେନ୍ଦ୍ରାପଡ଼ା ଅଞ୍ଚଳରୁ ଶତାଧିକ ସାରଥୀ ଅନୁଗତ ଯୋଗଦେଇଥିଲେ । ହୋମ, ଧ୍ୟାନ, ସାମୁହିକ ପ୍ରାର୍ଥନା, ଶ୍ରୀକୃଷ୍ଣଙ୍କ ପୂଜା କରାଯାଉଛି ।
ଗିରଫ ପରେ ସଂପୃକ୍ତ ବ୍ୟବସାୟୀଙ୍କୁ ରିମାଣ୍ଡରେ ଅଣାଯାଇଥିବା ସୂଚନା ମିଳିଛି ।
ଏହି ATMରୁ ଡେବିଟ, କ୍ରେଡିଟ କାର୍ଡ ବିନା UPI ଦ୍ୱାରା ଟଙ୍କା ଉଠାଯାଇପାରିବ ।
ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଏହି ଲଗ୍ନ ନିର୍ଦ୍ଧାରଣ କରାଯାଇଛି ।
ଇଚ୍ଛୁକ ପ୍ରାର୍ଥୀମାନେ SBI PO ପାଇଁ ଆବେଦନ କରିବାର ଥିଲେ, ଏହାର ଅଫିସିଆଲ ୱେବ୍ସାଇଟ୍ sbi.co.in କୁ ଯାଇ ଆବେଦନ କରିପାରିବେ ।
ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ବାହା ବେଦୀରେ ବସି ଝିଅର ବାହାଘର ଚାଲିଥିବା ବେଳେ, ସେପଟେ ବନ୍ଧୁବାନ୍ଧବଙ୍କୁ ଡାକି ଝିଅର ଶୁଦ୍ଧିକ୍ରିୟା କରିଛନ୍ତି ଯୁବତୀଙ୍କ ପରିବାର ଲୋକ।
କ୍ୟାମ୍ପସର କାନ୍ଥ ବାଡ଼ରେ 5T ପଲିଟିକ୍ସ। ରାଜ୍ୟର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ୱବିଦ୍ୟାଳୟରେ 5T ଷ୍ଟିକରକୁ ଘୋର ବିରୋଧ କରାଯାଇଛି।
ଦେଶର ପ୍ରଥମ ସୂର୍ଯ୍ୟ ଅଭିଯାନ, ଆଦିତ୍ୟ-L1 ଆଜି ପୃଥିବୀ ଓ ଚନ୍ଦ୍ରର ଫଠୋ ପଠାଇଛି। ଏହାସହ ସେଲ୍ଫି ମଧ୍ୟ ଉଠାଇଛି।
ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଆୟୋଜିତ ଏସିଆନ୍ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ମୋଦି ପହଞ୍ଚିବା ପରେ ତାଙ୍କୁ ଭେଟିବା ପାଇଁ ଶହଶହ ସଂଖ୍ୟାରେ ଭାରତୀୟ ଅନେଇ ବସିଥିଲେ।
ଆଜି କ୍ରୁଟ୍ର ସମସ୍ତ ମୋ ଇ-ବସ୍ ଓ ଇ-ରିକ୍ସାରେ ଯାତ୍ରା ପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ଏନେଇ ଭୁବନେଶ୍ୱର ମେୟର ସୁଲୋଚନା ଦାସ ଘୋଷଣା କରିଛନ୍ତି।
ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଗୁରୁବାର । ଚନ୍ଦ୍ର - ବୃଷ ରାତ୍ରି ୧୧.୧୩ ଗତେ ମିଥୁନ ।
ଆମେ ପୂର୍ବରୁ ବାସ୍ତୁ ବିଷୟରେ ଅନେକ ତଥ୍ୟ ଜାଣିଲେଣି। ଏବେ ବାସ୍ତୁ ଦୋଷ କାରଣରୁ କିପରି ଆକସ୍ମିକ ଭାବେ ଦୁର୍ଘଟଣା ଘଟି ଅପମୃତ୍ୟୁ ହୋଇଥାଏ ସେହି ବିଷୟରେ ଜାଣିବା। ଏହା ଜାଣିବା ଦ୍ୱାରା ଭୟଭୀତ ନ ହୋଇ ତୁରନ୍ତ ପ୍ରତିକାର କରାଇଦେଲେ ସମସ୍ୟାର ସମାଧାନ ହୋଇଯିବ।
ଜି-୨୦ ଶିଖର ସମ୍ମିଳନୀ ପାଇଁ ବିଦେଶରୁ ଭାରତ ଆସୁଥିବା ମାନ୍ୟଗନ୍ୟ ଅତିଥିଙ୍କ ନୈଶ୍ୟ ଭୋଜନ ପାଇଁ ରୁପାରେ ତିଆରି ବାସନକୁସନ ତିଆରି କରାଯାଇଛି।
ବଲିଉଡ୍ କିଙ୍ଗ୍ ଖାନ୍ ଶାହରୁଖଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଜୱାନ୍’ ରିଲିଜ୍ ହୋଇଛି। ପ୍ରଥମ ଥର ପାଇଁ ରାତି ୨ଟାରୁ କୌଣସି ବଲିଉଡ୍ ଫିଲ୍ମ ରିଲିଜ୍ ହୋଇଛି। ଆଉ ତାକୁ ଦେଖିବାକୁ ବି ହାଉସଫୁଲ୍ ଶୋ’।
ବର୍ତ୍ତମାନ ଡେଙ୍ଗୁ ଜ୍ୱରକୁ ନେଇ ଚାରିଆଡେ ଆତଙ୍କ ସୃଷ୍ଟି ହୋଇଛି। ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବ୍ୟାପକ ହେଉଥିବାରୁ ପ୍ରଶାସନ ଏହାକୁ ଆୟତ୍ତ କରିବାରେ ବିଫଳ ହେଉଥିବା ଦେଖିଯାଉଛି। ତେବେ ‘ଜାତୀୟ ପୋଷଣ ସପ୍ତାହ’ ଅବସରରେ ଆସନ୍ତୁ ଏପରି କିଛି ଖାଦ୍ୟ ବିଷୟରେ ଜାଣିନେବା ଯାହାର ବ୍ୟବହାର ଯୋଗୁଁ ଖୁବ୍ ଶୀଘ୍ର ପ୍ଲାଟଲେଟ୍ କାଉଣ୍ଟ୍ ବଢାଯାଇପାରେ।
ବିଜେପି ଦଳୀୟ ଅନୁଷ୍ଠାନରେ ମହିଳାଙ୍କୁ ୩୩% ସଂରକ୍ଷଣ ବ୍ୟବସ୍ଥା । ସଂସଦ ଓ ବିଧାନସଭାରେ ୩୩% ସଂରକ୍ଷଣ ଦାବି କରିଆସୁଛି ବିଜେଡି ।
ନାଇଡୁ କମିଶନ୍ ରିପୋର୍ଟ ସରକାର ଚାପିବାକୁ ନେଇ ଘେରିଲେ ବିରୋଧୀ । ମୁଖ୍ୟ ହତ୍ୟାକାରୀ ଧରା ନପଡ଼ିବାରୁ ଅସନ୍ତୋଷ ଝାଡ଼ିଲେ ଆଶ୍ରମ ଅନ୍ତେବାସୀ ।
ସହର ତୁଳନାରେ ଗାଁରେ ବେଶୀ ଜୀବନ ନାଶୁଛି ବଜ୍ର ବିପତ୍ତି । କେବଳ ୨୦୨୧-୨୨ରେ ବଜ୍ରପାତ ଯୋଗୁଁ ୨୮୧ ଜୀବନ ହାନୀ ।
କାଲି ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ମିଲେଟ୍ ମିଶନ ଅଭିଜ୍ଞତା ବଖାଣିବେ ଦୁଇ ଓଡ଼ିଆ ମହିଳା ଚାଷୀ ।
କେଉଁ ଦଳରୁ ଲଢ଼ିବେ, ଅକ୍ଟୋବରରେ ଘୋଷଣା କରିବେ ମନ୍ମଥ । ଜଟଣୀବାସୀ ଓ କର୍ମୀଙ୍କ ମତାମତକୁ ନେଇ ନିଷ୍ପତ୍ତି ନେଇଥିବା କହିଲେ ।
SHG ହିତାଧିକାରୀଙ୍କୁ ବାଧକ ସାଜିଛି ପିଛିଲା ଲୋନ୍ । ଗ୍ରାଉଣ୍ଡ ଜିରୋରେ ବଢୁଛି ଅସନ୍ତୋଷ ।
ଭାଦ୍ରବରେ ବର୍ଷାକୁ ଅନେଇଛି ଭଦ୍ରକ । ଜମି ଫାଟି ଆଁ କଲାଣି, ରୁଆ ଧାନ ଜଳି ଯାଉଛି । ପ୍ରଥମେ ବୈତରଣୀ ବଢିରେ ଚାଷ ଧୋଇଗଲା, ଆଉ ଏବେ ଅନାବୃଷ୍ଟି ଦାଉ ସାଧିଛି ।
ଚେନ୍ରେ ବନ୍ଧା ବଢ଼ିଲା ଝିଅ । କାରଣ ବେଡି ନପଡ଼ିଲେ ସେ କୁଆଡ଼େ ଚାଲିଯିବ । ସେଥିପାଇଁ ବଢିଲା ଝିଅର ଗୋଡ଼ରେ ବେଡି ପକାଇ ରଖୁଛନ୍ତି ପରିବାର ଲୋକେ । ଯେଉଁ ବୟସରେ ଖେଳକୁଦ କରିବାକଥା, ସେହି ସମୟରେ ଘରର ଚାରି କାନ୍ଥ ଭିତରେ ଜୀବନ ବିତାଉଛି କୁନିଝିଅ ।