୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏଥି ପାଇଁ ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର । ଜାଣନ୍ତୁ ଆପଣଙ୍କ ଶୁଭ ଅଶୁଭ ସମୟ
ସୂର୍ଯ୍ୟପାତ୍ରଙ୍କ ଶେଷ ଇଚ୍ଛା ଓ ପରିବାର ଲୋକଙ୍କ ସହମତିରେ ଚକ୍ଷୁ ଦାନ କରାଯାଇଛି । ଏକ ଡାକ୍ତରୀ ଟିମ୍ ତାଙ୍କ ଆଖିକୁ ମାତ୍ର ୧୦ ମିନିଟ୍ ଭିତରେ ସୁରକ୍ଷିତ ଭାବେ ବାହାର କରିଥିଲେ ।
ସ୍ୱାସ୍ଥ୍ୟ କଥା ଉଠିଲେ ସାଧାରଣତଃ ମନକୁ ଆସେ କ’ଣ ଖାଇବା ଉଚିତ। କିନ୍ତୁ ସବୁଠାରୁ ବଡ କଥା ହେଲା କ’ଣ ନ ଖାଇବା ସେଥିପ୍ରତି ମଧ୍ୟ ଗୁରୁତ୍ୱ ଦେବା ଜରୁରୀ। ତେବେ ଆସନ୍ତୁ ସେ ବିଷୟରେ ଜାଣିନେବା।
ଏବେ ଏକ ଚାଇନିଜ୍ ଷ୍ଟ୍ରିଟ୍ ଡିସ୍ ଭିଡିଓ ଭାଇରାଲ୍ ହେବାରେ ଲାଗିଛି। ଏହା ଏମିତି ଏକ ଡିସ୍ ଯାହା ଗ୍ରିଲ୍ଡ ଆଇସ୍ କ୍ୟୁବ୍ରୁ ତିଆରି ହେଉଛି। ବଡ ବଡ ବରଫ ଖଣ୍ଡକୁ ଫ୍ରାଏ କରି ତା’ ଉପରେ ସସ୍ ଏବଂ ମସଲା ଦେଇ ଖିଆଯାଉଥିବାର ଏକ ଭିଡିଓ ଭାଇରାଲ୍ ହେଉଛି।
ଏସିଆ କପର ସବୁଠାରୁ ବଡ଼ ମୁକବାଲା ଭାରତ ଓ ପାକିସ୍ତାନ ମ୍ୟାଚ୍କୁ ବର୍ଷା ଧୋଇ ଦେଇଛି।
ଓଃ କି ଦୁଃଖ ! ମାଆ ଚାଲିଗଲା, ବାପା ଦାଦନ ଗଲେ । ଘର ନାହିଁ କି ରାସନ ନାହିଁ । ଦୁଇ କୁନି ଭାଇ-ଭଉଣୀଙ୍କୁ ମଣିଷ କରିବାକୁ ଜୀବନକୁ ବାଜିରେ ଲଗାଇ ଦେଇଛି ବଡ ଭଉଣୀ । ସ୍ୱପ୍ନ ଦେଖିବା ବୟସରେ ପରିବାରର ମୁଣ୍ଡାଇଛି ବୋଝ।
ଉପାନ୍ତରୁ ଉପକୂଳ, ସବୁଠି ଡ୍ରପ ଆଉଟ୍ ହାର ବଢ଼ିବା ପରେ ଗଣଶିକ୍ଷା ବିଭାଗକୁ ଘାରିଛି ସେମାନଙ୍କ ଚିନ୍ତା। ଡ୍ରପ ଆଉଟ୍ ଛାତ୍ରଛାତ୍ରୀଙ୍କୁ କୁଶଳୀ କରିବାକୁ CTTC ସହ ସହଭାଗିତା କରିବାକୁ ନିଷ୍ପତ୍ତି ନେଇଛି ବିଭାଗ।
ବାଲେଶ୍ୱର OSSC ପ୍ରଶ୍ନପତ୍ର ଲିକ୍ ଘଟଣାରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତର ମୁଖ୍ୟ ଦିଗ ରହିବ କିଏ ସେହି ଗୃହ ଶତ୍ରୁ? ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
କମ୍ପି ଉଠିଲା ଗଗନ ପବନ । ବର୍ଷା ଆଉ ପବନ ମାଡ଼ରେ ଥରହର ଚତୁର୍ଦ୍ଦିଗ । ଘଡ଼ଘଡ଼ିର ଗର୍ଜନରେ ତାବଦା ହୋଇଯାଉଛି କାନ ମୁଣ୍ଡ । ପାତାଳଭେଦୀ ବଜ୍ରପାତରେ ଥରି ଉଠୁଛି ଶରୀରର ସର୍ବାଙ୍ଗ ।
ଏବେବି ରହସ୍ୟ ଘେରରେ ସୂର୍ଯ୍ୟର ଅନେକ ଦିଗ। ଆଜିସୁଦ୍ଧା ସୂର୍ଯ୍ୟର ବିଭିନ୍ନ ପ୍ରକ୍ରିୟାକୁ ଭଲଭାବେ ବୁଝିପାରିନାହାନ୍ତି ବୈଜ୍ଞାନିକ। ତେବେ ଆଦିତ୍ୟ-L1 ଭଳି ସୌର ଅଭିଯାନ ଖାଲି ସୂର୍ଯ୍ୟ ନୁହେଁ, ବ୍ରହ୍ମାଣ୍ଡର ଅଗଣିତ ନକ୍ଷତ୍ର ସଂପର୍କରେ ବି ଅନେକ ନୂଆ ତଥ୍ୟ ଉଜାଗର କରିବ ବୋଲି ଆଶା କରାଯାଉଛି। ନଜର ପକାନ୍ତୁ, ଭାରତ ପୂର୍ବରୁ କେଉଁ କେଉଁ ଦେଶ ସୂର୍ଯ୍ୟ ଆଡ଼କୁ ପଠାଇଛନ୍ତି ମହାକାଶଯାନ।...
ଆରମ୍ଭ ହେଲା 'ମିଶନ୍ ଆଦିତ୍ୟ'ର ୪ ମାସିଆ ଯାତ୍ରା। ଆଜି ମଧ୍ୟାହ୍ନରେ PSLV-C57 ରକେଟ୍ ସହାୟତାରେ ଆଦିତ୍ୟ-L1ର ହୋଇଛି ସଫଳ ଉତକ୍ଷେପଣ। ଏହା ଏବେ ନିର୍ଦ୍ଧାରିତ କକ୍ଷପଥରେ ପୃଥିବୀକୁ ପରିକ୍ରମା କରୁଥିବା ବେଳେ, ଆସନ୍ତାକାଲି ହେବ ପ୍ରଥମ ଅର୍ବିଟ୍ ରେଜିଂ ମାନ୍ୟୁଭର୍। ୧୨୫ ଦିନରେ ୧୫ ଲକ୍ଷ କିଲୋମିଟର ଯାତ୍ରା କରି, L1 ପଏଣ୍ଟରେ ଅବସ୍ଥାପିତ ହେବ ଭାରତର ଏହି ପ୍ରଥମ ସୋଲାର୍ ସ୍ପେଶ୍ ଅବଜର୍ଭେଟୋରି।...
ବିଧାୟକଙ୍କ ସାମାଜିକ କାର୍ଯ୍ୟକ୍ରମ ପାଇଁ ବି ଚପର ବ୍ୟବହାରର ସାଂଘାତିକ ଅଭିଯୋଗ । ସରକାରୀ ଗସ୍ତ ନାଁରେ ରାଜନୈତିକ ସଭା କରି ସାରା ରାଜ୍ୟ ବୁଲିଦେଲେ ସଚିବ ।
ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ
ଓଡ଼ିଆ ମାଟିର ନାଁ ରଖିଲେ ପୀୟୂଷ । ଇସ୍ରୋରେ ବୈଜ୍ଞାନିକ ହେଲେ... ଚନ୍ଦ୍ରୟାନ-୩ ପାଇଁ କାମ କରୁଥିଲେ । ସଫଳ ସଫ୍ଟ ଲ୍ୟାଣ୍ଡିଂ ପରେ ବାପା-ମାଆଙ୍କଠୁ...ଗାଁ ଲୋକେ ସମସ୍ତେ ଖୁସ୍
ଚୋର ମନରେ ପିଲାଙ୍କ ଲାଗି ଭାରି ଦୟା । ରାତି ଅଧରେ ପଶି ଚାଉଳ ନେଲା... ହେଲେ ପିଲାଙ୍କ ଖାଇବା ଲାଗି କିଛି ଛାଡିଦେଇଗଲା । ପୂର୍ବରୁ ବି ସମାନ ଘଟଣାର ହୋଇଥିଲା ପୁନରାବୃତ୍ତି ।
ଯେଉଁମାନେ ଓଡ଼ିଶାରେ ସରକାରୀ ଚାକିରି ଖୋଜୁଛନ୍ତି ସେମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଅଗ୍ନିଶମ ଏବଂ ଜରୁରୀକାଳୀନ ସେବା ନିର୍ଦ୍ଦେଶାଳୟ, ଓଡ଼ିଶା ଫାୟାରମ୍ୟାନ୍ ଆଣ୍ଡ୍ ଫାୟାରମ୍ୟାନ୍ ଡ୍ରାଇଭରର ପଦବୀ ପୂରଣ ପାଇଁ ଏକ ନିଯୁକ୍ତି ବିଜ୍ଞାପନ ଜାରି କରିଛି।
୧୯୮୯ ରେଲୱେ ଆକ୍ଟ ୧୫୩ ଧାରାରେ ଚାର୍ଜସିଟ୍ ଦାଖଲ ହୋଇଛି ।
ବାପା ନାହାନ୍ତି କି ମାଆ ନାହାନ୍ତି । ମାଆ ପରି ବଡ ଭାଇର ସେବା କରୁଛି ସାନ ଭଉଣୀ । ଖୁଆଇ ଦେବାଠୁ ଶୁଆଇ ଦେବା ସବୁ କାମ କରୁଛି କୁନି ଭଉଣୀ । ମାନସିକ ଅନଗ୍ରସର ଭାଇ ଥିବାରୁ ଇଚ୍ଛା ନଥିଲେ ବି ହାତରେ କପଡା ବାନ୍ଧି ରଖୁଛି... ରାକ୍ଷୀ ବାନ୍ଧିବା ପାଇଁ ହାତରୁ ଖୋଲିଛି ଗାମୁଛା
ଏଇଟା ସ୍କୁଲ ନାଁ ଆଉ କଣ ? ମାତ୍ର ୨୩ ପିଲାଙ୍କ ଲାଗି ତିଆରି ହୋଇଛି ୧୩ ଶୌଚାଳୟ । ହେଲେ ବି ସ୍କୁଲକୁ ଆସୁନାହାନ୍ତି ପିଲା । ପାଚେରୀ ନଥିବାରୁ ପାଦେ ପାଦେ ରହିଛି ବିପଦ
ପୃଥକ୍ ପୃଥକ୍ ସ୍ଥାନରେ ବଜ୍ରପାତରେ ୪ ମୃତ, ୩ ଗୁରୁତର...କଟକ ଏବଂ ଭୁବନେଶ୍ୱରରେ ଅତିପ୍ରବଳ ବର୍ଷା
ସତରେ କ୍ରୋଧ ମଣିଷର ହିତାହିତ ଜ୍ଞାନ ହରଣ କରେ..ସାମୟିକ ସମୟର ଉତ୍ତେଜନା ପାଇଁ କେତେ ବଡ଼ ବଡ଼ ଭୁଲ କରିଦିଏ..ଏପରି ଏକ ଘଟଣା ଘଟିଛି ଆସାମର ସିଲଚର ସହରରେ..
ପାଗଳ କରିଦେବ ମୋମୋ ଦୋକାନୀଙ୍କ ଇଂରାଜୀ । ରାସ୍ତା କଡରେ ଛୋଟିଆ ଦୋକାନ କରିଛନ୍ତି ହେଲେ ଇଂରାଜୀ ପୂରା ପ୍ରଫେସର ପରି କହୁଛନ୍ତି । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ ।
‘ସରକାରୀ ଗସ୍ତ ନାଁରେ ବ୍ୟକ୍ତିଗତ କାମକୁ ହେଲିକପ୍ଟରରେ ଯାଇଛନ୍ତି । ବ୍ୟକ୍ତିଗତ କାର୍ଯ୍ୟରେ ଥରେ ଅନୁଗୁଳ ଓ ଥରେ ତାଳଚେର ଯାଇଛନ୍ତି । ’
କାଣ୍ଡିରେ ଏହି ହାଇଭୋଲଟେଜ୍ ମ୍ୟାଚ ଖେଳାଯାଉଛି। ପାକିସ୍ତାନ ବୋଲିଂ ବନାମ ଇଣ୍ଡିଆର ବ୍ୟାଟିଂ । ୨୦୧୯ ପରଠୁ ୱାନ ଡେ କ୍ରିକେଟରେ ପୁଣି ଥରେ ଦୁଇ ଦଳ ମୁହାଁମୁହିଁ ହେଉଛନ୍ତି ।