ଲୋକେ ‘ଟାଇଗର ୩’ କୁ ଉତ୍ସାହର ସହିତ ଅପେକ୍ଷା କରିଥିବା ବେଳେ ସଲମାନ ଖାନ ତାଙ୍କ ପ୍ରଶଂସକଙ୍କୁ ଏକ ଉପହାର ଦେଇଛନ୍ତି। ଇନ୍ଷ୍ଟାଗ୍ରାମ୍ରେ ‘ଟାଇଗର ୩’ ର ପୋଷ୍ଟର ରିଲିଜ୍ କରି ସଲମାନ ଖାନ କ୍ୟାପ୍ସନ୍ରେ ଟାଇଗର ଭୂମିକାରେ ଆସିବା ନେଇ କହିଛନ୍ତି।
ଲାଇକା ସ୍ପୁଟନିକ୍ ମହାକାଶଯାନରେ ପୃଥିବୀର କକ୍ଷପଥ ଭ୍ରମଣ କରିଥିଲା । ଏହି ମିଶନ୍ ଜରିଆରେ ସୋଭିଏତ୍ ୟୁନିଅନ୍ ଜାଣିବାକୁ ଚେଷ୍ଟା କରୁଥିଲା ଯେ, ଯଦି ଜଣେ ମଣିଷକୁ ମହାକାଶକୁ ପଠାଯାଏ, ତେବେ ସେ ସେଠାରେ କେତେ ସୁରକ୍ଷିତ ରହିବ ?
ଟ୍ୱିନ୍ ସିଟିକୁ ବର୍ଷା ଆଲର୍ଟ...ଢ଼ାଳୁଛି, କାଚୁଛି..
କଲେଜରେ ସେ ପ୍ରିନ୍ସିପାଲ । ଇତିହାସ ବିଭାଗରେ ପିଲାଙ୍କୁ ପଢାଉଛନ୍ତି ପାଠ... ପଢା ସାରିବା କ୍ଷଣି ସମାଜସେବା ସହ ପରିବେଶକୁ ସୁସ୍ଥ ରଖିବାକୁ ଛାତ୍ରଛାତ୍ରୀଙ୍କୁ ଦେଉଛନ୍ତି ତାଲିମ୍ । ଭୂରି ଭୂରି ପ୍ରଶଂସା କଲେ ଜିଲ୍ଲାପାଳ ।
ମନ୍ଦିରା ବେଦୀଙ୍କ ସ୍ୱାମୀ ରାଜ କୌଶଲଙ୍କ ଜୁନ୍ ୨୦୨୧ରେ ହୃଦଘାତରେ ମୃତ୍ୟୁ ହୋଇଥିଲା। ସ୍ୱାମୀଙ୍କ ମୃତ୍ୟୁ ପରେ ଅଭିନେତ୍ରୀ ଖୁବ ଭାଙ୍ଗିପଡିଥିଲେ। ଏବେ କିନ୍ତୁ ସେ ଅନ୍ୟଜଣଙ୍କ ସହ ରୋମାଣ୍ଟିକ୍ ଜୀବନ ଜୀଉଥିବା ଦେଖିବାକୁ ମିଳେ।
ଘରେ ଘରେ.. ଗାଁ ଗାଁରେ ସମସ୍ତଙ୍କର ପ୍ରିୟ ସୁବାସ ସାର୍ । ଶିକ୍ଷକତା ପାଇଁ ରାଜ୍ୟ ପୁରସ୍କାର ପାଇଥିଲେ, ଏବେ ପୁଣି ଥରେ ରାଷ୍ଟ୍ରପତି ପୁରସ୍କାର ପାଇବେ । ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ।
ଲମ୍ବା ଗୋଡ ପାଇବା ପାଇଁ ଜଣେ ମଡେଲ ୧ କୋଟି ୩୪ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ କଲେ। ବର୍ତ୍ତମାନ କିନ୍ତୁ ତାଙ୍କର ଏହି କାମ ପାଇଁ ସେ ଦୁଃଖ ପ୍ରକାଶ କରୁଛନ୍ତି। ମଡେଲ କହିଛନ୍ତି ଯେ ସେ ତାଙ୍କର ପୂର୍ବତନ ସ୍ୱାମୀଙ୍କ ନିର୍ଦ୍ଦେଶରେ ଏମିତି ସବୁ କରିଛନ୍ତି, କାରଣ ସେ ଲମ୍ବା ମହିଳାଙ୍କୁ ପସନ୍ଦ କରୁଥିଲେ।
ଇଏ ସାଧାରଣ ନିମ ଗଛ ନୁହେଁ । ଦୈବଶକ୍ତି ଅଛି ଏହି ଗଛରେ । ପତ୍ର ସବୁ ମିଠା ଲାଗୁଛି...ପାଖଆଖ ଗାଁରୁ ଲୋକଙ୍କ ସୁଅ ଛୁଟିଛି । ଗଛକୁ ଦେଖି ଯିଏ ଯୁଆଡେ ଗଲା, ତାଙ୍କର ମନସ୍କାମନା ପୂର୍ଣ୍ଣ ହେଲା ।
ମଣିପୁର ଭଳି ରାଜସ୍ଥାନର ପ୍ରତାପଗଡ ଜିଲ୍ଲାରେ ଘଟିଛି ଏହି ଘଟଣା । ଜଣେ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ବୁଲାଇଛନ୍ତି ଶାଶୂଘର ଲୋକେ ।
ଭକ୍ତର ଭାବରେ ବନ୍ଧା ଜଗନ୍ନାଥ । ଅଧ ରାତିରେ ଦେଲେ ସ୍ୱପ୍ନାଦେଶ...କହିଲେ, ମତେ ନେଇକି ଗାଁରେ ରଖ । ଆଜ୍ଞା ପାଇବା ପରେ ଶ୍ରୀକ୍ଷେତ୍ରରୁ ନୟାଗଡ ପର୍ଯ୍ୟନ୍ତ କିର୍ତ୍ତନ, ହରିବୋଲ, ହୁଳହୁଳିରେ କମ୍ପିଲା ଏରିଆ । ଲୋକେ କହିଲେ....ଗାଁକୁ ଠାକୁର ଆସିଥିବାରୁ ଆମେ ଭାରି ଖୁସି
ନିର୍ଦ୍ଧାରତ ସମୟ ଅନୁସାରେ ଦିନ ୧୧ଟା ୫୦ରେ ‘ଆଦିତ୍ୟ L1’ ଉତ୍କ୍ଷେପଣ କରାଯାଇଛି । PSLV-C57ରେ ‘ଆଦିତ୍ୟ L1’ର ଉତ୍କ୍ଷେପଣ ହୋଇଛି ।
ପରିବାର ମୁହଁରେ ଆହାର ଦେବାକୁ ଦାଦନ ଖଟିବାକୁ ଯାଇଥିଲା ଭେଣ୍ଡିଆ ପୁଅ । ଗାଁକୁ ଆମ୍ବୁଲାନ୍ସ ପଶିଲା, କାନ୍ଦବୋବାଳିରେ ପରିବେଶ କମ୍ପିଲା । କିଏ ଧନ ଲୋ...କିଏ ବାପାଲୋ କହି ରାହା ଛାଡି କାନ୍ଦୁଥିଲେ । ଯବାନ ପୁଅର ମୃତ୍ୟୁକୁ ଦେଖି କେଉଁ ମାଆ ବା ସମ୍ଭାଳିବ?
ଯେଉଁ ମଧ୍ୟବିତ୍ତ ଲୋକେ ଯଦି ଘର ନିର୍ମାଣ କରିବାକୁ ଚାହାଁନ୍ତି, ତେବେ ସେମାନଙ୍କୁ ମଧ୍ୟ କିଛି ଫାଇଦା ମିଳିବ । ଅଳ୍ପ ସୁଧ ହାରରେ ବ୍ୟାଙ୍କ ଋଣ ପ୍ରଦାନ କରିବ । ଯାହା ଫଳରେ ସେମାନେ ଲକ୍ଷ ଲକ୍ଷ ଟଙ୍କା ସଞ୍ଚୟ କରିପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।
ସୌର ସିଂହମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ଦୁଇ ଦିନରେ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ଫାଇଭ୍ ଟି ସଚିବ । ଆଉ ଏହା ହେଉଛି ତାର ରିୟଲିଟି ଚେକ୍ । ୧୨ ଦିନ ପରେ ଏହା ହେଉଛି ପ୍ରକୃତ ସ୍ଥିତି ।
ସହଦେବଖୁଣ୍ଟାର କାର୍ତ୍ତିକ ପଣ୍ଡାଙ୍କ ପୁଅ ରାଜେଶ ପଣ୍ଡାଙ୍କୁ ବିବାହ କରିଥିଲେ ଇତିଶ୍ରୀ । ତାଙ୍କର ଦୁଇ ଦୁଇ ଥର ଗର୍ଭ ନଷ୍ଟ ହେବାପରେ ତାଙ୍କ ଯାଆ ଅକଥନୀୟ ମାନସିକ ନିର୍ଯାତନା ଦେଇଥିଲେ ବୋଲି ଅଭିଯୋଗ ଆଣିଛନ୍ତି ତାଙ୍କ ବାପଘର ଲୋକେ ।
ଇଣ୍ଡିଆ ପାକିସ୍ତାନ ଟକ୍କର । ଆଜି ହେବ ସୁପର ମୁକାବିଲା । କାଣ୍ଡିରେ ହାଇଭୋଲଟେଜ୍ ମ୍ୟାଚ । ପାକିସ୍ତାନ ବୋଲିଂ ବନାମ ଇଣ୍ଡିଆର ବ୍ୟାଟିଂ । ୨୦୧୯ ପରଠୁ ୱାନ ଡେ କ୍ରିକେଟରେ ପୁଣି ଥରେ ଦୁଇ ।
ଇସ୍ରୋର ସୌର ମିଶନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଛି। ଆଜି ଦିନ ୧୧ଟା ୫୦ରେ ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ ଆଦିତ୍ୟ L1 ଉତ୍କ୍ଷେପଣ ହେବ।
‘ଜାତୀୟ ପୋଷଣ ସପ୍ତାହ’ର ମୂଳ ଉଦ୍ଦେଶ୍ୟ ହେଉଛି ଦେଶକୁ ସଚେତନ କରିବା ଏବଂ ଯୁବକମାନଙ୍କୁ ପୁଷ୍ଟିକର ଖାଦ୍ୟ ପ୍ରତି ଜାଗ୍ରତ କରିବା। ତେବେ ଏହାକୁ କାହିଁକି ୭ ଦିନ ପାଇଁ ପାଳନ କରାଯାଏ, ଆସନ୍ତୁ ଜାଣିବା।
ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ କରେଣ୍ଟ ନାହିଁ । ଦୀର୍ଘ ସମୟ ଲାଇନ୍ କଟିଥିବାରୁ ସାଧାରଣ ଲୋକେ ନୟାନ୍ତ ହେଲେଣି ।
ଲଞ୍ଚପ୍ୟାଡରେ ତୟାର ଇସ୍ରୋର ୱାର୍କହର୍ସ PSLV-C 57 । ଏବେ କେବଳ ଅପେକ୍ଷା- ଶନିବାର ଦିନ ୧୧ଟା ୫୦କୁ । ଠିକ୍ ଏହି ସମୟରେ ଭୂପୃଷ୍ଠକୁ ଛାଡ଼ିବ ଆଦିତ୍ୟ-L1 । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ୍ ସ୍ପେଶ ସେଣ୍ଟରର ୨ ନମ୍ବର ଲଞ୍ଚ ପ୍ୟାଡରୁ ଆକାଶ ଚିରିବ PSLV-XL କ୍ଲାସ୍ ରକେଟ୍ ।
ପୂର୍ବରୁ ଶ୍ରୀମନ୍ଦିରରେ ନିର୍ଦ୍ଦିଷ୍ଟ ସମୟରେ ଦିନକୁ ୫ ଥର ପରିମାଣିକ ଦର୍ଶନ ସହ ୬ ଥର ସାହାଣମେଲା ଦର୍ଶନ ଚାଲୁଥିଲା । ହେଲେ କେତେକ କାରଣରୁ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ୨୦୧୬ ଜାନୁଆରୀ ୨୭ରୁ ପରିମାଣିକ ଟିକେଟ୍ ଦର୍ଶନ ବନ୍ଦ ରହିଛି ।
ବୁଧବାର ବିଦ୍ରୋହ କରିଥିଲେ, ଗୁରୁବାର ଦଳରୁ ବିଦା ହୋଇଗଲେ । ଦଳ ବିରୋଧୀ କାର୍ଯ୍ୟ କରିଥିବା ଦର୍ଶାଇ ବିଜେଡିରୁ ବହିଷ୍କାର ଗଞ୍ଜାମ ଜିଲ୍ଲା ତଥା ଦିଗପହଣ୍ଡିର ଅନ୍ୟତମ ତୁଙ୍ଗ ନେତା ବିପିନ ପ୍ରଧାନ ।
ଗୋଟିଏ ହାତରେ ଖଣ୍ଡା, ଅନ୍ୟ ହାତରେ ହାତୁଡି । ବିଚ୍ ରାସ୍ତାରେ ଘଂଟା ଘଂଟା ଧରି ଆତଙ୍କ ଖେଳାଇ ଚାଲିଲେ ଜଣେ ଅବସରପ୍ରାପ୍ତ ଯବାନ । ବାଙ୍କୀ କଲେଜ ଛକରୁ କଚେରୀ ଛକ ଯାଏଁ, ମାରଣାସ୍ତ୍ର ଧରିଥିବା ଅବସରପ୍ରାପ୍ତ ଯବାନଙ୍କୁ ଯିଏ ଦେଖୁଥିଲା, ଆତଙ୍କିତ ହୋଇପଡୁଥିଲା ।
ଗାଇଡଲାଇନ ଉଲ୍ଲଂଘନ କରୁଛନ୍ତି କି ସରକାରୀ ଅଧିକାରୀ ? ଦଳୀୟ ଭିତ୍ତିରେ ହେଉଛି କି ପ୍ରକଳ୍ପ ଚୟନ ?