ଗୋଟିଏପଟେ ଆଜି ସାରା ଦେଶ ଜାତୀୟ କ୍ରୀଡ଼ା ଦିବସ ପାଳୁଥିବା ବେଳେ ଅନ୍ୟପକ୍ଷେ, ପୋଖତ୍ ଖେଳାଳି କିନ୍ତୁ ଅବହେଳିତ। କୋରାପୁଟ ଜିଲ୍ଲା ପଦ୍ମପୁର ପଞ୍ଚାୟତ ବଡ଼ଦେଉଳାନୂଆ ଗାଁର ଦୃଷ୍ଟିବାଧିତ ଜାତୀୟ ଫୁଟବଲ୍ ଖେଳାଳି ସମରା ନନ୍ଦୀବାଡିଙ୍କ ଜୀବନ ଏବେ ଦୁର୍ବିସହ ହୋଇପଡିଛି।
ଏସିଆଡ୍ରେ ଭଲ ପ୍ରଦର୍ଶନ କରି ଅଲିମ୍ପିକ୍ସ ଯୋଗ୍ୟତା ଲକ୍ଷ୍ୟ ରଖିଛି। ଏହାସହ ଚଳିତ ବର୍ଷ ୮୭ ମିଟର ପର୍ଯ୍ୟନ୍ତ ଜାଭଲିନ୍ ଫିଙ୍ଗିବାକୁ ଆଶାବାଦୀ ଥିବା ବିଶ୍ୱ ଆଥଲେଟିକ୍ସରେ ଦମ୍ଦାର ପ୍ରଦର୍ଶନ କରିଥିବା ଓଡ଼ିଆ ପୁଅ କିଶୋର ଜେନା କହିଛନ୍ତି।
ଭାରତରେ ‘ଜାତୀୟ କ୍ରୀଡ଼ା ଦିବସ’ ପ୍ରତିବର୍ଷ ୨୯ ଅଗଷ୍ଟରେ ପାଳନ କରାଯାଏ। ଏହି ‘ଜାତୀୟ କ୍ରୀଡା ଦିବସ’ ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ଭାବରେ ପାଳନ କରାଯାଏ। ତେବେ ଆସନ୍ତୁ ଜାଣିବା ଜାତୀୟ କ୍ରୀଡା ଦିବସ ଓ ଧ୍ୟାନଚାନ୍ଦଙ୍କ ବିଷୟରେ।
ଅଳିଆ ଆବର୍ଜନାରୁ ଜରି ସାଉଁଟି ସ୍ୱଚ୍ଛ ଭାରତ ପାଇଁ ଉଦାହରଣ ପାଲଟିଥିବା କେନ୍ଦ୍ରାପଡ଼ାର କମଳା ମହାରଣାଙ୍କ ହାତ ତିଆରି ଜରି ରାକ୍ଷୀ ପିନ୍ଧିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଜାଣନ୍ତୁ ଆପଣଙ୍କ ଶୁଭ ଅଶୁଭ ସମୟ...
ଆସିଲା ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଭିତରର ଏକ୍ସକ୍ଲୁସିଭ ଫଟୋ। ପଥର ଓ ବାଲି ପ୍ୟାକିଂ ହୋଇଥିବା ମୁଖଶାଳା ଭିତର ପାର୍ଶ୍ୱ ଦେଖିବାକୁ ମିଳିଛି।
କିମ୍ବଦନ୍ତୀ ହକି ତାରକା ମେଜର ଧ୍ୟାନଚାନ୍ଦଙ୍କ ଆଜି ଜନ୍ମଦିନ। ୨୦୧୨ ମସିହାରୁ ପ୍ରତିବର୍ଷ ଆଜିର ଦିନକୁ ଜାତୀୟ କ୍ରୀଡା ଦିବସ ବା ନ୍ୟାସନାଲ୍ ସ୍ପୋର୍ଟର୍ସ ଡେ’ ଭାବେ ପାଳନ କରାଯାଉଛି।
ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ। ଆଜି ଭୋର ୪ଟା ସମୟରେ ଭୂକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୭.୦ ଥିଲା। ଇଣ୍ଡୋନେସିଆର ବାଲି ଏବଂ ଲମ୍ବୋକ୍ ଦ୍ୱୀପପୁଞ୍ଜର ଉତ୍ତରରେ ଥିବା ସମୁଦ୍ରରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ସୂଚନା ମିଳିଛି।
ବିଶ୍ୱରେ ଏତେ ଖେଳ ଖେଳାଯିବା ସତ୍ତ୍ୱେ ଆପଣ ଜାଣନ୍ତି କି ଭାରତର କୌଣସି ଜାତୀୟ ଖେଳ ନାହିଁ। ଅନେକ ଲୋକ ବିଶ୍ୱାସ କରନ୍ତି ଯେ ଭାରତର ଜାତୀୟ ଖେଳ ହକି, କିନ୍ତୁ ଏହା ନୁହେଁ। ଯଦିଓ ଲୋକେ ହକିକୁ ଜାତୀୟ ଖେଳ ଭାବେ ବିଚାର କରୁଛନ୍ତି, ତେବେ ଏହି ଖେଳକୁ କିମ୍ବା ଭାରତରେ ଖେଳାଯାଇଥିବା କୌଣସି ଖେଳକୁ ଏଯାଏ ଜାତୀୟ ଖେଳ ଭାବରେ ମାନ୍ୟତା ଦିଆଯାଇ ନାହିଁ।
ଯେଉଁଥିରୁ ସ୍ୱାଧିନତା ପରେ ଭାରତୀୟ ସେନା ବୀର ଓ ସାହସୀ ଯୋଦ୍ଧାଙ୍କ ବଳିଦାନ ସମ୍ପର୍କରେ ପିଲାଏ ଅବଗତ ହୋଇପାରିବେ।
୫ ଜଣ ଡାକ୍ତରଙ୍କ ମଧ୍ୟରେ ଥିଲେ ଡାକ୍ତର ଦାମନଦୀପ୍ ସିଂ ଏବଂ ଡାକ୍ତର ଅଭିଚଲା ତକ୍ଷକ। ଉଭୟେ ଦିଲ୍ଲୀ ଏମ୍ସର ହୃଦରୋଗ ବିଭାଗର ଜଣେ ଜଣେ ରେଡିଓଲୋଜିଷ୍ଟ।
ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଏକାନ୍ତ ଅନୁଗତ ଶଶିକଳା । ତାମିଲନାଡୁ ରାଜନୀତିରେ ଅନ୍ୟତମ ପ୍ରଭାବଶାଳୀ ଚେହେରା ଭି.କେ.ଶଶିକଳା ।
ବିରୋଧୀ ନେତାଙ୍କୁ ଚେକ୍ ଦେବାକୁ ବିଜେଡିର ନୂଆ ଷ୍ଟ୍ରାଟେଜୀ । ଅପରାଜିତା ଓ ପ୍ରଦୀପଙ୍କୁ ଘେରିବା ପରେ ଉଠିଲା ପ୍ରଶ୍ନ ।
ଠକ ଅଫିସରଙ୍କୁ ବାନ୍ଧି ଜେଲ୍ ପଠାଇଲା ପୋଲିସ୍ । ଟେନସନରେ ଠକେଇର ଶିକାର ହୋଇଥିବା ଗ୍ରାହକ ।
ୱାର୍ଲଡ ଚାମ୍ପିୟନ୍ସର ଜାଭଲିନ୍ ଥ୍ରୋରେ ନୀରଜଙ୍କୁ ଐତିହାସିକ ସଫଳତା । ୪୦ ବର୍ଷର ରେକର୍ଡ ଭାଙ୍ଗିଲେ ଗୋଲଡେନ୍ ବୟ ନୀରଜ ଚୋପ୍ରା ।
ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ଜମି ପଟ୍ଟା ଭେଳିକି । ଜାଗା ମିଶନ ଜରିଆରେ ଜାଗା ପଟ୍ଟା ବାଣ୍ଟିଲେ ରାଜ୍ୟ ସରକାର ।
ଶେଷ ଇଚ୍ଛା ଅନୁଯାୟୀ ଖାନନଗର ମଶାଣିରେ ଶେଷକୃତ୍ୟ । ଜୟନ୍ତ ଯୁଗର ଅବସାନ ପରେ ଝୁରୁଛନ୍ତି ସାହିତ୍ୟ ପ୍ରେମୀ ।
ଆସନ୍ତା ଶନିବାର ଆଦିତ୍ୟ-L1ର ହେବ ଉତକ୍ଷେପଣ । ମିଶନ୍ 'ଆଦିତ୍ୟ' ପାଇଁ ଆରମ୍ଭ ହେଲା କାଉଣ୍ଟଡାଉନ୍ ।
ଫାଇଦା ଉଠାଇ ଚଢ଼ା ଦର ନେଉଛନ୍ତି କ୍ୟାବ୍ ମାଲିକ । ରେଲୱେ କହିଲା ‘ଯାତ୍ରୀଙ୍କୁ ଦିଆଯାଉଛି ଆଗୁଆ ସୂଚନା’ ।
ସଂସଦରେ ଜଙ୍ଗଲ ସଂରକ୍ଷଣ ଆଇନ, ୨୦୨୩ ସଂଶୋଧିତ ଅଧିନିୟମ ପାରିତ ହୋଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବାର ସପ୍ତାହେ ନପୁରୁଣୁ ଓଡିଶା ଜଙ୍ଗଲ ବିଭାଗ ‘ଡିମ୍ଡ ଫରେଷ୍ଟ’କୁ ଅଣଜଙ୍ଗଲ ଜମି କାର୍ଯ୍ୟରେ ଲଗାଇବା ପାଇଁ ଯେଉଁ ନିଷ୍ପତ୍ତି ନେଇଥିଲା ଏଥିରେ ଶିଳ୍ପ ପାଇଁ ବିଭାଗୀୟ ‘ବ୍ୟାକୁଳତା’ ସାମ୍ନାକୁ ଆସିଛି । ଏହି ବିବାଦୀୟ ନିଷ୍ପତ୍ତି ନେବାର ୩ ଦିନ ପରେ ପୁଣି ବିଭାଗ ଏହାକୁ ପ୍ରତ୍ୟାହାର କରି ନେଇଛି।
'ସାଲାର' ରିଲିଜ୍ ପୂର୍ବରୁ ମଧ୍ୟ 'ବ୍ରାଣ୍ଡ୍ ପ୍ରଭାସ'ଙ୍କ ଯାଦୁ ଦେଖାଇବା ଆରମ୍ଭ କରିଛି ଏବଂ ବକ୍ସ ଅଫିସ୍ ରୋଜଗାର ରେକର୍ଡ ତିଆରି କରିବାର ସମ୍ଭାବନା ଦୃଶ୍ୟମାନ ହେଉଛି। 'ସାହୋ' ଏବଂ 'ଆଦିପୁରୁଷ' ଫ୍ଲପ୍ ପରେ ବି ପ୍ରଭାସଙ୍କ ଲୋକପ୍ରିୟତାକୁ କୌଣସି ପ୍ରକାରେ ପ୍ରଭାବିତ କରି ନାହିଁ। 'ସାଲାର' ରିଲିଜ୍ ହେବାର ଏକ ମାସ ପୂର୍ବରୁ ଆମେରିକାରେ ପ୍ରି-ବୁକିଂର ନୂଆ ରେକର୍ଡ ତିଆରି ହୋଇଛି।
‘ଗଦର ୨’ ରିଲିଜ୍ ହେବାର ଏକ ସପ୍ତାହ ପରେ ଖବର ଆସିଥିଲା ଯେ ସନ୍ନି ତାଙ୍କ ଅଭିନୟ ଫି’କୁ ୫୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ସନ୍ନି ଦେଓଲ୍ ଏହି ପ୍ରସଙ୍ଗରେ ତାଙ୍କ ନୀରବତା ଭାଙ୍ଗିଛନ୍ତି ଏବଂ ତାଙ୍କର ଉତ୍ତର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି।
ଆଗକୁ ଭାରତ ହାତରେ ଲାଗିବ ଆହୁରି ଅନେକ ବୈଜ୍ଞାନିକ ତଥ୍ୟ, ଯାହାକି ଅନ୍ୟ କୌଣସି ଦେଶ ପାଖରେ ନାହିଁ ।
ଏପରି ଲୋକକୁ ଆପଣାଇ ଧର୍ମେନ୍ଦ୍ର କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି । ନିଜ ସ୍ୱାର୍ଥ ସାଧନ ପାଇଁ ପ୍ରଶାନ୍ତଙ୍କୁ ଧର୍ମେନ୍ଦ୍ର କୋଳେଇ ନେବାକୁ ଯାଉଛନ୍ତି ବୋଲି କହିଛନ୍ତି ସସ୍ମିତ ।
ଜଣେ କଏଦୀ ୪୦ ଫୁଟ୍ର ଜେଲ୍ ପାଚେରି ଡେଇଁ ଖସିଯିବାକୁ ଚେଷ୍ଟା କରିଛି । ଆଉ ଖସିଯିବାରେ ସଫଳ ମଧ୍ୟ ହୋଇଛି । ପରେ ପରେ ଅଭିଯୁକ୍ତକୁ ପୋଲିସ ଧରିବା ସହ ଖୁବ୍ ଉତ୍ତମ ମଧ୍ୟମ ବି ଦେଇଛି ।