ପୋଲିସ ଓ ମହିଳାଙ୍କ ମଧ୍ୟରେ କଥା କଟାକଟି ହେଲା । ପରିସ୍ଥିତି ଏମିତି ହେଲା ଯେ ଶେଷରେ ମହିଳାଙ୍କୁ ଚାପୁଡ଼ା ପରେ ଚାପୁଡ଼ା ମାରିବାକୁ ବାଧ୍ୟ ହେଲା ପୋଲିସ ।
ଅଗଷ୍ଟ ୨୬ ତାରିଖ ଦିନ ସେପ୍ଟେମ୍ବର ୨ରେ ସୂର୍ଯ୍ୟ ମିଶନ ଆଦିତ୍ୟ L-1 ଲଞ୍ଚ୍ ହେବାନେଇ ଘୋଷଣା କରାଯାଇଥିଲା । ହେଲେ ସମୟ ଧାର୍ଯ୍ୟ କରିନଥିଲା ଇସ୍ରୋ ।
ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିଅନ୍ସିପ୍ରେ ନୀରଜ ଚୋପ୍ରା ନିଜର ଐତିହାସିକ ସ୍ୱର୍ଣ୍ଣ ପଦକ ଜିତି ଚର୍ଚ୍ଚାରେ ଅଛନ୍ତି। ଏହା ପରେ ନୀରଜ ଚୋପ୍ରାଙ୍କୁ ହଙ୍ଗେରୀର ଜଣେ ମହିଳା ଭାରତୀୟ ଜାତୀୟ ପତାକା ଉପରେ ଅଟୋଗ୍ରାଫ୍ ଦେବାକୁ କହିଥିଲେ। ଉତ୍ତରରେ ନୀରଜ ହୃଦୟସ୍ପର୍ଶୀ ବିବୃତ୍ତି ଦେଇଥିଲେ।
ହଷ୍ଟେଲ୍ ନିର୍ମାଣରେ ନିମ୍ନମାନର କାମ ହୋଇଥିବା ଭିଜିଲାନ୍ସକୁ ସୂଚନା ମିଳିଥିଲା । ନିମ୍ନମାନର କାଠ, ଅଣ ଓସାରିଆ ଛାତ ସହ ବିଦ୍ୟୁତ୍ ଓ ସାନିଟାରୀ ଫିଟିଂରେ ନିମ୍ନମାନର କାମ ହୋଇଥିବା ଅଭିଯୋଗ ପାଇଥିଲା ଭିଜିଲାନ୍ସ ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ପୁରସ୍କାର ଘୋଷଣା ହୋଇଛି । ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଚମତ୍କାରିତା ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ ।
ଉଭୟ ମୃତ ଦୁଇ ଛାତ୍ରଙ୍କ ବୟସ ୧୮ ବର୍ଷ । ମୃତଛାତ୍ରଙ୍କ ମଧ୍ୟରୁ ଜଣଙ୍କ ନାଁ ଅଭିଷ୍କର କାସଲେ ହୋଇଥିବାବେଳେ ଅନ୍ୟ ଜଣଙ୍କ ନାଁ ଆଦର୍ଶ ରାଜ୍ ବୋଲି ଜଣାପଡ଼ିଛି ।
କନଷ୍ଟେବଳ, ସବ୍-ଇନସପେକ୍ଟର ଭଳି ପଦବୀ ପୂରଣ ହେବ । ରୋଜଗାର ମେଳାର ଅଷ୍ଟମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମିଟିଂ ମାଧ୍ୟମରେ ଉଦବୋଧନ ଦେବା ସହ ଆପଏଣ୍ଟମେଣ୍ଟ ଲେଟର ଦେଇଛନ୍ତି ।
ଏବେ ବାପା-ମା’ଙ୍କ ସେବା ନକଲେ ମିଳିବନି ସମ୍ପତ୍ତି । ଯଦି କୌଣସି ସନ୍ତାନ ତାଙ୍କ ପିତାମାତାଙ୍କୁ ହଇରାଣ କରନ୍ତି ତେବେ ସେମାନଙ୍କୁ ସମ୍ପତ୍ତି ହରାଇବାକୁ ପଡ଼ିବ ।
ଟେକା, ପଥର, ଅଣ୍ଡା ଓ କଳା ପତାକା ଧରିଥିବା ମହିଳାଙ୍କ ଫଟୋ ସେ ପୋଷ୍ଟ କରିଛନ୍ତି । ସେ କହିଛନ୍ତି, ସଶକ୍ତିକରଣ ନାଁରେ ମିଶନଶକ୍ତି ମହିଳାଙ୍କୁ ଆକ୍ରମଣରେ ଲଗାଯାଉଛି ।
ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ପରିଚାଳିତ ପର୍ଯ୍ୟବେକ୍ଷଣ ଓ ସ୍ୱତନ୍ତ୍ର ଗୃହରୁ ମୃତଦେହ ଉଦ୍ଧାର କରାଯାଇଛି । ଝୁଲନ୍ତା ଅବସ୍ଥାରେ ନାବାଳକକୁ ଉଦ୍ଧାର କରାଯାଇଥିବାବେଳେ ତାକୁ ଭବାନୀପାଟଣା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।
ବୌଦ୍ଧ ଜିଲ୍ଲା ଖୁଣ୍ଟିଆପଡ଼ା ଯୋଗୀ ଭୋଗୋରା ରେଲୱେ ବ୍ରିଜ ଠାରେ ରାଉତ ବାହାଲ ଗାଁର ରଞ୍ଜନ ପ୍ରଧାନଙ୍କୁ ଟାଙ୍ଗିଆରେ ହତ୍ୟା କରାଯାଇଛି । ପରେ ଖୁଣ୍ଟିଆପଡ଼ାର ପ୍ରକାଶ ବେହେରା ବସ୍ରେ ଯାଇ ପୁରୁଣା କଟକ ଥାନାରେ ଆତ୍ମସମର୍ପଣ କରିଛି ।
ବିଦ୍ୟୁତ ଚୁଲାରେ ମୋ ମରଶରୀର ଦାହ କରିବ । ଜେ. ସରୋଜିନୀଙ୍କୁ ୨୦x୨୦ ଫୁଟ ଜମି ପ୍ରଦାନ। 'ସମସ୍ତ ଚିଠି ଓ ଅସଂପୂର୍ଣ୍ଣ ପାଣ୍ଡୁଲିପି’ ପୋତି ଦେବ ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର ।
ତା ପୁଣି ଆଉ ଜଣେ ଡାକ୍ତରଙ୍କୁ, ରୋଗୀ ଓ ମହିଳାଙ୍କ ସାମ୍ନାରେ । ଡାକ୍ତରଙ୍କୁ ଆଉ ଜଣେ ଡାକ୍ତରଙ୍କ ଗାଳିଗୁଲଜ ଭିଡିଓ ଭାଇରାଲ୍ ।
ଏଥର କିଏ ଜିତିବ ଏସିଆ କପ୍ (ଦିନିକିଆ ଫର୍ମାଟ୍) - ଭାରତ, ପାକିସ୍ତାନ, ଶ୍ରୀଲଙ୍କା ନା ବାଂଲାଦେଶ? ପ୍ରଦର୍ଶନ, ଅଭ୍ୟାସ ଓ ଟିମ୍ ଚୟନକୁ ବିଚାରକୁ ନେଲେ, ଟିମ୍ ଇଣ୍ଡିଆ ଟୁର୍ଣ୍ଣାମେଣ୍ଟ ଫେଭରିଟ୍ ଭାବେ ମଇଦାନକୁ ଓହ୍ଲାଇବ । ଦିନିକିଆ ବିଶ୍ୱକପ୍ ପୂର୍ବରୁ ଏହି ମହାଦେଶୀୟ ଟୁର୍ଣ୍ଣାମେଣ୍ଟ ଜିତିଲେ ରୋହିତ ସେନାର ମନୋବଳ ବଢ଼ିବ, ହେଲେ ପରାଜୟ ସ୍ଥଳେ ତୃତୀୟ ବିଶ୍ୱକପ୍ ମୁକୁଟ ସ୍ୱପ୍ନ ଦିଗହରା ହେବ ।
ଦେଶ ପାଇଁ ଗୋଲ୍ଡ ମେଡାଲ ଜିତିଲେ ନୀରଜ ଚୋପ୍ରା..୮୮. ୧୭ ମିଟର ଫୋପାଡି ସ୍ୱର୍ଣ୍ଣ ପଦ..ନୀରଜଙ୍କ ସ୍ୱର୍ଣ୍ଣିମ ସଫଳତାରେ ସାରାଦେଶ ଉତ୍ସବମୁଖର
ରାଉରକେଲାରେ ସବିର ବକ୍ସ । ପିଲାଙ୍କୁ ଦେଉଛନ୍ତି ସ୍ୱତନ୍ତ୍ର ତାଲିମ୍...ଅଲମ୍ପିକ ଲାଗି ଏବେଠୁ ଆରମ୍ଭ ହେଲାଣି ପ୍ରସ୍ତୁତି । ଗଦା ହେବ ମେଡାଲ ଉପରେ ମେଡାଲ
ବଡ଼ ଅସହାୟ ରଞ୍ଜନ । ଦୁଇଟି ଗୋଡ ସଂପୂର୍ଣ୍ଣ ଅଚଳ ହେଲେ ବି ମିଳୁନି ସରକାରୀ ସହାୟତା । ପରିବାର ମୁହଁରେ ଦାନା ଦେବା ପାଇଁ ଏମିତି ଗୁରୁଣ୍ଡି ଗୁରୁଣ୍ଡି ପିଲାଙ୍କୁ ପଢାଉଛନ୍ତି କିଛି ରୋଜଗାର କରୁଛନ୍ତି । ଏତିକିରେ ଯାହା ଯେତିକି ହେଉଛି
ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ ହୋଇଛି । ଆଜି SCB ବଡ ମେଡିକାଲରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି ।
ରଙ୍ଗୀନ, ଚକାଚକ୍, ମନଲୋଭା । ଖୋଲାରେ ଯେତିକି ସୁନ୍ଦର, ପ୍ୟାକେଟରେ ତା’ଠୁ ଅଧିକ ଆକର୍ଷଣୀୟ । ଏ ରାକ୍ଷୀ ପ୍ଲାଷ୍ଟିକ ନୁହେଁ, କି ବିଦେଶରୁ ଆମଦାନୀ ହୋଇନି । ବରଂ ଖାଣ୍ଟି ଦେଶୀ ଆଉ ପରିବେଶ ଉପଯୋଗୀ ।
ଜଗା ଦର୍ଶନ ପାଇଁ ଗହଳିରେ ଫାଟି ପଡୁଥିଲା ଶ୍ରୀକ୍ଷେତ୍ର । ଭିଡ଼ ଏମିତି ଯେ, ଦୁଇ ତିନିଘଣ୍ଟା ଧରି ଧାଡ଼ିରେ ଠିଆ ହେଲା ପରେ ହିଁ ସିଂହଦ୍ୱାର ଯାଏଁ ଯାଇ ହେଉଥିଲା ।
ଜହ୍ନର ଦକ୍ଷିଣ ମେରୁରେ ମାଟି କେତେ ତତଲା ? ଲ୍ୟାଣ୍ଡର୍ ବିକ୍ରମ ପରଖିଲା ଚନ୍ଦ୍ରପୃଷ୍ଠର ଉତ୍ତାପ । ତାପମାତ୍ରା ମାପିଲା ସ୍ୱତନ୍ତ୍ର ପେ'ଲୋଡ୍ 'ଚାସ୍ତେ' । ଲ୍ୟାଣ୍ଡର ବିକ୍ରମରେ ଲାଗିଥିବା ସ୍ୱତନ୍ତ୍ର ଯନ୍ତ୍ର ଚାସ୍ତେ ପରଖିଛି ଚନ୍ଦ୍ରପୃଷ୍ଠର ତାପମାତ୍ରା ।
ହିତାଧିକାରୀ ତାଲିକାରୁ ବାଦ ପଡିଲେ ସ୍ଥାୟୀ ବସ୍ତି ବାସିନ୍ଦା । ଯେଉଁଥି ପାଇଁ ତାତିଛନ୍ତି ରାଜଧାନୀର ବସ୍ତିରେ ରହୁଥିବା ଲୋକେ । କେଉଁଠି ପଟ୍ଟା ବର୍ଜନ ନିଷ୍ପତ୍ତି ତ ଆଉ କେଉଁଠି ଭୁବନେଶ୍ୱର ମେୟର ଓ ବିଧାୟକଙ୍କ ଘର ଘେରାଉ ।
5T ସଚିବଙ୍କୁ ସୌମ୍ୟରଂଜନଙ୍କ ଘନଘନ ଆକ୍ରମଣ । ପାଣ୍ଡିଆନଙ୍କ ଗୋଟିଏ ପଟେ ଗୋଟିଏ ଗୁମର ଖୋଲୁଛନ୍ତି ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ । 5T ସଚିବଙ୍କ ଗସ୍ତ ଖର୍ଚ୍ଚ, ଚନ୍ଦ୍ରୟାନ ଖର୍ଚ୍ଚ ସହ ସମାନ ହେବ ବୋଲି ସାଂଘାତିକ ଅଭିଯୋଗ ।
ଛତିଶଗଡ ଝିଅ, ଓଡ଼ିଶା ବୋହୂ । ପ୍ରେମ ବିବାହ ପରେ ଓଡ଼ିଶାରେ ରହିଲେ । ଜନ୍ମରୁ ଦିବ୍ୟାଙ୍ଗ..ଚଲାବୁଲା ତାଙ୍କ ପକ୍ଷରେ କଷ୍ଟ । ଏମିତି ପରିସ୍ଥିତିରେ ବି ଭତ୍ତା ମିଳୁନି କି ଘର ଖଣ୍ଡିଏ ମିଳୁନି । ବ୍ଲକ୍ ପ୍ରଶାସନ କହୁଛନ୍ତି ଖୁବଶୀଘ୍ର ମିଳିବ ସହାୟତା