ପୂର୍ଣ୍ଣନଗର ଅଞ୍ଚଳରେ ଏକ ଇଲେକ୍ଟ୍ରିକ ହାର୍ଡଓୟାର ଦୋକାନକୁ ଲାଗି ଚିନାରାମଙ୍କ ପରିବାର ଲୋକେ ରହୁଥିଲେ ।
ଚନ୍ଦ୍ରପୃଷ୍ଠରେ ପ୍ରଥମଥର ପାଇଁ ଲ୍ୟାଣ୍ଡରର ଫଟୋ ଉଠାଇଛି ରୋଭର। ଅବତରଣ ପରେ ପ୍ରତିଥର ରୋଭର ପ୍ରଜ୍ଞାନର ଚିତ୍ର ଲ୍ୟାଣ୍ଡର ପଠାଉଥିବାବେଳେ ଏଥର କିନ୍ତୁ ଲ୍ୟାଣ୍ଡରର ଫଟୋ ପଠାଇଛି ରୋଭର।
ଅଗଷ୍ଟ ୩୦ ଅର୍ଥାତ୍ ଆଜି ରାତିରେ ଆକାଶରେ ଏକ ସୁନ୍ଦର ଦୃଶ୍ୟ ଦେଖିବାକୁ ପାଇବେ। ଏହାସହ ଚଳିତ ପୂର୍ଣ୍ଣିମା ମଧ୍ୟ ବେଶ୍ ଖାସ୍ ହେବାକୁ ଯାଉଛି।
5T ସଚିବଙ୍କ ଯାଜପୁର ଗସ୍ତ ବେଳେ ବିରୋଧ କରୁଥିବା କଂଗ୍ରେସ କର୍ମୀଙ୍କୁ 5T ବାହିନୀ ଆକ୍ରମଣ କରିବା ଘଟଣାକୁ ବିଜେପି କଠୋର ଭାବେ ନିନ୍ଦା କରିଛି।
ଦୀର୍ଘ ୪ ଘଣ୍ଟା ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ଜର୍ଜିଆ ତଥା ପଡୋଶୀ ରାଜ୍ୟ ଟେନେସି, ଉତ୍ତର କାରୋଲିନା, ଦକ୍ଷିଣ କାରୋଲିନାର କଳାକାର ମାନଙ୍କ ଦ୍ୱାରା ବିଭିନ୍ନ କଳା ପ୍ରଦର୍ଶିତ ହୋଇଥିଲା
ଭାରସାମ୍ୟ ହରାଇ କଣ୍ଟେନର ସହ ଧକ୍କା ହୋଇ ଗାଡ଼ି ତଳେ ଚାପି ହୋଇଗଲା ସ୍କର୍ପିଓ। ଫଳରେ ଘଟଣାସ୍ଥଳରେ ୭ ଜଣଙ୍କ ମୃତ୍ୟୁ ହୋଇଛି।
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା। ଆଜି ଦିନରେ ଭଉଣୀ ତା ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ଆଉ ଭାଇ ନିଜ ଭଉଣୀର ସୁରକ୍ଷା ପାଇଁ ଦିଏ ପ୍ରତିଶ୍ରୁତି।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର ।
ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ। ଜଣେ ଯୁବତୀଙ୍କୁ ଧମକ ଚମକ ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇପାରେ।
ଜମି ପାଇଁ ପଡ଼ୋଶୀଙ୍କ ସହ ମିଶି ଭାଇକୁ ହତ୍ୟା କଲା ଭାଇ। ହତ୍ୟା ପରେ ଶବକୁ ପୋତି ଦେଇଥିବା ବେଳେ ୧୧ ଦିନ ପରେ ମାଟି ଖୋଳି ପୋଲିସ୍ ମୃତଦେହ ଉଦ୍ଧାର କରିଛି।
ଘରୋଇ LPG ଗ୍ୟାସ୍ ସିଲିଣ୍ଡର ଦର ୨୦୦ ଟଙ୍କା ହ୍ରାସ କରିଛନ୍ତି କେନ୍ଦ୍ର ସରକାର। ଆଜିଠାରୁ ଏହି ନୂତନ ପରିବର୍ତ୍ତିତ ଦର ଲାଗୁ ହେବ।
କୋଲକାତାର ଗୁରୁନାନକ କଲେଜ୍ ପରିସରରେ ଆୟୋଜିତ ଦ୍ୱିତୀୟ ୧୧ ବର୍ଷରୁ କମ୍ ଜାତୀୟ ପୂର୍ବାଞ୍ଚଳ ରୋଲ୍ ବଲ୍ ଚାମ୍ପିୟନସିପ୍ରେ ଓଡ଼ିଶା ବାଳିକା ଦଳ ଚାମ୍ପିୟନ ହୋଇଛନ୍ତି ।
ରାଜଧାନୀର ଶିଶୁପାଳଗଡ଼ରେ ହାତରେ ମାରଣାସ୍ତ୍ର ଧରି ୩ଟି ବାଇକରେ ମାଡ଼ି ଆସୁଛନ୍ତି ୯ ଜଣ ଆସାମାଜିକ ଯୁବକ । ଆଉ, ରାସ୍ତା କଡ଼ରେ ଠିଆ ହୋଇଥିବା ଜଣେ ଯୁବକଙ୍କୁ ଅତର୍କିତ ଆକ୍ରମଣ କରୁଛନ୍ତି ।
ଭାଇ ହାତରେ ସଂପର୍କର ରେଶମ ଡୋରିଟିଏ ବାନ୍ଧି ସୁରକ୍ଷାର ନିର୍ଭର ପ୍ରତିଶ୍ରୁତି ପାଇବା ଅପେକ୍ଷାରେ ଭଉଣୀ । ଏଣେ ବଜାରରେ ବି ଭଳିକି ଭଳି ରାକ୍ଷୀର ପସରା । ତେବେ ଆସନ୍ତାକାଲି ରାକ୍ଷୀ ବନ୍ଧାଯିବ ତ ?
ପ୍ରଫୁଲ୍ଲଙ୍କୁ ଘରେ ଆଣି ଛାଡ଼ିଥିବା ବ୍ୟକ୍ତି ସାଦା ପୋଷାକରେ ଥିବାରୁ ପୋଲିସ କିମ୍ବା ଅନ୍ୟ କୌଣସି ବ୍ୟକ୍ତି ହୋଇଥାଇପାରନ୍ତି ବୋଲି ପ୍ରଫୁଲ୍ଲ ଆଶଙ୍କା କରୁଛନ୍ତି।
କୋଚ୍ ପ୍ରଦୀପ ଷଡ଼ଙ୍ଗୀ, କ୍ରୀଡ଼ା ସାମ୍ବାଦିକ ଅଜୟ ଦାସ ସମ୍ମାନିତ ।
ଜାଗା ମିଶନରେ ମିଳୁଥିବା ଫର୍ମ-୨କୁ ନେଇ ନାନା ଦ୍ୱନ୍ଦ୍ୱ । କେବଳ ଭୋଗ ଦଖଲ ଛଡ଼ା ଆଉ କିଛି କରିପାରିବେନି ହିତାଧିକାରୀ । ବିରୋଧୀଙ୍କ ପ୍ରଶ୍ନ ‘୨୦୧୮ର ଯୋଜନା, ଏବେ ପଟ୍ଟା ବାଣ୍ଟିଲ କାହିଁକି’?
ଜଗମୋହନର ସ୍ଥିତି ପରଖିବାକୁ ଚାଲିଛି ଷ୍ଟ୍ରକଚର ନିର୍ମାଣ । ଗର୍ଭଗୃହରୁ ବାଲି କଢ଼ାଯିବ କି ନାହିଁ କୋର କମିଟି ନେବ ନିଷ୍ପତ୍ତି: ASI ।
କୋରାପୁଟ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଆଜିକୁ ୧୨ଦିନ ହେଲାଣି କଲମ ଛାଡ଼ ଆନ୍ଦୋଳନରେ ବସିଛନ୍ତି ଜିଲ୍ଲାର ସମସ୍ତ ପଞ୍ଚାୟତ ଅଫିସ୍ରେ ନିଯୁକ୍ତ ପିଇଓ ବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ।
ଉଜ୍ବଳା ଯୋଜନାରେ ଯୋଡ଼ି ହେବେ ୭୫ ଲକ୍ଷ ନୂଆ ଉପଭୋକ୍ତା । କେନ୍ଦ୍ର ସରକାରଙ୍କ ଘୋଷଣା ପରେ ଗୃହିଣୀ ଖୁସ୍ ।
ଯାଜପୁରରେ 5T ଲେଖା ଟି-ସାର୍ଟ ପିନ୍ଧି ଆବିର୍ଭାବ ହେଲେ ଯୁବ ଗୋଷ୍ଠୀ । ହାତରେ ବାଉଁଶ ବହ୍ଲା ଧରି ପୋଲିସ୍ ଉପସ୍ଥିତିରେ କଲେ ଉତ୍ପାତ ।
ସେପଟେମ୍ବର ୨ୟ ସପ୍ତାହରେ ଭାଙ୍ଗିବାକୁ ହୋଇପାରେ ନିଷ୍ପତ୍ତି । ଲୋକସଭା ଭୋଟ୍ ବି ଆଗୁଆ ହେବା ନେଇ କଳ୍ପନା ଜଳ୍ପନା ।
ଇଟାନିୟମ୍, ମାଙ୍ଗାନିଜ୍ ଥିବା ସ୍ପଷ୍ଟ କଲା ରୋଭର୍ ।
ଆଗାମୀ ଦୁଇ ମାସ ଯାଏଁ କୋଚିଂ କେନ୍ଦ୍ରରେ କୌଣସି ଟେଷ୍ଟ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ଏଭଳି ସମୟରେ ଚୀନ ପୁଣି ଥରେ ନୂଆ ବିବାଦ ସୃଷ୍ଟି କରିଛି ।