ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଇଥାନଲ୍ରେ ଚାଳିତ ଗାଡ଼ି ଲଞ୍ଚ କରିଛନ୍ତି ।
ପାକିସ୍ତାନ ବିପକ୍ଷ ଲଢ଼େଇ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା ଲାଗିଛି । ସଂପୂର୍ଣ୍ଣ ସୁସ୍ଥ ହୋଇ ନଥିଲେ ମଧ୍ୟ ଭାରତୀୟ ସ୍କ୍ୱାଡରେ ସ୍ଥାନ ପାଇଥିବା କେଏଲ ରାହୁଲ ପାକିସ୍ତାନ ବିପକ୍ଷ ମ୍ୟାଚ୍ ଖେଳିବେ ନାହିଁ ।
ଘର ମାଲିକ ନିବାରଣ ନଗଦ ୨ କୋଟି ଟଙ୍କା କେଉଁଠୁ ଆଣିଲେ ସେନେଇ ଖୋଳତାଡ଼ କରିପାରେ ଆୟକର ବିଭାଗ ।
ନିର୍ଦ୍ଦୟ ମଣିଷ.. ଦୀର୍ଘ ୪ ଦିନ ହେଲା ଗାଈକୁ ବାନ୍ଧି ରଖିଛି ଚାଷୀ
ଏନେଇ ଘୋଷଣା କଲା ଓଡ଼ିଶା ଲୋକସେବା ଆୟୋଗ ।
ଭାରତ ସରକାରଙ୍କ ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟର ଜାତୀୟ କ୍ୟାରିୟର ସେବା (NCS) ପୋର୍ଟାଲ ୨୮ ଅଗଷ୍ଟ ୨୦୨୩ରେ ଦଶ ଲକ୍ଷରୁ ଅଧିକ ସକ୍ରିୟ ପଦବୀ ପଞ୍ଜିକୃତ କରିଛି। ଏହି ପଦବୀଗୁଡିକ ସରକାରୀ କ୍ଷେତ୍ରର ବିଭିନ୍ନ ନିଯୁକ୍ତିଦାତାଙ୍କ ଦ୍ୱାରା ମଧ୍ୟ ସୂଚିତ କରାଯାଇଛି।
କେଉଁ ସମୟ ରାକ୍ଷୀ ବାନ୍ଧିବା ଲାଗି ଶୁଭ ସମୟ । ଶ୍ରାବଣ ମାସ ପୂର୍ଣ୍ଣିମା ତିଥିରେ ରକ୍ଷା ବନ୍ଧନ ।
ଉଜ୍ଜ୍ବଳା ଯୋଜନା ଉପଭୋକ୍ତାକୁ ମିଳିବ ମୋଟ ୪ଶହ ଟଙ୍କା ସବ୍ ସିଡି। ପୂର୍ବରୁ ମିଳୁଥିବା ୨୦୦ ଏବଂ ଏବେର ୨୦୦ ମିଶାଇ ମୋଟ ୪୦୦ ଟଙ୍କା ସବସିଡି ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।
ବାବୁ ଆମ ଗାଁକୁ ରାସ୍ତା କେବେ ଦେବୁ ? କାହିଁକି ଏତେ ଦିନ ହେଲା ଆମ ଗାଁକୁ ରାସ୍ତା ହେଉନି ? ଜନଶୁଣାଣି ଶିବିରରେ ପ୍ରଶାସନିକ ଅଧିକାରୀଙ୍କ ଆଗରେ ଏଭଳି ପ୍ରଶ୍ନ କରିଛନ୍ତି ଜଣେ ଅନୁସୂଚିତ ଜନଜାତି ବୃଦ୍ଧା।
ପ୍ରଥମେ ରାକେଶ ରୋଶନ, ଆଉ ଏବେ ଇନ୍ଦିରା ଗାନ୍ଧୀଙ୍କୁ ଚନ୍ଦ୍ରକୁ ପଠାଇଲେ ମମତା
ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନଙ୍କ କସରତ ..ଆଗୁଆ ନିର୍ବାଚନ ଚର୍ଚ୍ଚାକୁ ଖୋରାକ ଦେଲା ଇସିଆଇ ଅଧିକାରୀଙ୍କ ଗସ୍ତ । ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ନିର୍ବାଚନ ସଂପର୍କୀତ ସମୀକ୍ଷା କରିବେ ।
ସେପ୍ଟମ୍ବର ୧୯ ତାରିଖ ଅର୍ଥାତ୍ ଗଣେଶ ପୂଜା ଦିନ ଜିଓ ଏୟାରଫାଇବର ଲଞ୍ଚ୍ ହେବ। ଏନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନି ଘୋଷଣା କରିଛନ୍ତି।
ମହିଳା ଜଣକ ଅନ୍ୟ ଜଣେ ପୁରୁଷଙ୍କ ସହ ସମ୍ପର୍କ ରଖିଥିଲେ । ହେଲେ ପୁରୁଷ ଜଣକ ମହିଳାଙ୍କ ପିଲା ଦୁଇଟିକୁ ଗ୍ରହଣ କରିବାକୁ ମନା କରିଥିଲେ ।
ଗୋଲ୍ଡେନ୍ ବୟ ନୀରଜ୍ ଚୋପ୍ରା ହଙ୍ଗେରୀରେ ହେଉଥିବା ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିଅନ୍ସିପ୍ରେ ଐତିହାସିକ ସ୍ୱର୍ଣ୍ଣ ପଦକ ଜିତି ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ଫିଟ୍ନେସ୍କୁ ନେଇ ଖୁବ ସଚେତନ। ଆସନ୍ତୁ ଜାଣିବା ସକାଳୁ ଉଠିବା ଠାରୁ ବେଡ୍କୁ ଯିବା ପର୍ଯ୍ୟନ୍ତ ସେ କ’ଣ ଖାଆନ୍ତି।
ତୁଳସୀଙ୍କ ଭାଗ୍ୟରେ ଯେପରି ମହଣ ମହଣ ଦୁଃଖ...ନା ନିଜର ବୋଲି କେହି ଅଛନ୍ତି, ନା ରହିବାକୁ ଘର ଖଣ୍ଡେ ଅଛି..
ସ୍କୁଲ୍ରେ ପିଲା ପଢୁଛନ୍ତି ମାତ୍ର ୨୩ ଜଣ, ହେଲେ ଶୌଚାଳୟ ଅଛି ୧୩ଟି। ହେଲେ ୧୦ ବର୍ଷ ହେଲାଣି ପିଲାଙ୍କ ସୁରକ୍ଷା ପାଇଁ ପାଚେରି ନିର୍ମାଣ ହୋଇପାରିନି, କିନ୍ତୁ ବାରମ୍ବାର ତିଆରି ଚାଲିଛି ଏକାଧିକ ଶୌଚାଳୟ।
ପ୍ରଶାନ୍ତ ଜଗଦ୍ଦେବ ବିଜେପି ଯିବା ସମ୍ଭାବନା ନେଇ ସସ୍ମିତ ପାତ୍ରଙ୍କ ମନ୍ତବ୍ୟ ପରେ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ‘ସସ୍ମିତଙ୍କ ଆରୋପ ପୂରା ମିଛ, କେନ୍ଦ୍ରମନ୍ତ୍ରୀଙ୍କ ସହ କିଛି ଯୋଗାଯୋଗ ନାହିଁ। ଯଦି ପ୍ରମାଣ ଅଛି ଦିଅନ୍ତୁ, ନା ତୃତୀୟ ମହଲା ଇଙ୍ଗିତରେ ଏକଥା କହୁଛନ୍ତି’ ।
5T ସଚିବଙ୍କ ଯାଜପୁର ଟାଉନ୍ ଗସ୍ତକୁ ଜିଲ୍ଲା କଂଗ୍ରେସର ସଦସ୍ୟ ବିରୋଧ କରିଛନ୍ତି। ପାଣ୍ଡିଆନ ଗୋ ବ୍ୟାକ୍ ନାରା ଦେବା ସହ ରେଡକ୍ରସ୍ ଛକରୁ ରାଲି କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ଗୋଟିଏପଟେ ଆଜି ସାରା ଦେଶ ଜାତୀୟ କ୍ରୀଡ଼ା ଦିବସ ପାଳୁଥିବା ବେଳେ ଅନ୍ୟପକ୍ଷେ, ପୋଖତ୍ ଖେଳାଳି କିନ୍ତୁ ଅବହେଳିତ। କୋରାପୁଟ ଜିଲ୍ଲା ପଦ୍ମପୁର ପଞ୍ଚାୟତ ବଡ଼ଦେଉଳାନୂଆ ଗାଁର ଦୃଷ୍ଟିବାଧିତ ଜାତୀୟ ଫୁଟବଲ୍ ଖେଳାଳି ସମରା ନନ୍ଦୀବାଡିଙ୍କ ଜୀବନ ଏବେ ଦୁର୍ବିସହ ହୋଇପଡିଛି।
ଏସିଆଡ୍ରେ ଭଲ ପ୍ରଦର୍ଶନ କରି ଅଲିମ୍ପିକ୍ସ ଯୋଗ୍ୟତା ଲକ୍ଷ୍ୟ ରଖିଛି। ଏହାସହ ଚଳିତ ବର୍ଷ ୮୭ ମିଟର ପର୍ଯ୍ୟନ୍ତ ଜାଭଲିନ୍ ଫିଙ୍ଗିବାକୁ ଆଶାବାଦୀ ଥିବା ବିଶ୍ୱ ଆଥଲେଟିକ୍ସରେ ଦମ୍ଦାର ପ୍ରଦର୍ଶନ କରିଥିବା ଓଡ଼ିଆ ପୁଅ କିଶୋର ଜେନା କହିଛନ୍ତି।
ଭାରତରେ ‘ଜାତୀୟ କ୍ରୀଡ଼ା ଦିବସ’ ପ୍ରତିବର୍ଷ ୨୯ ଅଗଷ୍ଟରେ ପାଳନ କରାଯାଏ। ଏହି ‘ଜାତୀୟ କ୍ରୀଡା ଦିବସ’ ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ଭାବରେ ପାଳନ କରାଯାଏ। ତେବେ ଆସନ୍ତୁ ଜାଣିବା ଜାତୀୟ କ୍ରୀଡା ଦିବସ ଓ ଧ୍ୟାନଚାନ୍ଦଙ୍କ ବିଷୟରେ।
ଅଳିଆ ଆବର୍ଜନାରୁ ଜରି ସାଉଁଟି ସ୍ୱଚ୍ଛ ଭାରତ ପାଇଁ ଉଦାହରଣ ପାଲଟିଥିବା କେନ୍ଦ୍ରାପଡ଼ାର କମଳା ମହାରଣାଙ୍କ ହାତ ତିଆରି ଜରି ରାକ୍ଷୀ ପିନ୍ଧିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଜାଣନ୍ତୁ ଆପଣଙ୍କ ଶୁଭ ଅଶୁଭ ସମୟ...
ଆସିଲା ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଭିତରର ଏକ୍ସକ୍ଲୁସିଭ ଫଟୋ। ପଥର ଓ ବାଲି ପ୍ୟାକିଂ ହୋଇଥିବା ମୁଖଶାଳା ଭିତର ପାର୍ଶ୍ୱ ଦେଖିବାକୁ ମିଳିଛି।
କିମ୍ବଦନ୍ତୀ ହକି ତାରକା ମେଜର ଧ୍ୟାନଚାନ୍ଦଙ୍କ ଆଜି ଜନ୍ମଦିନ। ୨୦୧୨ ମସିହାରୁ ପ୍ରତିବର୍ଷ ଆଜିର ଦିନକୁ ଜାତୀୟ କ୍ରୀଡା ଦିବସ ବା ନ୍ୟାସନାଲ୍ ସ୍ପୋର୍ଟର୍ସ ଡେ’ ଭାବେ ପାଳନ କରାଯାଉଛି।