'ପ୍ରବଳ' ହେଉଛି ପ୍ରଥମ ରିଭଲବର୍ ଯାହା ସାଇଡ୍ ସୁଇଙ୍ଗ୍ ସିଲିଣ୍ଡର, ଯାହା ଦ୍ୱାରା ଟ୍ରିଗର୍କୁ ମାରିବା ପାଇଁ ସହଜ ହୋଇଥାଏ।
ମୁମ୍ବାଇ- ବେଙ୍ଗାଲୁରୁ ଉଦୟନ ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ ଘଟିଛି । ଆଜି ସକାଳ ପ୍ରାୟ ୭ଟା ୩୦ ବେଳେ ଟ୍ରେନ୍ଟି ସଙ୍ଗୋଲି ରୟାନ୍ନା ରେଲ୍ୱେ ଷ୍ଟେସନରେ ପହଞ୍ଚିବା ପରେ ଦୁଇଟି ବଗିରେ ନିଆଁ ଲାଗି ଯାଇଥିଲା ।
ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଚନ୍ଦ୍ର- ସିଂହ ପ୍ରାତଃ ୦୫.୪୦ ଗତେ କନ୍ୟା । ତିଥି – ୩ୟା ରାତ୍ରି ୧୦.୧୯ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ପ୍ରାତଃ ୦୫.୪୦ ଗତେ ବୃଷ ରାଶି । ଘାତ ବାର –ବୃଷ ସିଂହ ଓ କନ୍ୟା । ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞନ ଦାନ ରାତ୍ରି ୦୧.୪୭ ଗତେ ୧ ପାଦ କୃଷିହାନି ଭୂମିଦାନ ।
୨ ସପ୍ତାହ ବ୍ୟବଧାନ ପରେ ମଣିପୁରରେ ପୁଣି ତେଜିଲା ହିଂସା। କୁକି ସଂପ୍ରଦାୟର ୩ ଜଣ ଆଦିବାସୀ ଯୁବକଙ୍କୁ ଦୁର୍ବୃତ୍ତମାନେ ହତ୍ୟା କରିଥିବା ସୂଚନା ମିଳିଛି।
ପୁଅ ସହିଦ ହେବାର ୮ ଦିନ ପରେ ଚାଲିଗଲେ ମା’। ଝାଡ଼ଖଣ୍ଡରେ ମାଓ ମୁକାବିଲା ବେଳେ ସହିଦ ହୋଇଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ମାଟିର ସନ୍ତାନ ସୁଶାନ୍ତ ଖୁଣ୍ଟିଆଙ୍କ ମା’ ଆଉ ନାହାନ୍ତି।
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିଲେ ମଧ୍ୟ ଆଜିଠୁ କମିବ ଲଘୁଚାପର ପ୍ରଭାବ। ଆଜିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ କମିବା ସମ୍ଭାବନା ରହିଛି।
ସମସ୍ତଙ୍କ ଜୀବନରେ ଫଟୋ କିଛି ନା କିଛି ଗୁରୁତ୍ୱ ରଖେ। ଫଟୋଗ୍ରାଫ୍ ମାଧ୍ୟମରେ ଲୋକେ ସେମାନଙ୍କର ଇତିହାସକୁ ଖୋଜନ୍ତି ଆଉ ବୁଝନ୍ତି। ଫଟୋର ଏହି ମହତ୍ତ୍ୱକୁ ବୁଝେଇବା ନେଇ ପ୍ରତିବର୍ଷ ୧୯ ଅଗଷ୍ଟରେ ‘ବିଶ୍ୱ ଫଟୋଗ୍ରାଫି ଦିବସ’ ପାଳନ କରାଯାଏ।
ଫିଲ୍ମ ସୁଟିଂ ପରେ ପୋଷ୍ଟ ପ୍ରଡକସନରେ ଏହି ସାଉଣ୍ଡ ସୃଷ୍ଟି କରାଯାଇଥାଏ ଏବଂ ଏହା ପଛରେ ଥିବା କଳାକାରଙ୍କୁ କୁହାଯାଏ ଫଲି ଆର୍ଟିଷ୍ଟ । କହିବାକୁ ଗଲେ ଫିଲ୍ମକୁ ଜୀବନ୍ୟାସ ଦେଇଥାନ୍ତି ଫଲି ଆର୍ଟିଷ୍ଟ ।
ଇଡକୋ ଜମିରେ ଗଢ଼ି ଗଢିଉଠିଥିବା ଶିଳ୍ପାଞ୍ଚଳ ଏବେ ବଣବୁଦାରେ ନିଜ ପରିଚୟ ହରାଇଛି। ମାଲିକମାନେ ନିଜ ନିଜର ମେସିନ୍ ଓ ଯନ୍ତ୍ରପାତି ନେଇ ଚାଲି ଗଲେଣି। ଇଣ୍ଡଷ୍ଟ୍ରିରେ ତାଲା ପଡିଛି ଆଉ ବାହାରେ ଝୁଲୁଛି ଖଣ୍ଡେ ଟିଣ ସାଇନ୍ ବୋର୍ଡ।
ଶାସନ ବ୍ୟବସ୍ଥାକୁ ପୁଣି ଶାସକ ଦଳ ବିଧାୟକ ସୌମ୍ୟଙ୍କ ଟାର୍ଗେଟ୍। ଫାଇଭ୍-ଟି ସଚିବଙ୍କୁ ସିଧା ନିଶାନା। ହେଲିକପ୍ଟରରେ ବୁଲି ଅଭିଯୋଗ ଗ୍ରହଣକୁ କଡ଼ା ସମାଲୋଚନା। ନିଜ ଜନ୍ମଦିନରେ ନିଜ ଖବର କାଗଜରେ 'ଆମ ଘରର ହାଲଚାଲ' ସ୍ତମ୍ଭରେ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ, ଏ 'ଜନ୍ମଦିନର ଅନୁଚିନ୍ତା' ଶୀର୍ଷକ ଲେଖାକୁ ନେଇ ଝଡ଼।
ଏଣିକି ଶବଦାହ ପାଇଁ ନା ଦରକାର ହେବ କାଠ ନା ବିଜୁଳି । CNG ଜାଳିବ ଶବ । ଓଡ଼ିଶାରେ ପ୍ରଥମ କରି ରାଜଧାନୀର ଖଣ୍ଡଗିରି ଧର୍ମବିହାର ଠାରେ ଆଜି ପ୍ରାକୃତିକ ଗ୍ୟାସ ଆଧାରିତ ଏଭଳି ଅତ୍ୟାଧୁନିକ ଶବଦାହ ଗୃହର ଶୁଭାରମ୍ଭ ହୋଇଛି ।
ଲଘୁଚାପ ସବଳ, ସକ୍ରିୟ। ତୁହାକୁ ତୁହା କାଚୁଛି। ୨୪ ଘଣ୍ଟାରେ ୫ ସ୍ଥାନରେ ଅତିପ୍ରବଳ ତ ୩୦ରୁ ଅଧିକ ସ୍ଥାନରେ ନିର୍ଦ୍ଧୁମ୍ ବର୍ଷିଛି।
ତଥ୍ୟ କହୁଛି ଦେଶର ବିଭିନ୍ନ ବ୍ୟାଙ୍କରେ ପଡ଼ିରହିଛି ୪୫ ହଜାର କୋଟିରୁ ଅଧିକ ଟଙ୍କାର ଦାବି ବିହୀନ ଡିପୋଜିଟ୍ । ଯାହାକୁ ଜମା ରଖିଥିବା ଗ୍ରାହକ ହୁଅନ୍ତୁ ବା ସେମାନଙ୍କ ସମ୍ପର୍କୀୟ ସେମାନଙ୍କୁ ଫେରାଇବାକୁ କରାଯିବ ଉଦ୍ୟମ ।
ସହିଦ୍ ଯବାନ ସୁଶାନ୍ତ ଖୁଣ୍ଟିଆଙ୍କୁ ଝୁରିଝୁରି ଗୁରୁତର ଅସୁସ୍ଥ ହୋଇ ପଡିଥିବା ତାଙ୍କ ମା ସୁନ୍ଦରୀ ଖୁଣ୍ଟିଆଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି।
ମାହାଙ୍ଗାର ଦଶମ ଶ୍ରେଣୀ ଛାତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ ପଛରେ କିଏ ? ନାବାଳିକାଟି ଆତ୍ମହତ୍ୟା କଲା ନା ରାଜନେତାଙ୍କୁ ଢାଲ କରି ମାରିଦିଆଗଲା ? ଆଜିକୁ ଠିକ୍ ଦୁଇ ମାସ ତଳର ସମ୍ବେଦନଶୀଳ ମାମଲାର ସତ କାହିଁକି ସାମ୍ନାକୁ ଆଣୁନି ପୋଲିସ ?
ଗ୍ରୁପ୍ A ମେଡିକାଲ ଅଫିସର୍ ନିଯୁକ୍ତି ପାଇଁ ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(OPSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଚନ୍ଦ୍ରପୃଷ୍ଠର ୨ଟି ଭିଡିଓ ପଠାଇଲା ଚନ୍ଦ୍ରାୟନ-୩ । ଭିଡିଓ କଏଦ କରିଛି ଲ୍ୟାଣ୍ଡରରେ ଲାଗିଥିବା କ୍ୟାମେରା । ସେଥିରେ ସ୍ପଷ୍ଟ ଦିଶୁଛି ଯେ ଚନ୍ଦ୍ରପୃଷ୍ଠର ଅସଂଖ୍ୟ ଗହ୍ୱର ରହିଛି ।
ଆସିଲା ନୂଆ ଓଡିଆ ଚଳଚ୍ଚିତ୍ର ‘ପୁଷ୍କରା’ର ମୋସନ ପୋଷ୍ଟର। ହଜିଯାଉଥିବା ଏକ କୌଳିକ ବୃତ୍ତି ଉପରେ ଆଧାରିତ ଏହି ଫିଲ୍ମରେ ସବ୍ୟସାଚୀଙ୍କ ବ୍ୟତୀତ ସୁପ୍ରୀୟା, ବିକାଶ ଚୌଧୁରୀ, ପିଣ୍ଟୁ ନନ୍ଦ, ତ୍ରିଭୁବନ ପଣ୍ଡା ମୁଖ୍ୟ ଭୂମିକାରେ ଅଛନ୍ତି।
ଦୁଇ ପୋଷା କୁକୁରଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଲଢ଼େଇ ଭୟଙ୍କର ରୂପ ନେଇଛି । ଦୁଇ କୁକୁର ପରସ୍ପରକୁ ଭୁକିବା ସହ ଆକ୍ରମଣ କରିବାରୁ ସେମାନଙ୍କ ମାଲିକମାନଙ୍କ ମଧ୍ୟରେ ପାଟିତୁଣ୍ତ ଲାଗିଲା । ଶେଷରେ କୁକୁର ଲଢ଼େଇକୁ ନେଇ ଗୁଳିମାଡ଼ ମଧ୍ୟ ହୋଇଛି । ଗୁଳିମାଡ଼ରେ ୨ ଜଣଙ୍କ ଜୀବନ ଯାଇଛି ।
ଏହି ସରକାର ଏକ ଅଭିନବ ଯୋଜନା ଆରମ୍ଭ କରିଛନ୍ତି। ବୃଦ୍ଧ ପିତାମାତାଙ୍କ ସେବା କରୁଥିବା ପୁଅ ଓ ଝିଅମାନଙ୍କ ପାଇଁ 'ଶ୍ରବଣ କୁମାର ପୁରସ୍କାର' ଆରମ୍ଭ ହୋଇଛି। ସ୍ୱାଧୀନତା ଦିବସ ଅବସରରେ ଏହି ପୁରସ୍କାରକୁ ଘୋଷଣା କରାଯାଇଛି।
ରିଲିଜ୍ ହେବାର ୬ ଦିନରେ ସନି ଦେଓଲଙ୍କ ଫିଲ୍ମ 'ଗଦର ୨' ବକ୍ସ ଅଫିସ୍ ଆୟରେ ଏକ ବଡ ରେକର୍ଡ ସୃଷ୍ଟି କରିଛି, ଯାହା 'ସୁଲତାନ୍', 'ପଠାନ୍' ଏବଂ 'ଡଙ୍ଗଲ' ଭଳି ଫିଲ୍ମକୁ ପଛରେ ପକେଇଦେଇଛି। ଏହି ରେକର୍ଡ ଭାଙ୍ଗିବାକୁ ଶାହରୁଖ ଖାନ, ଆମୀର ଖାନ ଏବଂ ସଲମାନ ଖାନଙ୍କୁ ବର୍ଷ ବର୍ଷ ଲାଗିପାରେ। ତେବେ ଆସନ୍ତୁ ଜାଣିବା ସେହି ରେକର୍ଡ କ’ଣ?
ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ICU, ୱାର୍ଡରେ ଥିବା ରୋଗୀଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା।
ମାହାଙ୍ଗାରେ ନାବାଳିକାର ସନ୍ଦେହଜନକ ମୃତ୍ୟୁ ମାମଲାରେ ନିଲମ୍ବିତ ବିଜେଡି ନେତା ଶରତ ନାୟକଙ୍କୁ ପଚରାଉଚରା କରାଯାଇଛି। ନାବାଳିକାର ସନ୍ଦେହଜନକ ମୃତ୍ୟୁ ମାମଲାରେ ଅଡିଓ ଭାଇରାଲ ପରେ ବିବାଦୀୟ ହୋଇଥିଲେ ଶରତ।
ଦେଶର ପ୍ରଥମ ଥ୍ରୀଡି ପ୍ରିଣ୍ଟେଡ ପୋଷ୍ଟ ଅଫିସ ଉଦ୍ଘାଟିତ। ୧୧ ଶହ ସ୍କୋୟାର ଫୁଟର ଜାଗାରେ ଏହା ତିଆରି ହୋଇଥିବା ବେଳେ ୨୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି।
ଗୁଳି କରିବା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।