ମାନବାଧିକାର କର୍ମୀଙ୍କ ସହ ଯାଇ ଦକ୍ଷିଣାଞ୍ଚଳ ଆଇଜିଙ୍କୁ ଦିନେଶଙ୍କ ପରିବାର ଅଭିଯୋଗ କରିବା ସହ ଦୀଓପିକାଙ୍କୁ ଘର ଆଗରୁ ଉଠାଇବାକୁ ଦାବି କରିଛନ୍ତି।
ଯଦି ଆପଣ କୌଣସି ସରକାରୀ ଚାକିରି ଖୋଜୁଛନ୍ତି ତେବେ ଏହା ଆପଣଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ। ଭାରତୀୟ ଡାକ ବିଭାଗରେ ବିନା ପରୀକ୍ଷାରେ ୩୦ ହଜାରରୁ ଅଧିକ ପଦବୀ ପାଇଁ ନିଯୁକ୍ତି ମିଳିବ। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି।
ଆପଣ ଜାଣନ୍ତି କି ? ଏମିତି ୪ଟି ଆପ୍ ରହିଛି ଯାହା ଆପଣ ଆପଣଙ୍କ ଫୋନ୍ରେ ରଖିବା ନିହାତି ଜରୁରୀ । କାରଣ ଏହି ଆପ୍ ଗୁଡ଼ିକ ଦ୍ୱାରା ଆପଣ ଅନେକ ସୁବିଧା ପାଇପାରିବେ ।
ନିଜର ସୁରକ୍ଷା ଦାବି କରି ରାଜ ପରିବାରର ବୋହୂ ଅଦ୍ରିଜା ମଞ୍ଜରୀ ବଲାଙ୍ଗିର ଟାଉନ୍ ଥାନାରେ ଦ୍ୱାରସ୍ଥ ହୋଇଛନ୍ତି । ଅର୍କେଶ ନାରାୟଣ ସିଂଦେଓଙ୍କ ପତ୍ନୀ ହେଉଛନ୍ତି ଅଦ୍ରିଜା ମଞ୍ଜରୀ ।
ସୁପର୍ଷ୍ଟାର୍ ରଜନୀକାନ୍ତଙ୍କ ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେ ସବୁବେଳେ ପାଗଳ। ଅନ୍ୟପକ୍ଷରେ, ଯଦି ତାଙ୍କ ଫିଲ୍ମ ବହୁ ବର୍ଷର ବ୍ୟବଧାନ ପରେ ପ୍ରେକ୍ଷାଳୟକୁ ଆସେ ତେବେ କିଏ ତାଙ୍କ ଫିଲ୍ମ ଦେଖିବାକୁ ଯିବ ନାହିଁ, ଏହା ହୋଇ ନ ପାରେ।
ସହିଦଙ୍କ ପାର୍ଥିବ ଶରୀରକୁ ଶୋଭାଯାତ୍ରାରେ ନିଆଯାଇଥିଲା ଶ୍ମଶାନ । ସେଠାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗନ୍ ସାଲ୍ୟୁଟ ଦିଆଯାଇଥିଲା । ଶେଷଦର୍ଶନ କରିଥିଲେ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ।
ଡ୍ୟାନ୍ସ ବାର୍ରେ ନାବାଳିକା ନିୟୋଜିତ ଥିଲେ ଫସିବେ ବାର୍ ମାଲିକ ! ୨୧ ବର୍ଷରୁ କମ୍ ବୟସର ମହିଳା କର୍ମଚାରୀ ଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
‘ଗଦର ୨’ ପ୍ରେକ୍ଷାଳୟରେ ହଇଚଇ ସୃଷ୍ଟି କରୁଛି। ଖାଲି ସାଧାରଣ ଦର୍ଶକ ନୁହେଁ ସୁପରଷ୍ଟାର୍ମାନେ ମଧ୍ୟ ଏହାର ଫ୍ୟାନ ହୋଇଯାଇଛନ୍ତି। ସଲମାନ ଯେଉଁଭଳି ଭାବରେ ସନି ପାଜିଙ୍କୁ ପ୍ରଶଂସା କରିଛନ୍ତି ତାହା ସୋସିଆଲ ମିଡିଆରେ ହଙ୍ଗାମା ସୃଷ୍ଟି କରିଛି।
ଦୁଇ ନାତି ଅଜାଙ୍କ ଦଶାହ କର୍ମରେ ଯୋଗଦେଇଥିଲେ । କର୍ମ ଅନୁସାରେ ଲଣ୍ଡା ହୋଇ ଗାଧୋଇବାକୁ ଯାଇଥିଲେ । ହେଲେ ଗାଧୋଇବାବେଳେ ପାଣିରେ ବୁଡି ଦୁଇ ନାତିଙ୍କ ମୃତ୍ୟୁ ହୋଇଥିଲା ।
ବଲିଉଡ୍ର ଖିଲାଡି ଷ୍ଟାର ଅକ୍ଷୟ କୁମାରଙ୍କୁ ଯଦି କେହି ଚାପୁଡ଼ା ମାରନ୍ତି କିମ୍ବା ତାଙ୍କ ଉପରେ ଛେପ ପକାନ୍ତି, ତା’ହେଲେ ପୁରସ୍କାର ସ୍ୱରୂପ ତାଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ। ଏନେଇ ଆଗ୍ରାର ଏକ ହିନ୍ଦୁ ସଂଗଠନ ଘୋଷଣା କରିଛି।
ଅଲଟୋ କାର ରାଜପାଟଣାରୁ ଅପହରଣ କରି ନେଇଥିଲେ ୪ ଯୁବକ l ଏହି ଖବର ପାଇ ନୟାଗଡ଼ ସଦର ପୋଲିସ କାରକୁ ଗୋଡ଼ାଇ ଗୋଡ଼ାଇ ନୟାଗଡ଼ ଚଣ୍ଡୀବସ୍ତ ରାସ୍ତାରୁ ଉଦ୍ଧାର କରିଛି ପୋଲିସ l
ମେଡିକାଲ ଗେଟ୍ ଆଗରେ ମୃତଦେହ ରଖି ପରିବାର ଲୋକ ଧାରଣା ଦେଇଛନ୍ତି । ଗୁରୁବାର ଦିନ ୩ଟାରେ ସର୍ଦ୍ଦାର ବନ୍ଧ ପଂଚାୟତର ଶଙ୍ଖାଭଙ୍ଗା ଗାଁର ଗଙ୍ଗାଧର ମହାନ୍ତଙ୍କ ପେଟ ବ୍ୟଥା ହେବାରୁ ହାତୀଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ ହୋଇଥିଲେ ।
ପୂର୍ବରୁ ମଣିପୁର ପ୍ରସଙ୍ଗକୁ ନେଇ ଅନାସ୍ଥା ପ୍ରସ୍ତାବ ଆଣିଥିଲେ ବିରୋଧୀ । ଏହି ପ୍ରସଙ୍ଗରେ ଗୃହ ମଧ୍ୟ ସରଗରମ ହୋଇଥିଲା । ପରେ ପରେ ବିରୋଧୀ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଲୋଡ଼ିଥିଲା । ବିରୋଧୀଙ୍କୁ ଜବାବ ଦେବାକୁ ମଧ୍ୟ ପ୍ରଧାନମନ୍ତ୍ରୀ ଗୃହରେ ନିଜର ପ୍ରତିକ୍ରିୟା ରଖିଥିଲେ ।
ଏଣିକି ଗାଈଗୋରୁଙ୍କୁ ରାସ୍ତା କିମ୍ବା ଏଣେତେଣେ ଛାଡ଼ିପାରିବେନି ମାଲିକ। ଯଦି ଛାଡ଼ିବେ, ତେବେ ବିଏମସି ସେଭଳି ଗାଈଗୋରୁଙ୍କୁ ଗୋଶାଳାକୁ ଉଠାଇ ନେବ।
ପୋଲିସ ଖବର ପାଇବା ପରେ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟାରେ ନେହେରୁ ନଗର ପୋଲିସ ଷ୍ଟେସନ ଅଧିନସ୍ଥ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିଲା ।
କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧି ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନାର ଦରଖାସ୍ତରେ ନିଜକୁ ଅସହାୟ ବୃଦ୍ଧ ଦର୍ଶାଇ ବାର୍ଦ୍ଧକ୍ୟ ଭତ୍ତା ଦେବାକୁ ନିବେଦନ କରିଛନ୍ତି । କଟକ ବିଜୁ ପଟ୍ଟନାୟକ ଛକରେ ଥିବା ଆନନ୍ଦ ଭବନରେ ରହୁଥିବା ନବୀନ ପଟ୍ଟନାୟକ ଭାଇ ଦିଲ୍ଲୀପ ପଟ୍ଟନାୟକଙ୍କ ଏଭଳି ପଦକ୍ଷେପ ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି ।
ପରିଚୟ ଲୁଚାଇ ଯଦି କୌଣସି ଯୁବତୀଙ୍କୁ ବିବାହ କରନ୍ତି କିମ୍ବା ପଦୋନ୍ନତି ଓ ଚାକିରିର ପ୍ରଲୋଭନ ଦେଖାଇ ସମ୍ପୃକ୍ତ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖନ୍ତି, ତା’ହେଲେ ଏଥିପାଇଁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡାଦେଶ ମିଳିପାରେ।
ଗତ ୧୦ ତାରିଖ ରାତି ଭୋଜନରେ ଭାତ, ରୁଟି, ଡାଲି, ତରକାରୀ ସହ କ୍ଷିରୀ ଖାଇଥିଲେ ଛାତ୍ରଛାତ୍ରୀ ।
‘ମୋଦି ହଟାଅ, ଦେଶ ବଞ୍ଚାଅ...ନବୀନ ହଟାଅ, ଓଡ଼ିଶା ବଞ୍ଚାଅ’। ଏହି ନାରା ଦେଇ ଆନ୍ଦୋଳନ ଡ଼ାକରା ଦେଇ ଓଡ଼ିଶାରେ ଏକାଠି ହୋଇଛନ୍ତି ୧୭ ରାଜନୈତିକ ଦଳ।
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର –ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି - ୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ ।
ରାୟଗଡ଼ା ଜିଲ୍ଲାରେ ଇମ୍ଫା ଥେରୁବାଲି ପ୍ଲାଣ୍ଟ ପକ୍ଷରୁ ‘କନ୍ୟା ଏକ୍ସପ୍ରେସ୍’ ଲଞ୍ଚ୍ କରାଯାଇଛି। ଜିଲ୍ଲାର ବିଭିନ୍ନ ବ୍ଲକ୍, ଗାଁ ବୁଲିବା ସହ ଲୋକଙ୍କୁ ସଚେତନ କରିବ ‘କନ୍ୟା ଏକ୍ସପ୍ରେସ୍’।
ଜନ୍ମମାଟିକୁ ଫେରିଛି ସହିଦ ବୀର ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ପାର୍ଥିବ ଶରୀର। ସିଧାସଳଖ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସ୍ଥିତ ଜନ୍ମମାଟିକୁ ନିଆଯାଇଛି ସୁଶାନ୍ତଙ୍କ ପାର୍ଥିବ ଶରୀର।
ପ୍ରତିବର୍ଷ ଅଗଷ୍ଟ ୧୨ରେ ସାରା ବିଶ୍ୱ ଏହି ଦିନକୁ ଆନ୍ତର୍ଜାତୀୟ ଯୁବ ଦିବସ ଭାବରେ ପାଳନ କରନ୍ତି। ଏହା ଏକ ସଚେତନତା ଦିବସ ଭାବରେ ପାଳନ କରାଯାଏ ଏବଂ ଯୁବକମାନଙ୍କୁ ପ୍ରଭାବିତ କରୁଥିବା ସାମାଜିକ, ରାଜନୈତିକ ଏବଂ ସାଂସ୍କୃତିକ ଆହ୍ୱାନର ଏକ ନିର୍ଦ୍ଦିଷ୍ଟ ଦିଗ ପ୍ରତି ଧ୍ୟାନ ଆକର୍ଷଣ କରିଥାଏ।
ଯୁବ ଗୋଷ୍ଠୀ ଶାରୀରିକ ଏବଂ ମାନସିକ ସ୍ତରରେ ଯେକୌଣସି କାର୍ଯ୍ୟକୁ ଦକ୍ଷତାର ସହିତ କରିବାକୁ ସକ୍ଷମ ହୋଇଥାନ୍ତି। କିନ୍ତୁ ଆଜିକାଲି ଦେଖାଯାଏ ଯେ ଯୁବପିଢି ମାନସିକ ସ୍ତରରେ ଦୁର୍ବଳ ହେଉଛନ୍ତି। ଏନେଇ ଯୁବପିଢିଙ୍କୁ ମାନସିକ ଭାବେ ସୁସ୍ଥ ରହିବା ନେଇ କେତେକେ ଦିଗ ପ୍ରତି ଦୃଷ୍ଟିଦେବା ନିହାତି ଜରୁରୀ।