ଖୁବ୍ଶୀଘ୍ର କଳାହାଣ୍ଡିକୁ ଉଡ଼ିବ ବିମାନ। ବହୁ ପ୍ରତୀକ୍ଷିତ ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି।
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପାଇଁ ଆସିଲା ବିବାହ ପ୍ରସ୍ତାବ...
ଜଣେ ୯ ବର୍ଷର ପୁଅ ଆଗରେ ମା’କୁ ଟଣାଓଟରା କଲା ଯୁବକ । ହେଲେ ମହିଳା ଜଣକ ଏହାକୁ ବିରୋଧ କରିବାରୁ ତାଙ୍କୁ ଚଳନ୍ତା ଟ୍ରେନ୍ରୁ ଠେଲିଦେଲା । ପୋଲିସ ଆଗରେ ଏପରି ଏକ ଚାଞ୍ଚଲ୍ୟ କର ତଥ୍ୟ ଦେଇଛି ପୀଡ଼ିତାଙ୍କ ନାବାଳକ ପୁଅ ।
ସ୍ୱାମୀଙ୍କୁ ‘କଳା’ କହି ଯଦି ସ୍ତ୍ରୀ ତାଙ୍କର ଅପମାନ କରନ୍ତି, ତା’ହେଲେ ଏହା ନିଷ୍ଠୁରତା ସାବ୍ୟସ୍ତ ହେବ। ଏହି ଆଧାରରେ ଛାଡ଼ପତ୍ରକୁ ମଧ୍ୟ ମଞ୍ଜୁରୀ ମିଳିପାରେ। ଏକ ମାମଲାର ଶୁଣାଣି କରି କର୍ଣ୍ଣାଟକ ହାଇକୋର୍ଟ ଏଭଳି ନିଷ୍ପତ୍ତି ଶୁଣାଇଛନ୍ତି।
ଅନେକ ବାଦବିବାଦ ପରେ ଆସନ୍ତାକାଲି ହେବ ବନକଲାଗି ନୀତି ।
ଟମାଟୋକୁ ସୁରକ୍ଷା ଦେବାକୁ ମାଷ୍ଟରପ୍ଲାନ୍, ୨୨,୦୦୦ ଟଙ୍କା ଖର୍ଚ୍ଚ କରି ଟମାଟୋ କ୍ଷେତରେ CCTV ଲଗାଇଛନ୍ତି ଚାଷୀ ।
ପିଲାଟି ଦିନରୁ ସେ ଦିବ୍ୟାଙ୍ଗ । କିନ୍ତୁ ସେ ହାର ମାନିନଥିଲେ । ପାଠ ପଢା ନିଶା ଏମିତି ଥିଲା ଯେ ଘରେ ଅନଲାଇନ୍ରେ ପାଠ ପଢି ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ । ଏବେ ବ୍ରହ୍ମପୁରରେ ପଢୁଛନ୍ତି ଡାକ୍ତରୀ...ଭବିଷ୍ୟତରେ ଦୃଦରୋଗ ବିଭାଗର ଡାକ୍ତର ହେବାକୁ ଦେଖୁଛନ୍ତି ସ୍ୱପ୍ନ।
ବୁଲା କୁକୁରକୁ ମାଡ଼ ମାରିବାରୁ ଥାନାରେ ଏତଲା ଦିଆଯାଇଛି। ଭୁବନେଶ୍ୱର ସହିଦ ନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତିରେ ଏହି ଘଟଣା ଘଟିଛି।
ମାର୍ଶଲ ଆର୍ଟରେ ପାରଙ୍ଗମ ଏହି ଦୁଇ ସେଲିବ୍ରିଟି ଶିଳ୍ପପତିଙ୍କ ମଧ୍ୟରେ ଖୁବଶୀଘ୍ର ହୋଇପାରେ କେଜ୍ ଫାଇଟ୍ । ଏହି ମୁକାବିଲା ଲାଗି ପ୍ରଥମେ ମସ୍କ ନିଜ ଆଡ଼ୁ ଜୁକରବର୍ଗଙ୍କୁ ପ୍ରସ୍ତାବ ଦେଇଥିଲେ ଏବଂ ଏଥିସହ କହିଥିଲେ ଯେ, ଏହି ଫାଇଟ୍ ଏକ୍ସ ପ୍ଲାଟଫର୍ମରେ ସିଧାପ୍ରସାରଣ ହେବ ।
ରାତି ଅଧରେ ନିଶାସକ୍ତ ଅବସ୍ଥାରେ ଘରେ ପଶିଲା.. ସ୍ୱାମୀ ସ୍ତ୍ରୀଙ୍କୁ ବ୍ଲେଡରେ ଆକ୍ରମଣ କଲା.. ସ୍ୱାମୀ ଗୁରୁତର, ସ୍ତ୍ରୀଙ୍କ ଅବସ୍ଥା ସୁଧୁରୁଛି
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଶପଥ ପାଠ କରାଇଛନ୍ତି।
ରାସ୍ତା ନୁହେଁ ବିଲ । ୪ କିମି ପର୍ଯ୍ୟନ୍ତ ଅବସ୍ଥା ପୂରା ଖରାପ । ଆମ୍ବୁଲାନ୍ସ ପଶିପାରୁନି କି ଗାଡି ବାହାରିପାରୁନି । ଭାରରେ ବୁହା ହେଉଛନ୍ତି ରୋଗୀ...ଅଭିଯୋଗ ହେଉଛି ହେଲେ ରାସ୍ତା ହେଉନି
୧୦୦ ବର୍ଷ ହେଲା...ସ୍କୁଲର ଉନ୍ନତି ହେଲାନି । ଅସରେ ବର୍ଷାରେ କାନ୍ଥ ବତୁରିଯାଉଛି...ଟିଣରୁ ପାଣି ପଡୁଛି । କଳା ଧୂଆଁରେ ଆକ୍ତାମାକ୍ତ ପିଲା । ପୁଣି ଗୋଟିଏ ଶ୍ରେଣୀରେ ଦୁଇଟି କ୍ଲାସ୍ର ପିଲା । ଏମିତି ସ୍ଥିତିରେ ପାଠ ପଢା ହେବ କେମିତି?
କାର୍ଟି ହଠାତ୍ ତଳକୁ ଗଡ଼ି ଯିବା ସହ ପଲ୍ଟି ଜଳପ୍ରପାତ ଭିତରକୁ ଖସି ପଡ଼ିଥିଲା। ଏତିକିବେଳେ କାର୍ ଭିତରେ ଥିବା ବ୍ୟକ୍ତି ଜଣକ ଗାଡ଼ି ଭିତରୁ ଛିଟିକି ପାଣି ଭିତରେ ପଡ଼ିଥିଲେ।
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଜବ ଆବେଦନ। ନିଜ ପାଇଁ ଏକ ଜୀବନସାଥୀ ଖୋଜିଦେବା ପାଇଁ ଦରଖାସ୍ତ ଲେଖି ଜିଲ୍ଲାପାଳଙ୍କୁ ନିବେଦନ କରିଛନ୍ତି ଜଣେ ଦିବ୍ୟାଙ୍ଗ।
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ
ଓଡ଼ିଆରେ ନାମଫଳକ ନଲେଖିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍ ଗଣିବାକୁ ପଡ଼ିବ। ଖାଲି ଏତିକି ନୁହେଁ କୋର୍ଟ ବି ଦୌଡ଼ିବାକୁ ପଡ଼ିବ।
ସାଙ୍ଗ ହେବ ତ ଏମିତି ! ଜଣେ ଦିବ୍ୟାଙ୍ଗ ହେବାରୁ ଅନ୍ୟ ଜଣେ କାନ୍ଧରେ ବସାଇ ନିଇତି ନେଉଛି ସ୍କୁଲ। ଖାଇବାଠୁ ପିଇବା...ବସିବାଠୁ ବୁଲିବା ସବୁ ଏକାଠି କରୁଛନ୍ତି ଏମାନେ। ଲୋକେ କହୁଛନ୍ତି, ଏମିତି ଦୋସ୍ତି କେବେ ଦେଖିନାହାଁନ୍ତି ..
ସ୍ୱପ୍ନ ପାଲଟିଛି ପିଚୁ ରାସ୍ତା। କାଦୁଅ ରାସ୍ତାରେ ବର୍ଷ ବର୍ଷ ଧରି ଚାଲିବାକୁ ବାଧ୍ୟ ହେଉଛନ୍ତି ଲୋକେ। ଆସୁନି ଆମ୍ବୁଲାନ୍ସ କି ଗଡ଼ୁନି ଗାଡ଼ି। ଭାରରେ ବୁହାହୋଇ ମେଡିକାଲ ଯାଉଛନ୍ତି ଗର୍ଭବତୀ ମହିଳା
ବଜାର ସୁବିଧା ଭଲରେ ନାହିଁ । ଯଦି ବ୍ୟବସାୟ ପାଇଁ ସବୁ ସୁବିଧା କରାଯିବ ତାହାଲେ ଲାଭ ପାଇବେ ବୁଣାକାର ପରିବାର।
ସ୍ୱାମୀର ଜୀବନ ବଞ୍ଚାଇବାକୁ ସାହାଯ୍ୟ ମାଗୁଥିଲା ସ୍ତ୍ରୀ । ଓଟିଭିର ଆପଣ ଏକାନୁହଁନ୍ତିରେ ଖବର ପ୍ରସାରଣ ପରେ ସାହାଯ୍ୟ କରୁଥିଲେ ବଦାନ୍ୟ ବ୍ୟକ୍ତି । ହେଲେ ସାଇବର ଠକଙ୍କ ଫୋନ୍ ଆସିଲା, ଆକାଉଣ୍ଟରୁ ୫୦ ହଜାର ଟଙ୍କା ଗାଏବ ହେଲା : ଏବେ କାନ୍ଦି କାନ୍ଦି ସ୍ତ୍ରୀ କହୁଛି...
କେବେ ଦୂର ହେବ ବୁଣାକାରଙ୍କ ଦୁଃଖ ? ନିଜେ ବୁଣୁଥିବା ଜିନିଷ ବଡ଼ ସହରରେ ବିକ୍ରି ହେଉଛି। ଅଥଚ ଦଦରା ଘରେ ଦୟନୀୟ ଭାବେ ବଞ୍ଚୁଛି ବୁଣାକାର।
ମଣିଷ ସହ ମିତ ବସିଛି ବାଛୁରୀ। କପିଳା ଡାକିଲେ ବନ୍ଧୁଙ୍କ ପାଖକୁ ଦୌଡ଼ି ଆସୁଛି। ସାଙ୍ଗରେ ଯିବାକୁ ଜିଦ୍ ଧରୁଛି...
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ ଥିଲେ ମଧ୍ୟ ଆଜି ଦିଲ୍ଲୀ ବିଲ୍ ବିପକ୍ଷରେ ଭୋଟ ଦେବାକୁ ରାଜ୍ୟସଭାକୁ ଆସିଥିଲେ। ସେ ହ୍ୱିଲ ଚେୟାରରେ ଆସି ଭୋଟ ଦେଇଥିଲେ ହେଁ ଏହା ବିଲ୍କୁ ମାତ ଦେବାକୁ ଯଥେଷ୍ଟ ହୋଇନାହିଁ ।
କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍ୱାର୍ଡ ପଂଝାରେ ପଡିଛନ୍ତି ଚାରି ଜଣ ଦୁର୍ଦ୍ଦାନ୍ତ ଅପରାଧୀ। ଦୀର୍ଘ ଦିନ ହେଲା ଖୋର୍ଦ୍ଧାରେ ସକ୍ରିୟ ଥିବା ଏହି ଗ୍ୟାଙ୍ଗ ରାଜଧାନୀରେ ବଡ଼ ଧରଣର ଅପରାଧ ଘଟାଇବାକୁ ଯୋଜନା କରୁଥିଲେ।