ଥାନା IIC ଓ ତାଙ୍କ ୨ ସହଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
UPSC ଖୁବ ଶୀଘ୍ର AO, SAO ଓ ଅନ୍ୟାନ୍ୟ ପଦବୀ ପାଇଁ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଶେଷ କରିବ। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ ୫୬ ଟି ପଦବୀ ପୂରଣ ହେବ।
ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୮ ଜଣଙ୍କୁ ବାଲେଶ୍ୱର ପୋଲିସ ଗିରଫ କରିଛି । ଏନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଥିବାବେଳେ ଘଟଣାକୁ ନେଇ ଆହୁରି ତଦନ୍ତ କରୁଛି ପୋଲିସ ।
ବିନା ଇଣ୍ଟରନେଟ୍ରେ ମୋବାଇଲ୍ ଫୋନ୍ରେ ଦେଖିପାରିବେ ଲାଇଭ୍ ଟିଭି। ଫୋନ୍ରେ ସିଧାସଳଖ କିପରି ଲାଇଭ୍ ଟିଭି ଦେଖିହେବ, ତା’ବି ପୁଣି ବିନା ଇଣ୍ଟରନେଟ୍ରେ।
ଅଭିଯୁକ୍ତର ବୟସ ୨୦ ବର୍ଷ । ସେ କାହିଁକି ଓ କେଉଁ କାରଣରୁ ପିଲାମାନଙ୍କୁ ମାଡ଼ ମାରୁଥିଲା ସେନେଇ ପୋଲିସ ପଚରାଉଚରା କରୁଛି ।
୮ରୁ ୧୫ ବର୍ଷ ବୟସର ପିଲାମାନଙ୍କୁ ଦିନକୁ ମାତ୍ର ଏକ ଘଣ୍ଟା ମୋବାଇଲ୍ ବ୍ୟବହାର କରିବାକୁ ଅନୁମତି ମିଳିବ । ତାହା ସହିତ ୮ବର୍ଷରୁ କମ୍ ପିଲାମାନଙ୍କୁ କେବଳ ୮୦ ମିନିଟ୍ ମୋବାଇଲ୍ରେ ସମୟ ଅତିବାହିତ କରିପାରିବେ ବୋଲି କୁହାଯାଇଛି । ଚାଇନାର ସାଇବର ସ୍ପେସ୍ ଆଡମିନିଷ୍ଟ୍ରେସନ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି।
୭୦ ଏବଂ ୮୦ ଦଶକରେ ସୁପରଷ୍ଟାର କମଲ ହାସନଙ୍କ ଅନେକ ଫିଲ୍ମରେ ସହଅଭିନେତା ଭୂମିକାରେ ଅଭିନୟ କରିଥିବା ପ୍ରସିଦ୍ଧ ତାମିଲ ଅଭିନେତା ମୋହନ ଏହି ଦୁନିଆରେ ଆଉ ନାହାଁନ୍ତି। ରହସ୍ୟମୟ ପରିସ୍ଥିତିରେ ୬୦ ବର୍ଷୀୟ ଅଭିନେତାଙ୍କର ଦେହାନ୍ତ ହୋଇଛି।
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ମିଳିଛି। ୫ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ଲଢ଼ିବା ଉପରେ ମଧ୍ୟ କୋର୍ଟ ରୋକ୍ ଲଗାଇଛନ୍ତି।
ବମ୍ବେ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ରୋହିତ ଦେଓ ଶୁକ୍ରବାର ଦିନ ଖୋଲା ଅଦାଲତରେ ନିଜ ପଦରୁ ଇସ୍ତଫା ଘୋଷଣା କରିଛନ୍ତି।
ଗୃହମନ୍ତ୍ରୀ କହିଛନ୍ତି, ଓଡ଼ିଶା ଭଳି ଗୁଜରାଟ ଲୋକ ବି ଜଗନ୍ନାଥଙ୍କୁ ବହୁତ ଭକ୍ତି କରନ୍ତି । ଆଜିର ଦିନରେ ୩୭୦ ଧାରା ଉଚ୍ଛେଦ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି । ଏହି ଅବସରରେ ସାରା ଦେଶବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଶାହ ।
ଆଜି ଆମେ ଆପଣଙ୍କୁ ଏମିତି କିଛି ଟିପ୍ସ ଜଣାଇବୁ । ଯାହାଦ୍ୱାରା ଆପଣ ଖୁବ୍ ସହଜରେ ମୂଷାଙ୍କୁ ଘରୁ ତଡ଼ିଦେଇପାରିବେ ।
ଜୟ ଚୌଧୁରୀ ୧୯୮୦ ମସିହାରେ ଆମେରିକା ଯାଇଥିଲେ । ସେଠାରେ ଏକ କମ୍ପାନୀରେ ଚାକିରି କରିଥିଲେ । ପରେ ୧୯୯୬ ମସିହାରେ ଜୟ ଏବଂ ତାଙ୍କ ପତ୍ନୀ ଜ୍ୟୋତି ଚାକିରି ଛାଡିଥିଲେ ।
୨ ଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଲୋକସେବା ଭବନରେ ପହଞ୍ଚି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।
ସରକାରଙ୍କ ପକ୍ଷରୁ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ମଧ୍ୟ ନୋଟିସ ଜାରି କରାଯାଇଥିଲା । ହେଲେ ଏବେ ଏହି ନିଷ୍ପତ୍ତି ବଦଳିଯାଇଛି ।
ନିବେଶ କର, ଆଉ ନେଇଯାଅ ୪ ଗୁଣା ଟଙ୍କା। ଟଙ୍କା ଚାରିଗୁଣା କରିଦେବାକୁ କହି ପୁରା ଗ୍ରାମବାସୀଙ୍କୁ ଚୁନ ଲଗାଇ ଦେଇଛନ୍ତି ସାଇବର ଠକ।
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ।
ବନ୍ୟା ଖବର ସଂଗ୍ରହ ବେଳେ ହଠାତ୍ ପାଣିରେ ଭାସି ଆସିଲା ନାଗ ସାପ। ହୁଏତ ଏହି ସମୟରେ ସାପକୁ ଦେଖିପାରି ନଥିଲେ, ସାପ ଯେ କାମୁଡ଼ି ଦେଇ ନଥାନ୍ତା ଏଥିରେ ସନ୍ଦେହ ନାହିଁ।
୨ ଦିନିଆ ଓଡ଼ିଶା ଗସ୍ତରେ ବିଜେପିର ଚାଣକ୍ୟ ଅମିତ ଶାହ। ଗତକାଲି ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।
ଶୁକ୍ରବାର ଦିନ ଜମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ବେଳେ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। ଆତଙ୍କାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ପ୍ରଥମେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ।
ତୃଣମୂଳ ସ୍ତରରେ ସଙ୍ଗଠନ ମଜଭୁତ, ମୋଦୀ ସରକାରଙ୍କ ୯ ବର୍ଷର ସଫଳ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ନେଇ ଶାହ ଗୁରୁମନ୍ତ୍ର ଦେବେ।
ଅକଥନୀୟ, ଅକଳ୍ପନୀୟ ଦୁର୍ଦ୍ଦଶାରେ ଦିନ ଦିନ ଧରି ଘାଣ୍ଟି ହେଉଛି ସହରୀଜୀବନ ।
ଘୋଷଣା ହେଲା ରାଜ୍ୟ ବିଜେପିର ନୂଆ ଟିମ୍ । ମୁଖିଆ ମନମୋହନଙ୍କ ନୂଆ ଟିମରେ ନୂଆ ଚେହେରା । ବହୁ ନେତା ସାମିଲ, ଅନେକ ବି ପଡ଼ିଲେ ବାଦ୍ ବିଜେପି ଚାଣକ୍ୟ ଅମିତ ଶାହଙ୍କ ଗସ୍ତର ଠିକ୍ ପୂର୍ବରୁ ଏବଂ ରାଜ୍ୟ ସଭାପତି ଦାୟିତ୍ୱ ନେବାର ୪ ମାସ ପରେ ଆଜି ୩୫ ଜଣିଆ ଟିମର ତାଲିକା ଜାରି କରିଛନ୍ତି ମନମୋହନ ସାମଲ ।
ଯୁକ୍ତ ଦୁଇ ଆଡମିଶନରେ ବଡ଼ ହେରଫେର୍ । ବାଦ ପଡିଲେ ମେଧାବୀ, ନାଁ ଲେଖାଇଲେ କମ୍ ମାର୍କ ଧାରୀ ଷ୍ଟୁଡେଣ୍ଟ ଏକାଡେମିକ୍ ମ୍ୟାନେଜମେଣ୍ଟ ସିଷ୍ଟମ, ସାମ୍ସର ସ୍ୱଚ୍ଛତା ଉପରେ ସାଂଘାତିକ ପ୍ରଶ୍ନଚିହ୍ନ ବାଲେଶ୍ୱର ଫକୀର ମୋହନ ଜୁନିୟର କଲେଜରୁ ଆସିଛି ଏଭଳି ଅଭିଯୋଗ ।
ଭଦ୍ରକ ଆଖୁଆପଦାରେ ବୈତରଣୀ ନଦୀର ଜଳସ୍ତର ଖସିଥିଲେ ବି ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପ୍ରଭାବିତ ହୋଇଛି ଧାମନଗର, ଭଣ୍ଡାରୀପୋଖରୀ, ତିହିଡ଼ି, ଚାନ୍ଦବାଲି ବ୍ଲକ। ବନ୍ୟାରେ ନିଖୋଜ ଧାମନଗର ବ୍ଲକର ଜଣେ ନାବାଳକ ଓ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଥିବାବେଳେ ଭଣ୍ଡାରୀପୋଖରୀ ବ୍ଲକରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ସକାଳେ ହଠାତ ବନ୍ୟାଜଳ ମାଡ଼ି ଆସିବାରୁ ଘର ଦ୍ୱାର ଛାଡ଼ି ଜୀବନ ବିକଳରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଛନ୍ତି ବନ୍ୟା ଦୁର୍ଗତ। ତେରମାଣପୁର ଗାଁର ମୁଖ୍ୟ ରାସ୍ତାରେ ଏବେ କେଉଁଠି ଅଣ୍ଟାଏ ତ ଆଉ କେଉଁଠି ଛାତିଏ ପାଣି।